Home Left

ବାଘୁଣୀର ବିବାଦୀୟ ହତ୍ୟା ଉପରେ ଆଧାରିତ ଫିଲ୍ମରେ ନଜର ଆସିବେ ବିଦ୍ୟା

ମୁମ୍ବାଇ: ବିଦ୍ୟା ବଲାନ୍‌ ବଲିଉଡ୍‌ର ଜଣେ ବହୁମୁଖୀ ଅଭିନେତ୍ରୀ। ତାଙ୍କ ଫିଲ୍ମ ପ୍ରାୟତଃ ନାରୀ କୈନ୍ଦ୍ରିକ ହୋଇଥିବାବେଳେ ଫିଲ୍ମରେ ସୁସ୍ଥ ସମାଜ ପାଇଁ ବାର୍ତ୍ତା ମଧ୍ୟ ରହିଥାଏ। ତେବେ ୨୦୨୦ରେ ରିଲିଜ୍‌ ହେବାକୁ ଯାଉଛି ବିଦ୍ୟାଙ୍କ ଫିଲ୍ମ ‘ଶକୁନ୍ତଳା ଦେବୀ’। ଏହାପରେ…

ସଞ୍ଜୟଙ୍କ ବିବାଦୀୟ ବୟାନକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬।୧: ଶିବାସନା ନେତା ସଞ୍ଜୟ ରାଉତ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଇନ୍ଦିରା ଗାନ୍ଧୀଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ଏବେ ରାଜନୈତିକ ମୋଡ ନେଇଛି। ଏହାକୁ ନେଇ କଂଗ୍ରେସ ସଞ୍ଜୟଙ୍କୁ ଘେରିବା ପରେ ଏବେ ସେ ସଫେଇ ଦେଇଛନ୍ତି। ସଞ୍ଜୟ କହିଛନ୍ତି,…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ୩୦ ଊର୍ଦ୍ଧ୍ୱ ଯୁବ କଂଗ୍ରେସ କର୍ମୀ ଅଟକ

ପୁରୀ ଅଫିସ,୧୬।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରିଛନ୍ତି ଯୁବ କଂଗ୍ରେସ। ମେଡିକାଲ ଛକରେ ମୁଖ୍ୟମନ୍ତ୍ରୀ ଗୋ ବ୍ୟାକ୍‌ ନାରା ଦେଇ ୩୦ ଉର୍ଦ୍ଧ୍ୱ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଅଟକ…

୨୯. ୭୭ ଗ୍ରାମ ବ୍ରାଉନସୁଗାର, ୪ ବାଇକ୍‌ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ପୋଲିସ ଛଣଗିରିର ଦେଉଳି, ସିକୋ ବାଉତି ମନ୍ଦିର ସାହି ଉପରେ ବୁଧବାର ଚଢ଼ାଉ କରି ୨୯. ୭୭ ଗ୍ରାମ ବ୍ରାଉନସୁଗାର ଓ ୪ ବାଇକ୍‌ ଜବତ କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା…

ବିନା କାଉନ୍‌ସିଲରେ ଭୁବନେଶ୍ୱରକୁ ବର୍ଷେ

ଭୁବନେଶ୍ୱର, ୧୬ା୧(ବ୍ୟୁରୋ): ୨୦୧୯ ଜାନୁୟାରୀ ୧୫ରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଶେଷ କାଉନ୍‌ସିଲ ବୈଠକ ବସିଥିଲା। ଏହାପରେ କାଉନ୍‌ସିଲର କାର୍ଯ୍ୟକାଳ ସରିଥିଲେ ମଧ୍ୟ ପୌର ନିର୍ବାଚନ କିମ୍ବା ନୂଆ କାଉନ୍‌ସିଲ୍‌ ଗଠନ ହୋଇପାରିନି। ଇତିମଧ୍ୟରେ ବିନା କାଉନ୍‌ସିଲ୍‌ରେ ଭୁବନେଶ୍ୱରକୁ ବୁଧବାର…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଏକକାଳୀନ ୪ ସ୍ଥାନରେ ଚାଲିଛି ତନାଘନା

ସମ୍ବଲପୁର,୧୬।୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜର ସୁରେଶ ଚନ୍ଦ୍ର ମିର୍ଞ୍ଚାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଜାରି ରହିଛି। ସମ୍ବଲପୁର ଓ ଝାରସୁଗୁଡ଼ା ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉରେ…

ଦୈନିକ ୨ ଯାତ୍ରୀରେ ଚାଲିଛି ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୬ା୧: ଆଜିକୁ ଠିକ୍‌ ଏକବର୍ଷ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଲାଙ୍ଗୀର ଗସ୍ତରେ ବଲାଙ୍ଗୀର-ଖୋର୍ଦ୍ଧା ୧୬.୮ କିଲୋମିଟର ରେଳପଥକୁ ଉଦ୍‌ଘାଟନ କରି ବଲାଙ୍ଗୀର-ବିଛୁପାଲି ପାସେଞ୍ଜର ଟ୍ରେନ୍‌ ଚଳାଚଳର ଲୋକାର୍ପଣ କରିଥିଲେ। ଏହି ବହୁ ଚର୍ଚ୍ଚିତ ଟ୍ରେନ୍‌ ଚଳାଚଳକୁ…

ଆତଙ୍କବାଦକୁ ମୂଳପୋଛ କରିବାକୁ ଆମେରିକା ଭଳି ମଡେଲ ଆପଣେଇବାକୁ ପଡିବ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୧୬।୧: ରାୟସିନା ଡାଏଲଗର ତୃତୀୟ ଦିନରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଗୁରୁବାର ଦିଲ୍ଲୀରେ ଆୟୋଜିତ ଏକ ସଭାରେ ଉଦ୍‌ବୋଧନ ଦେବା ସମୟରେ ଆତଙ୍କବାଦକୁ ନେଇ କଥା ହୋଇଛନ୍ତି। ସେ କହିଛନ୍ତି ଆତଙ୍କବାଦକୁ ମୂଳପୋଛ କରିବାକୁ ହେଲେ ଆମକୁ ଆମେରିକା ଭଳି…

ଜାଣନ୍ତୁ କୁକୁର କାନ୍ଦିବା ପଛରେ କ’ଣ ରହିଛି କାରଣ

ପ୍ରତି ଧର୍ମରେ ଭିନ୍ନ ଭିନ୍ନ କଥା ସମ୍ପର୍କରେ ବର୍ଣ୍ଣନା କରାଯାଇଛି। କିଛି କଥା ମଣିଷ ଉପରେ ଆଧାରିତ ହୋଇଥିବାବେଳେ ଆଉ କିଛି ପଶୁପକ୍ଷୀଙ୍କ ଉପରେ। ଏଥିମଧ୍ୟରୁ କୁକୁର କାହିଁକି ରାତିରେ ଭୁକିଥାଏ ବା କାନ୍ଦିଥାଏ ବୋଲି ବର୍ଣ୍ଣିତ ଅଛି। ତାହା ପୁଣି…

ଦ୍ୱିତୀୟ ସ୍ପିଲ୍‌ୱେ

ବୃହତ୍‌ ମାଟିବନ୍ଧ ହୀରାକୁଦର ସୁରକ୍ଷା ପାଇଁ ଦ୍ୱିତୀୟ ସ୍ପିଲ୍‌ୱେ ନିର୍ମାଣ କଥା ଉଠିଥିଲା। ୨୦୧୫ ଏପ୍ରିଲରେ ସେଣ୍ଟ୍ରାଲ ୱାଟର କମିଶନ (ସିଡବ୍ଲ୍ୟୁସି) ଓ ୱାଲ୍ଡ ବ୍ୟାଙ୍କର ଅଧିକାରୀମାନେ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ। ବନ୍ୟାଜଳ ନିୟନ୍ତ୍ରଣ କରିବା ଲାଗି ଅତିରିକ୍ତ ସ୍ପିଲ୍‌ୱେ…

ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ: ଖଣି ଜରିମାନା, ବକେୟା ଟିକସ ଆଦାୟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୬ା୧(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି କ୍ରମରେ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ…

ଓଲଟିଲା ଯାତ୍ରୀବାହୀ ବସ୍‌: ୨୦ ଆହତ

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ରଜାବସା ନିକଟରେ ଏନଏଚ-୨୦ରେ ଏକ ଯାତ୍ରୀବାହୀ ବସ୍‌(ନମ୍ବର-ଓଆର୦୫ଏଏନ/୬୨୩୦) ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଫଳରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଯାତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?