Home Left

ଦବଙ୍ଗ-୩ ଟ୍ରେଲର୍‌: ୧୬ ଘଣ୍ଟାରେ ୧୫ ମିଲିୟନ୍‌ରୁ ଅଧିକଥର ଦେଖିଲେଣି ଦର୍ଶକ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଦୀପାବଳିରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି। ଟ୍ରେଲର୍‌ ରିଲିଜ୍‌ ହେବାର ୨୪ ଘଣ୍ଟା ନପୂରୁଣୁ ଏହାକୁ ୧୫ ମିଲିୟନରୁ…

ଲଗାଣବର୍ଷା : ପନିପରିବା ସହ ଫସଲ ନଷ୍ଟ ଆଶଙ୍କା

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି। ଫଳରେ ଚାଷଜମି ସହ ପନିପରିବା ଚାଷ କ୍ଷତି ହେବା ଆଶଙ୍କା କରାଯାଇଛି। ଗୁରୁବାର ସକାଳ ସୁଦ୍ଧା ଅଞ୍ଚଳରେ ୩୮ମିମି ବର୍ଷା ହୋଇଥିବା ରେକର୍ଡ଼…

ମୋବାଇଲ୍‌ ଅଭ୍ୟାସରୁ ମୁକ୍ତି ଦେବ ଗୁଗଲ ଆପ୍ସ୍‌: ପ୍ଲେ ଷ୍ଟୋର୍‌ରେ ଉପଲବ୍ଧ

ଓ୍ବାଶିଂଟନ,୨୪।୧୦: ମୋବାଇଲ୍‌ ଏବେ ସମସ୍ତଙ୍କର ଅତି ଆପଣାର ବସ୍ତୁ ପାଲଟିଛି। କେତେକ ବହୁ ସମୟ ଧରି ମୋବାଇଲ୍‌ ସହିତ ଜଡ଼ିତ ରହୁଛନ୍ତି। ଏହା ଦ୍ୱାରା ଦାମ୍ପତ୍ୟ ଜୀବନ ସହିତ ସାମାଜିକ କ୍ଷେତ୍ରରେ ନାନା ସମସ୍ୟା ଦେଖାଦେଉଛି। ତେବେ ମୋବାଇଲ୍‌ ଅଭ୍ୟାସରୁ ମୁକ୍ତି…

ଖଟ୍ଟରଙ୍କ ଆସନ ଟଳମଳ, ଏବେ ପ୍ରଶ୍ନ କିଏ ହେବ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଚୁଡାନ୍ତ ପର୍ଯ୍ୟାୟ ଆଡକୁ ଅଗ୍ରସର ହେଉଛି। ଏହି ସମୟରେ ହରିୟାଣାରେ ନିର୍ବାଚନ ହୋଇଥିବା ୯୦ଟି ଆସନର ଫଳାଫଳ ମଧ୍ୟରୁ ଭାଜପା ୩୭ ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୪ ଆସନରେ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରସଙ୍ଗ

ନିକଟରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ସ୍ବଚ୍ଛତାକୁ ନେଇ ପ୍ରଯୋଜକମାନେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରକୃତପକ୍ଷେ ବିଗତ ଦିନର ପୁରସ୍କାର ବେଳେ କଳାକାର, ଟେକ୍ନିସିଆନ, ପ୍ରଯୋଜକ, ନିର୍ଦ୍ଦେଶକମାନେ ନିଷ୍ପତ୍ତିକୁ ସ୍ବାଗତ କରୁଥିଲେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜାତୀୟ ଚଳଚ୍ଚିତ୍ର ପୁରସ୍କାରର ପ୍ରାୟତଃ…

ତୁଟିଲା ବିବାଦ: ୩ରୁ ବାଂଲାଦେଶ-ଭାରତ ସିରିଜ୍‌

ଢାକା,୨୪।୧୦- ଆସନ୍ତା ୩ ତାରିଖରୁ ଭାରତ ଓ ବାଂଲାଦେଶ ମଧ୍ୟରେ ଆରମ୍ଭ ହେବାକୁ ଥିବା ଟି୨୦ ସିରିଜ୍‌ରୁ ଅନିଶ୍ଚିତତାର କଳା ବାଦଲ ହଟି ଯାଇଛି। ବାଂଲାଦେଶର ଖେଳାଳି ଓ ବୋର୍ଡ ବିସିବି ମଧ୍ୟରେ ଲାଗି ରହିଥିବା ବିବାଦରେ ପୂର୍ଣ୍ଣ ଛେଦ ପଡ଼ିଛି।…

ସ୍ବାଧିନ ପ୍ରାର୍ଥୀଙ୍କ ଉପରେ ଭାଜପା ଚାପ ପକାଉଥିବା ଅଭିଯୋଗ

ରୋହତକ,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏଠାରେ ୯୦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଓ କଂଗ୍ରେସ ବିଜୟ ପାଇଁ କଡା କସରତ କରୁଛନ୍ତି। ଏତିକି ବେଳେ କଂଗ୍ରେସ ନେତା ଭୁପିନ୍ଦର ସିଂ ହୁଡ୍ଡା…

ଫ୍ରମ୍‌ ମି ଟୁ ୟୁ

ଓଡ଼ିଆ ସିନେମା ‘ଫ୍ରମ୍‌ ମି ଟୁ ୟୁ’ ନଭେମ୍ବର ୧ରେ ରିଲିଜ ହେବାକୁ ଯାଉଛି। ଏହି ଫିଲ୍ମର କାହାଣୀରେ ଆକ୍ସନ, ଇମୋଶନ ଏବଂ ସସ୍‌ପେନ୍ସ ରହିଛି। ବିଶେଷଭାବରେ ବନ୍ଧୁତ୍ୱ ଉପରେ କାହାଣୀ ପର୍ଯ୍ୟବସିତ। ଚିତ୍ରର ମୁଖ୍ୟ ଭୂମିକାରେ ଜ୍ୟୋତି ଏବଂ ଅମ୍ଳାନ…

ସୁଫିଆନା ପନିର ଟିକା

ପୁରୀ ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟ୍‌ରେ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକ ଙ୍କ ରୁଚିକୁ ଦେଖି ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। କେତେକ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଉଭୟ ଆମିଷ ଓ ନିରାମିଷ ଖାଦ୍ୟ ପ୍ରସ୍ତୁତ ହେଉଥିଲେ ମଧ୍ୟ ସୁସ୍ବାଦୁ…

ପତ୍ନୀ ହେବ ଏମିତି

ସତରେ ପତ୍ନୀ ହେବ ଏମିତି। ନିକଟରେ ଦୀପିକାଙ୍କ ମୁହଁରୁ ପତିଦେବ ରଣବୀର ସିଂଙ୍କ ପ୍ରଶଂସା ଶୁଣି ଶୁଟିଂ ଚାଲିଥିବା ହିନ୍ଦୀ ସିନେମା ‘୮୩’ର ୟୁନିଟ୍‌ ସଦସ୍ୟମାନେ ଚକିତ ହୋଇଯାଇଥିଲେ। ସେଠାରେ ଉପସ୍ଥିତ କେତେଜଣ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେବା ସହ ସେ…

୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ…

ଓ୍ବେଟ୍‌ ଲିଫ୍ଟିଙ୍ଗ କରିବାକୁ ଭଲଲାଗେ

ସୁରମୟୀ ମହାପାତ୍ର। ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଜଣାଶୁଣା ନାୟିକା। ରିଅଲିଟି ଶୋ ‘ମୁଁ ବି ହିରୋଇନ୍‌ ହେବି’ ସିଜନ୍‌-୨ର ବିଜେତା ସୁରମୟୀ ପ୍ରଥମେ ‘ଭଲପାଏ ତତେ ୧୦୦ରୁ ୧୦୦’ ଫିଲ୍ମ ଜରିଆରେ ଓଡ଼ିଆ ସିନେ ଜଗତରେ ପାଦ ଥାପିଥିଲେ। ଏହାପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri