ଧନ୍ୟବାଦ ଦେଲେ ମୋଦି
ନୂଆଦିଲ୍ଲୀ,୨୫-୧୦:ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ ଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇରାଜ୍ୟର ମତଦାତାଙ୍କୁ ଧନ୍ୟବାଦ ଦେଇଛନ୍ତି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଏକ ସଭାକୁ ସମ୍ବୋଧିତ କରି ମୋଦି କହିଛନ୍ତି, ମହାରାଷ୍ଟ୍ର ଓ ହରିୟାଣାର ଲୋକେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ…
ଦୁଷ୍ୟନ୍ତଙ୍କ ହାତରେ ଚାବିକାଠି
ଚଣ୍ଡିଗଡ଼,୨୫-୧୦(ପି.ଟି.):ହରିୟାଣା ନିର୍ବାଚନରେ କୌଣସି ଦଳକୁ ସ୍ପଷ୍ଟ ବହୁମତ ମିଳି ନ ଥିଲାବେଳେ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଦେବୀଲାଲ୍ଙ୍କ ଅଣନାତି ଦୁଷ୍ୟନ୍ତ ଚୌତାଲା ସରକାର ଗଠନରେ କିଙ୍ଗ୍ମେକର ଭୂମିକା ନେଇପାରନ୍ତି ବୋଲି ଆଲୋଚନା ହେଉଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ମ୍ୟାଜିକ୍ ନମ୍ବର…
ସରକାର ଗଠନ ନେଇ ଶାହଙ୍କ ସଙ୍କେତ
ନୂଆଦିଲ୍ଲୀ,୨୫-୧୦(ପି.ଟି.):ହରିୟାଣାରେ ଭାଜପା ସରକାର ଗଠନ କରିବ ବୋଲି ଦଳର ଅଧ୍ୟକ୍ଷ ଅମିତ୍ ଶାହ ସଙ୍କେତ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ରାଜ୍ୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ସମସ୍ତ ପ୍ରକାର ଉଦ୍ୟମ କରିଛନ୍ତି। ଭାଜପାକୁ ଏକକ ସଂଖ୍ୟାଗରିଷ୍ଠ…
୨ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନେଲା ଭାଜପା
ସିର୍ସା,୨୫-୧୦: ହରିୟାଣା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ପକ୍ଷରୁ ୨ ଜଣ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନିଆଯାଇଛି। ମୋଟ ୮ ସ୍ବାଧୀନ ପ୍ରାର୍ଥୀ ବିଜୟୀ ହୋଇଥିବାବେଳେ ଗୋପାଳ କାଣ୍ଡା ଓ ରଞ୍ଜିତ ସିଂଙ୍କୁ ସିର୍ସା ଏମ୍ପି…
କମିଲା ଭାଜପାର ବିଜୟ ବ୍ୟବଧାନ:ହରିୟାଣାରେ ଅଟକିଲା ବିଜୟ ରଥ
ନୂଆଦିଲ୍ଲୀ,୨୫-୧୦(ପି.ଟି.):ସାଧାରଣ ନିର୍ବାଚନରେ ହରିୟାଣାର ସମସ୍ତ ୧୦ ଲୋକ ସଭା ଆସନ ଅକ୍ତିଆର କରିବାର ୫ ମାସ ପରେ ଭାଜପାକୁ ଲାଗିଛି ଝଟକା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହଙ୍କ ତୋଫାନୀ ପ୍ରଚାର ଏବଂ ‘ଅନୁଚ୍ଛେଦ ୩୭୦…
ଆସିଲେନି ବନବିଭାଗ କର୍ମଚାରୀ,ଘରେ ପଶିଥିବା ଅହିରାଜକୁ ମାରିଦେଲେ ଲୋକେ
ରଣପୁର,୨୫।୧୦(ସ୍ବ.ପ୍ର.) : ବର୍ଷା ସମୟରେ ଘରେ ପଶିଗଲା ଅହିରାଜ। ଭୟଭୀତ ହୋଇଗଲେ ପରିବାର ସଦସ୍ୟ। ସ୍ନେକ୍ ହେଲ୍ପଲାଇନ ସଦସ୍ୟଙ୍କୁ ଫୋନ କରାଗଲେ ମଧ୍ୟ ମିଳିଲାନି ସହଯୋଗ। ଗୋପାଳପୁର ଫରେଷ୍ଟରଙ୍କୁ ଫୋନ କରିବାରୁ ସେ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହେଉଛି। ବନବିଭାଗର କର୍ମଚାରୀଙ୍କୁ…
୫ଜିଲାକୁ ୟେଲୋ ଓ୍ବାର୍ନିଂ:ଆଜି ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୫-୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୁରୁବାର ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର, ପୁରୀ, ଗଞ୍ଜାମ, ବାରିପଦା ଆଦି ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ଦିନତମାମ ବର୍ଷା…
ଲଗାଣ ବର୍ଷା : ରାଜପଥ ପାର୍ଶ୍ୱ ଗାର୍ଡୱାଲ ଧସିିଲା
ଖଣ୍ଡପଡ଼ା,୨୫।୧୦(ସ୍ବ.ପ୍ର.): ଅବିଶ୍ରାନ୍ତ ବର୍ଷା ଲାଗି ରହିବା ଫଳରେ ବାଘମାରୀ-କଣ୍ଟିଲୋ ୪୮ ନଂ. ରାଜପଥର ନୟାଗଡ଼ ଜିଲା କଣ୍ଟିଲୋ ପଲଟନ ପଡ଼ିଆ ନିକଟରେ ନିର୍ମିତ ଗାର୍ଡୱାଲଟି ଗୁରୁବାର ମୂଳରୁ ସମ୍ପୂର୍ଣ୍ଣ ଧସିପଡିଛି। ଗତ ୨ବର୍ଷ ପୂବେ ଏହା ନିର୍ମିତ ହୋଇଥିଲା। ପୂର୍ତ୍ତ ବିଭାଗ…
ଅନ୍ଲାଇନ୍ରେ ଠକେଇ: ଆକାଉଣ୍ଟରୁ ଉଠାଇନେଲେ ୨.୫ ଲକ୍ଷ ଜେଲ୍ ଗଲେ ଯୁବକ
ନୟାଗଡ଼ ଅଫିସ,୨୫ା୧୦: ଅନ୍ଲାଇନ୍ରେ ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେଇଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ଼ ଟାଉନ ଥାନା ପୁରୁଣା ସହର ରଥଗାଡ଼ିଆ ସାହିର ସିଦ୍ଧାର୍ଥ ପାଣିଗ୍ରାହୀ। ଥାନାରୁ ମିଳିଥିବା ସୂଚନା ଅନୁସାରେ…
ଲଘୁଚାପ ବର୍ଷା: ଜୀବନଯାତ୍ରା ବ୍ୟାହତ, ଜମିରେ ଲୋଟିଛି ଧାନ ଫସଲ
ନୟାଗଡ଼ ଅଫିସ,୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗିରହିଛି। ନୟାଗଡ଼ ଜିଲାରେ ଏହି ବର୍ଷା ପ୍ରଭାବରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କେତେବେଳେ ଜୋର୍ ତ ଆଉ କେତେବେଳେ ଝିପିଝିପି ବର୍ଷା ଯୋଗୁ ଲୋକମାନେ…
ଟେଲିକମ୍ କମ୍ପାନୀ ପଇଠ କରିବେ ୯୨ ହଜାର କୋଟି
ନୂଆଦିଲ୍ଲୀ,୨୫-୧୦: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡିକ ସରକାରଙ୍କୁ ଆଡଜଷ୍ଟେଡ ଗ୍ରସ ରେଭେନ୍ୟୁ ବାବଦକୁ ୯୨ ହଜାର କୋଟି ଟଙ୍କା ପୈଠ କରିବେ। ସୁପ୍ରିମକୋର୍ଟରେ ଏ ନେଇ ସରକାର ଏକ ମାମଲା କରିଥିଲେ। ଏହି ମାମଲାର ଶୁଣାଣି ଗୁରୁବାର ହୋଇଥିବା ବେଳେ ସର୍ବୋଚ୍ଚ…
ବିଶ୍ୱ ବ୍ୟାଙ୍କ ଇଜ୍ ଡୁଇଙ୍ଗ ବିଜନେସ ର଼୍ୟାଙ୍କିଙ୍ଗ: ୬୩ରେ ଭାରତ
ନୂଆଦିଲ୍ଲୀ,୨୫-୧୦: ଗୁରୁବାର ପ୍ରକାଶ ପାଇଥିବା ବିଶ୍ୱ ବ୍ୟାଙ୍କ ଇଜ୍ ଡୁଇଙ୍ଗ ବିଜ୍ନେସ ର଼୍ୟାଙ୍କିଙ୍ଗରେ ଭାରତ ୧୪ଟି ସ୍ଥାନ ଉପରକୁ ଉଠି ୬୩ତମ ସ୍ଥାନରେ ରହିଛି। ବିଗତ ବର୍ଷ ଗୁଡିକରେ ସରକାର ଗ୍ରହଣ କରିଥିବା ସଂସ୍କାର ପ୍ରକ୍ରିୟା ଯୋଗୁ ଭାରତ ଏହାର ର଼୍ୟାଙ୍କିଙ୍ଗରେ…
Archives


