ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ମହାକାଶ ମିଶନରେ ହେବେ ସାମିଲ୍
ଓ୍ବାଶିଂଟନ,୧୩।୧: ଆମେରିକା-ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ତେବେ ମହାକାଶ ଗବେଷଣା କ୍ଷେତ୍ରରେ ଏକ ଖୁସି ଖବର ମିଳିଛି। ମୂଳ ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ଚନ୍ଦ୍ର କିମ୍ବା ଶୁକ୍ର ମିଶନରେ ସାମିଲ୍ ହେବାର ସମ୍ଭାବନା ରହିଛି। ସେ…
ମ୍ୟୁଜିକ୍ ଥେରାପି
ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍କା କରିଥାଏ ସଙ୍ଗୀତ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମନ ପ୍ରଫୁଲ୍ଲ ରହିବା ସହ ମାନସିକତା ସକାରାତ୍ମକ ରହିଥାଏ। କେତେକ ରୋଗର ଯନ୍ତ୍ରଣା ଲାଘବ ପାଇଁ ସଙ୍ଗୀତର ସାହାଯ୍ୟ ନିଆଯାଇପାରେ। ଏପରି ବିଷୟବସ୍ତକୁ ନେଇ କାଲିଫର୍ନିଆ…
ବନ୍ଦ କୋଠରିରୁ ଭାଉଜ, ଦିଅରଙ୍କ ମୃତଦେହ ଉଦ୍ଧାର
କେନ୍ଦୁଝର/ପାଟଣା,୧୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ନୂଆବନ୍ଧ ଗ୍ରାମର ଏକ ବନ୍ଦ ଘରୁ ସୋମବାର ସକାଳେ ଦୁଇ ଜଣଙ୍କ ମୃତଦେହ କବାଟ ଭାଙ୍ଗି ଉଦ୍ଧାର କରିଛି। ସେମାନଙ୍କ ନାମ ସଞ୍ଜୟ ନାୟକ ଓ ପୁଷ୍ପଲତା ନାୟକ ବୋଲି ଜଣାପଡ଼ିଛି। ବିଷ…
ଶୀତଦିନେ ପାଦ ଫାଟୁଥିଲେ କରିବେ କ’ଣ…
ଶୀତଦିନେ କେତେକଙ୍କର ପାଦ ଫାଟିଥାଏ। ପରିବେଶ ଶୁଷ୍କ ହେବାରୁ ଏହାର ପ୍ରଭାବ ଶରୀର ଉପରେ ପଡ଼ି ଏପରି ହୋଇଥାଏ। ପାଚନ କ୍ରିୟାରେ ଅନିୟମିତତା ଏହାର ମୁଖ୍ୟ କାରଣ। ସବୁଜ ପନିପରିବା, ଶାଗ, କମଳା, ଅମୃତଭଣ୍ଡା, ଟମାଟୋ, କଦଳୀ ଆଦି ଖାଇଲେ ପାଚନ…
ପ୍ଲାଷ୍ଟିକ୍ରୁ ତିଆରି ହେଲା ସୁନା: ଏବେ ପ୍ଲାଷ୍ଟିକ୍ ବର୍ଜ୍ୟର ଆଉ ରହିବ ନାହିଁ ଭୟ !
ଲଣ୍ଡନ,୧୩।୧: ପରିବେଶକୁ ଅଧିକ ପ୍ରଦୂଷିତ କରୁଥିବା ପ୍ଲାଷ୍ଟିକରୁ ଏବେ ସୁନା ତିଆରି ସମ୍ଭବ। ସୁଇଜରଲାଣ୍ଡର ବୈଜ୍ଞାନିକ ପ୍ରଥମ ଥର ପାଇଁ ପ୍ଲାଷ୍ଟିକ୍ରୁ ସୁନା ତିଆରି କରିବାକୁ ସକ୍ଷମ ହୋଇଛନ୍ତି। ପ୍ଲାଷ୍ଟିକ୍ରୁ ତିଆରି ହୋଇଥିବା ୧୮ କ୍ୟାରେଟ୍ ସୁନା ପ୍ରକୃତ ସୁନାଠାରୁ ୧୦…
ନକଲି ଜର୍ଦ୍ଦା କାରଖାନା ଉପରେ ଚଢ଼ାଉ: ୪ ଅଟକ
ଛତିଆ,୧୩।୧(ଡି.ଏନ୍.ଏ.): ଯାଜପୁର ଜିଲା ଛତିଆ ନିକଟ ବୈରୀ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରେ ନକଲି ଜର୍ଦ୍ଦା କାରଖାନା ଉପରେ ସୋମବାର ଚଢ଼ାଉ କରାଯାଇଛି। ଥାନା ଅଧିକାରୀଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ମେଶିନ, ବହୁ…
ଶହେ ବର୍ଷର କଇଁଛ: ପାଲଟିଲାଣି ୮ ଶହ ଛୁଆଙ୍କ ଜନକ
କାଲିଫର୍ନିଆ,୧୩।୧: ଆମେରିକା କାଲିଫର୍ନିଆରେ ରହିଛି ଏକ କଇଁଛ। ଏହାକୁ ଏବେ ଶହେ ବର୍ଷରୁ ଅଧିକ ବୟସ। ଇତିମଧ୍ୟରେ ସେ ୮ଶହ ଛୁଆଙ୍କ ଜନକ ପାଲଟିସାରିଛି। ଡିଏଗୋ ନାମକ ଏହି କଇଁଛର ଓଜନ ୮୦ କିଲୋଗ୍ରାମ୍। ଏହା ସ୍ଥାନୀୟ ଗାଲାପୋଗାସ୍ ଆଇଲାଣ୍ଡରେ ରହିଛି।…
ଭିକ୍ଟୋରିଆ ମେମୋରିଆଲର ନାଁ ପରିବର୍ତ୍ତନ କରିବାକୁ ଚାହୁଁଛି ଭାଜପା
ନୂଆଦିଲ୍ଲୀ,୧୩।୧: କୋଲକାତା ପୋର୍ଟ ଟ୍ରଷ୍ଟର ନାମ ପରିବର୍ତ୍ତନ କରିବା ପରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ଭିକ୍ଟୋରିଆ ମେମୋରିଆଲର ନାଁ ପରିବର୍ତ୍ତନ କରିବାକୁ ଚାହୁଁଥିବା ଶୁଣିବାକୁ ମିଳିଛି। ଏହାକୁ ରାଣୀ ଲକ୍ଷ୍ମୀବାଇଙ୍କ ନାମରେ ନାମିତ କରିବାକୁ ଚାହୁଁଛି ଭାଜପା। ଭାଜପାର ଏଭଳି…
ଭିଆଇପି ସୁରକ୍ଷାରୁ ହଟିବେ ଏନ୍ଏସ୍ଜି କମାଣ୍ଡୋ
ନୂଆଦିଲ୍ଲୀ,୧୩।୧: କିଛିଦିନ ତଳେ ଗାନ୍ଧୀ ପରିବାରର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦେବା ପରେ ଏବେ କେନ୍ଦ୍ର ସରକାର ଏନ୍ଏସ୍ଜି କମାଣ୍ଡୋଙ୍କୁ ଏହି କାମରୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦେବାକୁ ଚାହୁଁଥିବା ଜଣାପଡିଛି। ଏହି କ୍ରମରେ ଏବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ…
ହୃଦ୍ରୋଗୀ ଓ ଶୀତଦିନ
ଶୀତଦିନେ ପରିବେଶ ଥଣ୍ଡା ରହିଥାଏ। ବେଳେବେଳେ କେତେକ ସ୍ଥାନରେ ତାପମାତ୍ରା ଶୂନ ଡିଗ୍ରୀ ତଳକୁ ଖସିଯାଏ। ଏହି ଋତୁରେ ବିଶେଷଭାବରେ ହୃଦ୍ରୋଗୀ ଅଧିକ ସତର୍କ ରହିବା ଆବଶ୍ୟକ। କାରଣ ପ୍ରବଳ ଶୀତ ଯୋଗୁ ଶରୀରରେ ଥିବା ଶିରାପ୍ରସିରାଗୁଡ଼ିକ ସଙ୍କୁଚିତ ହୋଇଯାଏ। ଏହାଦ୍ୱାରା…
ନରାଓ୍ବଣେଙ୍କୁ ପ୍ରଶଂସା କଲା ଶିବସେନା
ମୁମ୍ବାଇ,୧୩।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ଶିବସେନା ପକ୍ଷରୁ ପ୍ରଶଂସା କରାଯାଇଛି। ଏନେଇ ଶିବସେନା ମୁଖପତ୍ର ସାମନାରେ ଲେଖା ପ୍ରକାଶ ପାଇଛି। ଦାୟିତ୍ୱ ଗ୍ରହଣ ପରେ ନରାଓ୍ବଣେ ଜଣେ ମରାଠା ହେବାର…
ନିଜ କାମ ନିଜେ କରିବ ରୋବୋ
ନିକଟରେ ଜାପାନର ବୈଜ୍ଞାନକମାନେ ଏପରି ଏକ ରୋବୋ ପ୍ରସ୍ତୁତ କରିଛନ୍ତି ଯିଏ ନିଜ କାମ ନିଜେ କରିପାରିବ। ଉନ୍ନତ ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ରୋବୋ ସହ ଏକ ପ୍ରୋଗ୍ରାମିଂକୁ ସଂଯୋଗ କରାଯାଇଛି। ଏହାଦ୍ୱାରା ରୋବାକୁ ନିଜ କାମ ସମ୍ପର୍କରେ ଶିଖିଇବା…

