Home Left

ଅରୁଣ-ମହେଶଙ୍କ ହ୍ୟାଟ୍ରିକ

ନିର୍ଦ୍ଦେଶକ ମହେଶ ହାଜରା ଏବଂ ନାଟ୍ୟକାର ଅରୁଣ ନାୟକ ହ୍ୟାଟ୍ରିକ ମାରିଛନ୍ତି। ଗୋଟିଏ ଅପେରା ପାର୍ଟିରେ ଲଗାତର ତୃତୀୟ ଥର ପାଇଁ ସେମାନେ ଏକାଠି କାମ କରିବାକୁ ଯାଉଛନ୍ତି। ଅର୍ଥାତ୍‌, ଅନ୍ୟତମ ଅଗ୍ରଣୀ ଅପେରା ପାର୍ଟି ବାଘାଯତିନ ଲୋକନାଟ୍ୟର ଆସନ୍ତା ଯାତ୍ରା…

କାଳ୍ପନିକ ଦୁନିଆ

ଗାନ୍ଧୀବାଦ ଆଜିି ପଥ ଭ୍ରଷ୍ଟ। ଏହାକୁ କେତେକେ ଅପବ୍ୟବହାର କରୁଛନ୍ତି। ଗାନ୍ଧୀବାଦ ଆଜି ଦୋଛକିରେ ଠିଆ ହୋଇଛି। ଏପରି ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ନାଟକ ‘କାଳ୍ପନିକ ଦୁନିଆ’ ନିକଟରେ ସିଏମ୍‌ବିଡି ଟ୍ରଷ୍ଟ, ଭୁବନେଶ୍ୱର ଦ୍ୱାରା ଆୟୋଜିତ ଇନ୍ଦ୍ରଧନୁ ନାଟକ ଉତ୍ସବରେ ମଞ୍ଚସ୍ଥ…

ହୀରୋ ନଂ ଜିରୋ

ଖୁସି କ୍ରିଏସନ୍ସ ବ୍ୟାନରରେ ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ହୀରୋ ନଂ ଜିରୋ’। ଚିତ୍ରର କାହାଣୀ, ଚିତ୍ରନାଟ୍ୟ ରଚନା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇବେ ‘ପ୍ରେମ ପାଇଁ ମହାଭାରତ’ର ନିର୍ଦ୍ଦେଶକ ନିରଞ୍ଜନ ବେହେରା। ଖାସ୍‌ କଥା ହେଲା ଏହାର…

ଜାତୀୟ ରାଜପଥ ସଂପ୍ରସାରଣ : ଅବାଧ ଗଛକଟା, ରାସ୍ତାରେ ଅଟକି ରହୁଛି ଯାନବାହନ

ଦାରିଙ୍ଗବାଡ଼ି,୨୪।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଜୋର୍‌ସୋରରେ ଚାଲିଛି। ଏଥିପାଇଁ ବନ ବିଭାଗର କର୍ପୋରେଶନ ପକ୍ଷରୁ ରାଜପଥ କଡ଼ରେ ରହିଥିବା ମୂଲ୍ୟବାନ ଗଛ ସ୍ଥାନାନ୍ତର କରାଯିବା ସହ ଏବେ ବଳକା ହଜାର…

ସାମାଜିକ ଅର୍ଥନୈତିକ ବିକାଶରେ ଜାତିସଂଘ

୧୯୪୫ ଜୁନ୍‌ ୨୬ରେ ୫୦ଟି ଦେଶ ଜାତିସଂଘ ଅଧିକାରପତ୍ରରେ ସ୍ବାକ୍ଷର କରିବା ପରେ ଜାତିସଂଘ ଅକ୍ଟୋବର୨୪,୧୯୪୫ରେ ସ୍ଥାପିତ ହୋଇଥିଲା। ଏହି ସମୟରେ ଚାଇନା ୟୁନାଇଟେଡ୍‌ ଷ୍ଟେଟ୍‌, ଫ୍ରାନ୍ସ, ସଂଯୁକ୍ତ ରାଜ୍ୟ, ୟୁନାଇଟେଡ୍‌ କିଙ୍ଗଣ୍ଡମ୍‌ ଓ ସୋଭିଏଟ୍‌ ସଂଘ ଏହାକୁ ସ୍ବୀକୃତି ଦେଇଥିଲେ…

କୋରାପୁଟରେ ୫୬୬.୭ ମିମି ବର୍ଷା ରେକର୍ଡ: ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି

କୋରାପୁଟ,୨୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୫୬୬.୭ ମିମି ବର୍ଷା ହୋଇଥିବାବେଳେ ବନ୍ଧୁଗାଁ ବ୍ଲକରେ ସର୍ବାଧିକ ୧୧୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡ଼ିଛି। ସେହିପରି କୋରାପୁଟ ବ୍ଲକରେ ୨୨ ମିମି ବର୍ଷା ହୋଇଥିବାବେଳେ ଲମତାପୁଟରେ ୪୬.୧ ମିମି,…

ସାରାଙ୍କ ଫରେନ୍‌ ଟ୍ରିପ୍‌

ସାରା ଅଲ୍ଲୀ ଖଁ। ଏବେ ଶ୍ରୀଲଙ୍କାରେ ଡେରା ପକାଇଛନ୍ତି। ଶୁଟିଂ ବ୍ରେକ୍‌ ପାଇବା ମାତ୍ରେ ସେ ମାଇଣ୍ଡ ଫ୍ରି କରିବାକୁ ସେଠାକୁ ଯାଇଛନ୍ତି। କିଛିଦିନ ସେ ବିଦେଶରେ ରହି ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲିବେ। ”ବର୍ତ୍ତମାନ ମୋତେ ପାଖାପାଖି ତିନିସପ୍ତାହ ବ୍ରେକ୍‌…

‘ଦବଙ୍ଗ-୩’ ଟ୍ରେଲରରେ ବଡ଼ ଭୁଲ

ବଲିଉଡ୍‌ ସୁପରହିଟ୍‌ ଫିଲ୍ମ ସିରିଜ୍‌ ‘ଦବଙ୍ଗ’ର ତୃତୀୟ ପାର୍ଟ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଦବଙ୍ଗ’ର ପୂର୍ବ ଫିଲ୍ମ ଭଳି ଏଥିରେ ମଧ୍ୟ ସଲମାନ ପୋଲିସ ଅଫିସର ଚରିତ୍ରରେ ଅଭିନୟ କରୁଛନ୍ତି। ପାଖାପାଖି ୩ ମିନିଟର ଏହି ଟ୍ରେଲରରେ ଆକ୍ସନ…

ଟାର୍ଗେଟ୍‌ ଅଲିମ୍ପିକ୍ସ

୧୯୯୩ ମସିହା ମେ ୧୦ ତାରିଖ ସୁନ୍ଦରଗଡ଼ ଜିଲା ସଉନାମରା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ଅମିତ ରୋହିଦାସ। ୪ବର୍ଷ ବୟସରୁ ହକି ଖେଳିବା ପ୍ରତି ସେ ଆଗ୍ରହ ପ୍ରକାଶ କରିଥିଲେ। ପରେ ୧୦ ବର୍ଷ ବୟସରେ ପ୍ରଥମେ ଗାଁ ଟିମ୍‌ରେ…

ଖୋର୍ଦ୍ଧା, ବାଣପୁରରେ କୁତ୍ରିମ ବନ୍ୟା: ଘରେ ପଶିଲା ବର୍ଷାଜଳ

ଖୋର୍ଦ୍ଧା ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିରେ ଖୋର୍ଦ୍ଧା ସହର ସମେତ ବାଣପୁର ସହର ଓ ବ୍ଲକ ଅଞ୍ଚଳ ବେହାଲ ହୋଇ ପଡିଛି। ଖୋର୍ଦ୍ଧାର ପୁରୁଣା ମେଡିକାଲ…

ଗୁଆହାଟୀ ଫିଲ୍ମ ଫେଷ୍ଟିଭାଲରେ ‘ଅନ୍ତର୍ଧ୍ୱନୀ’

ଶାନ୍ତନୁ ଏବଂ ଶାଲିନୀ ଦୁଇ ଜଣ ସାଙ୍ଗ। ଦିନେ ହଠାତ୍‌ ଶାଲିନୀ ଅନ୍ତର୍ଦ୍ଧାନ ହୋଇଯାଉଛି। ତାକୁ କିପରି ଠାବ କରିବ ସେଥିପାଇଁ ଶାନ୍ତନୁ ନିଜ ଜୀବନକୁ ବାଜି ଲଗାଇ ଦେଇଛି। ତା’ପରେ କ’ଣ ଘଟୁଛି ଏବଂ ଶାଲିନୀକୁ ଶାନ୍ତନୁ ପାଉଛି କି…

ପ୍ଲାଷ୍ଟିକ ସାଜିଛି ମୃତ୍ୟୁଯନ୍ତା

ଚେନ୍ନାଇ: ପ୍ଲାଷ୍ଟିକ ଦ୍ରବ୍ୟ ସହ ପଲିଥିନ୍‌ର ବହୁଳ ବ୍ୟବହାର ଯୋଗୁ କେବଳ ପରିବେଶ ନଷ୍ଟ ହେଉଛି ବୋଲି ଭାବିବା ଠିକ୍‌ ନୁହେଁ। ଏହାଦ୍ୱାରା ପ୍ରାଣୀଜଗତ ମଧ୍ୟ ପ୍ରଭାବିତ ହେଉଛନ୍ତି। ବାହାରେ ଫିଙ୍ଗାଯାଉଥିବା ପ୍ଲାଷ୍ଟିକ ଓ ପଲିଥିନ ଖାଇ ଅନେକ ଗାଈଗୋରୁ ମୃତ୍ୟୁବରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri