Home Left

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍‌ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ମଇଦାନକୁ ନିଜ ନିଜ ଆଶାୟୀ ପ୍ରାର୍ଥୀଙ୍କୁ ଓହ୍ଲାଇବା ପାଇଁ ବିଭିନ୍ନ…

ଅଷ୍ଟ୍ରେଲିଆ ସାମ୍ନାରେ ୨୫୬ ରନ ଲକ୍ଷ୍ୟ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ସାମ୍ନାରେ ଭାରତ ୨୫୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୪୯.୧ ଓଭରରେ ୨୫୫…

ପଥର ଫିଙ୍ଗାକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ମୃଦୁ ଲାଠିଚାଳନା,ବ୍ୟାପକ ପୋଲିସ ମୁତୟନ

ସୁନ୍ଦରଗଡ଼,୧୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ପଥର ଫିଙ୍ଗା ଘଟଣାକୁ ନେଇ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଖବର ପାଇ ଘଟଣାସ୍ଥଳରେ ଏସ୍‌ପି ସୋମ୍ୟ ମିଶ୍ରା ଏବଂ ଏସ୍‌ଡିପିଓ ମଧୁସିକ୍ତା ମିଶ୍ର ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି…

କଳାହାଣ୍ଡିରେ ପ୍ରବଳ ଶୀତ: ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୧୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ୪ ଦିନ ଧରି ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡି ଲାଗି ରହିଛି । ଅଦିନିଆ ବର୍ଷା ପରେ ପରେ କୁହୁଡିଆ ପାଗ ଯୋଗୁ ଗତ କିଛିଦିନ ହେଲା ଜିଲାରେ ଶୀତର ପ୍ରକୋପ ସେତେଟା ନ…

ଶରଣକୂଳ କଙ୍ଗାରୁ କୋର୍ଟ ପ୍ରସଙ୍ଗ: ଗୃହରେ ଭୁଲ୍‌ ତଥ୍ୟ ଦେଇଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ନୟାଗଡ଼ ଜିଲା ଶରଣକୂଳ ଥାନା ଖଲିପାଟଣା ଗ୍ରାମର ପ୍ରାୟ ୧୫ ପରିବାର ୨୦୦୭ ମସିହାରୁ କଙ୍ଗାରୁ କୋର୍ଟର ଶିକାର ହୋଇ ଗ୍ରାମ ବାହାରେ ରହୁଛନ୍ତି। ଏହି ଘଟଣାକୁ ନେଇ ରଣପୁର ବିଧାୟକ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପ୍ରଶ୍ନ କରିଥିଲେ।…

ସ୍କୁଟି ଚାଳକଙ୍କୁ ୨୬ହଜାର ଜରିମାନା

ବାରଙ୍ଗ,୧୪।୧(ଡି.ଏନ୍‌.ଏ.): ବାରଙ୍ଗ ଥାନା ସମ୍ମୁଖରେ କଟକ ଆର୍‌ଟିଓଙ୍କ ଦ୍ୱାରା ମଙ୍ଗଳବାର ଗାଡ଼ି ଯାଞ୍ଚ କରାଯାଉଥିବା ବେଳେ ଜଣେ ବାଇକ୍‌ ଚାଳକଙ୍କୁ ୨୬ହଜାର ଜରିମାନା କରାଯାଇଛି। ଚାଳକଜଣକ ନାବାଳକ ହୋଇଥିବା ବେଳେ ହେଲ୍‌ମେଟ୍‌ ପିନ୍ଧି ନ ଥିଲେ। ଏଥିସହ ତାଙ୍କର ଡିଏଲ୍‌ ନ…

