ବେତଡ଼ା ଦୃଷ୍ଟିହୀନ ସ୍କୁଲ ପରିଦର୍ଶନ କଲେ ଜିଲାପାଳ
ଭଦ୍ରକ ଅଫିସ,୨୬।୧୦(ଡି.ଏନ୍.ଏ.): ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଶନିବାର ଆରଏନ୍ ବେତଡ଼ାସ୍ଥିତ ଅଭିନ୍ନ ସୁନ୍ଦର ଦୃଷ୍ଟିହୀନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ଜିଲାପାଳ ସେଠାରେ ସକାଳୁ ପହଞ୍ଚି ଅନ୍ତେବାସୀଙ୍କ ସହ କିଛି ସମୟ କାଟି ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଛନ୍ତି।
ପ୍ରେମ ପାଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନ୍ ସୁନ୍ଦର ଅଭିନୟ ଯୋଗୁ ବଲିଉଡ୍ରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି। ଏଥିପାଇଁ ଜାତୀୟ ପୁରସ୍କାର ପାଇଥିବା ରବୀନାଙ୍କର ଆଜି ଅର୍ଥାତ୍ ଶନିବାର ଜନ୍ମଦିନ। ୨୬ ଅକ୍ଟୋବର ୧୯୭୪ରେ ଜନ୍ମଗ୍ରହଣ କରିଥିବା ସମ୍ପୃକ୍ତା ଅଭିନେତ୍ରୀ…
ସମୁଦ୍ର ମଝିରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ମତ୍ସ୍ୟଜୀବୀ ଉଦ୍ଧାର
ମହାକାଳପଡ଼ା, ୨୬।୧୦ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସମୁଦ୍ରକୁ ମାଛ ଧରିବାକୁ ଯାଇଥିବା ଏକ ଇଞ୍ଜିନ୍ଚାଳିତ ଡଙ୍ଗା ଶୁକ୍ରବାର ଅପରାହ୍ନରେ ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ଡଙ୍ଗାରେ ଥିବା ୪ ଜଣ ମତ୍ସ୍ୟଜୀବୀଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର…
ମହାରାଷ୍ଟ୍ର ଅପେକ୍ଷା ହରିୟାଣା ବିଧାୟକ ଅଧିକ ପାଠୁଆ
ନୂଆଦିଲ୍ଲୀ : ସଦ୍ୟସମାପ୍ତ ବିଧାନସଭା ନିର୍ବାଚନରେ ମହାରାଷ୍ଟ୍ର ଅପେକ୍ଷା ହରିୟାଣାରେ ଅଧିକ ଶିକ୍ଷତ ବିଧାୟକ ଅଛନ୍ତି। ପିଆର୍ଏସ୍ ଲେଜିସ୍ଲେଟିଭ୍ ରିସର୍ଚ୍ଚ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ମହାରାଷ୍ଟ୍ରର ମୋଟ ୨୮୮ ବିଧାୟକଙ୍କ ମଧ୍ୟରୁ ୫୭ ପ୍ରତିଶତ ସ୍ନାତକ ପାସ୍ କରିଥିବାବେଳେ ହରିୟାଣାରେ…
ଦୁର୍ବଳ ହେଉଛି ଲଘୁଚାପ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହୋଇଥିବାବେଳେ ଏହା ଘୂର୍ଣ୍ଣିବଳୟରେ ପରିଣତ ହୋଇ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଏବଂ କେନ୍ଦ୍ରୀୟ ଓଡ଼ିଶା ଉପରେ ରହିଛି। କ୍ରମାଗତ ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗକୁ…
ଜେଜେପି ଛାଡିଲେ ତେଜ୍ବାହାଦୂର ଯାଦବ: ଭାଜପା ସହିତ ମେଣ୍ଟ ହରିୟାଣାବାସୀଙ୍କ ସହିତ ବିଶ୍ୱାସଘାତକତା
ଚଣ୍ଡିଗଡ଼,୨୬।୧୦: ହରିୟାଣାରେ ଭାଜପା ଜେଜେପି ସହିତ ମେଣ୍ଟ ସରକାର ଗଠନକୁ କଡ଼ା ସମାଲୋଚନା କରିଛନ୍ତି ତେଜ୍ବାହାଦୂର ଯାଦବ । ଏହାକୁ ବିରୋଧ କରି ସେ ଜେଜେପି ଛାଡିଥିବା ଘୋଷଣା କରିଛନ୍ତି। କରନାଲ୍ରୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ସହିତ ନିର୍ବାଚନ ଲଢ଼ି ପରାଜିତ…
ସରକାରୀ ଅର୍ଥ ହେରଫେର ମାମଲାରେ ମଉସୁଧା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଗିରଫ
ଚାନ୍ଦବାଲି,(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ତଥା ପ୍ରାକ୍ତନ ସରପଞ୍ଚ ବ୍ରଜ ମଲ୍ଲିକଙ୍କୁ ବାଂଶଡ଼ା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗିରଫ କରିଛି । ସରକାରୀ ଅର୍ଥ ହେରଫେର ମାମଲାରେ ବିଡିଓ ଶ୍ୟାମସୁନ୍ଦର ଟୁଟୁଙ୍କ ଅଭିଯୋଗକ୍ରମେ…
ପୃଥିବୀର ୫ ପୁରାତନ ଦାମୀ ବହି
ନୂଆଦିଲ୍ଲୀ: ଦୁନିଆରେ ଅନେକ ପ୍ରକାର ପୁସ୍ତକ ରହିଛି। ତେବେ ଏଭଳି କିଛି ପୁସ୍ତକ ଅଛି, ଯାହା ଦାମୀ ତଥା ମୂଲ୍ୟବାନ। ଦି କୋଡେକ୍ସ ଲିସେଷ୍ଟର ବିଶ୍ୱର ସବୁଠାରୁ ଦାମିକା ବହି ଭାବେ ପରିଚିତ। ଏହାର ରଚୟିତା ଲିଓନାର୍ଡୋ ଦା ଭିଞ୍ଚିି। ଏହି…
ହାତୀ ଉପଦ୍ରବ: ଭାଙ୍ଗିଲେ ଫାର୍ମ ହାଉସ୍, ଉଜାଡ଼ିଲେ ଧାନ ଫସଲ; କ୍ଷତିପୂରଣ ଦାବି କଲେ ଅଞ୍ଚଳବାସୀ
ପାଟଣା,୨୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଥମିବାର ନଁା ଧରୁନାହିଁ। ହାତୀ ଉପଦ୍ରବରେ ଗରିବ ଚାଷୀମାନେ ବିଶେଷଭାବେ ପ୍ରଭାବିତ ହେଉଛନ୍ତି। ଏକ ଦଳରେ ଥିବା ୨୩ ଝାଡ଼ଖଣ୍ଡୀ ହାତୀ ଚମ୍ପୁଆ ରେଞ୍ଜରେ ବ୍ୟାପକ ଧାନ ଫସଲ ନଷ୍ଟ କରିବା ପରେ ଶୁକ୍ରବାର…
ଦୀପାବଳି ଉପଲକ୍ଷେ ଅଯୋଧ୍ୟାରେ ଜଳିବ ୫ଲକ୍ଷ ଦୀପ
ଲକ୍ଷ୍ନୌ,୨୬।୧୦: ଭଗବାନ ରାମଙ୍କ ନଗରୀ କୁହାଯାଉଥିବା ଅଯୋଧ୍ୟାରେ ଶନିବାର ଦୀପୋତ୍ସବର ତୃତୀୟ ସଂସ୍କରଣ ଲୋକାର୍ପିତ ହେବ। ଏହି ଉତ୍ସବରେ ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଅନ୍ୟ ବରିଷ୍ଠ ଅତିଥିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୭ଟାରୁ ସାଢେ…
ଚଳିତବର୍ଷ ଦୀପାବଳି ପାଳିବେନି ଆଲିଆ!
ନିଜର ଦମ୍ଦାର ଅଭିନୟ ଏବଂ କ୍ୟୁଟ୍ନେସ୍ ପାଇଁ ଖୁବ୍ କମ୍ ସମୟ ମଧ୍ୟରେ ବଲିଉଡ୍ରେ ନଁା କରିଥିବା ଅଭିନେତ୍ରୀ ଆଲିଆ ଭଟ୍ଟ। କୌଣସି ନା କୌଣସି ଖବରକୁ ନେଇ ସେ ସବୁବେଳେ ଚର୍ଚ୍ଚାରେ ରହିଥାଆନ୍ତି। କେତେବେଳେ ସିନେମାକୁ ନେଇ ତ ଆଉ…
ଅନୁଷ୍କାଙ୍କୁ ବଦଳାଇଦେଲା ‘ଦ ଗେମ୍ ଚେଞ୍ଜର’
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜର ଭିନ୍ନ ଅଭିନୟ ଶୈଳୀ ସହ ହେଲ୍ଦୀ ଲାଇଫ୍ଷ୍ଟାଇଲ ଓ ଫିଟ୍ନେଶ୍ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଗତ କିଛି ବର୍ଷ ହେବ ଅନୁଷ୍କା ଶାକାହାରୀ ହୋଇଯିବା ପରଠୁ ତାଙ୍କୁ ଅନେକ ସମୟରେ ଗୋଟିଏ…
Archives


