Home Left

ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ

ପୁରୀ ଅଫିସ, ୨୮।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ପୁଣି ଭାଇରାଲ ହୋଇଛି। ଟିକ୍‌ଟକ୍‌ରେ ଦୁଇଟି ଭିଡିଓକୁ କେହି ସେୟାର କରିବା ପରେ ଏହା ଏବେ ପଦାକୁ ଆସିଛି । ଶ୍ରୀମନ୍ଦିର ଭିତର ଭିଡିଓ ସହ ଆନନ୍ଦ ବଜାରରେ ଅବଢ଼ା ଖାଉଥିବା…

ଘର ସହ ଜଳିଗଲେ ତହସିଲ କର୍ମଚାରୀ

ହାଟଡିହୀ,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ସୋସୋ ଥାନା ଅନ୍ତର୍ଗତ ସୁନ୍ଦରାପାଳ ଛକରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ଘର ଜଳିଯିବା ସହିତ ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ହାଟଡିହୀରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଯାଇ ନିଅଁାକୁ…

ଡେବ୍ରିଗଡ଼ ଅଭୟାରଣ୍ୟରେ ହାତୀପଲ: ଆଶ୍ୱସ୍ତ ହେଲେ ଚାଷୀ

ଭଟ୍‌ଲି, ୨୮।୧୦(ଡି.ଏନ୍‌.ଏ.): ବିଗତ ୩ ଦିନ ହେବ ହାତୀଙ୍କୁ ନେଇ ଭୟରେ ଥିବା ବରଗଡ଼ ଜିଲାର ଚାଷୀମାନେ ରବିବାରଠାରୁ ସାମାନ୍ୟ ଆଶ୍ୱସ୍ତିଲାଭ କରିଛନ୍ତି। ଛତିଶଗଡ଼ ରାଜ୍ୟ ଅନ୍ତର୍ଗତ ଭଟ୍‌ଲି ନିକଟସ୍ଥ ବାରପାହାଡ଼ ଜଙ୍ଗଲ ଅଭିମୁଖେ ଚାଲିଆସିଥିବା ୨ଟି ବଣୁଆ ହାତୀ ଧାନ…

ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ପରଲୋକ

ଖୋର୍ଦ୍ଧା ଅଫିସ, ୨୮।୧୦: ଖୋର୍ଦ୍ଧା ଜିଲାର ବିଶିଷ୍ଟ ପାଇକ ଗୁରୁ ଦୀନବନ୍ଧୁ ବିଶ୍ବାଳଙ୍କ ୭୦ବର୍ଷ ବୟସରେ ସୋମବାର ପରଲୋକ ଘଟିଛି। ବିଗତ କିଛି ଦିନ ହେବ ସେ ନିମୋନିଆରେ ପୀଡ଼ିତଥିଲେ। ଶେଷ ଦର୍ଶନ ପାଇଁ ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା…

ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀର ପ୍ରତି ବସ୍‌ରେ ମଙ୍ଗଳବାରଠାରୁ ନିଯୁକ୍ତ ହେବେ ମାର୍ଶଲ

ନୂଆଦିଲ୍ଲୀ,୨୮।୧୦: ମହିଳାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ଦିଲ୍ଲୀର ପ୍ରତି ବସ୍‌ରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାର୍ଶଲ ନିଯୁକ୍ତ କରିଛନ୍ତି। ମଙ୍ଗଳବାରଠାରୁ ମାର୍ଶଲମାନେ କାର୍ଯ୍ୟରେ ଯୋଗଦେବେ। ମୋଟ ୧୩ ହଜାର ମାର୍ଶଲ ନିଯୁକ୍ତ ହୋଇଛନ୍ତି। ଅବସରପ୍ରାପ୍ତ ସେନା…

ପାକିସ୍ତାନରେ ୫୮ ସ୍କୁଲ ଏବଂ ୩୦ ହସ୍ପିଟାଲ ନିର୍ମାଣ କରିବ ଚାଇନା

ଇସଲାମାବାଦ୍‌/ବେଜିଂ,୨୮।୧୦: ପାକିସ୍ତାନରେ ଚାଇନା ୫୮ ସ୍କୁଲ ଏବଂ ୩୦ ହସ୍ପିଟାଲ ନିର୍ମାଣ କରିବ। ପାକିସ୍ତାନର ଖାଇବର ପସ୍ତୁତଖ୍ବା ପ୍ରଦେଶରେ ଏହି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ। ଏହା ଏହି ପଛୁଆ ଅଞ୍ଚଳର ବିକାଶ ହୋଇପାରିବ ବୋଲି ପାକିସ୍ତାନରେ ଅବସ୍ଥାପିତ ଥିବା ଚାଇନାର…

କାଳୀପୂଜା ଲାଗି ସରକାରୀ ଛୁଟି ଘୋଷଣା

ଭଦ୍ରକ ଅଫିସ,୨୮।୧୦: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୂଜା ଆନନ୍ଦ ଉଲ୍ଲାସରେ ପାଳିତ ହେଉଛି। ଖାସ୍‌ ଏଥିପାଇଁ ଜିଲାର ସମସ୍ତ ସ୍କୁଲ, କଲେଜ ସମେତ ସରକାରୀ ଅଫିସକୁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଆଞ୍ଚଳିକ ଛୁଟି ଭାବେ ଘୋଷଣା କରାଯାଇଛି।…

ଦ୍ୱିତୀୟ ଟି୨୦ ଖେଳିବେ ନାହିଁ ମିଚେଲ ଷ୍ଟାର୍କ

ଆଡିଲେଡ୍‌,୨୮।୧୦- ଆସନ୍ତା ୩୦ ତାରିଖରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି୨୦ ଖେଳାଯିବ। ଏହି ମ୍ୟାଚ୍‌ରେ ବାମହାତୀ ପେସର ମିଚେଲ ଷ୍ଟାର୍କ ଖେଳିବେ ନାହିଁ। ବୁଧବାର ତାଙ୍କ ଭାଇର ବିବାହ ଉତ୍ସବରେ ସେ ଯୋଗଦେବେ। ଷ୍ଟାର୍କଙ୍କ ଅନୁପସ୍ଥିତିରେ ବିଲି…

ଗୋଲବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୬୦ ଦୋକାନ

ସମ୍ବଲପୁର, ୨୮।୧୦ (ବ୍ୟୁରୋ): ସମ୍ବଲପୁର ସହରର ଗୋଲବଜାରସ୍ଥିତ ପରିବା ମାର୍କେଟରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳି ପାଉଁଶ ହୋଇଯାଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଖବର ପାଇ…

ପୋଲିସ ଏନ୍‌କାଉଣ୍ଟରରେ ଅପରାଧୀ ଟିଙ୍ଗିରି ଆହତ

ଆସିକା,୨୮।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥରରେ ପୋଲିସ ଏନ୍‌କାଉଣ୍ଟରରେ ଟିଙ୍ଗିରି ଦୋରା(୩୨) ନାମକ ଜଣେ ଅପରାଧୀ ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଦୀପାବଳି ଅବସରରେ ଗାଁରେ କିଛି ଖେଳ ହେଉଥିଲା। ସେଠାରେ ଗାଁର…

ନିଆରା ଢଙ୍ଗରେ ଦୀପାବଳି: ବାଣ ଫୁଟା ନ ଯାଇ ବାଳାଶ୍ରମ, ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ଉନ୍ନତିରେ ଖର୍ଚ୍ଚ ପାଇଁ ଦିଆଗଲା ଅର୍ଥ

ହାଟଡ଼ିହୀ,୨୮।୧୦(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ବିଶିଷ୍ଟ ସାମାଜିକ ସଂଗଠନ ‘ସର୍ଭ ଫର ଫିପୁଲ’ ତରଫରୁ ଦୀପାବଳି ଉତ୍ସବ ନିଆରା ଢଙ୍ଗରେ ପଳିତ ହୋଇଯାଇଛି। ଏହି ବ୍ଲକ ଅନ୍ତର୍ଗତ ବିଷ୍ଣୁପ୍ରିୟା ବାଳାଶ୍ରମ ଓ ବୃଦ୍ଧାଶ୍ରମରେ ଥିବା ଅସହାୟ ବୃଦ୍ଧାବୃଦ୍ଧ ଓ ଅନାଥ…

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସାଧାରଣ ଜନତାଙ୍କୁ ଭେଟିଲେ ଚୌତାଲା

ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ କରିଛନ୍ତି। ସୋମବାର ସେ ହରିୟାଣାର ସିରସାରେ ପହଞ୍ଚି ସାଧାରଣ ଭୋଟରଙ୍କ ସହ ମିଶିଛନ୍ତି। ସେମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri