ବଡଗାମ ଏନ୍କାଉଣ୍ଟର: ଧରାପଡିଲେ ଜଣେ ଆତଙ୍କବାଦୀ
ବଡଗାମ,୧୩।୧: ଜମ୍ମୁ-କଶ୍ମୀରରେ ସୋମବାର କଶ୍ମୀର ଜୋନ୍ ପୋଲିସ ଓ ସୁରକ୍ଷା କର୍ମୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଏନକାଉଣ୍ଟର। ଏହାପରେ ଗଣ୍ଡେରବାଲରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତରିକ ଗନାନି ନାମକ ଏହି ଆତଙ୍କବାଦୀଙ୍କର ଏଲ୍ଇଟି ସହ ସମ୍ପର୍କ ଥିବା ସୂଚନା ମିଳିଛି।
ସଚିନଙ୍କୁ ‘ଭଗବାନ କୃଷ୍ଣ’ କହି ପ୍ରଶଂସକଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍
ଭାରତର ପୂର୍ବତନ କ୍ରିକେଟର୍ ମହମ୍ମଦ କୈଫ ନିଜ ଟୁଇଟର ଆକାଉଣ୍ଟରେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ଏକ ଫଟୋ ପୋଷ୍ଟ କରିଛନ୍ତି। ଏହି ଫଟୋରେ କୈଫ୍ ସଚିନଙ୍କ ସହ ନଜର ଆସୁଛନ୍ତି କୈଫ। ଏହାର କ୍ୟାପଶନ୍ରେ ସେ କହିଛନ୍ତି, ‘ଭଗବାନ…
ଦିଲ୍ଲୀ ବିଧାନସଭା ପାଇଁ ୧୪ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କଲା କଂଗ୍ରେସ
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସୋମବାର କଂଗ୍ରେସ ତା’ର ସେଣ୍ଟ୍ରାଲ ଇଲକେଶନ୍ କମିଟି ବୈଠକରେ ୧୪ ଜଣ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କରିଥିବା ଜଣାପଡିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ ଭାରତୀୟ ଜନତା…
ଯେଉଁଠି ରାତିରେ ବିବାହ ମନା
ସାଧାରଣତଃ ଭାରତର ଅଧିକାଂଶ ସ୍ଥାନରେ ରାତିରେ ବାହାଘର ହେବାର ପରମ୍ପରା ରହିଛି। ହେଲେ ଉତ୍ତର ପ୍ରଦେଶର ଗାଜିଆବାଦରେ ଏଥିରେ ଦେଖାଯାଏ କିଛି ବ୍ୟତିକ୍ରମ। ଏଠାକାର ଲୋକେ ବିବାହ ଉତ୍ସବକୁ ଏକ ନିଆରା ଢଙ୍ଗରେ ପାଳନ କରିଥାନ୍ତି। ଏଠାରେ ବିବାହ ରାତିରେ ନ…
ଲୋରି ଅଗ୍ନିରେ କାହିଁକି ପକାଯାଏ ରାଶି ଓ ବାଦାମ୍
ପୂର୍ବ-ଉତ୍ତର ଭାରତରେ ସୋମବାର ଆଡ଼ମ୍ବରରେ ଲୋରି ପର୍ବ ପାଳନ କରାଯାଇଛି। ଜାନୁୟାରୀ ୧୩ରେ ପଞ୍ଜାବ ଓ ହରିୟାଣାରେ ଏହି ପର୍ବ ପାଳନ କରାଯାଉଛି। ଲୋକମାନେ ବେଶ୍ ଉତ୍ସାହର ସହ ଏହି ପର୍ବକୁ ପାଳନ କରୁଥିବା ବେଳେ ପ୍ରଥମେ ନିଜ ସମ୍ପର୍କୀୟଙ୍କୁ ମିଠା…
ଉନ୍ନାଓ ପୀଡ଼ିତା ବାପାଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ
ଉନ୍ନାଓ,୧୩।୧: ଉତ୍ତରପ୍ରଦେଶ ଉନ୍ନାଓର ବଳାତ୍କାରୀ ପୀଡ଼ିତାଙ୍କ ବାପାଙ୍କ ଚିକିତ୍ସା କରିଥିବା ଡାକ୍ତର ପ୍ରଶାନ୍ତ ଉପାଧ୍ୟାୟଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମଙ୍ଗଳବାର ତିସ୍ ହଜାରି କୋର୍ଟରେ ତାଙ୍କର ଶୁଣାଣି ଥିବା ବେଳେ ଏହା ପୂର୍ବରୁ ପ୍ରଶାନ୍ତଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,ଉନ୍ନାଓ ପୀଡ଼ିତାଙ୍କ…
ସିଏଏ-ଏନ୍ଆର୍ସିକୁ ନେଇ ହୋଇଥିବା ବୈଠକରେ ଯୋଗଦେଲେ ୨୦ ବିରୋଧୀ ଦଳ
ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନଆର୍ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇଥିଲେ। ଏଥିରେ କଂଗ୍ରେସ ସମେତ ପ୍ରାୟ ୧୯ ବିରୋଧୀ ଦଳ ଯୋଗ ଦେଇଥିବା ସୂଚନା ମିଳିଛି। ଏହା କଂଗ୍ରେସ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି
ଭୁବନେଶ୍ୱର, ୧୩।୧: ରାୟଗଡାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାୟଗଡାରେ ଘରୋଇ କମ୍ପାନୀଗୁଡିକ ଜମି ନେଇ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେଉ ନ ଥିଲେ। କିନ୍ତୁ ରାଜ୍ୟ…
ବିଦେଶରେ ରହିଛି ଅଜବ ନିୟମ, ଯିବା ପୂର୍ବରୁ ଜାଣନ୍ତୁ ଏ ସମ୍ପର୍କରେ…
ବ୍ୟସ୍ତବହୁଳ ଜୀବନରୁ କିଛି ସମୟ ଶାନ୍ତିରେ କଟାଇବା ପାଇଁ ଲୋକେ ବାହାରେ ବୁଲାବୁଲି କରିବାକୁ ପସନ୍ଦ କରିଥା’ନ୍ତି। କିନ୍ତୁ ଯେଉଁ ସ୍ଥାନକୁ ବୁଲିବାକୁ ଯିବେ ସେଠାକାର ନୀତିନିୟମ ବା କାନୁନ୍ ବିଷୟରେ ଯଦି ଜାଣି ନ ଥିବେ ତେବେ ବହୁ ଅସୁବିଧାର…
ଏହିସବୁ ରୋଗରୁ ମୁକ୍ତି ଦିଏ ନଡ଼ିଆ ତେଲ
ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ। ତେବେ ଜାଣନ୍ତୁ…
ତାମିଲ ଫିଲ୍ମ ପାଇଁ ସମ୍ମାନୀତ ହେଲେ ତାପସୀ
ମୁମ୍ବାଇ: ବଲିଉଡ୍ର ଚୁଲ୍ବୁଲି ନାୟିକା ତାପସୀ ପନ୍ନୁ ଏବେ ତାମିଲ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏବେ ନାରୀ କୈନ୍ଦ୍ରୀକ ଫିଲ୍ମ ଭଲ ବ୍ୟବସାୟ କରୁଥିବା ବେଳେ ନିକଟରେ ଦୀପିକା ପାଦୁକୋନଙ୍କ ଅଭିନୀତ ଏମିତି ଏକ ନାରୀ କୈନ୍ଦ୍ରୀକ…
ଟ୍ରକ୍ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ
ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର…

