Home Left

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏହି କାର୍ଯ୍ୟକ୍ରମରେ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ମନୋବଳ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ଆବଶ୍ୟକ…

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ ବିରୋଧ କରିଛି। ଶତାଧିକ ଛାତ୍ର କେନ୍ଦ୍ରସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆରସିକୁ ବିରୋଧ…

ଗୁଜରାଟ କାରଖାନା ବିସ୍ଫୋରଣ: ୬ମୃତ

ଭଦୋଦରା,୧୧।୧: ଗୁଜରାଟର ଭଦୋଦରାରେ ଥିବା ଏକ କାରଖାନା ବା ଫ୍ୟାକ୍ଟ୍ରିରେ ଶନିବାର ହୋଇଥିବା ଏକ ଶକ୍ତିଶାଳୀ ବିସ୍ଫୋରଣରେ ଏବେସୁଦ୍ଧା ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି…

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍‌ସିଏର ସଫଳ ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍‌ କମବାଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି ସ୍ବଦେଶୀ ଯୁଦ୍ଧ ବିମାନ କୌଣସି ବିମାନବାହକ ଜାହଜ ଉପରେ ଲ୍ୟାଣ୍ଡ କରିଥିବା ଭାରତୀୟ ନୌସେନା…

ଜଙ୍ଗଲରୁ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନ ବିଭାଗ ତତ୍ପର

ଦାରିଙ୍ଗବାଡ଼ି,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ସେକ୍ସନ ଗଦଡ଼ି ସଂରକ୍ଷିତ ଜଙ୍ଗଲରୁ କେହି ଦୁର୍ବୃତ୍ତ ଗଛ କାଟି ନେବା ଘଟଣାରେ ବନ ବିଭାଗର ତପତ୍ରତା ପ୍ରକାଶ ପାଇଛି। ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ…

ଚୋରି ହୁଏ ରୋହିତ, କୋହଲିଙ୍କ ବ୍ୟାଟ୍‌

ନୂଆଦିଲ୍ଲୀ,୧୧।୧- ସମସ୍ତ କ୍ରିକେଟ ପାଗଳ ଦେଶରେ ଭାରତୀୟ କ୍ରିକେଟ ଦଳର ପ୍ରଶଂସକ ସଂଖ୍ୟା ଖୁବ ଅଧିକ। ଦଳର ଖେଳାଳିଙ୍କ ନିକଟକୁ ଯିବା ପ୍ରଶଂସକଙ୍କ ପାଇଁ ଅତ୍ୟନ୍ତ କଷ୍ଟକର। କିନ୍ତୁ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଦଳର ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି…

ଫାରୁକ୍‌-ଓମାରଙ୍କ ନଜରବନ୍ଦୀ ହଟାଇବା ପାଇଁ ହୋଇପାରେ ଡିଲ୍‌: ସକ୍ରିୟ ରାଜନୀତିରୁ ରହିବେ ଦୂରେଇ !

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ରାଜନୀତିରେ ପୁଣିଥରେ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାର ଇତିମଧ୍ୟରେ ୨୬ ଜଣ ରାଜନୈତିକ ବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟାଇ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ ଉତ୍ତର କଶ୍ମୀରର ଥିବାବେଳେ ୧୪ ଜଣ ଦକ୍ଷିଣ କଶ୍ମୀରର ବାସିନ୍ଦା।…

ତ୍ରିରଙ୍ଗା ରାଲିରେ ଟ୍ରାଫିକ୍‌ କଣ୍ଟ୍ରୋଲ କଲେ ଓଓ୍ବାଇସି

ହାଇଦ୍ରାବାଦ,୧୧।୧: କିଛି ଦିନରୁ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏହାକୁ ବିରୋଧ କରି ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସମସ୍ତେ ରାଜରାସ୍ତାକୁ ଓହ୍ଲାଉଥିବା ନଜର ଆସିଛି। ଇତିମଧ୍ୟରେ ଶୁକ୍ରବାର ଏଆଇଏମ୍‌ଆଇଏମ୍‌ର…

ମଙ୍ଗଳ ଗ୍ରହରୁ ଶୁଖିବାରେ ଲାଗିଛି ଜଳୀୟ ଅଂଶ

ଓ୍ବାଶିଂଟନ, ୧୧।୧: ମଙ୍ଗଳରେ ଜୀବନ ଥିବା ନେଇ ମହାକାଶ ବିଜ୍ଞାନୀମାନେ ଦାବି କରିଥିବାବେଳେ ଏବେ ଜଣାପଡ଼ିଛି ଯେ ଧୀରେଧୀରେ ଏଠାରେ ଥିବା ଜଳୀୟ ଅଂଶ ଶୁଖିବାରେ ଲାଗିଛି। ଏକ୍ସୋ ମାର୍ସ ମିଶନରୁ ଏହା ଜଣାପଡ଼ିଛି। ଫ୍ରେଞ୍ଚ୍‌ ନ୍ୟାସନାଲ ସେଣ୍ଟର ଫର୍‌ ସାଇଣ୍ଟିଫିକ୍‌…

ଜାଣନ୍ତୁ ବିଶ୍ୱର ସବୁଠୁ ସୁନ୍ଦର, ବିଳାସମୟ ଏୟାରପୋର୍ଟ ସମ୍ପର୍କରେ…

ସାଧାରଣତଃ ରେଲ୍‌ଓ୍ବେ ଷ୍ଟେଶନ ହେଉ କି ଏୟାରପୋର୍ଟରେ ଅପେକ୍ଷା କରିବା ଭାରି କଷ୍ଟଦାୟକ। କିନ୍ତୁ ବିଶ୍ୱରେ ଏମିତି କିଛି ଏୟାରପୋର୍ଟ ଅଛି, ଯେଉଁଠାରେ ଅପେକ୍ଷା କରିବାକୁ ଯାତ୍ରୀମାନଙ୍କୁ ବିରକ୍ତ ଲାଗିବନି। ଜାଣନ୍ତୁ ଏପରି ଏୟାରପୋର୍ଟ ସମ୍ପର୍କରେ… ଇଞ୍ଚିୟାନ୍‌ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ: ଦକ୍ଷିଣ…

ମାର୍କେଟ୍‌ ବିଲ୍ଡିଂ ଆତଙ୍କ ଘଟଣାରେ ୧୮ ଗିରଫ, କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ: ସିପି

ଭୁବନେଶ୍ୱର,୧୧।୧(ବ୍ୟୁରୋ): ସ୍ଥାନୀୟ ୟୁନିଟ-୨ ମାର୍କେଟ ବିଲ୍ଡିଂ ଆତଙ୍କରାଜ ଘଟଣାରେ ୩୦ରୁ ଊର୍ଦ୍ଧ୍ୱ ସାମିଲ ଥିବା ବେଳେ ୨୧ଜଣ ଚିହ୍ନଟ ହୋଇଛନ୍ତି। ପୋଲିସ ସେମାନଙ୍କ ମଧ୍ୟରୁ ୧୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୨ ନାବାଳକ ଓ ୬ଜଣ ସାବାଳକ।…

ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ

ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର ପୁରୀରେ ଆସି ପହଞ୍ଚିଛନ୍ତି। ଭଗବାନ୍‌ କୃଷ୍ଣ ଏବଂ ବଳରାମଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିନ୍ଦାସୂଚକ ଶବ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?