Home Left

୨୫ରେ ‘ମାଲ ମହୁ ଜୀବନ ମାଟି’ର ଟ୍ରେଲର ରିଲିଜ୍‌

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ଓଡ଼ିଆ ଚଳଚ୍ଚିତ୍ର ‘ମାଲ ମହୁ ଜୀବନ ମାଟି’ ନଭେମ୍ବର ୮ରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ। ଦୂରଦର୍ଶନରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ତୋଷ ନୋହିଲା ମୋର ଚିତ୍ତ’ର ପ୍ରସିଦ୍ଧ ବରା ଦୋକାନୀ ବିଷ୍ଣୁ ସାହୁ ଚରିତ୍ର ଉପରେ ଫିଲ୍ମଟି ଆଧାରିତ। ‘ଆମର…

ବିପଦରେ ଶ୍ରୀମନ୍ଦିର ଗର୍ଭଗୃହ

ପୁରୀ ଅଫିସ,୨୩-୧୦:ଶ୍ରୀମନ୍ଦିର ଗର୍ଭଗୃହର ଉପଯୁକ୍ତ ରକ୍ଷଣାବେକ୍ଷଣ କରାଯାଉନାହିଁ। ଫଳରେ ବିପଦରେ ରହିଛି ଗର୍ଭଗୃହ। ଏହାର କାନ୍ଥରେ ଫିମ୍ପି ଲାଗିଥିବାବେଳେ ଧଳାଛାପର ଚିହ୍ନ ମାଡ଼ିିଗଲାଣି। ଏପରି କି ବର୍ଷତମାମ୍‌ ଦୀପ ଜଳିବା ଦ୍ୱାରା କାନ୍ଥ କଳା ପଡ଼ିଛି। ପୁଣି ଗର୍ଭଗୃହର ପାଣି ଠିକ୍‌…

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩ା୧୦(ପି.ଟି.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲା ତ୍ରାଲ ଅଞ୍ଚଳରେ ମଙ୍ଗଳବାର ରାତିରେ ସୁରକ୍ଷା ବଳକୁ ବଡ଼ ସଫଳତା ମିଳିଛି। ସେନା, କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ଏବଂ ପୋଲିସର ମିଳିତ ଅପରେଶନ ବେଳେ ୩ ଜୈଶ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ…

୨ ବିଏସ୍‌ପି ନେତାଙ୍କୁ ଜୋତାମାଳ ପିନ୍ଧାଇ ଚଲାଇଲେ

ଜୟପୁର, ୨୩ା୧୦(ପି.ଟି.) : ମୁହଁରେ କଳା ବୋଳିଲେ। ଜୋତାମାଳ ପିନ୍ଧାଇ ବିଏସ୍‌ପି କାର୍ଯ୍ୟାଳୟ ସାମ୍ନାରେ ବୁଲାଇଲେ। କୌଣସି ଅନ୍ୟ ଦଳର ନେତାଙ୍କୁ ନୁହେଁ ବରଂ ବିଏସ୍‌ପି କର୍ମୀମାନେ ନିଜ ଦଳର ଦୁଇନେତାଙ୍କ ସହ ଏପରି ବ୍ୟବହାର ଦେଖାଇଛନ୍ତି। ବିଏସ୍‌ପି ନେତା ରାମ୍‌ଜୀ…

ରାଜ୍ୟପାଳ ଜଣେ ଦୁର୍ବଳ ବ୍ୟକ୍ତି

ଜମ୍ମୁ,୨୩ା୧୦(ପି.ଟି.): ଦେଶରେ ରାଜ୍ୟପାଳ ଜଣେ ଦୁର୍ବଳ ବ୍ୟକ୍ତି, ଯିଏକି ଖବରଦାତା ସମ୍ମଳିନୀ କରିପାରିବେନି କି ନିଜ ହୃଦୟର କଥା କହିପାରିବେ ନାହିଁ। ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ମଙ୍ଗଳବାର ଏହା କହିଛନ୍ତି। ଜିଲା କତ୍ରା…

ଶତ୍ରୁକୁ ଜବାବ ଦେବା ପାଇଁ ସଶସ୍ତ୍ର ବଳ ସକ୍ଷମ: ରାଜନାଥ

ନୂଆଦିଲ୍ଲୀ,୨୩ା୧୦(ପି.ଟି.): ଶତ୍ରୁ ପକ୍ଷକୁ କଡ଼ା ଜବାବ ଦେବା ପାଇଁ ଭାରତୀୟ ସଶସ୍ତ୍ର ବଳ ସମ୍ପୂର୍ଣ୍ଣ ଭାବେ ସକ୍ଷମ ବୋଲି ମଙ୍ଗଳବାର ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ୩ ଦିନିଆ ନାଭାଲ କମାଣ୍ଡର୍ସ କନ୍‌ଫରେନ୍ସର ଦ୍ୱିତୀୟ ସଂସ୍କରଣ ନୂଆଦିଲ୍ଲୀରେ ମଙ୍ଗଳବାର ଆରମ୍ଭ ହୋଇଛି।…

ପିଓକେରେ ପାକିସ୍ତାନର ବର୍ବରତା: ବିକ୍ଷୋଭବେଳେ ଲାଠିମାଡ଼; ୨ ମୃତ, ୮୦ ଆହତ

ମୁଜାଫରାବାଦ,୨୩ା୧୦: ପାକ୍‌-ଅଧିକୃତ କଶ୍ମୀର(ପିଓକେ)ରେ ଇସ୍‌ଲାମାବାଦର ବର୍ବରତା ସୀମା ଟିପିଛି। ପିଓକେ ରାଜଧାନୀ ମୁଜାଫରାବାଦରେ ମଙ୍ଗଳବାର ସ୍ବାଧୀନତା ସପକ୍ଷରେ ଆୟୋଜିତ ଏକ ଶୋଭାଯାତ୍ରା ବେଳେ ପୋଲିସ ଲାଠିମାଡ଼ କରିଛି। ଏଥିରେ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୮୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅକ୍ଟୋବର…

ବିଜେପୁର: ବିଜୟ ନେଇ ସମସ୍ତେ ଆଶାବାଦୀ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ବିପୁଳ ଭୋଟରେ ବିଜୟୀ ହେବା ନେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମଙ୍ଗଳବାର କହିଛନ୍ତି। ସେ କହିଛନ୍ତି ଯେ, ପୂର୍ବ ୨ଟି ନିର୍ବାଚନ ଅପେକ୍ଷା ଚଳିତଥର ଅଧିକ ଏକପାଖିଆ ଜନମତ ହୋଇଛି। ଏହା…

୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ସମସ୍ତଙ୍କ ଘରେ ଲାଗିବ ପାଣି ଟ୍ୟାପ୍‌

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):୨୦୨୪ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକଙ୍କ ଘରେ ପାଣି ଟ୍ୟାପ୍‌ ଲାଗିବ। ଫଳରେ ଲୋକଙ୍କୁ ଆଉ କଷ୍ଟ କରି ଘର ବାହାରକୁ ଆସି ପାଣି ସଂଗ୍ରହ କରିବାକୁ ପଡ଼ିବନାହିଁ। ଏହି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଜିଲା ସ୍ତରରେ ଗ୍ରାମାଞ୍ଚଳ…

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି:ବାଣୀବିହାର-ରାଜମହଲ ରାସ୍ତା ଜୟୀ ରାଜଗୁରୁଙ୍କ ନାମରେ ନାମିତ ହେଉ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଭୁବନେଶ୍ୱରର ବାଣୀବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି। ସେହି ରାସ୍ତାର ନାମକୁ ”ଜୟୀ ରାଜଗୁରୁ ଜନପଥ“ କରାଯାଉ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି…

ରକ୍ତାଭାବ ଦୂର କରିବ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନ

ଭୁବନେଶ୍ୱର,୨୩-୧୦(ବ୍ୟୁରୋ):ରାଜ୍ୟରେ ରକ୍ତାଭାବ ସମସ୍ୟାକୁ ଦୂର କରିବା ସହ ଅପହଞ୍ଚ ଅଞ୍ଚଳରେ ରକ୍ତଦାନକୁ ପ୍ରୋତ୍ସାହିତ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଭ୍ରାମ୍ୟମାଣ ରକ୍ତସଂଗ୍ରହ ଯାନର ଶୁଭାରମ୍ଭ କରାଯାଇଛି। ଉପଯୁକ୍ତ ଭିତ୍ତିଭୂମି ଅଭାବ ପାଇଁ ଯେଉଁ ଅଞ୍ଚଳରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ…

ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୩ା୧୦:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri