Home Left

ଜାତିଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକାସାଙ୍ଗରେ ଏହି ଗଣନା କରାଯିବ। ଶନିବାର ରାଜ୍ୟ କ୍ୟାବିନେଟ୍‌ରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବା ପରେ ରାଜ୍ୟ ରାଜନୀତି ଜୋର୍‌ ଧରିଛି। ରାଜ୍ୟ ସରକାର…

ଭାଜପା ଛାଡ଼ିବାକୁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ କଂଗ୍ରେସର ପ୍ରସ୍ତାବ

ଗୁଆହାଟୀ,୧୩ା୧(ପି.ଟି.): ବିଧାୟକମାନଙ୍କ ସହ ଭାଜପା ଛାଡ଼ି ସିଏଏ ବିରୋଧୀ ସରକାର ଗଠନ କରିବାକୁ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କୁ ବିରୋଧୀ ଦଳ ନେତା ଦେବବ୍ରତ ସାଇକିଆ ପ୍ରସ୍ତାବ ଦେଇଛନ୍ତି। ସୋନୋଓ୍ବାଲଙ୍କ ନେତୃତ୍ୱରେ ବିକଳ୍ପ ସରକାରକୁ କଂଗ୍ରେସ ସମର୍ଥନ ଯୋଗାଇଦେବ ବୋଲି ସେ…

ସିଲେକ୍ସନ ପଦ୍ଧତିରେ ବଛାଯିବେ ଯୁବ କଂଗ୍ରେସ ସଭାପତି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଯୁବ ସଙ୍ଗଠନକୁ ସଜାଡିବା ଲାଗି ଦଳ ଭିତରେ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଦଳ ପକ୍ଷରୁ ନୂଆ ଯୁବ ସଭାପତି ଚୟନ କରାଯିବ ବୋଲି ସୂଚନା ମିଳିଛି। ପିସିସି ପକ୍ଷରୁ ଯୁବ ସଙ୍ଗଠନକୁ ସଜାଡିବାକୁ ଏକ…

ପଶ୍ଚିମବଙ୍ଗରେ ମୋଦିଙ୍କ ନିର୍ବାଚନୀ ଭାଷଣ

କୋଲକାତା,୧୩ା୧: କେନ୍ଦ୍ରରେ ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ଥର ପାଇଁ ଦୁଇଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ୨୦୨୧ରେ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନଜରରେ ରଖି ଭାଜପା ପାଇଁ…

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ, ୧୩ା୧:ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ରବିବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ ପୂଜା ଏବଂ ରାମାଭିଷେକ ପଟିପୂଜା ଅନୁଷ୍ଠିତ ହୋଇଥିଲା। ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ, ସୁଧାଂଶୁ ରାଜଗୁରୁ…

ମାଟିରେ ମିଶିଲା ୪ ବେଆଇନ ଆପାର୍ଟମେଣ୍ଟ

କୋଚି,୧୩ା୧(ପି.ଟି.): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେରଳର କୋଚିସ୍ଥିତ ୪ଟି ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ମାଟିରେ ମିଶିଛି। ପରିବେଶ ନିୟମ ଉଲ୍ଲଂଘନ କରି ଘର କରୁଥିବା ଲୋକମାନଙ୍କୁ ଏହା ଏକ ଶକ୍ତ ବାର୍ତ୍ତା। ମରାଡୁ ମ୍ୟୁନିସିପାଲିଟିରେ ଥିବା ହୋଲି ଫେଥ୍‌ ଏବଂ ଟୁଇନ୍‌ ଟାଓ୍ବାର ଆଲ୍‌ଫା…

ବାୟୁସେନାକୁ ମିଳିବ ଅଧିକ ଶକ୍ତି: ୨୦୦ ଯୁଦ୍ଧବିମାନ କିଣିବ ଭାରତ

କୋଲକାତା,୧୩ା୧(ପି.ଟି.): ଭାରତୀୟ ବାୟୁସେନାକୁ ଅଧିକ ବଳଦେବା ପାଇଁ ସରକାର ୨୦୦ ଲଢ଼ୁଆ ବିମାନ କ୍ରୟ କରିବେ। ଏନେଇ ପ୍ରକ୍ରିୟା ଜାରି ରହିଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାଲ୍‌ ନିର୍ମିତ ୮୩ ଏଲ୍‌ସିଏ ତେଜସ୍‌ ମାର୍କ୧ ଆଡଭାନ୍ସଡ୍‌ ଜେଟ୍‌ ନିର୍ମାଣ…

ରାହୁଲ, ମମତାଙ୍କୁ ଶାହାଙ୍କ ଚାଲେଞ୍ଜ: କେମିତି ନାଗରିକତ୍ୱ ଯିବ ପ୍ରମାଣ ଦିଅ

ଜବଲପୁର,୧୩ା୧(ପି.ଟି.): ସିଏଏ କାର୍ଯ୍ୟକାରୀ ହେବାର ଦୁଇଦିନ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କଂଗ୍ରେସ ଓ ଟିଏମ୍‌ସି ଉପରେ ବର୍ଷିଛନ୍ତି। ଅଯଥାରେ ଏହି ଦୁଇଦଳ ଲୋକଙ୍କୁ ବିଭ୍ରାନ୍ତ କରୁଛନ୍ତି। ସିଏଏ ନାଗରିକତ୍ୱ ଛଡ଼ାଇ ନେବ ବୋଲି ଯାହା କୁହାଯାଉଛି, ତାହା ସମ୍ପୂର୍ଣ୍ଣ ମିଛ।…

ବିବାଦୀୟ ଜମିରେ ଲଜିଷ୍ଟିକ ପାର୍କ ନିର୍ମାଣ ମାମଲା:ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଲା ଏନ୍‌ଜିଟି

ଯାଜପୁର ଅଫିସ, ୧୩ା୧: କଳିଙ୍ଗନଗର ଶିଳ୍ପାଞ୍ଚଳ ଅନ୍ତର୍ଗତ ଦାନଗଦୀ ତହସିଲ ଯଖପୁରା ମୌଜାର ୧୧.୯୯୦ ଏକର ପରିମିତ ଶାଳ କିସମ ଜମିରେ ବିନା ପରିବେଶ ମଞ୍ଜୁରୀରେ ସାଇଜର ଲଜିଷ୍ଟିକ ପାର୍କ ନିର୍ମାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ କଳିଙ୍ଗନଗର ପରିବେଶ ସୁରକ୍ଷା…

ଅର୍ଥାଭାବ ଯୋଗୁ ଚିକିତ୍ସାରୁ ବଞ୍ଚତ୍ତ ଯୁବକ

ଯାଜପୁର ଟାଉନ,୧୩ା୧(ଡିଏନ୍‌ଏ): ରାଜ୍ୟ ସରକାର ସାଧାରଣଙ୍କ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ସାଧାରଣ ଲୋକଙ୍କ ପାଖରେ ତାହା ପହଞ୍ଚତ୍ ପାରୁନାହିଁ। ଅନ୍ଧ ବିଶ୍ୱାସର ଶିକାର ହୋଇ ଗାଁ ଗହଳିରେ ବିଭିନ୍ନ ଲୋକ ନାନା ପ୍ରକାର ହଇରାଣ ହେଉଛନ୍ତି। ମାତ୍ର…

ସିଏଏ ବିରୋଧରେ ବିପକ୍ଷ ମେଳି ଆଜି

ନୂଆଦିଲ୍ଲୀ,୧୩ା୧ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ସୋମବାର ଅପରାହ୍ନରେ ବିରୋଧୀ ଦଳଗୁଡ଼ିକ ଏକାଠି ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଛାତ୍ର ଆନ୍ଦୋଳନ ପରବର୍ତ୍ତୀ ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା…

ଇଜିମାଇଲ ଜମି ଉପରେ ବିଜୁ ପକ୍କାଘର ନିର୍ମାଣ ଅଭିଯୋଗ:ତ୍ରୁଟିପୂର୍ଣ୍ଣ ପଟ୍ଟା ଦେଇ ସରକାରୀ ଅର୍ଥ ହଡ଼ପ

ରସୁଲପୁର,୧୩ା୧(ଡିଏନଏ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କାଘର ଯୋଜନାରେ ବାସହୀନଙ୍କୁ ଗୃହ ଯୋଗାଇ ଦିଆଯାଉଛି। ତେବେ ଏ ନେଇ ରହିଥିବା ନିୟମାବଳୀକୁ କଡାକଡ଼ି ପାଳନ କରାଯାଉ ନାହିଁ। ସର୍ବୋପରି ହିତାଧିକାରୀ ଦାଖଲ କରୁଥିବା ଜମିଜମା ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?