ଶ୍ରୀଲଙ୍କା ବିସ୍ଫୋରଣ:ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲେ ଭାରତୀୟ ଉଚ୍ଚାୟୁକ୍ତ
ନୂଆଦିଲ୍ଲୀ,୨୫।୧୦: ଶ୍ରୀଲଙ୍କାରେ ଗତ ଏପ୍ରିଲ ୨୧ରେ ଚର୍ଚ୍ଚ ଏବଂ ହୋଟେଲରେ ହୋଇଥିବା ସିରିଜ ବିସ୍ଫୋରଣର ଯାଞ୍ଚ ରିପୋର୍ଟ ସାମ୍ନାକୁ ଆସିଛି। ଶ୍ରୀଲଙ୍କାର ପାର୍ଲିଆମେଣ୍ଟ ସିଲେକ୍ସନ କମିଟି(ପିଏସସି) ୧୬୪୯ପୃଷ୍ଠାର ଏହି ଯାଞ୍ଚ ରିପୋର୍ଟ ଜାରି କରିଛି। ଏହି ରିପୋର୍ଟରେ ଆତଙ୍କବାଦୀଙ୍କ ଟାର୍ଗେଟରେ ଭାରତୀୟ…
ବାପାଙ୍କ ସହ ଗାଡି ସଫା କଲେ ଜିଭା
ରାଞ୍ଚି, ୨୫।୧୦: ୨୦୧୯ ବିଶ୍ୱକପ୍ ପରେ କ୍ରିକେଟରୁ କିଛିଦିନ ହେବ ଦୂରେଇ ଯାଇଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏବେ ସେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏବେ ତାଙ୍କ ଅବସରକୁ ନେଇ ଖୁବ୍ ଚର୍ଚ୍ଚା ମଧ୍ୟ…
ନିର୍ବାଚନରେ ପରାସ୍ତ ହେବାପରେ କାନ୍ଦିଲେ ଟିକ୍ଟକ୍ ଷ୍ଟାର୍ ସୋନାଲି
ଚଣ୍ଡିଗଡ,୨୫।୧୦: ଟିକ୍ଟକ୍ ଷ୍ଟାର ସୋନାଲି ଫୋଗାଟ ନିର୍ବାଚନ ମୈଦାନରେ ଫେଲ୍ ମାରିବା ପରେ ଚିରାଚରିତ ଟିକ୍ଟକ୍ ଭିଡିଓ କରି ନିଜ ପ୍ରତିକ୍ରିୟା ଦେଇଛନ୍ତି। ପରାଜୟ ପରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ତାଙ୍କୁ କାନ୍ଦୁଥିବାର ଦେଖାଯାଇଛି।…
୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି
କଟକ ଅଫିସ,୨୫ା୧୦ : ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର ପୋଲିସ ମୁଖ୍ୟାଳୟ…
ଆଇନଜୀବୀଙ୍କ ଆନ୍ଦୋଳନ ମାମଲାରେ ସୁପ୍ରିମକୋର୍ଟଙ୍କ କଡ଼ା ଆଭିମୁଖ୍ୟ : ହାଇକୋର୍ଟ ବାର୍ ସଭାପତି, ଓଡ଼ିଶା ବାର୍ କାଉନସିଲ ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ହାଜର ନୋଟିସ
କଟକ ଅଫିସ,୨୫ା୧୦ : ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି। ଗୁରୁବାର ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବିଚାରପତି ସଞ୍ଜୟ କିଶାନ କୌଲ ଓ ବିଚାରପତି କେ.ଏମ୍. ଯୋଶେଫଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟ…
କାନ୍ଥପଡ଼ି ସ୍ବାମୀ ମୃତ, ସ୍ତ୍ରୀ ଆହତ
ଆଳି,୨୫।୧୦(ଡି.ଏନ୍.ଏ.): ଲଗାଣବର୍ଷା ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ଧୋୟା ଅଞ୍ଚଳର ଗଣେଶ୍ବରପୁର ନୂଆସାହି ଗ୍ରାମରେ କାନ୍ଥପଡ଼ି ସ୍ବାମୀଙ୍କର ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ହେଲେ…
ହରିୟାଣାରେ ସରକାର ଗଢିପାରେ ଭାଜପା
ଚଣ୍ଡିଗଡ,୨୫।୧୦: ମହାରାଷ୍ଟ୍ର ଏବଂ ହରିୟାଣାରେ ଭାଜପା ସବୁଠୁ ଅଧିକ ଆସନ ପାଇଁ। ମହାରାଷ୍ଟ୍ରରେ ଶିବସେନା ସହ ମେଣ୍ଟ କରି ସରକାର ଗଢିବାକୁ ଯାଉଥିବାବେଳେ ହରିୟାଣା ଗଣିତ କିଛିଟା ବିଗିଡି ଯାଇଛି। ଏଠାରେ ଭାଜପା ୯୦ଟି ବିଧାନସଭା ଆସନରୁ ୪୦ଟିରେ ବିଜୟ ହାସଲ…
ମେଣ୍ଢାଶାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏମ୍ସକୁ ହସ୍ତାନ୍ତର
ବାରଙ୍ଗ,୨୫ା୧୦(ଡି.ଏନ୍.ଏ.) : ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ମେଣ୍ଢାଶାଳର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଜୁଆସ୍ଥିତ ଏମ୍ସ ସଂସ୍ଥାକୁ ହସ୍ତାନ୍ତର କରାଯାଇଛି। ଗୁରୁବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ.ଦିଲୀପ ଷଡ଼ଙ୍ଗୀ, ଖୋର୍ଦ୍ଧା ଏଡିଏମଓ ଡ.ଦ୍ୱାରିକାନାଥ…
ଟ୍ରେନ୍ରେ ବାଣ ନେଲେ ୩ବର୍ଷ ଜେଲ : ଦୀପାବଳି ପାଇଁ ଯାଞ୍ଚ, ଯାତ୍ରୀଙ୍କୁ ସଚେତନ କଲା ରେଲ୍ଓ୍ବେ
ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ଆସନ୍ତା ରବିବାର ଦୀପାବଳି। ଏଥିପାଇଁ ବାଣ ଓ ବିସ୍ଫୋରକ ଟ୍ରେନ୍ ଯୋଗେ ବେଆଇନ ଭାବେ ପରିବହନ କରାଯିବାର ଆଶଙ୍କା ରହିଛି। ଏଥିଯୋଗୁ ସମ୍ଭାବ୍ୟ ବିସ୍ଫୋରଣଜନିତ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ରେଲ୍ଓ୍ବେ ପକ୍ଷରୁ ଯାଞ୍ଚ ସହ ସ୍ବତନ୍ତ୍ର ସଚେତନତା ଅଭିଯାନ ଆରମ୍ଭ…
ଠିକ୍ ସମୟରେ ବିଫଳ : ରାଜଧାନୀ ଜଳମୟ
ଭୁବନେଶ୍ୱର,୨୫ା୧୦ : ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ରାଜଧାନୀ ଭୁବନେଶ୍ୱର ଜଳମୟ ହୋଇପଡ଼ିଛି। ଠିକ୍ ସମୟରେ ଯୋଜନା ବିଫଳ ହୋଇଥିବାବେଳେ ଗୁରୁବାର ସହରର ଜୀବନଯାତ୍ରା…
ଗୁମୁଡୁମାହା ଗୁଳିକାଣ୍ଡ ମାମଲା : ମୃତକଙ୍କ ପରିବାରକୁ ଅତିରିକ୍ତ ୨ଲକ୍ଷ ଦେବାକୁ ସରକାର ବାଧ୍ୟ
ଭୁବନେଶ୍ୱର,୨୫ା୧୦(ବ୍ୟୁରୋ) : କନ୍ଧମାଳ ଜିଲା ଗୁମୁଡ଼ୁମାହାରେ ପୋଲିସ ଗୁଳିରେ ମୃତକଙ୍କ ପରିବାରକୁ ଅଧିକ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି) ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅନୁକମ୍ପାମୂଳକ କ୍ଷତିପୂରଣ ସର୍ବାଧିକ ୭ଲକ୍ଷ ଟଙ୍କା ହୋଇଥିବାରୁ ଏହାର…
ବିଶ୍ୱଭୂଷଣଙ୍କ ରେକର୍ଡ ଭାଙ୍ଗିଲେ ରୀତା : ମୁଖ୍ୟମନ୍ତ୍ରୀଙ୍କ ଭୋଟ ବ୍ୟବଧାନକୁ ଟପିଲେ
ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ୯୭,୯୯୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଏହା ଓଡ଼ିଶା ରାଜନୀତିରେ କୌଣସି ବିଧାନସଭା ନିର୍ବାଚନରେ ସର୍ବକାଳୀନ ବୃହତ୍ ବ୍ୟବଧାନ। ପୂର୍ବରୁ ଏହି ରେକର୍ଡ ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟପାଳ…
Archives


