Home Left

ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରବଳ ଭିଡ

ପୁରୀ ଅଫିସ, ୧୫।୧: ବୁଧବାର ପବିତ୍ର ମକର ସଂକ୍ରାନ୍ତି। ଶ୍ରୀ ମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ମହାପ୍ରଭୁଙ୍କ ମକର ବେଶ ପାଇଁ ବଡ ଓଡିଆ ମଠ ପକ୍ଷରୁ…

ସ୍କୁଲ ଯିବା ପାଇଁ ୧୦ କିମି ରାସ୍ତା ମରାମତି କଲେ ୮୫ ଛାତ୍ରୀଛାତ୍ର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଔରଙ୍ଗାବାଦ୍‌,୧୫।୧: ପାଠପଢ଼ାକୁ ସମାଜ ମଙ୍ଗଳ କାର୍ଯ୍ୟରେ ଲଗାଇବା ଅତି ଗୁରୁତ୍ୱପୂର୍ଣ୍ଣ। କେତେକ ଏଥିରେ ଅସଫଳ ରହିଥାନ୍ତି। ତେବେ ମହାରାଷ୍ଟ୍ରର ଔରଙ୍ଗାବାଦ୍‌ ଜିଲାର ଡଭଣ୍ଡି ଗାଁରେ ସ୍କୁଲକୁ ଯିବା ପାଇଁ ରାସ୍ତା ଖରାପ ଥିବାରୁ ୮୫ ଜଣ ଛାତ୍ରୀଛାତ୍ର କାହାର ସହାୟତା ନ…

ବାବା ଆଖଣ୍ଡଳମଣିଙ୍କୁ ମକର ପୋଡ଼ପିଠା ସମର୍ପଣ

ଆରଡ଼ି,୧୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବୁଧବାର ମକର ସଂକ୍ରାନ୍ତି ଅବସରରେ ବାବା ଆଖଣ୍ଡଳମଣିଙ୍କୁ ପୋଡ଼ପିଠା ସମର୍ପଣ କରାଯାଇଛି । ଭୋର ୪ଟା ୩୦ମିନିଟ୍‌ରେ ମନ୍ଦିରରେ ପହଡ଼ ଖୋଲାଯିବା ପରେ ମଙ୍ଗଳ ଆଳତି ଓ ଅନ୍ୟାନ୍ୟ ପୂଜାବିଧି ସମ୍ପନ୍ନ ହୋଇଥିଲା…

ମକର ସଂକ୍ରାନ୍ତି: ଗଙ୍ଗାସାଗରରେ ବୁଡ଼ ପକାଇଲେ ଶଙ୍କରାଚାର୍ଯ୍ୟ

ଭୋଗରାଇ,୧୫।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ସାଗରଦ୍ୱୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗଦ୍‌ଗୁରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି। ସେ ବୈଦିକରୀତିରେ ଗଙ୍ଗାମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ। ପରେ ମହାପ୍ରଭୁ…

୫୩ ବର୍ଷରେ ଭାନୁପ୍ରିୟା: ଫିଲ୍ମ ପାଇଁ ଅଧାରୁ ଛାଡିଥିଲେ ପାଠପଢ଼ା

ମୁମ୍ବାଇ: ସାଉଥ୍‌ର ସୁନ୍ଦରୀ ଫିଲ୍ମ ଅଭିନେତ୍ରୀ ଭାନୁପ୍ରିୟା ବୁଧବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୧୫ରେ ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର କୁରେକାନହାଲଠାରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ପାଇଁ ସେ ଅଧାରୁ ପାଠପଢ଼ା ଛାଡିଦେଇଥିଲେ। ୧୭ ବର୍ଷ…

ଅଣ୍ଟା ପର୍ଯ୍ୟନ୍ତ ବରଫ: ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ ୧୦୦ ଯବାନ

ଶ୍ରୀନଗର,୧୫।୧: ଆମକୁ ସୁରକ୍ଷିତ ଏବଂ ସୁଖରେ ରଖିବା ପାଇଁ ଯବାନଙ୍କ ତ୍ୟାଗର ତୁଳନା ନାହିଁ। ସମସ୍ତଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ଭାରତୀୟ ସେନା। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରରେ। ଏଠାରେ ଦୀର୍ଘ…

‘ଗଙ୍ଗୁବାଈ କାଠିୟାଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲିଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି। ବି-ଟାଉନର ସବୁ କଳାକାରଙ୍କ ସ୍ବପ୍ନ, ଜୀବନରେ ଥରେ ହେଉ ପଛେ ତାଙ୍କ ଫିଲ୍ମରେ କାମ କରିବେ। ତେବେ ବଲିଉଡ୍‌ର ଟ୍ୟାଲେଣ୍ଟଡ୍‌ ନାୟିକା ଆଲିୟା…

ଏଭରେଷ୍ଟ ଚାରିପାଖରେ ବୃଦ୍ଧିପାଉଛି ବନସ୍ପତି

ନୂଆଦିଲ୍ଲୀ: ବିଶ୍ୱ ତାପନ ପ୍ରଭାବରେ ଏଭରେଷ୍ଟ୍‌ର ହିମ ଉପତ୍ୟକା ତରଳିବା ପରିବେଶବିତଙ୍କୁ ଚିନ୍ତାରେ ପକାଇଥିବାବେଳେ ଏବେ ଏକ ଭଲ ଖବର ସାମ୍‌ନାକୁ ଆସିଛି। ଏଭରେଷ୍ଟ ଚାରିପାଖରେ ବନସ୍ପତି ( ଘାସ ଓ ବୁଦା ଜାତୀୟ ଗଛ)ବଢିବା ସହ ଏହାର ପରିସୀମା ବୃଦ୍ଧିପାଉଛି…

ନିର୍ଭୟା ଦୋଷୀଙ୍କୁ ଫାଶୀ: ଜାନୁୟାରୀ ୨୦ରେ ଜେଲ୍‌ରେ ପହଞ୍ଚିବେ ଘାତକ ପଓ୍ବନ; ୬୦ ହଜାର ମିଳିବ ପାରିଶ୍ରମିକ

ନୂଆଦିଲ୍ଲୀ,୧୫।୧: ତିହାର ଜେଲ୍‌ରେ ନିର୍ଭୟା ଦୋଷୀଙ୍କୁ ୨୨ ଜାନୁୟାରୀରେ ଫାଶୀ ଦିଆଯିବ। ଏଥିପାଇଁ ଘାତକ ପଓ୍ବନ ଜାନୁୟାରୀ ୨୦ରେ ଜେଲ୍‌ରେ ପହଞ୍ଚିବେ। ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ଫାଶୀ ଦେବା ପାଇଁ…

୧୯୯୫ କିଲୋ ଖେଚୁଡି ରାନ୍ଧିି ଗିନିଜ୍‌ ରେକର୍ଡ

ଶିମ୍‌ଲା: ହିମାଚଳ ପ୍ରଦେଶ ମଣ୍ଡି ଜିଲାର ତତ୍ତାପାଣିରେ ମକର ସଂକ୍ରାନ୍ତି ଉତ୍ସବ ବହୁ ଆଡମ୍ବରରେ ପାଳିତ ହୋଇଛି। ଏହି ଅବସରରେ ଏଠାରେ ଏକ ସମୟରେ ଗୋଟିଏ ବାସନରେ ୧୯୯୫ କିଲୋ ଖେଚୁଡି ପ୍ରସ୍ତୁତ କରାଯାଇଥିଲା। ଏହା ଏବେ ଗିନିଜ୍‌ ଓ୍ବାଲ୍ଡ ରେକର୍ଡରେ…

ଭାରତୀୟ ସେନା ଦିବସ: ଶାନ୍ତି, ସୁରକ୍ଷା ଓ ଏକତା ସୁନିଶ୍ଚିତ କରେ ସେନା

ପରମବୀର ଚକ୍ର କ୍ୟାପଟେନ ବିକ୍ରମ ବାତ୍ରା ଥରେ କହିଥିଲେ, ‘ମୁଁ ତ୍ରିରଙ୍ଗା ଉଡ଼ାଇ ଫେରିପାରେ କିମ୍ବା ସେଥିରେ ଆଚ୍ଛାଦିତ ହୋଇ ଫେରିପାରେ, କିନ୍ତୁ ମୁଁ ନିଶ୍ଚିତ ଫେରିବି’। ତାଙ୍କର ଏହି ଉକ୍ତିରୁ ଜଣାପଡେ ଦେଶର ପ୍ରକୃତ ବୀର ହେଉଛନ୍ତି ସେନାର ଯବାନ।…

ଭାରତୀୟ ବେଶଭୂଷାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୧୫।୧: ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ ୩ ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ସେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟକୁ ଯାଇ ବାପୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?