ହରଭଜନଙ୍କୁ କ୍ୟାନ୍, କୁଡ୍ ମଧ୍ୟରେ ପାର୍ଥକ୍ୟ ଜଣା ନ ଥିଲା
ଜଣେ ଇଂଲିଶ ଭାଷାରେ ଦୁର୍ବଳ ହେବା ଆମ ଦେଶରେ କିଛି ନୂଆ ନୁହେଁ। ଅନେକ ଶିକ୍ଷାର୍ଥୀଙ୍କୁ ଇଂଲିଶ ଭାଷାର ସାଧାରଣ ଓ୍ବାର୍ଡ ଯଥା କ୍ୟାନ୍ ଓ କୁଡ୍ ମଧ୍ୟର ଫରକ ଜଣା ନ ଥାଏ। ସମାନ ସମସ୍ୟା ଥିଲା ଭେଟେରାନ ଭାରତୀୟ…
ନିର୍ଭୟା ମାମଲା: ଅଭିଯୋଗକୁ ନେଇ ସଫେଇ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୭।୧: ନିର୍ବାଚନ ଋତୁରେ ନିର୍ଭୟା ଭଳି ସମ୍ବେଦନଶୀଳ ମାମଲାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ନିର୍ଭୟାଙ୍କ ମା’ ଆଣିଥିବା ଅଭିଯୋଗର ସଫେଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନିର୍ଭୟା ମାମଲାକୁ ନେଇ ଦିଲ୍ଲୀ ସରକାରଙ୍କ ଦ୍ୱାରା ଯାହାସବୁ କାମ…
ଦାୟିତ୍ୱ ଗ୍ରହଣ କଲେ ସମୀର
ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଦଳର ପ୍ରମୁଖ ନେତାମାନଙ୍କ ଗହଣରେ ସେ ଦାୟିତ୍ୱ ନେଇଛନ୍ତି। ଏହି ଅବସରରେ ରାଜ୍ୟ ପ୍ରଭାରୀ ଅରୁଣ ସିଂହ,…
କୁହୁଡ଼ି ଯୋଗୁ ସମୁଦ୍ରରେ ଫସିରହିଥିବା ଲଞ୍ଚ ଉଦ୍ଧାର
ରାଜନଗର,୧୭।୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ ଘନ କୁହୁଡ଼ି ଯୋଗୁ ମଝି ସମୁଦ୍ରରେ ଫସିରହିଥିଲା। ଖବର ପାଇ ଧାମରା ସାମୁଦ୍ରିକ ଥାନାର କର୍ମଚାରୀ ଏବଂ ଏକ ସ୍ପିଡ୍ ବୋଟ ଉଦ୍ଧାର କରିବା ପାଇଁ…
ଏଠାରେ ଦ୍ୱିତୀୟ, ତୃତୀୟ ବିବାହ କଲେ ମିଳୁଛି ଅଫର୍
ଇସଲାମାବାଦ,୧୭।୧: ବିବାହ ସିଜିନ୍କୁ ଲକ୍ଷ୍ୟ କରି ପାକିସ୍ତାନରେ ଏକ ମଣ୍ଡପ ମାଲିକ ଗ୍ରାହକଙ୍କୁ ଜବରଦସ୍ତ ଅଫର୍ ଘୋଷଣା କରିଛନ୍ତି। ସବୁଠୁ ରୋଚକ କଥା ହେଉଛି ଏହି ଅଫର୍ ଦ୍ୱିତୀୟ, ତୃତୀୟ ଏବଂ ଚତୁର୍ଥ ବିବାହ କରୁଥିବା ଗ୍ରାହକଙ୍କଠାରେ ଉପଲବ୍ଧ ହେବ। ପାକିସ୍ତାନର…
#ମିଠୁ ମାମଲାରେ ଅନୁ ମଲିକଙ୍କୁ ମିଳିଲା ଆଶ୍ୱସ୍ତି
ମୁମ୍ବାଇ,୧୭।୧: ବଲିଉଡ୍ର ପପୁଲାର ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ଓ ଇଣ୍ଡିଆନ ଆଇଡଲ୍-୧୧ର ପୂର୍ବତନ ଜଜ୍ ଅନୁ ମଲିକଙ୍କ ଉପରେ #ମିଠୁ ଜରିଆରେ ଯୌନ ନିର୍ଯ୍ୟାତନା ମାମଲା ଅଭିଯୋଗ ହୋଇଥିଲା। କଣ୍ଠଶିଳ୍ପୀ ସୋନା ମହାପାତ୍ରଙ୍କ ସମେତ ଅନ୍ୟ କେତେକ ମହିଳା ତାଙ୍କ ଉପରେ…
ସିଏଏକୁ ନେଇ ବିରୋଧ ପ୍ରଦର୍ଶନ: ସାମିଲ ହେଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ
ନୂଆଦିଲ୍ଲୀ,୧୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀର ଜାମା ମସ୍ଦିଜ ସାମ୍ନାରେ ଶୁକ୍ରବାର ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ସାମିଲ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସିଏଏ ବିରୋଧ ମାମଲାରେ ବୁଧବାର ଚନ୍ଦ୍ରଶେଖର ଆଜାଦ ଜାମିନ…
ଖୋଲାରେ ପରିସ୍ରା ନ କରିବା ପାଇଁ ନିଆରା ପଦକ୍ଷେପ
ବେଙ୍ଗାଲୁରୁ: କେନ୍ଦ୍ର ସରକାର ସ୍ବଚ୍ଛତା ଅଭିଯାନ ଜରିଆରେ ସାରା ଦେଶକୁ ସଫାସୁତରା ରଖିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏଥିପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହା ସତ୍ତ୍ୱେ ଲୋକେ ସଚେତନ ନ ହୋଇ ଖୋଲାରେ ପରିସ୍ରା କରୁଛନ୍ତି। ଏପରି ସମସ୍ୟା…
ପଞ୍ଜାବ ବିଧାନସଭାରେ ସିଏଏକୁ ବିରୋଧ ପ୍ରସ୍ତାବ
ଚଣ୍ଡିଗଡ଼,୧୭।୧: କେରଳ ପରେ ଏବେ ପଞ୍ଜାବ ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଏକ ପ୍ରସ୍ତାବ ପାସ୍ କରାଯାଇଥିବା ଜଣାପଡିଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସରକାର ଉପସ୍ଥାପନ କରିଥିଲେ। ପଞ୍ଜାବ ସରକାର ପୂର୍ବରୁ ସୂଚନା ଦେଇଥିଲେ…
ଟସ୍ ଜିତିଲା ଅଷ୍ଟ୍ରେଲିଆ: ପ୍ରଥମେ ବ୍ୟାଟିଂ କରିବ ଭାରତ
ରାଜକୋଟ,୧୭।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ରାଜକୋଟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ଆରମ୍ଭ ହୋଇଛି। ସୌରାଷ୍ଟ୍ର କ୍ରିକେଟ ଆସୋସିଏସନ୍ ଷ୍ଟାଡିୟମରେ ଖେଳାଯାଉଥିବା ଥିବା ଏହି ମ୍ୟାଚରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଅର୍ଥାତ ଟିମ ଇଣ୍ଡିଆ…
ମହାତ୍ମା ଗାନ୍ଧୀ ଭାରତ ରତ୍ନଠାରୁ ଊର୍ଦ୍ଧ୍ୱରେ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧୭।୧: ମହାତ୍ମା ଗାନ୍ଧୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ସୁପ୍ରମିକୋର୍ଟରେ ୟୁନିୟନ ଅଫ୍ ଇଣ୍ଡିଆ ପକ୍ଷରୁ ଆବେଦନ କରାଯାଇଥିଲା। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ…
ଏହିସବୁ ସମସ୍ୟାରୁ ମୁକ୍ତିଦିଏ ଗୁଡ଼
ଗୁଡ଼ ସ୍ବାସ୍ଥ୍ୟପକ୍ଷେ ଉପକାରୀ। ଏଣୁ ଚିନି ଅପେକ୍ଷା ଗୁଡ଼ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଗୁଡ଼ ଖାଇବା ଫଳରେ ଅନେକ ରୋଗରୁ ମୁକ୍ତି ମିଳିବା ସହ ସ୍ବତନ୍ତ୍ର ଭାବେ ପେଟଜନିତ ସମସ୍ୟା ଦୂର ହୋଇଥାଏ। ଗ୍ୟାସ୍ରୁ ଆରମ୍ଭକରି କୋଷ୍ଠକାଠିନ୍ୟ ପର୍ଯ୍ୟନ୍ତ…

