Home Left

ଲଗାଣ ବର୍ଷାରେ ଢେଙ୍କାନାଳ ବେହାଲ

ଢେଙ୍କାନାଳ ଅଫିସ,୨୪ା୧୦-ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ଧରି ଲଗାଣବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ଅଞ୍ଚଳ ଜଳମୟ ହୋଇପଡିଛି। ବୁଧବାର ଜିଲାରେ ୩୦୪.୩ ମିିଲିମିଟର ବର୍ଷା ହୋଇଥିବାବେଳେ ହିନ୍ଦୋଳରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ହୋଇଛି। ସେହିପରି ଗୁରୁବାର ସକାଳ ସାଢେ…

ନଭେମ୍ବର ପହିଲାରୁ ଖୋଲିବ କୁଲଡ଼ିହା

ସଜନାଗଡ଼, ୨୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟ ନଭେମ୍ବର ୧ତାରିଖରୁ ଖୋଲିବ। ଏହି ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟ, ରିଷିଆ ଡ୍ୟାମ୍‌ ଓ ନିଆରା ଖାଦ୍ୟପାନୀୟ ସୁବିଧା ଓଡ଼ିଶା ତଥା ଓଡ଼ିଶା ବାହାର ପର୍ଯ୍ୟଟକଙ୍କ ସମେତ ବଙ୍ଗୀୟ ପର୍ଯ୍ୟଟକଙ୍କୁ ବେଶ୍‌…

ନଭେମ୍ବର ୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୧୩ରୁ ଚଳିତ ବର୍ଷ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏହା ଡିସେମ୍ବର ୧୯ ଯାଏ ଚାଲିବ। ଚଳିତ ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିଛି।

ଯେଉଁଠି ପୂଜା ଥାଳି ବଦଳରେ ନିଆଯାଏ ସାପ

ସାପ ନାଁ ଶୁଣିବା ମାତ୍ରେ ଲୋକେ ଭୟରେ ଥରି ଉଠନ୍ତି। ଯଦି କାହାରି ସମ୍ମୁଖକୁ ସାପ ଆସିଗଲା, ତେବେ କଥା ସେଇଠି ସରିଲା। କିନ୍ତୁ ଗୋଟିଏ କଥା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ବିଶ୍ୱରେ ଏଭଳି ଏକ ସ୍ଥାନ ରହିଛି, ଯେଉଁଠାରେ…

୨୮,୯୭୬ ପିଲାଙ୍କୁ ଦିଆଯିବ ଜାପାନୀ ଜ୍ୱର ଟୀକା

ଭଣ୍ଡାରିପୋଖରୀ, ୨୪।୧୦ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ବ୍ଲକ ବନ୍ଦାଳୋ ମଢିଆଳି ପଞ୍ଚାୟତ ମଢିଆଳି ଗ୍ରାମର ଜଣେ କଲେଜ ଛାତ୍ର ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପରେ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ: କାରଣ ଅସ୍ପଷ୍ଟ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଶ୍ୱବିଦ୍ୟାଳୟର ସିଣ୍ଡିକେଟ୍‌ ହଲ୍‌ରେ ଏହି ନିଆଁ ଲାଗିଛି। ସିଣ୍ଡିକେଟ୍‌ ବୈଠକ ପରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। କ୍ଷୟକ୍ଷତିର ସୂଚନା ମଧ୍ୟ ମିଳି…

ପର୍ସ ହଜିବା ପରେ ଆକାଉଣ୍ଟକୁ ଆସିବାରେ ଲାଗିଲା ଟଙ୍କା

ବେଳେବେଳେ ପର୍ସ ହଜିବା କିମ୍ବା ଚୋରି ହେଉଥିବା ଶୁଣିଥିବେ। କିନ୍ତୁ ପର୍ସ ହଜିବା ପରେ ଆଉ ମିଳିବ ବୋଲି ଖୁବ୍‌ କମ୍‌ ଆଶା ଥାଏ। ମାତ୍ର ଜଣେ ବ୍ୟକ୍ତିଙ୍କର ପର୍ସ ହଜିବା ପରେ ତାଙ୍କ ଆକାଉଣ୍ଟକୁ ଥରକୁ ଥର ଟଙ୍କା ଆସିବାରେ…

ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନ ଭଙ୍ଗାଯିବ

ରସୁଲପୁର, ୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କର ଅଭିଯୁକ୍ତ ରୂପେଶ ଭଦ୍ରଙ୍କ ଅତିଥିଭବନରେ ରହସ୍ୟଜନକ ମୃତ୍ୟୁ ଘଟିଥିଲା। ଉକ୍ତ ଅତିଥିଭବନ ଏକ ବିବାଦୀୟ ଜମିରେ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଘଟଣା…

ଧନ ପ୍ରାପ୍ତି ପାଇଁ ଧନତେରାସ୍‌ରେ କରନ୍ତୁ ଏହି ଉପାୟ

ଦୀପାବଳି ଅମାବାସ୍ୟା ପୂର୍ବରୁ ପଡୁଥିବା ତ୍ରୟୋଦଶୀକୁ ଧନତେରାସ୍‌ ଭାବେ ପାଳନ କରାଯାଇଥାଏ। ଏହି ଦିନ ପ୍ରଭୁ ଧ୍ୱନନ୍ତରୀ ଜନ୍ମଗ୍ରହଣ କରିଥିବାରୁ ଏହାକୁ ଧନ୍ବନ୍ତରୀ ଜୟନ୍ତୀ ମଧ୍ୟ କୁହାଯାଇଥାଏ। ଧନ ତେରାସ୍‌ରେ ମହାଲକ୍ଷ୍ମୀଙ୍କ କୃପା ଲାଭ ପାଇଁ ଶାସ୍ତ୍ରରେ କେତେକ ସହଜ ଉପାୟ…

ଦୀପାବଳି ପୂର୍ବରୁ ଘରୁ ବାହାର କରିଦିଅନ୍ତୁ ଏସବୁ ସାମଗ୍ରୀ, ପଡ଼ିବ ଲକ୍ଷ୍ମୀଙ୍କ କୃପାଦୃଷ୍ଟି

କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପ୍ରତିବର୍ଷ ଦୀପାବଳି ପର୍ବ ପାଳନ କରାଯାଇଥାଏ। ଏହି ଖାସ୍‌ ଉତ୍ସବରେ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା ସହିତ ପୂରା ଘରକୁ ଦୀପରେ ସଜା ଯାଇଥାଏ। କୁହାଯାଏ, ଏହିଦିନ ମା’ ଲକ୍ଷ୍ମୀ ଧରାପୃଷ୍ଠରେ ଅବତରଣ…

ବିଶ୍ୱ ମିଲିଟାରୀ ଗେମ୍ସ: ଗୁଣସେକରନଙ୍କୁ ୩ ସ୍ବର୍ଣ୍ଣ

ଉହାନ(ଚାଇନା),୨୪।୧୦(ପି.ଟି.)- ଏଠାରେ ଚାଲିଥିବା ୭ମ ସିଆଇଏସ୍‌ଏମ୍‌ ବିଶ୍ୱ ମିଲିଟାରୀ କ୍ରୀଡ଼ାରେ ପାରାଆଥ୍‌ଲେଟ୍‌ ଆନନ୍ଦନ ଗୁଣସେକରାନ ୩ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଜାଭେଲିନ ଜାଭେଲିନ ଥ୍ରୋୟର ଶିବପାଲ ସିଂ ମଧ୍ୟ ପୋଡିୟମର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ପୁରୁଷ ଭିନ୍ନକ୍ଷମ ୧୦୦…

ଖୋର୍ଦ୍ଧାରେ ଲଗାଣ ବର୍ଷା: ୨୫ ତାରିଖ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା ଅଫିସ,୨୪।୧୦: ଲଗାଣ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାର ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟିକରି ଦିଆଯାଇଥିବା ବେଳେ ୨୫ ତାରିଖ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri