ବ୍ୟାଙ୍କିଙ୍ଗ୍ ଶିଳ୍ପ ସମସ୍ୟାକୁ ନେଇ ଅଭିଜିତ ବାନାର୍ଜୀଙ୍କ ଉଦ୍ବେଗ
ନୂଆଦିଲ୍ଲୀ,୨୩-୧୦: ଭାରତର ବ୍ୟାଙ୍କିଙ୍ଗ ଶିଳ୍ପରେ ଲାଗି ରହିଥିବା ବିଭିନ୍ନ ସମସ୍ୟା ନେଇ ନୋବେଲ ବିଜେତା ଅଭିଜିତ ବାନାର୍ଜୀ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ କ୍ଷେତ୍ର ସମସ୍ୟା ସମାଧାନ ଲାଗି ଗଠନମୂଳକ ପରିବର୍ତ୍ତନ ଆଣିବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ଅଭିଜିତ ପ୍ରଧାନମନ୍ତ୍ରୀ…
ବ୍ୟାଙ୍କ ଧର୍ମଘଟ ଯୋଗୁ ବନ୍ଦ ରହିଲା ରାଜ୍ୟର ୪୨୦୦ ଶାଖା
ମୁମ୍ବାଇ, ଭୁବନେଶ୍ୱର(ବ୍ୟୁରୋ)୨୩-୧୦:ସରକାରଙ୍କ ମେଗା ବ୍ୟାଙ୍କ ମିଶ୍ରଣ ପଦକ୍ଷେପକୁ ବିରୋଧ କରି ସାରା ଦେଶରେ ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ ଯୋଗୁ ମଙ୍ଗଳବାର ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଛି। ଧର୍ମଘଟର ପ୍ରଭାବ ରାଜଧାନୀ ଭୁବନେଶ୍ୱର ସମେତ ରାଉରକେଲା, କଟକ, ସମ୍ବଲପୁର, ବାଲେଶ୍ୱର ଏବଂ ବାରିପଦା…
ସୁସ୍ଥ ରହିବା ପାଇଁ ଘରେ ଲଗାନ୍ତୁ ଗଛ
ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଅନେକ ଲୋକ ଘର ଚାରିପଟେ ବିଭିନ୍ନ ପ୍ରକାର ଗଛ ଲଗାଇ ଥାଆନ୍ତି। ଏହା ଦ୍ୱାରା କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇ ନ ଥାଏ ବରଂ ଘରେ ରହୁଥିବା ଲୋକେ ସୁସ୍ଥ ରହି ଥାଆନ୍ତି ବୋଲି…
ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ କରେ ଦହି
ଉଚ୍ଚ ରକ୍ତଚାପ ଯୋଗୁ ଚିନ୍ତିତ ଲୋକଙ୍କ ପାଇଁ ଦହି ବେଶ୍ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟରୋଲ୍ର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ୱାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ କୌଣସି ପ୍ରଭାବ ପଡ଼ିବ ନାହଁି ଏବଂ ହୃଦ୍ସ୍ପନ୍ଦନ…
ବ୍ରେନ୍ଷ୍ଟ୍ରୋକ୍ରୁ ଦୂରେଇ ରହିବା ପାଇଁ…
ମେଥି ଓ ଦହି ଶରୀର ପାଇଁ ଉପକାରୀ । ପ୍ରତିଦିନ ମେଥି ଗୁଣ୍ଡ ଖାଇଲେ ବିଭିନ୍ନ ପ୍ରକାର ପେଟ ସମସ୍ୟା ଦୂର ହୁଏ। ମେଥି ସହିତ ଦହି ମିଶାଇ ଖାଇଲେ ବହୁ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।…
କ୍ରିକେଟରେ ‘ଦ ହଣ୍ଡ୍ରେଡ’ ପ୍ରତିଯୋଗିତା: ଜାଣନ୍ତୁ କେମିତି ଖେଳାଯିବ
ନୂଆଦିଲ୍ଲୀ,୨୨।୧୦: କ୍ରିକେଟକୁ ଅଧିକ ରୋମାଞ୍ଚକ କରିବା ପାଇଁ ବିଭିନ୍ନ ଉପାୟ ଆପଣାଯାଉଛି। ଟି-୨୦ଠାରୁ ଆରମ୍ଭ କରି ୧୦ ଓଭର ବିଶିଷ୍ଟ ମ୍ୟାଚ ମଧ୍ୟ ଆୟୋଜନ କରାଯାଉଛି। ଏବେ ‘ଦି ହଣ୍ଡ୍ରେଡ’ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି। ୧୦୦ ବଲ ବିଶିଷ୍ଟ ଏହି…
ଚିନିଶିଳ୍ପ ବଟ୍ଲିଂ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି
ଆସିକା,୨୩ା୧୦ (ଡି.ଏନ୍.ଏ.)- ଆସିକା ସମବାୟ ଚିନିଶିଳ୍ପ ମଦ ପ୍ରସ୍ତୁତି ଲାଗି ରହିଥିବା ବଟ୍ଲିଂ ପ୍ଲାଣ୍ଟରେ ମଙ୍ଗଳବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖାହୋଇଛି। ମଦ ପ୍ୟାକିଂ କାର୍ଯ୍ୟରେ ନିୟୋଜିତ ଶ୍ରମିକମାନେ ୩ଦଫା ଦାବିରେ ସନ୍ଧ୍ୟାରୁ ଚିନିଶିଳ୍ପ ପରିଚାଳନା ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ବେହେରା, ସମ୍ପାଦକ…
ଏସ୍ପି ଅଫିସ ପରିଦର୍ଶନ କଲେ ଡିଆଇଜି
ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍ପି ବ୍ରିଜେଶ କୁମାର ରଏଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ସମସ୍ତ କାଗଜପତ୍ର ଯାଞ୍ଚ…
ପେଟରେ କାଠଫାଳିଆ ପଶି ମହିଳା ମୃତ
ବ୍ରହ୍ମପୁର ଅଫିସ,୨୨ା୧୦- ପେଟରେ କାଠଫାଳିଆ ପଶି ଗୁରୁତର ହୋଇଥିବା ଜଣେ ମହିଳାଙ୍କର ଏମ୍କେସିଜି ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଣିବନ୍ଧ ଗ୍ରାମର ସୁରେନ୍ଦ୍ର ଗୌଡ଼ଙ୍କ ସ୍ତ୍ରୀ ସୁକାନ୍ତି (୪୦)। ମେଡିକାଲ ଫାଣ୍ଡି ପୋଲିସ…
ବ୍ରହ୍ମପୁରରେ ବନ୍ଦ ରହିଲା ବ୍ୟାଙ୍କ
ବ୍ରହ୍ମପୁର ଅଫିସ୍,୨୨ା୧୦- ରାଷ୍ଟ୍ରାୟାତ୍ତ ବ୍ୟାଙ୍କଗୁଡ଼ିକର ମିଶ୍ରଣ ପାଇଁ କେନ୍ଦ୍ର ସରକାର ଘୋଷଣା କରିବା ପରଠୁ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ବ୍ୟାଙ୍କ କର୍ମଚାରୀଙ୍କର ବିଭିନ୍ନ ୟୁନିୟନ୍ ଏହି ନିଷ୍ପତ୍ତିକୁ ଦୃଢ଼ବିରୋଧ କରିବା ସହ ପ୍ରତ୍ୟାହାର ପାଇଁ ଦାବି କରୁଛନ୍ତି। ଏହି…
ଲାଲ କରିଡର ମାଟିରୁ ଲାଲ ଟମାଟୋର ସ୍ବାଦ: ୩ ଜିଲାର ଚାଷୀଙ୍କୁ ସମୃଦ୍ଧିର ବାଟ ବତାଇଛି ସୋଢ଼ ପଞ୍ଚାୟତ
ଦେବଗଡ଼, ୨୨।୧୦: ପାହାଡ଼ ପର୍ବତ ଘେରା ଦେବଗଡ଼ ଜିଲାର ଉପାନ୍ତ ତିଳେଇବଣି ବ୍ଲକ ସୋଡ଼ ଗ୍ରାମପଞ୍ଚାୟତ। ଦିନେ ଏହି ପଞ୍ଚାୟତ ମାଓବାଦୀମାନଙ୍କ ମୁଖ୍ୟ ଆଡ୍ଡାସ୍ଥଳ ଥିଲା। ଲାଲ କରିଡର ରୂପେ ପରିଚିତ ଏହି ଅଞ୍ଚଳ ୨୦୦୦ ମସିହା ବେଳକୁ ଜିଲା ଓ…
ବିନୋଦଙ୍କ ପ୍ରତି ଆକ୍ରୋଶ ନ ଥିଲା: ଇଦୁଲ୍ଜୀ
ମୁମ୍ବାଇ,୨୨ା୧୦ (ପି.ଟି.)-ଦୀର୍ଘ ୩୩ମାସ ଧରି ଭାରତୀୟ କ୍ରିକେଟ ପରିଚାଳନା ଦାୟିତ୍ୱରେ ରହିଥିବା ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି (ସିଓଏ)ର ଅନ୍ତିମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏକ ଖବରଦାତା ସମ୍ମିଳନୀରେ ସିଓଏର ଅନ୍ୟତମ ସଦସ୍ୟା ଡାଏନା ଇଦୁଲ୍ଜୀ…
Archives