ବୈଜ୍ଞାନିକ ତିଆରି କଲେ ନିଆରା ମେଶିନ: ଏକ ସପ୍ତାହ ପର୍ଯ୍ୟନ୍ତ ବାହାରେ ଜୀବନ୍ତ ରହିପାରିବ ଲିଭର

ଲଣ୍ଡନ,୧୪।୧: ମଣିଷର କୌଣସି ଅଙ୍ଗକୁ ଡୋନରଙ୍କ ଶରୀରରୁ ବାହାର କରିବା ପରେ ୬ରୁ ୧୨ ଘଣ୍ଟା ମଧ୍ୟରେ ଟ୍ରାନ୍ସପ୍ଲାଣ୍ଟ କରିଦିଆଯାଇଥିବା କୁହାଯାଏ। ବିଶେଷଜ୍ଞଙ୍କ ମତରେ ଲିଭର ବାହାର କରିବାର ୬ ଘଣ୍ଟା ଭିତରେ ଓ କିଡ୍‌ନୀ ବାହାର କରିବାର ୧୨ ଘଣ୍ଟା…

ଗୋରଖନାଥଙ୍କୁ ଖେଚୁଡି ଚଢ଼ାଇଲେ କଣ୍ଠଶିଳ୍ପି ଅନୁରାଧା

ଲକ୍ଷ୍ନୌ,୧୪।୧: ବଲିଉଡ୍‌ର ପ୍ରସିଦ୍ଧ କଣ୍ଠଶିଳ୍ପି ଅନୁରାଧା ପୋଡଓ୍ବାଲ ଉତ୍ତରପ୍ରଦେଶର ଗୋରଖପୁରରେ ଅବସ୍ଥିତ ଗୋରଖନାଥ ମନ୍ଦିରକୁ ମଙ୍ଗବଳାର ଗସ୍ତ କରିଛନ୍ତି। ସେଠାରେ ଗୁରୁ ଗୋରଖନାଥଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଖେଚୁଡି ସମର୍ପଣ କରିଥିଲେ। ଏହାପରେ ଅନୁରାଧା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ…

ମନେପକାଇଲା ସେସୁ, ଦୁଇ ଦିନ ମଧ୍ୟରେ ବକେୟା ବିଲ୍‌ ନ ଦେଲେ କଟିବ ଲାଇନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ ନ କଲେ ବିଦ୍ୟୁତ୍‌ କାଟ୍‌ ହେବ ବୋଲି କହିଛି। ଆସନ୍ତା ୧୬ ତାରିଖରୁ ହିଁ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯିବ ବୋଲି ସେସୁ ସିନିୟର ଜେନେରାଲ ମ୍ୟାନେଜର ମନୋଜ…

ସାଇକେଲ ଚଳାଇ ଶୁଟିଂ ସେଟ୍‌ରେ ପହଞ୍ଚିଲେ ଭାଇଜାନ: ରାସ୍ତାରେ କେହି ବି ଚିହ୍ନି ପାରିଲେନି ତାଙ୍କୁ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାଁଙ୍କ ସାଇକେଲ ସଉକକୁ କିଏ ବା ନ ଜାଣେ। ବହୁ ସମୟରେ ନିଜର ବିଳାସପୂର୍ଣ୍ଣ ଓ ଦାମିକିଆ କାର୍‌କୁ ଛାଡି ସେ ସାଇକେଲ୍‌ ଚଳାଉଥିବା ଦେଖିବାକୁ ମିଳେ। ବେଳେ ବେଳେ ଶୁଟିଂ ସେଟ୍‌ରୁ ଟିକେ ସମୟ…

ଆଖୁ କିଆରିରେ ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ଷ୍ଟାରକିଡ୍‌ ଅନନ୍ୟା ପାଣ୍ଡେ ଏବେ ଖୁବ୍‌ ଚର୍ଚ୍ଚାରେ। ନିକଟରେ ତାଙ୍କର ଏକ ଫଟୋ ସାସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ନେଇ ୟୁଜର୍ସ ଟ୍ରୋଲ୍‌ ମଧ୍ୟ କରିଛନ୍ତି। ଘଟଣା ହେଉଛି ଅନନ୍ୟା ଏକ ଆଖୁ କିଆରିରେ ଠିଆ ହୋଇଥିବାର…

ଭାରତକୁ ଭଲ ପ୍ରାରମ୍ଭ ଦେଲେ ଧାଓ୍ବନ

ମୁମ୍ବାଇ, ୧୪।୧- ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଶେଷ ଖବବ ସୁଦ୍ଧା ୨୮.୫ ଓଭରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?