Home Left

କଣ୍ଢେଇ ନାଚରେ ପର୍ଯ୍ୟଟନ ସଚେତନ କରୁଛନ୍ତି ତେଲେଙ୍ଗାନାର ମାଧବୀଲତା

କୋରାପୁଟ,୨୭ା୧୦(ସ୍ବ.ପ୍ର.): ପ୍ରତି ଗ୍ରାମ ଓ ସହରାଞ୍ଚଳରେ ରୋଡ ଶୋ ହେଉଛି। ପାରମ୍ପରିକ ଷ୍ଟେଜ ଶୋ କରାଯାଉଛି। ଏହି ଶୋଗୁଡ଼ିକରେ କଣ୍ଢେଇ ନାଚ ପ୍ରଦର୍ଶନ କରି ପର୍ଯ୍ୟଟନସ୍ଥଳୀ ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି ତେଲେଙ୍ଗାନାର ଜଣେ ମହିଳା। ସେ ହେଲେ ଜି. ମାଧବୀଲତା।…

ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା ଲକ୍ଷ୍ମୀଙ୍କ…

ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…

ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା କଲେ…

ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି

ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି। ଘରଠାରୁ…

କଣ୍ଠଶିଳ୍ପୀମାନେ ଓଡ଼ିଶାର ପରମ୍ପରାକୁ ନ ଭୁଲନ୍ତୁ: ଶ୍ୟାମାମଣୀ

କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ ସୁବର୍ଣ୍ଣପୁର ଗ୍ରାମରେ ୧୯୩୮ ଡିସେମ୍ବର ୨୧ରେ ଜନ୍ମଗ୍ରହଣ କରିଥିଲେ ବିଶିଷ୍ଟ ଓଡ଼ିଶୀ କଣ୍ଠସଙ୍ଗୀତ ଶିଳ୍ପୀ ଡ. ଶ୍ୟାମାମଣୀ ଦେବୀ। ସେ ପିଲାବେଳେ ଘର ପିଣ୍ଡାରେ ବସି ପାଲାଗୀତ ଶୁଣିଶୁଣି ସଙ୍ଗୀତ ପ୍ରତି ଆକୃଷ୍ଟ ହୋଇଥିଲେ।…

ପୂର୍ବତନ ଭାଜପା ଅଧ୍ୟକ୍ଷ କମଲ ଶର୍ମାଙ୍କ ପରଲୋକ

ଚଣ୍ଡିଗଡ,୨୭।୧୦: ପଞ୍ଜାବ ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଅଧ୍ୟକ୍ଷ କମଲ ଶର୍ମାଙ୍କର ରବିବାର ସକାଳେ ପରଲୋକ ହୋଇଛି। ସକାଳେ ତାଙ୍କୁ ହୃଦଘାତ ହେବା ପରେ ଫିରୋଜପୁର ଜିଲାରେ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୀପାବଳି ଥିବାରୁ ସେ…

ବାତ୍ୟା ଫନୀ ପ୍ରତିଶ୍ରୁତି ଅଧିକାରୀ ଭୁଲିଗଲେ: ଲଘୁଚାପ ବର୍ଷାରେ ବେସାହାରା ୫ ପରିବାର

ପୁରୁଣା ଭୁବନେଶ୍ୱର/ପିପିଲି, ୨୭ା୧୦(ଡି.ଏନ.ଏ.): ଗରିବଙ୍କ ପାଇଁ ଦରଦ ଦେଖାଉଥିବା ନେତା ଓ ପ୍ରଶାସକଙ୍କ ଅସଲ ମୁଖା ଗୋଟିଏ ଲଘୁଚାପ ବର୍ଷା ପଦାରେ ପକାଇ ଦେଲା। ଲଘୁଚାପ ବର୍ଷାରେ ବେସାହାରା ହୋଇଥିବା ୫ ଦଳିତ ପରିବାର ବାରମ୍ବାର ରାଜନୈତିକ ଆକ୍ରୋଶ କାରଣରୁ କୌଣସି…

କାହିଁକି ପାଳନ କରାଯାଏ ଦୀପାବଳି

ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍‌ ଧୁମ୍‌ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍‌ ବିଷ୍ଣୁ ହିରଣ୍ୟକଶିପୁଙ୍କୁ…

ସ୍ବାସ୍ଥ୍ୟ ବିଭାଗ ଅଧୀନରେ ହେବ ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଏଣିକି ଜନ୍ମ ମୃତ୍ୟୁର ଇ-ପଞ୍ଜୀକରଣ କାର୍ଯ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ହାତକୁ ଆସିବ। ପୂର୍ବରୁ ଏହା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ନିକଟରେ ଥିଲା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶନିବାର ଦାମ ପ୍ରଶଂସା କରିଛନ୍ତି। ଏପରିକି ସେ ବିଜେଡି ପ୍ରତି କଦାପି ବିମୁଖ ନ…

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଏସ୍‌ପିଙ୍କ ନାମରେ ଥାନାରେ ଏତଲା

ଯାଜପୁର ଅଫିସ,୨୭ା୧୦: ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଜିଲା ଅଶାନ୍ତ ହେବାରେ ଲାଗିଛି। ଜିଲା ପୋଲିସର ସ୍ବଚ୍ଛ ତଦନ୍ତ ଉପରେ ବିରୋଧୀ ଭାଜପା ଓ କଂଗ୍ରେସ ପ୍ରଶ୍ନ ଉଠାଇଛି।…

ମଞ୍ଚେଶ୍ୱର ଥାନା ଅଧିକାରୀଙ୍କ ଅନୁଭୂତି: ଫାର୍ମାସିଷ୍ଟଙ୍କ ସୂଚନାରୁ ଧରାପଡ଼ିଲେ ହତ୍ୟା ଅଭିଯୁକ୍ତ

ରାଜ୍ୟରେ ଅନେକ ଅପରାଧ ଘଟୁଛି। କେତେକ ମାମଲାର ତଦନ୍ତରେ ପୋଲିସ ସଫଳ ହେଉଥିବାବେଳେ ଆଉ କେତେକରେ ବିଫଳ ହେଉଛି। ଜଣେ ଥାନା ଅଧିକାରୀଙ୍କ ଚାକିରି କାଳର ଅନୁଭୂତି ମଧ୍ୟରେ ଏଭଳି କିଛି ମାମଲା ରହିଛି, ଯାହା ତାଙ୍କ ପାଇଁ ସ୍ମରଣୀୟ। ସେଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri