Home Left

ବିପକ୍ଷ ମେଳିରେ ଯୋଗଦେବ ନାହିଁ ଏଏପି

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରୁଥିବା ବିରୋଧୀଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ସୋମବାର ଦିଲ୍ଲୀରେ ଆୟୋଜିତ ବୈଠକରେ ଆମ୍‌ ଆଦମୀ ପାର୍ଟି(ଏଏପି) ଯୋଗଦେବ ନାହିଁ ବୋଲି କହିଛି। ଏହା ପୂର୍ବରୁ ଏହି ବୈଠକରେ…

ବିଏମ୍‌ସି ଘେରିବେ ବାଦ୍‌ପଡ଼ିଥିବା ଉଠାଦୋକାନୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ବାତ୍ୟା ‘ଫନୀ’ରେ କ୍ଷତିଗ୍ରସ୍ତ ହୋଇଥିବା ରାଜଧାନୀର ଉଠା ଦୋକାନୀଙ୍କୁ ସହାୟତା ରାଶି ବଣ୍ଟନରେ ଆରମ୍ଭରୁ କେଁ ସୃଷ୍ଟି ହୋଇଛି। ଉଠାଦୋକାନୀଙ୍କ ୨୦୧୫ ସର୍ଭେରେ ମୋଟ ୨୧ହଜାର ୪୮୩ ଜଣ ଦୋକାନୀ ସାମିଲ ଥିବାବେଳେ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଫନୀ…

ଓଡ଼ିଆ ଭାଷା ପାଇଁ ବୌଦ୍ଧିକ ଆନ୍ଦୋଳନ ଆବଶ୍ୟକ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସମସ୍ତ ଆନ୍ଦୋଳନ ବୌଦ୍ଧିକ ସ୍ତରରୁ ଆରମ୍ଭ ହୋଇଥାଏ। ଓଡ଼ିଆ ଭାଷା ପାଇଁ ବୌଦ୍ଧିକ ଆନ୍ଦୋଳନର ଆବଶ୍ୟକତା ଅଛି। ଏଥିପାଇଁ ଉଦ୍‌ବେଳନ, ଆତ୍ମିୟତା ଓ ସଦିଚ୍ଛା ରହିବା ଦରକାର। ରାଜ୍ୟ ସରକାର ଓଡ଼ିଆ ଭାଷା ପାଇଁ ସବୁ କିଛି କରିବାକୁ ପ୍ରସ୍ତୁତ…

ବଡ଼ଗଡ଼ରେ ମୁଣ୍ଡ ଟେକୁଛି ବଡ଼ ଗ୍ୟାଙ୍ଗ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ଖେଳାଇବା ଘଟଣାରେ ରବିବାର ପୋଲିସ ଆଉ ୩ଜଣ ନାବାଳକଙ୍କୁ ଧରିଛି। ପୂର୍ବରୁ ୧୮ଜଣ ଗିରଫ ହୋଇଥିବାବେଳେ ଏବେ ଏହି ସଂଖ୍ୟା ୨୧ରେ ପହଞ୍ଚତ୍ଛି।…

ନିମ୍ନମାନର ମେଶିନ ଦେଇ ୨୭ ଲକ୍ଷ ଠକେଇ: ରାଜସ୍ଥାନରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ନିମ୍ନମାନର ସିମେଣ୍ଟ ଇଟା ମେଶିନ ଯୋଗାଇବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କରି ଶନିବାର ଫେରିଛି। ସେ ହେଲେ ରାଜସ୍ଥାନ ଆଜମିର ଅଞ୍ଚଳର ଏଲପିଏମ୍‌ ପ୍ରାଇଭେଟ ଲିମିଟେଡର କର୍ମଚାରୀ ମହାବୀର ପ୍ରସାଦ ମାଲି(୩୬)।…

‘ଛପାକ୍‌’ର ଓଡ଼ିଶା ଲିଙ୍କ୍‌

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନିକଟରେ ରିଲିଜ ହୋଇଥିବା ଦୀପିକା ପାଦୁକୋନଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ଛପାକ୍‌’ର ରହିଛି ଓଡ଼ିଶା ଲିଙ୍କ୍‌। ଏସିଡ୍‌ ଆକ୍ରମଣର ଶିକାର ହୋଇଥିବା ଲକ୍ଷ୍ମୀ ଅଗ୍ରଓ୍ବାଲଙ୍କ ଜୀବନର ସଂଘର୍ଷପୂର୍ଣ୍ଣ କାହାଣୀ ଉପରେ ଆଧାରିତ ଏହି ଫିଲ୍ମ ଗତ ଶୁକ୍ରବାର ରିଲିଜ୍‌ ହୋଇଥିବାବେଳେ ଏହାକୁ…

ଜମୁଛି ଶିଶିର ସରସ ମେଳା:ସପ୍ତାହରେ ୧୦କୋଟି ଟପିଲା ବେପାର

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜମୁଛି ମେଳା। ଦିନକୁ ଦିନ ବ୍ୟବସାୟ ବି ବଢୁଛି। ସନ୍ଧ୍ୟା ହେଲେ ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ପଡୁଛି ଲକ୍ଷ ଲକ୍ଷ ଲୋକଙ୍କ ପାଦ। କିଏ କାରିଗରଙ୍କ ହାତତିଆରି ଖାଣ୍ଟି ଦେଶୀ ସାମଗ୍ରୀ କିଣିବାକୁ ଯାଉଛି ତ କିଏ ପାରମ୍ପରିକ…

ମହିଳା ଯାତ୍ରୀଙ୍କ ବିସ୍ଫୋରଣ ଧମକ: ବିମାନର ଜରୁରୀ ଅବତରଣ

କୋଲକାତା,୧୩ା୧: ବିସ୍ଫୋରଣରେ ବିମାନ ଉଡ଼ାଇଦେବେ ବୋଲି ଜଣେ ମହିଳା ଯାତ୍ରୀ ଧମକ ଦେବା ପରେ ମୁମ୍ବାଇ ଅଭିମୁଖେ ଯାଉଥିବା ଏୟାରଏସିଆର ଏକ ବିମାନକୁ ଫେରାଇ ଅଣାଯାଇ କୋଲକାତାର ନେତାଜୀ ସୁଭାଷଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଥିଲା। ମୋହିନୀ ମଣ୍ଡଳ(୨୫)…

ଦୁର୍ବଳ ଛାତ୍ରୀଛାତ୍ରଙ୍କ ପାଇଁ ହେବ ସ୍ବତନ୍ତ୍ର କ୍ଲାସ: ମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗରେ ପାଠ ପଢୁଥିବା ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କ ପାଇଁ ଏବେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଯେଉଁମାନେ ପରୀକ୍ଷାରେ ସେତେଟା ପ୍ରଭାବୀ ପ୍ରଦର୍ଶନ କରିପାରିବେ ନାହିଁ ସେମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ଲାଗି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।…

ଜେଏନ୍‌ୟୁ ହିଂସାର ମାଷ୍ଟର ମାଇଣ୍ଡ କୁଳପତି: ବହିଷ୍କାର ଦାବିକଲା କଂଗ୍ରେସ

ଜମ୍ମୁ,୧୩ା୧(ପି.ଟି.): ଜେଏନ୍‌ୟୁ ହିଂସାକାଣ୍ଡ ମାମଲାରେ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ସିଧାସଳଖ କୁଳପତି ଏମ୍‌ ଜଗଦେଶ କୁମାରଙ୍କୁ ଦୋଷ ଦେଇଛି। ସେ ହିଁ ଏହିସବୁ ଘଟଣାର ମାଷ୍ଟରମାଇଣ୍ଡ ଓ ତୁରନ୍ତ ବିଦା କରାଯାଇ ତାଙ୍କ ବିରୋଧରେ ଆପରାଧିକ ତଦନ୍ତ ଆରମ୍ଭ କରାଯିବା…

ମେରାଇନ୍‌ ଡ୍ରାଇଭ୍‌ ଭିଡିଓ ଅପ୍‌ଲୋଡ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟୁଇଟର ଆକାଉଣ୍ଟରେ ରବିବାର ପୁରୀ-କୋଣାର୍କ ମେରାଇନ୍‌ ଡ୍ରାଇଭ୍‌ର ଏକ ମନୋରମ ଭିଡିଓ ଅପ୍‌ଲୋଡ କରାଯାଇଛି। ୪୮ ସେକେଣ୍ଡର ଏହି ଭିଡିଓରେ ପର୍ଯ୍ୟଟନ, ବେଳାଭୂମି, ବୃକ୍ଷରାଜିର ଅପୂର୍ବ ସମାହାର ରହିଛି। ଗତବର୍ଷ ମେ’ରେ ସାମୁଦ୍ରିକ ଝଡ଼…

ଗିରଫ ଡିଏସ୍‌ପିଙ୍କୁ ଆତଙ୍କବାଦୀ ଭଳି ଜେରା କରାଯିବ

ଶ୍ରୀନଗର,୧୩ା୧: ହିଜବୁଲ ମୁଜାହିଦ୍ଦିନ ଓ ଲଶ୍କର-ଇ-ତୋଇବା ଆତଙ୍କବାଦୀଙ୍କ ସହ ଧରାପଡିଥିବା ଜମ୍ମୁ-କଶ୍ମୀରର ଡିଏସ୍‌ପି ଦେବୀନ୍ଦର ସିଂଙ୍କୁ ଗିରଫ କରାଯାଇଛି। ସେ ପୂର୍ବରୁ ସ୍ପେଶାଲ ଅପରେଶନ ଗ୍ରୁପ୍‌ରେ ସାମିଲ ଥିଲେ ଓ ସାହସିକତା ପାଇଁ ଗତବର୍ଷ ସ୍ବାଧୀନତା ଦିବସରେ ରାଷ୍ଟ୍ରପତି ପଦକ ପାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?