କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!
ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସ ଟିକେଟରୁ କୁଆଡେ ନିର୍ଭୟାଙ୍କ ମା’ ଦିଲ୍ଲୀ ବିଧାନସଭା ପାଇଁ ନିର୍ବାଚନ ଲଢିପାରନ୍ତି…
ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ
ଜଗତ୍ସିଂହପୁର ଅଫିସ,୧୭।୧: ଜଗତ୍ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା ନ…
ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ନୂଆ ତାରିଖ, ସମୟ ପାଇଁ କୋର୍ଟଙ୍କୁ ଅନୁରୋଧ
ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ଦୋଷୀ ମୁକେଶ କୁମାର ସିଂଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିବା ପରେ ଏବେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦିଆଯିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ରାଷ୍ଟ୍ରପତିଙ୍କ ନିକଟରୁ…
ବୋଲ୍ଡ ନଜରରେ ସାରା
ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ଙ୍କ ଅପ୍ କମିଂ ଫିଲ୍ମ ‘ଲଭ୍ ଆଜ୍ କଲ୍’ର ଟ୍ରେଲର ରିଲିଜ୍ ହୋଇସାରିଛି। ଏଥିରେ ସାରା, କାର୍ତ୍ତିକ ଆର୍ୟନ ଏବଂ ଆରୁଷି ଶର୍ମାଙ୍କୁ ଦେଖିବାକୁ ମିଳିଛି। ସାରା ଏବଂ କାର୍ତ୍ତିକଙ୍କ କେମିଷ୍ଟ୍ରି ଅନ୍ସ୍କ୍ରିନ୍ରେ ଖୁବ୍ ଜମିଛି।…
ବଚସା ନେଲା ଜୀବନ: ମାଡ଼ ମାରି ପୋଖରୀରେ ଫିଙ୍ଗିଦେଲେ ଦୁର୍ବୃତ୍ତ; ଜଣେ ମୃତ, ଜଣେ ଗୁରୁତର
ବାରିପଦା ଅଫିସ,୧୭।୧- ସାମାନ୍ୟ ବଚସାରୁ ଦୁଇ ଜଣଙ୍କୁ ଆକ୍ରମଣ କରି ପୋଖରୀରେ ଫିଙ୍ଗିଦେଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ନୂଆଗାଁରେ। ମୃତକଜଣକ…
ଶତକରୁ ବଞ୍ଚିତ ଧାଓ୍ବନ
ରାଜକୋଟ,୧୭।୧- ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଭାରତୀୟ ଓପନର ଶିଖର ଧାଓ୍ବନ ଅଳ୍ପକେ ଶତକରୁ ବଞ୍ଚିତ ହୋଇଛନ୍ତି। ସେ ୯୬ ରନ୍ର ଇନିଂସ ଖେଳି ପ୍ୟାଭିଲୟନ ଫେରିଛନ୍ତି। କେନ ରିଚାର୍ଡସନଙ୍କ ବଲରେ ଧାଓ୍ବନ ଚୌକା ହାସଲ କରିବା ଲୋଭରେ ଫାଇନ…
ମେ’ରେ ଗର୍ଲଫ୍ରେଣ୍ଡଙ୍କୁ ବିବାହ କରିପାରନ୍ତି ବରୁଣ
ମୁମ୍ବାଇ: ପ୍ରଶଂସକଙ୍କ ହୃଦୟରେ ରାଜ କରୁଥିବା ବଲିଉଡ୍ ଚାର୍ମିଂ ଷ୍ଟାର ବରୁଣ ଧଓ୍ବନ ଖୁବ୍ଶୀଘ୍ର ବିବାହ ବନ୍ଧନରେ କରିବାକୁ ଯାଉଛନ୍ତି। କିଛି ଦିନ ହେବ ବରୁଣ ତାଙ୍କ ଗର୍ଲଫ୍ରେଣ୍ଡ ନତାଶାଙ୍କୁ ଡେଟ୍ କରୁଛନ୍ତି। ବହୁଥର ଦୁହିଁଙ୍କୁ ବଲିଉଡ୍ର କେତେକ କାର୍ଯ୍ୟକ୍ରମରେ ଏକାଠି…
ଫିଜିରେ ତାଣ୍ଡବ ରଚିପାରେ ‘ଟିନୋ’
ସୁଭା,୧୭।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଫଜିରେ ଘୁର୍ଣ୍ଣିଝଡ଼ ‘ଟିନୋ’ କିଛିଘଣ୍ଟା ପରେ ତାଣ୍ଡବ ରଚିପାରେ ବୋଲି କୁହାଯାଉଛି। ଏଥିପାଇଁ ରିଲିଫ୍ ଶିବିର ସବୁ ଖୋଲି ଦିଆଯାଇଥିବା ବେଳେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଚାଲି ଯିବାକୁ ପରାମର୍ଶ ଦିଆଯାଇଛି। ଶୁକ୍ରବାର ଏଠାରେ…
ଆନ୍ଧ୍ର ପ୍ରଦେଶରେ ଭାଜପା ସହ ମେଣ୍ଟ ଘୋଷଣା କଲା ଜନସେନା ପାର୍ଟି
ଅମରାବତୀ,୧୭।୧: ଦକ୍ଷିଣ ଭାରତୀୟ ଅଭିନେତା ପଓ୍ବନ କଲ୍ୟାଣଙ୍କ ନେତୃତ୍ୱାଧୀନ ଜନସେନା ପାର୍ଟି ଆନ୍ଧ୍ର ପ୍ରଦେଶରେ ଭାଜପା ସହ ମେଣ୍ଟ କରିଛି। ଏନେଇ ପଓ୍ବନ କହିଛନ୍ତି, ରାଜ୍ୟବାସୀ ତେଲୁଗ ଦେଶମ୍ ପାର୍ଟି ଏବଂ ଓ୍ବାଇଏସଆର କଂଗ୍ରେସ ସରକାରକୁ ଛାଡି ଏବେ ତୃତୀୟ ବିକଳ୍ପ…
ସାବାସ ସ୍ବସ୍ତି
ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସରେ ୨ଟି ସ୍ବର୍ଣ୍ଣ ଏବଂ ଗୋଟିଏ ରୌପ୍ୟ ପଦକ ହାସଲ କରି ସେ ନିଜ ପ୍ରତିଭା ଏବଂ ଦକ୍ଷତାର ପରିଚୟ ଦେଇଛନ୍ତି ଆର୍ଏସ୍ପିର ସ୍ବସ୍ତି ସିଂ। ରାଜ୍ୟରେ ଅଭ୍ୟାସ ପାଇଁ ପିଚ୍ ଟ୍ରାକ୍…
ଗର୍ଲଫ୍ରେଣ୍ଡଙ୍କ ପାଇଁ ଅଭିନେତ୍ରୀଙ୍କୁ ହ୍ବାଟସ୍ଆପ୍ରୁ ବ୍ଲକ୍ କଲେ ଋଷଭ୍ ପନ୍ତ
ବଲିଉଡ୍ର ଜଣାଶୁଣା ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ ସହ ଏକ ଡିନର୍ ଡେଟ୍ରେ ଯାଇ ଫସିଯାଇଛନ୍ତି ଉଇକେଟ୍କିପର୍ ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ। ଏଥିପାଇଁ ସୋସିଆଲ ମିଡିଆରେ ସେ ଟ୍ରୋଲ୍ ହେବାସହ ତାଙ୍କ ଗର୍ଲଫ୍ରେଣ୍ଡ୍ ଇଶା ନେଗି ମଧ୍ୟ ରାଗିଯାଇଛନ୍ତି। ବାଧ୍ୟ ହୋଇ ଉର୍ବଶୀଙ୍କୁ…
ଉଚ୍ଚାଭିଳାଷୀ ଆର୍ଯ୍ୟନ
ଆଖିରେ ଅସୁମାରି ସ୍ବପ୍ନ, ଏହାକୁ ସାକାର କରିବା ପାଇଁ ଅସୀମ ମନୋବଳ । ରାଜ୍ୟରେ ଲୋକପ୍ରିୟ ନ ଥିବା ଏକ କ୍ରୀଡ଼ାକୁ କ୍ୟାରିୟର କରି ଆଗକୁ ବଢ଼ିବାର ଦୁର୍ବାର ପ୍ରୟାସ । ଲକ୍ଷ୍ୟ ପଥରେ ଅଗ୍ରସର ହେବାବେଳେ କିଛି ପାହାଚ ଚଢ଼ିଛନ୍ତି,…

