ଆଶ୍ରମରୁ ୬ ଲକ୍ଷ ଟଙ୍କାର ଗହଣା ଚୋରି: ନ୍ୟାୟ ପାଇଁ ଓ୍ବେରଲେସ୍ ଟାଓ୍ବାରରେ ଚଢ଼ି ବସିଲେ ସାଧୁ ବାବା
ଜୟପୁର,୨୨।୧୦: ରାଜସ୍ଥାନ ସରଦାରସହର ଅଞ୍ଚଳରେ ଜଣେ ସାଧୁ ବାବା ନ୍ୟାୟ ପାଇଁ ଓ୍ବେରଲେସ୍ ଟାଓ୍ବାରରେ ଚଢ଼ି ବସିଥିବା ଘଟଣା ନେଇ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ଚୁରୁଠାରେ ଥିବା ସାଧୁ ବାବା ରାମନାଥଙ୍କ ଆଶ୍ରମରୁ ଗତ ଜୁଲାଇ ମାସରେ ୬…
ଧୋନୀଙ୍କୁ ମନେପକାଇଲେ ପାକିସ୍ତାନ କ୍ରିକେଟରଙ୍କ ସ୍ତ୍ରୀ
କରାଚି,୨୨।୧୦: ପାକିସ୍ତାନ କ୍ରିକେଟ ଟିମର କ୍ୟାପଟେନ ସରଫରାଜ ଅହମ୍ମଦଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଟେଷ୍ଟ ଓ ଟି-୨୦ ଅନ୍ତର୍ଜାତୀୟ ଟିମର କ୍ୟାପଟେନ ପଦରୁ ବହିଷ୍କାର କରିଛି। ତାଙ୍କ ସ୍ଥାନରେ ଆଝାର ଅଲୀଙ୍କୁ ଟେଷ୍ଟ ଏବଂ ବାବର ଆଜମଙ୍କୁ ଟି-୨୦ ଦଳର…
ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ନଓ୍ବାଜ
ଇସ୍ଲାମାବାଦ୍,୨୨।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ଜେଲ୍ରେ ବନ୍ଦୀ ଥିବା ନଓ୍ବାଜଙ୍କ ସୋମବାର ବିଳମ୍ବିତ ରାତିରେ ବ୍ଲଡ ପ୍ଲେଟଲେଟ କାଉଣ୍ଟ ତଳ ସ୍ତରକୁ ଚାଲିଯାଇଛି। ଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ଲାହୋରର ଏକ ଆର୍ମି ହସ୍ପିଟାଲରେ…
ହସ୍ପିଟାଲ ବେଡ୍ରେ ଲୁହ ଗଡ଼ାଉଛନ୍ତି ନାରୁ ମହାରଣା
ପୁରୀ ଅଫିସ,୨୨ା୧୦: ଓଡ଼ିଶାର ଜଣେ ଆଗଧାଡ଼ିର ଚିତ୍ରଶିଳ୍ପୀ ହେଉଛନ୍ତି ପୁରୀର ନାରାୟଣ (ନାରୁ) ମହାରଣା। ତାଙ୍କ ପ୍ରତିଭା କେବଳ ଓଡ଼ିଶା ଭିତରେ ସୀମିତ ନାହିଁ, ରାଜ୍ୟ ବାହାରେ ବି ସେ ସାଉଣ୍ଟିଛନ୍ତି ଅନେକ ସୁନାମ। ଏଥିପାଇଁ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ପୁରସ୍କାର ଲାଗି…
ଉଚ୍ଚ ଶିକ୍ଷିତା ପରିଣିତି
ମୁମ୍ବାଇ: ବଲିଉଡ୍ର ଚୁଲ୍ବୁଲି ନାୟିକା ପରିଣିତି ଚୋପ୍ରା ୩୧ ବର୍ଷରେ ପଦାର୍ପଣ କରିଛନ୍ତି। ଏବେକାର ପ୍ରାୟ ସବୁ ନାୟିକାଙ୍କ ମଧ୍ୟରେ ପରିଣିତିଙ୍କ ଶିକ୍ଷାଗତ ଯୋଗ୍ୟତା ସବୁଠାରୁ ଅଧିକ ବୋଲି କୁହାଯାଏ। କେେବେବି ଅଭିନୟ କରିବା କଥା ଚିନ୍ତା କରି ନ ଥିବା…
୨ ମାସ ପରେ ଚିଦାମ୍ବରମ୍ଙ୍କୁ ଜାମିନ୍: ଅକ୍ଟୋବର ୨୪ ପର୍ଯ୍ୟନ୍ତ ରହିବେ ତିହାର ଜେଲ୍ରେ
ନୂଆଦିଲ୍ଲୀ,୨୨।୧୦: ଆଇଏନ୍ଏକ୍ସ ମିଡ଼ିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କୁ ଜାମିନ୍ ମିଳିଛି। ମାମଲାର ବିଚାର କରି ୨ ମାସ ପରେ ସୁପ୍ରିମ୍କୋର୍ଟ ମଙ୍ଗଳବାର ଜାମିନ୍ ମଞ୍ଜୁର କରିଛନ୍ତି। ବ୍ୟକ୍ତିଗତ ଭାବେ ଏକ ଲକ୍ଷ ଟଙ୍କାର ମୁଚାଲିକାରେ ତାଙ୍କୁ ଜାମିନ୍ ମିଳିଛି। ତେବେ…
ସିମେଣ୍ଟ ଫ୍ୟାକ୍ଟ୍ରିକୁ ଶୁଖିଲା ପ୍ଲାଷ୍ଟିକ୍ ବର୍ଜ୍ୟ ବିକିବ ବିଏମ୍ସି
ଭୁବନେଶ୍ୱର, ୨୨ା୧୦:ସହରର ପରିମଳ ବ୍ୟବସ୍ଥାକୁ ସୁଧାରିବାକୁ ଅଣ୍ଟା ଭିଡ଼ିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି) ପରେ ସବୁ ଠିକା ସଂସ୍ଥାକୁ ସଫେଇ କରିବା ନେଇ ତାଗିଦ୍, ଆଉ ଏବେ ଆରମ୍ଭ ହେବାକୁ ଯାଉଛି ମ୍ୟାଟେରିଆଲ ରିକଭରି…
ପୁଣି ପରମାଣୁ ଯୁଦ୍ଧର ଧମକ ଦେଲା ପାକିସ୍ତାନ
ଇସ୍ଲାମାବାଦ,୨୨।୧୦: ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ପୁଣି ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଛନ୍ତି। ସେ କହିଛନ୍ତି ଏଥର ପାରମ୍ପରିକ ଯୁଦ୍ଧ ହେବ ନାହିଁ। ୪-୬ ଦିନ ପର୍ଯ୍ୟନ୍ତ ତୋପ ଚାଲିବନି, ବିମାନ ଆକ୍ରମଣ ବା ନୌସେନା ଦ୍ୱାରା ମଧ୍ୟ ଗୁଳି…
ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ
କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସରେ ସମସ୍ତ ପରିବହନ କମ୍ପାନୀର ମାଲିକ…
ଭିମ୍ସାର ଘଟଣା ଭିନ୍ନ ରୂପ ନେଲା: ସୀମା ଭୁଲିଯାଇଥିଲେ ଡାକ୍ତର
ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍ସାର)ରେ ଡାକ୍ତର ସୂର୍ଯ୍ୟକାନ୍ତ ପାଟ୍ଟଯୋଶୀଙ୍କୁ ରବିବାର ମାଡ଼ ଘଟଣା ସୋମବାର ବିବାଦୀୟ ହୋଇପଡିଛି। ଡାକ୍ତରମାନେ ନିଜ ସୀମାସରହଦ ଭୁଲି ଆଇନକୁ ହାତକୁ ନେବାକୁ…
ସରକାରୀ ବାବୁଙ୍କୁ ଓଡ଼ିଆ ଭାଷାର ପ୍ରଶିକ୍ଷଣ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ): ଓଡ଼ିଆ ଭାଷାରେ ପାଠ ପଢ଼ିବେ ସରକାରୀ ବାବୁ ଓ କର୍ମଚାରୀମାନେ। ପ୍ରଶାସନିକ କାର୍ଯ୍ୟରେ ଆବଶ୍ୟକ ହେଉଥିବା ଏବଂ ରାଜ୍ୟର ସାଧାରଣ ଲୋକ ବୁଝିପାରୁଥିବା ଓଡ଼ିଆ ଭାଷାରେ ବାବୁମାନଙ୍କ ଜ୍ଞାନ ରହିବା ଜରୁରୀ। ଏଣୁ ସୋମବାରଠାରୁ ସରକାରୀ କର୍ମଚାରୀ ଓ…
ଦୀପାବଳିରୁ ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ
ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ରବିବାର ଦୀପାବଳିଠାରୁ ଆରମ୍ଭ ହେବାକୁ ଯାଉଛି ଭୁବନେଶ୍ୱର-ଆନନ୍ଦ ବିହାର ଟର୍ମିନାଲ ସୁବିଧା ସ୍ପେଶାଲ(୮୨୪୧୯-୮୨୪୨୦) ଏକ୍ସପ୍ରେସ। ପୂଜା ଋତୁ ଓ ନିଯୁକ୍ତି ପ୍ରକ୍ରିୟା ଚାଲୁଥିବାରୁ ଅନ୍ୟ ଟ୍ରେନଗୁଡ଼ିକରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ଏହି ସ୍ପେଶାଲ…
Archives


