Home Left

ଜଳିଗଲା ଲୁଗା ଦୋକାନ ୫୦ ଲକ୍ଷର ସାମଗ୍ରୀ ନଷ୍ଟ

ଭୁବନ,୨୮ା୧୦(ଡି.ଏନ.ଏ)- ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ୨ନଂ ୱାର୍ଡ ଶିଶୁମନ୍ଦିର ନିକଟସ୍ଥ ଶ୍ରୀକୃଷ୍ଣ ଡ୍ରେସ୍‌ ହାଉସ ମାଲିକଙ୍କ ଘରେ ରବିବାର ସନ୍ଧ୍ୟା ପ୍ରାୟ ୮ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ ଲକ୍ଷ ଟଙ୍କାର ଡ୍ରେସ ଓ ପୋଷାକ ଜଳିଯାଇଛି। ଦୀପାବଳି…

ବିଶ୍ୱ ସ୍କ୍ବାଶ ଚାମ୍ପିୟନଶିପ୍‌: ଜୋତ୍ସ୍ନା ପ୍ରି-କ୍ୱାର୍ଟରଫାଇନାଲରେ

କାଇରୋ, ୨୮ା୧୦ (ପି.ଟି.)-ଭାରତର ଅଗ୍ରଣୀ ସ୍କ୍ବାଶ ଖେଳାଳି ଚିନ୍ନାପା ସିଆଇବି ପିଏସ୍‌ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ର ପ୍ରି-କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ହଂକଂର ହୋ ତିଜି ଲୋକ୍‌ଙ୍କ ବିପକ୍ଷରେ ସେ ସହଜ ବିଜୟ ହାସଲ କରିଛନ୍ତି। ବିଶ୍ୱର ୧୨ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଜୋତ୍ସ୍ନା…

ହାମିଲଟନ ଜିତିଲେ ମେକ୍ସିକାନ ଗ୍ରାଁ ପ୍ରି

ମେକ୍ସିକୋ ସିଟି, ୨୮ା୧୦ (ଏଏଫ୍‌ପି)-ମର୍ସିଡିଜ୍‌ରେ ଲୁଇସ୍‌ ହାମିଲଟନ ମେକ୍ସିକାନ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ଜିତିିଛନ୍ତି। ଚଳିତ ସିଜନରେ ଏହା ହେଉଛି ତାଙ୍କର ୧୦ମ ଟାଇଟଲ। ଫେରାରିର ସେବାଷ୍ଟିଆନ ଭେଟେଲ ଏବଂ ହାମିଲଟନଙ୍କ ଟିମ୍‌ମେଟ ଭାଲଟେରୀ ବୋଟାସ ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ…

ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା

କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ ଅନୁଯାୟୀ, ଅସୁସ୍ଥତା କାରଣରୁ ଜାମବଣୀ ସରପଞ୍ଚ ପଞ୍ଚାୟତ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ କରିପାରୁ…

ଚଳନ୍ତା ମାଲବାହୀ ଟ୍ରେନରୁ ଅଲଗା ହେଲା ୬ ବଗି

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- ଖୁଣ୍ଟୁଣୀ ଥାନା ଅଧୀନ ପୂର୍ବତଟ ରେଳବାଇର ଘଣ୍ଟିଖାଲ-ନଧିପୁର ରେଳଷ୍ଟେଶନ ନିକଟ ଏକ ରେଳ ପୋଲ ଉପରେ ସୋମବାର ଏକ ଚଳନ୍ତା ମାଲବାହୀ ଟ୍ରେନରୁ ୬ଟି ଓ୍ବାଗନ ଅଲଗା ହୋଇଯାଇଥିଲା। ଫଳରେ ଟ୍ରେନଟି ପ୍ରାୟ ୧୫ମିନିଟ୍‌ ପର୍ଯ୍ୟନ୍ତ ଟ୍ରାକ ଉପରେ ଅଟକ…

ଧବଳେଶ୍ୱର ପୀଠରେ ମାତିଲେ ମହିଳା ଲୁଟେରା : ୪ ସୁନାଚେନ ଲୁଟ୍‌, ଜଣେ ଅଟକ

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- କାର୍ତ୍ତିକ ମାସର ତୃତୀୟ ପାଳିର ସୋମବାରରେ ଧବଳେଶ୍ୱରଙ୍କ ପୀଠରେ ପୂର୍ବ ଅପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଛି। ପ୍ରାୟ ୧୮ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆସିଥିବା ଦେବୋତ୍ତର ସୁପରଭାଇଜର କରୁଣାକର ବେହେରା କହିଛନ୍ତି। କିନ୍ତୁ ଏହି ଭିଡ଼ ମଧ୍ୟରେ…

ଦୁଇ ସ୍ଥାନରୁ ୬ ଲକ୍ଷ ୪୦ ହଜାର ଲୁଟ୍‌

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲାର ଦୁଇଟି ସ୍ଥାନରୁ ସୋମବାର ଲୁଟେରାମାନେ ୬ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ତରିକା ଭିନ୍ନ କିନ୍ତୁ ଦୁହେଁ ବ୍ୟାଙ୍କରୁ ଟଙ୍କା ନେଇ ବାହାରି ଆସିବା ସମୟରେ ଲୁଟ୍‌ର ଶିକାର…

ଏସବୁ ସମସ୍ୟା ଦୂର କରେ କଳାଜିରା

ସାଧାରଣତଃ କଳାଜିରା ଖାଦ୍ୟର ସ୍ବାଦ ବୃଦ୍ଧି ପାଇଁ ବ୍ୟବହାର କରାଯାଇଥାଏ। ମାତ୍ର ଏହାର ବହୁ ଉପକାରୀ ଗୁଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ତେବେ ଆସନ୍ତୁ ଜାଣିବା ଏ ସମ୍ପର୍କରେ… ୧. ଥଣ୍ଡା,କାଶ, କଫ ଦୂର ପାଇଁ କଳାଜିରା…

ଏହି ମନ୍ଦିରରେ ଶୋଇବା ଅବସ୍ଥାରେଥିବା ହନୁମାନଙ୍କୁ କରାଯାଏ ପୂଜା…

ଆହ୍ଲାବାଦରେ ଥିବା ହନୁମାନ ମନ୍ଦିର ଏହାର ସ୍ବତନ୍ତ୍ର ନିର୍ମାଣଶୈଳୀ ପାଇଁ ପ୍ରସିଦ୍ଧ । ଏହା ପୃଥିବୀର ଏକମାତ୍ର ଏପରି ମନ୍ଦିର ଯେଉଁଠି ହନୁମାନଙ୍କ ମୂର୍ତ୍ତି ଶୋଇରହିଥିବା ଅବସ୍ଥାରେ ପୂଜା ପାଉଛନ୍ତି। କୁହାଯାଏ ଏହି ମନ୍ଦିରକୁ ଆସି ହନୁମାନଙ୍କ ଦର୍ଶନ ନ କଲେ…

ଅମିତାଭଙ୍କ ଦୀପାବଳି ପାର୍ଟି : ସାମିଲ ହୋଇଥିଲେ ଏହିସବୁ ଅଭିନେତ୍ରୀ, ଅଭିନେତା

ମୁମ୍ବାଇରେ ବିଗ୍‌ ବି ଅମିତାଭ ବଚ୍ଚନ ଦୀପାବଳି ଅବସରରେ ଏକ ପାର୍ଟିର ଆୟୋଜନ କରିଥିଲେ। ଏଥିରେ ବଲିଉଡ୍‌ର କିଛି ନାମୀଦାମୀ ଅଭିନେତ୍ରୀ, ଅଭିନେତାଙ୍କ ସହ ଜଣାଶୁଣା ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ। ସମସ୍ତ ଅତିଥିଙ୍କୁ ଅମିତାଭ, ଜୟା, ଅଭିଷେକ, ଐଶ୍ୱର୍ଯ୍ୟା ପାଛୋଟି ନେଇଥିଲେ।…

ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ତୃତୀୟ ସ୍ଥାନ ହାସଲ କରିଛି ଭାରତର ଏହି ରାଜ୍ୟ

ଟ୍ରାଭେଲ୍‌ ମିଡିଆ କମ୍ପାନୀ ‘ଲୋନ୍‌ଲି ପ୍ଲାନେଟ୍‌’ ୨୦୨୦ ପାଇଁ ପର୍ଯ୍ୟଟନ ସ୍ଥଳୀ ଚୟନ କ୍ଷେତ୍ରରେ ଏକ ସର୍ଭେ ରିପୋର୍ଟ ଜାରି କରିଛି। ଏହି ତାଲିକାରେ ଇଣ୍ଡୋନେସିଆର ଇଷ୍ଟ ନୁସା ଟେଙ୍ଗର ପ୍ରଥମ ଏବଂ ହଙ୍ଗେରୀର ରାଜଧାନୀ ବୁଡାପେଷ୍ଟ ଦ୍ୱିତୀୟ ସ୍ଥାନରେ ରହିଥିବା…

‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ମୁଁ ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ସୋମବାର ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ାହୋଇ ପ୍ରମୁଖ ସଚିବଙ୍କଠାରୁ ଆରମ୍ଭକରି ତଳିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri