ୟେମେନ୍ ଗୃହଯୁଦ୍ଧ: ୫ ହଜାରରୁ ଅଧିକ ଶିଶୁଙ୍କ ଜୀବନ ନେଇଛି; ୫ ଲକ୍ଷ ଛାଡ଼ିଛନ୍ତି ସ୍କୁଲ
ସାନା,୨୪।୧୦: ୟେମେନ୍ରେ ଜାରି ରହିଥିବା ଗୃହଯୁଦ୍ଧ ଯୋଗୁ ଇତିମଧ୍ୟରେ ୫ ହଜାରରୁ ଅଧିକ ଶିଶୁଙ୍କ ଜୀବନ ଯାଇଛି। ସେହିପରି ୫ ଲକ୍ଷରୁ ଅଧିକ ଶିଶୁ ସ୍କୁଲ ଛାଡ଼ିଛନ୍ତି। ଏନେଇ ୟୁନିସେଫ୍ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ସରକାର ଏବଂ ହୌଥି…
ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ
ସୁନ୍ଦରଗଡ଼,୨୪।୧୦(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ବଡଗାଁ ବନାଞ୍ଚଳ ଅନ୍ତର୍ଗତ ବିରତଲା ଗାଁ ନିକଟରେ ଥିବା ଏକ ପରିତ୍ୟକ୍ତ କୂଅ ଭିତରେ ଗୁରୁବାର ଏକ ହାତୀ ପଡିଯାଇଥିବାର ଦେଖିବାକୁ ମିଳିଛି। ଖବରପାଇ ସୁନ୍ଦରଗଡ଼ ସହକାରୀ ବନସଂରକ୍ଷକ (ଏସିଏଫ), ବଡଗାଁ ଭାରପ୍ରାପ୍ତ ରେଞ୍ଜ ଅଫିସର ରୁନେନ୍ଦ୍ର…
ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁଙ୍କ ସମ୍ପର୍କରେ ନଭେମ୍ବର ୧ ସୁଦ୍ଧା ଦେବାକୁ ପଡ଼ିବ ରିପୋର୍ଟ
ଜୟପୁର,୨୪।୧୦: ରାଜସ୍ଥାନର ବିକାନେରରେ ମେଦବହୁଳ ଓ ବଡ଼ ପେଟ ଥିବା ପୋଲିସ ବାବୁମାନେ ଏବେ ଆଶଙ୍କା ମଧ୍ୟରେ ରହିଛନ୍ତି। ଏସ୍ପି ପ୍ରଦୀପ ମୋହନ ଶର୍ମା ପୋଲିସ ବିଭାଗରେ ଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେମାନଙ୍କ ସମ୍ପର୍କରେ ରିପୋର୍ଟ…
ଖୁବ୍ କମ୍ ଭୋଟରେ ଆଗରେ ଅଛନ୍ତି ଫଡନବିଶ
ନାଗପୁର,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଗୁରୁବାର ଭୋଟ ଗଣତି ଦ୍ରୁତ ଗତିରେ ଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ବର୍ତ୍ତମାନ ସୁଦ୍ଧା ଖୁବ୍ କମ୍ ବ୍ୟବଧାନରେ ଅର୍ଥାତ୍ ମାତ୍ର ୮୩୯୮ ଖଣ୍ଡ ଭୋଟରେ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ଆଗରେ ଥିବା…
ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ
ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର ରିଜର୍ଭ ପ୍ରୋଜେକ୍ଟର କର୍ତ୍ତୃପକ୍ଷ ଏନେଇ ସୂଚନା ଦେଇଛନ୍ତି। ଏହି ସମୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଗୁରୁତ୍ୱ…
ଲଗାଣ ବର୍ଷା: ସ୍କୁଲ ଓ ଅଙ୍ଗନବାଡି ଛୁଟି
ଭଦ୍ରକ ଅଫିସ,୨୪।୧୦: ରାଜ୍ୟରେ ଲାଗାଣ ବର୍ଷI ଯୋଗୁ ଗୁରୁବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଛି I
ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତା, ଘରେ ପଶିଲା ବର୍ଷାଜଳ
ବ୍ରହ୍ମପୁର ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିଯୋଗୁ ବେହାଲ ହୋଇପଡ଼ିଛି ବ୍ରହ୍ମପୁର। ସହରର ବିଭିନ୍ନ ଅଞ୍ଚଳରେ କୁତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ଗଜପତିନଗର ୧୧ତମ…
ବର୍ଷା ଯୋଗୁ ଟ୍ରେନ୍ ସେବା ବାଧାପ୍ରାପ୍ତ: ବହୁ ଟ୍ରେନ୍ ବାତିଲ୍
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ବଙ୍ଗେପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଟ୍ରେନ୍ ସେବା ବ୍ୟାହତ ହୋଇଛି। ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ, ବିଶାଖାପାଟଣା-ବ୍ରହ୍ମପୁର ପାସେଞ୍ଜର ଟ୍ରେନ ଚଳାଚଳ ଉଭୟ ପାର୍ଶ୍ୱରୁ ବନ୍ଦ ରହିଛି। ସେହିପରି…
କମଲେଶଙ୍କୁ ୧୫ ଥର ଛୁରି ଭୁସିଥିଲେ ହତ୍ୟାକାରୀ
ଲକ୍ଷ୍ନୌ,୨୪ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଳେଶ ତିଓ୍ବାରୀଙ୍କୁ ହତ୍ୟାକାରୀ ୧୫ ଥର ଛୁରି ଭୁସିବା ସହ ମୁହଁକୁ ଗୁଳି କରିଥିଲେ। ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଏହା ଜଣାପଡିଛି। ତିଓ୍ବାରୀଙ୍କ ଗାଲ ତଳେ ଗୁଳି ଅଟକି ରହିଥିବାବେଳେ ୧୫ ସ୍ଥାନରେ ଛୁରିଭୁସା ଓ କଟା…
ହରିୟାଣାରେ କଂଗ୍ରେସ ଗଢିବ ସରକାର: ହୁଡ୍ଡା
ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା ଆଗରେ ଥିବା ସୂଚନା ମିଳିଛି। କିନ୍ତୁ ଇତିମଧ୍ୟରେ କଂଗ୍ରେସ ନେତା ଭୁପିନ୍ଦର ସିଂ…
୪୦ ଲକ୍ଷଙ୍କୁ ମିଳିବ ମାଲିକାନା ଅଧିକାର
ନୂଆଦିଲ୍ଲୀ,୨୪ା୧୦(ପି.ଟି.): ଦିଲ୍ଲୀର ଅନଧିକୃତ କଲୋନିଗୁଡ଼ିକରେ ରହୁଥିବା ୪୦ ଲକ୍ଷ ଲୋକଙ୍କୁ ମାଲିକାନା ଅଧିକାର ମିଳିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇଛନ୍ତି। ଜାତୀୟ ରାଜଧାନୀରେ ଅନଧିକୃତ କଲୋନିଗୁଡିକରେ ରହୁଥିବା ଲୋକମାନଙ୍କୁ…
ଗଞ୍ଜାମରେ ସ୍କୁଲ ବନ୍ଦ
ବ୍ରହ୍ମପୁର ଅଫିସ/ଛତ୍ରପୁର(ଡି.ଏନ.ଏ.)୨୪।୧୦: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଥିବା ଯୋଗୁଁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଗଞ୍ଜାମ ଜିଲାରେ ବୁଧବାରଠାରୁ ପ୍ରବଳ ବର୍ଷା ହେଉଛି। ଏଥିପାଇଁ ଗଞ୍ଜାମ ଜିଲାପାଳଙ୍କ ପକ୍ଷରୁ ଗୁରୁବାର ଜିଲାର ସମସ୍ତ…
Archives


