Home Left

ଘଟଣାର ସପ୍ତାହକ ପରେ କାର୍ଯ୍ୟାନୁଷ୍ଠାନ ଶୂନ: ନ୍ୟାୟ ଅପେକ୍ଷାରେ ପରିବାର ଲୋକେ

ଭଦ୍ରକ,୧୯ା୬(ସନାତନ ରାଉତ):  ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ବାଲିଗାଁଁ ସାହୁସାହି ୧୧ନମ୍ବର ଓ୍ବାର୍ଡରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଦୀର୍ଘଦିନ ଧରି ଏହି ଗ୍ରାମର ରମାକାନ୍ତ ସାହୁ ଓ ନାରାୟଣ ସାହୁଙ୍କ ପରିବାର ମଧ୍ୟରେ ବିବାଦ ଲାଗି…

‘ସବୁର ନେବୁ ହିସାବ,’ କାହିଁକି ଏମିତି ଧମକ ଦେଲେ ନେତାନ୍ୟାହୁ? ଡରିଲାଣି ଇରାନ

ଜେରୁଜେଲମ,୧୯।୬: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ଗୁରୁବାର ସକାଳେ ଇରାନର ‘ଆତଙ୍କୀ ଏକଛତ୍ରବାଦୀ’ ବେର୍ଶେବାସ୍ଥିତ ସୋରୋକା ହସ୍ପିଟାଲ ଏବଂ ଦେଶର ମଧ୍ୟଭାଗରେ ଥିବା ସାଧାରଣ ଅଞ୍ଚଳ ଉପରେ ମିଶାଇଲ ମାଡ଼ କରିଛନ୍ତି। ନେତାନ୍ୟାହୁ…

ଭଦ୍ରକ ଜିଲା ଗସ୍ତରେ ସ୍ବାସ୍ଥ୍ୟ ବିଭାଗ ଟିମ୍‌: ଝାଡ଼ାବାନ୍ତି ବ୍ୟାପି ଥିବା ଅଞ୍ଚଳ ପରିଦର୍ଶନ

ଭଦ୍ରକ,୧୯ା୬(ସନାତନ ରାଉତ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଝାଡ଼ାବାନ୍ତି  ବ୍ୟାପି ଥିବା ବେଳେ ଗୁରୁବାର ସ୍ବାସ୍ଥ୍ୟ ବିଭାଗର କେନ୍ଦ୍ରୀୟ ରାଜ୍ୟ ଟିମ୍‌ ଭଦ୍ରକ ଜିଲା ଗସ୍ତରେ ଆସିଛନ୍ତି। ପ୍ରଥମେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଧୀର…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ: କ୍ରାଇମ୍‌ ସ୍ପଟରେ କ୍ରାଇମବ୍ରାଞ୍ଚ ଟିମ, ୧୦ ଜଣଙ୍କ ନିଆଗଲା …

ଭୁବନେଶ୍ୱର,୧୯।୬: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାର ବିଭିନ୍ନ ଦିଗକୁ ନେଇ କ୍ରାଇମବ୍ରାଞ୍ଚର ତନାଘନା ଆରମ୍ଭ କରିଛି। ତେବେ ଗୁରୁବାର ପୀଡ଼ିତାଙ୍କ ବୟାନ ରେକର୍ଡ  କରାଯିବା ନେଇ ସୂଚନା…

ବଚ୍ଚନ ପରିବାରରେ ସବୁକିଛି ଠିକ୍‌ ଚାଲିଛି ତ, ଅଭିଷେକଙ୍କ କ୍ରିପ୍ଟିକ୍‌ ପୋଷ୍ଟ ବଢାଉଛି ଚିନ୍ତା

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ନିକଟରେ କମେଡି ଫିଲ୍ମ ‘ହାଉସଫୁଲ ୫’ରେ ନଜର ଆସିଥିଲେ। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ନ ଥାନ୍ତି। ଏବେ ଜୁନିଅର ବଚ୍ଚନ ଇନଷ୍ଟାଗ୍ରାମରେ ଏକ କ୍ରିପ୍ଟିକ୍‌ ପୋଷ୍ଟ ଶେୟାର କରିଛନ୍ତି, ଯାହା ସମସ୍ତଙ୍କ ଦୃଷ୍ଟି…

ରାସ୍ତାକଡ଼କୁ ଓଲଟିଲା ପାଉଁଶ ବୋଝେଇ ହାଇଓ୍ବା

ବାରଙ୍ଗ,୧୯ା୬(ଲିଙ୍ଗରାଜ ରାଉତ): ଗୁରୁବାର ଭୋର୍‌ରୁ ପାଟପୁର ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି ଦ୍ରୁତଗାମୀ ପାଉଁଶ ବୋଝେଇ ହାଇଓ୍ବା। ସୌଭାଗ୍ୟବଶତଃ ଚାଳକ ଏବଂ ତାଙ୍କର ସହଯୋଗୀ ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ, ଗୁରୁବାର ଭୋର୍‌…

ଭୁବନେଶ୍ୱରରୁ କୋଲକାତା ଯାଉଥିବା ବିମାନରେ ମାଡ଼ ହେଲା ପକ୍ଷୀ, ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ପାଇଁ…

ଭୁବନେଶ୍ୱର,୧୯।୬: ଗୁରୁବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ କୋଲକାତା ଯାଉଥିବା ଏକ ବିମାନରେ ପକ୍ଷୀ ମାଡ ହୋଇଥିବା ସୂଚନା ମିଳିଛି। ସୌଭାଗ୍ୟର କଥା ଯେ ଏହି ସମୟରେ ବିମାନ ଏବଂ ଯାତ୍ରୀଙ୍କର କୌଣସି କ୍ଷତି ହୋଇନାହିଁ। ସମସ୍ତ ଯାତ୍ରୀ ସୁରକ୍ଷିତ…

ତେଲ ନଦୀ ପୋଲ ଉପରେ ପ୍ରବାହିତ ହେଲା ବର୍ଷାଜଳ: ଜନଜୀବନ ବେହାଲ

ପାଟଣା,୧୯ା୬(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମା ହୁଦା ପଞ୍ଚାୟତ କୁମୁଳା ବାହାଳିର ତେଲ ନଦୀ ପୋଲ ଉପରେ ବର୍ଷା ପାଣି ଗୁରୁବାର ପ୍ରବାହିତ ହୋଇଛି। ଫଳରେ ସାହାରପଡ଼ା ବ୍ଲକ ଦାମାହୁଦା ଅଞ୍ଚଳରୁ…

ସ୍ବାମୀଙ୍କ ମୃତ୍ୟୁରେ ଭାଙ୍ଗିପଡ଼ିଛନ୍ତି କରିସ୍ମା: ଶେଷବିଦାୟ ଦେବାକୁ ବାହାରିଲେ

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କୁପରଙ୍କ ପୂର୍ବତନ ସ୍ବାମୀ ତଥା ଶିଳ୍ପପତି ସଞ୍ଜୟ କପୁରଙ୍କ ମୃତ୍ୟୁ ପରେ ପ୍ରଥମ ଥର ପାଇଁ ସର୍ବସାଧାରଣରେ ନଜର ଆସିଛନ୍ତି। ଗୁରୁବାର ସେ ତାଙ୍କ ପିଲା ସମାଇରା ଏବଂ କିୟାନଙ୍କ ସହ ମୁମ୍ବାଇର ଏକ ଘରୋଇ ବିମାନବନ୍ଦରରେ…

ଇରାନର କାଉଣ୍ଟର ଆଟାକ, ମିଶାଇଲ ମାଡ଼ରେ ଧ୍ୱଂସ ହେଲା ୧ହଜାର ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ଦୁବଇ,୧୯।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ତୀବ୍ର ହେବାରେ ଲାଗିଛି। ଇସ୍ରାଏଲର ଆକ୍ରମଣ ପରେ, ଇରାନ ଏହାର ପ୍ରତିଶୋଧକୁ ଆହୁରି ଭୟଙ୍କର କରିଛି। ଇରାନ ଅନେକ ବାଲିଷ୍ଟିକ କ୍ଷେପଣାସ୍ତ୍ର ସାହାଯ୍ୟରେ ଇସ୍ରାଏଲ ଉପରେ ଆକ୍ରମଣ କରିଛି। ଏହା ଇସ୍ରାଏଲର…

କିଏ ସେ ବିଟ୍ଟୁ? ରାଜାଙ୍କୁ ଧୋକା ଦେଇ ଯାହା ସହ ଘଣ୍ଟା ଘଣ୍ଟା ଗପୁଥିଲେ ସୋନମ, ହେଲା ସାଂଘାତିକ ଖୁଲାସା

ଇନ୍ଦୋର,୧୯।୬: ରାଜା ରଘୁବଂଶୀ ହତ୍ୟା ମାମଲାର ଖୋଳତାଡ଼ କରିବା ବେଳେ ମେଘାଳୟ ପୋଲିସକୁ ଏକ ଆଶ୍ଚର୍ଯ୍ୟଜନକ ସୂଚନା ମିଳିଛି। ସୋନମ ସଞ୍ଜୟ ବର୍ମା ନାମକ ଜଣେ ବ୍ୟକ୍ତିଙ୍କ ସହ କଥା ହେଉଥିଲେ। ସେ ୨୧ ଦିନରେ ସଞ୍ଜୟ ବର୍ମାଙ୍କ ସହ ୨୩୨…

ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଗଣଶିକ୍ଷା ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯।୬: ରାଜ୍ୟର ବିଭିନ୍ନ ଜିଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଝାଡ଼ାବାନ୍ତି ବ୍ୟାପୁଥିବା ଅଞ୍ଚଳରେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲାପାଳ। ଡାଇରିଆ ସ୍ଥିତି ଅଣାୟତ ଥିଲେ ସ୍କୁଲ ବନ୍ଦ ରହିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ୫୮ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri