Home Left

ବୋଟ୍‌ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ

ଏଥେନ୍ସ,୧୨ା୧(ଏଏଫ୍‌ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍‌ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍‌ ତଟରକ୍ଷୀ ବାହିନୀ ପକ୍ଷରୁ କୁହାଯାଇଛି। ବୋଟ୍‌ରେ ପାଖାପାଖି ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କୁ…

ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗାଗଲା ରମାମଣି ଲଜ୍‌

ପୁରୀ ଅଫିସ,୧୨ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜୋର୍‌ ଧରିଛି ଉଚ୍ଛେଦ ଅଭିଯାନ। ପ୍ରଶାସନ ପକ୍ଷରୁ ଶୁକ୍ରବାର ଉତ୍ତର ଏବଂ ପଶ୍ଚିମ ଦ୍ୱାର ନିକଟରେ ୬ଟି ଘରୋଇ ପ୍ଲଟ ଭଙ୍ଗାଯାଇଥିବାବେଳେ ଶନିବାର ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଉଚ୍ଛେଦ କରାଯାଇଛି। ଦକ୍ଷିଣ…

ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର ଇଣ୍ଟର-ସର୍ଭିସେସ୍‌…

ଆତଙ୍କବାଦୀଙ୍କ ସହ ଧରାପଡ଼ିଲେ ଡିଏସ୍‌ପି: ପାଇଥିଲେ ରାଷ୍ଟ୍ରପତି ମେଡାଲ

ଶ୍ରୀନଗର,୧୨ା୧(ପି.ଟି.): ରାଷ୍ଟ୍ରପତି ମେଡାଲ ପାଇଥିବା ଜମ୍ମୁ-କଶ୍ମୀରର ଜଣେ ପୋଲିସ ଅଫିସର ଶନିବାର ଦୁଇଜଣ ଆତଙ୍କବାଦୀଙ୍କ ସହ ଧରାପଡିଛନ୍ତି। ସମ୍ବେଦନଶୀଳ ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ପୋଷ୍ଟିଂ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂ ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀମାନଙ୍କ ସହ ଏକ କାର୍‌ରେ ଦିଲ୍ଲୀ ଯାଉଥିବାବେଳେ…

‘ତେବେ ବିଳମ୍ବ କାହିଁକି’

ଅଜମେର,୧୨ା୧: ଭାରତୀୟ ସେନା ପ୍ରସ୍ତୁତ ହୋଇ ରହିଥିବାବେଳେ ପିଓକେକୁ ଫେରାଇ ଆଣିବାରେ ବିଳମ୍ବ କାହିଁକି ବୋଲି ଶନିବାର ଅଜମେର ଦରଘା ମୁଖ୍ୟ ଦିଓ୍ବାନ ଜୈନୁଲ ଆବେଦିନ ଅଲି ଖାନ କହିଛନ୍ତି। ପିଓକେକୁ କଶ୍ମୀର ସହିତ ମିଶ୍ରଣ କରାଇ ‘ଅଖଣ୍ଡ କଶ୍ମୀର’ର ସ୍ବପ୍ନ…

୨ ବିସ୍ଫୋରଣରେ ୧୪ ମୃତ

ବଡ଼ୋଦରା/ପାଲଘର,୧୨ା୧(ପି.ଟି.): ଗୁଜରାଟ ଓ ମହାରାଷ୍ଟ୍ରରେ ଶନିବାର ଦୁଇଟି ବିସ୍ଫୋରଣରେ ୧୪ ଜଣଙ୍କ ଜୀବନ ଯାଇଛି ଓ ଅନେକ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରା ଜିଲାରେ ଥିବା ଏକ ଅକ୍ସିଜେନ୍‌ ଉତ୍ପାଦନ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହେବା ସହ…

ଭାରତୀୟ ନୌସେନା ବିଭାଗ : ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍‌ ପରେଡ୍‌

ବାଲୁଗାଁ,୧୨।୧(ଡି.ଏନ୍‌.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍‌ କେନ୍ଦ୍ରରେ ଶନିବାର ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍‌ ପରେଡ୍‌ ଅନୁଷ୍ଠିତ ହୋଇଯାଇଛି। ଏହାସହ ସେମାନଙ୍କୁ ସ୍ନାତକ ଉପାଧି ପ୍ରଦାନ କରାଯାଇଛି। ଦୀର୍ଘ ୨୧ ସପ୍ତାହ ଧରି ନାବିକଙ୍କ ଏହି ମୂଳ ପ୍ରଶିକ୍ଷଣର…

ତଳେ ବସି ପ୍ରବେଶିକା ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ତେଲକୋଇ, ୧୨।୧(ଡି.ଏନ.ଏ.)-ତେଲକୋଇ ଉଚ୍ଚ ବିଦ୍ୟାଳୟରେ ଶନିବାର ବ୍ଲକସ୍ତରୀୟ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରବେଶିକା ପରୀକ୍ଷା ହୋଇଛି। ଏଥିରେ ବ୍ଲକର ୪୭୯ ଜଣ ଛାତ୍ରୀଛାତ୍ର ସାମିଲ ହୋଇଥିଲେ ୨୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅବ୍ୟବସ୍ଥାରେ ପରୀକ୍ଷା ଦେଇଛନ୍ତି। ଶ୍ରେଣୀ ଗୃହ ଅଭାବ, ଡେସ୍କ ବେଞ୍ଚର…

ଜାଳ ସଂଗ୍ରହ ବେଳେ ମିଳିଲା ଶିବଲିଙ୍ଗ

ଖଇରା, ୧୨।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସାଦିକପୁର ଗ୍ରାମର ମୋହନ ମହାନ୍ତି ଜାଳ ଉଦ୍ଦେଶ୍ୟରେ ମାଉସୀ ବାଡି ମନ୍ଦିର ନିକଟରେ ଥିବା ପୋଲ କଡରେ କିଛି ଅମରିଗଛ କାଟି ଶୁଖାଇଥିଲେ। ଇତିମଧ୍ୟରେ ମୋହନ ମହାନ୍ତିଙ୍କ ପରଲୋକ ହେବାର…

ମାତ୍ରାଧିକ ଆଳୁ ଖାଇଲେ ହୋଇଥାଏ…

ଆଳୁ ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥା’ନ୍ତି। ମାତ୍ର ଅଧିକ ଆଳୁ ଖାଇବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣାରୁ ଜାଣିବାକୁ ପାଇଛନ୍ତି । ଜାଣନ୍ତୁ ଏ ସମ୍ପର୍କରେ… ଓଜନ ବୃଦ୍ଧି : ଅଧିକ ଆଳୁ ଖାଇବା…

ଓଏଏସ୍‌ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌:ଗୀତୁ ବଢ଼ାଇଲେ ଗୌରବ

ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର ସାହି ଅଞ୍ଚଳର ଗୀତୁ ବେହେରା। ପ୍ରଥମ ଥର ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବାରୁ ବେଶ୍‌ ଆତ୍ମସନ୍ତୁଷ୍ଟି…

ବନ୍ତଳା ଜଙ୍ଗଲରେ ସନ୍ଦିଗ୍ଧଙ୍କ କ୍ୟାମ୍ପ

ବନ୍ତଳା,୧୨ା୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ଫରେଷ୍ଟ ରେଞ୍ଜ ଅଧୀନରେ ଥିବା ବାରଗୌଣିଆ ପଞ୍ଚାୟତ ମାଗୁରାଖାଲ ଗ୍ରାମ ଜଙ୍ଗଲ ଭିତରେ ହୋଇଥିବା ସନ୍ଦିଗ୍ଧଙ୍କ କ୍ୟାମ୍ପକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଗତ ୩ରୁ ୪ ଦିନ ହେଲା ୧୦ରୁ ଅଧିକ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?