ଗ୍ୟାସ୍ ସିଲିଣ୍ଡର୍ ବିସ୍ଫୋରଣ: ଜଳିଗଲା ଫାଷ୍ଟଫୁଡ୍ ଦୋକାନ
ବ୍ରହ୍ମପୁର ଅଫିସ,୧୨।୧: ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ଏକ ଫାଷ୍ଟଫୁଡ୍ ଦୋକାନରେ ରବିବାର ପୂର୍ବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏଥିରେ ଦୋକାନ ସହ ସେଠାରେ ଥିବା ସମସ୍ତ ଆସବାବପତ୍ର ଜଳିଯାଇଛି। ସୌଭାଗ୍ୟବଶତଃ ଦୋକାନ ମାଲିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ…
ବୁମ୍ରା ପାଇବେ ପଲି ଉମ୍ରିଗର ପୁରସ୍କାର
ମୁମ୍ବାଇ,୧୨।୧(ପି.ଟି.)- ଭାରତୀୟ ତରାକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ପାଇବେ ସମ୍ମାନଜନକ ପଲି ଉମ୍ରିଗର ପୁରସ୍କାର। ୨୦୧୯-୨୦ ସିଜନରେ ଅନ୍ତର୍ଜାତୀୟ କ୍ରିକେଟରେ ଆସାଧାରଣ ପ୍ରଦର୍ଶନ ପାଇଁ ଏଥର ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…
ଦେଶ ଛାଡ଼ିଲେ ଇରାନ୍ର ଏକମାତ୍ର ମହିଳା ଅଲିମ୍ପିକ୍ ମେଡାଲିଷ୍ଟ
ନିକୋସିଆ,୧୨।୧(ଏଏଫ୍ପି)- ଇରାନର ଏକମାତ୍ର ମହିଳା ଅଲିମ୍ପିକ ପଦକ ହାସଲକାରୀ ଆଥଲେଟ୍ କିମିଆ ଅଲିଜାଦେ ଦେଶ ଛାଡି ଚାଲିଯାଇଛନ୍ତି। ଶନିବାର ଏ ନେଇ ସେ ଘୋଷଣା କରିଛନ୍ତି। ସ୍ଥାୟୀ ଭାବେ ଦେଶଛାଡି ଚାଲିଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ୨୦୧୬ ରିଓ ଅଲିମ୍ପିକ୍ସରେ ସେ…
ଖୁବ୍ଶୀଘ୍ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ବସିପାରନ୍ତି ନଡ୍ଡା
ନୂଆଦିଲ୍ଲୀ,୧୨।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ଖୁବ୍ଶୀଘ୍ର ଜେ.ପି ନଡ୍ଡା ବସିପାରନ୍ତି ବୋଲି ଶୁଣିବାକୁ ମିଳିଛି। ଆସନ୍ତା ୧୯ କିମ୍ବା ୨୦ ଜାନୁୟାରୀରେ ତାଙ୍କୁ ଏହି ପଦ ମିଳିପାରେ। ଆଲୋଚନା ହେଉଛି କି ୧୯ ଜାନୁୟାରୀରେ ୮୦ ପ୍ରତିଶତରୁ…
ଦାରିଙ୍ଗବାଡ଼ିରେ ପୁଣି ତୁଷାରପାତ, ତାପମାତ୍ରା ୭ ଡିଗ୍ରୀ
ଦାରିଙ୍ଗବାଡ଼ି,୧୨।୧(ଡି.ଏନ୍.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ରବିବାର ପୁଣି ତୁଷାରପାତ ହୋଇଛି। ଶନିବାର ତାପମାତ୍ରା ୯ ଡିଗ୍ରୀ ତଳେ ରହିଥିବା ବେଳେ ରବିବାର ସକାଳେ ୭ ଡିଗ୍ରୀ ହୋଇଛି। ଦାରିଙ୍ଗବାଡ଼ି ସମେତ ଦାସିଂବାଡ଼ି,କାଣ୍ଡାପା,ସିମନବାଡ଼ି, କିଲାବାଡି,ଲଦପଙ୍କା,ଗ୍ରୀନବାଡ଼ି,ଦାସିକେତା,ପ୍ଳିହେରୀ ଆଦି ଅଞ୍ଚଳରେ…
ଭାରତ-ନେପାଳ ସୀମାରେ ଲଗାତାର ୪୫ ମିନିଟ ଧରି ଗୁଳି ଚାଳନା କଲେ ଯବାନ: ଫରଓ୍ବାର୍ଡ ପୋଷ୍ଟରେ ହଇଚଇ
କିଶନଗଞ୍ଜ,୧୨।୧: ବିହାର କିଶନଗଞ୍ଜର ଭାରତ-ନେପାଳ ସୀମାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମୁତୟନ ଥିବା ସଶସ୍ତ୍ର ସୀମା ସୁରକ୍ଷା ବଳ ଯବାନ ଅଭୟ କୁମାର ଲଗାତର ୪୫ ମିନିଟ ଧରି ଆକାଶକୁ ଗୁଳିଚାଳନା କରିଥିଲେ। ଅପରାହ୍ନ ୩ଟାରେ ଘଟିଥିବା ଏହି…
ଗୁଡ଼ିରେ ମୋଦି-ଶାହା ଯୋଡି
ଲୁଧିଆନା,୧୨।୧: ମକର ସଂକ୍ରାନ୍ତି ଓ ଲୋରି ପାଖେଇ ଆସୁଥିବା ବେଳେ ପଞ୍ଜାବର ଲୁଧିଆନାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଏଠାରେ ବିକ୍ରି କରାଯାଉଥିବା ଗୁଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଯୋଡି ଦେଖିବାକୁ ମିଳିଛି। କିଛି ଗୁଡିରେ…
୧୩୧ ବଲ ବୋଲିଂ କରି ଇଂଲଣ୍ଡକୁ କୌଣସି ରନ୍ କରିବାର ସୁଯୋଗ ବି ଦେଇ ନ ଥିଲେ ବାପୁ ନାଦକର୍ଣ୍ଣୀ
ଚେନ୍ନାଇ,୧୨।୧: ଟେଷ୍ଟ୍ କ୍ରିକେଟରେ ଜଣେ କଞ୍ଜୁସ୍ ବୋଲର ଭାବେ ବାପୁ ନାଦକର୍ଣ୍ଣୀଙ୍କ ନାମରେ ରେକର୍ଡ ରହିଛି। ୫୬ ବର୍ଷ ତଳେ ଜାନୁୟାରୀ ୧୨ରେ ନାଦକର୍ଣ୍ଣୀ ଏକ ବିରଳ ରେକର୍ଡ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୧୩୧ ବଲ ବୋଲିଂ କରି କୌଣସି…
ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି
ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ ସିଏଏକୁ ସମର୍ଥନ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବାକୁ ପ୍ରାୟ ୫.୫ ଲକ୍ଷ…
ଜନ୍ମଦିନରେ ଆମେଠିରେ ରହିବେ ପ୍ରିୟଙ୍କା
ଲକ୍ଷ୍ନୌ,୧୨।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୧୨ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଜନ୍ମଦିନରେ ପ୍ରିୟଙ୍କା ଆମେଠିରେ ରହିବେ। ଏଠାରେ ସେ ଦଳୀୟ ସଦସ୍ୟଙ୍କ ଗହଣରେ ଜନ୍ମଦିନ ପାଳନ କରିବେ।…
ପାଲଘର ବିସ୍ଫୋରଣ: ମୃତକଙ୍କୁ ୫ଲକ୍ଷ ଟଙ୍କା ଦେବେ ସରକାର
ପାଲଘର,୧୨।୧: ମହାରାଷ୍ଟ୍ର ପାଲଘର ଜିଲା ତାରାପୁରରେ ଶନିବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ୭ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁଦାନ ରାଶି ପ୍ରଦାନ କରିବେ ବୋଲି ରବିବାର ପାଲଘର ଜିଲାପାଳ କୈଳାଶ ସିଣ୍ଡେ…
ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ କଂସ: ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ
ପୁରୀ ଅଫିସ, ୧୨ା୧: ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଶନିବାର ପୁରୀ ଆସି ପବିତ୍ର ମହୋଦଧିରେ ସ୍ନାନ ସାରି ପ୍ରାୟଶ୍ଚିତ୍ତ କରିଛନ୍ତି। ଅଭିନୟରେ ଭଗବାନ କୃଷ୍ଣ ବଳାରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା…

