Home Left

ତୁଷାରପାତ ଯୋଗୁ ହିମାଚଳ ପ୍ରଦେଶର ୪ ରାଜପଥ ସମେତ ୬୫୦ ରାସ୍ତା ବନ୍ଦ

ଶିମଲା,୧୧।୧:ହିମାଚଳ ପ୍ରଦେଶରେ ଗତ କିଛିଦିନ ହେବ ତୁଷାରପାତ ହେବା ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ହିମାଚଳ ପ୍ରଦେଶ ଷ୍ଟେଟ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏସ୍‌ଡିଏମ୍‌ଏ)ର ସୂଚନା ଅନୁଯାୟୀ, ଏହି ତୁଷାରପାତ ଫଳରେ ୪ ଜାତୀୟ ରାଜପଥ ସମେତ ପ୍ରାୟ ୬୬୫ ରାସ୍ତା…

ଉର୍ବଶୀଙ୍କୁ ହ୍ବାଟସଆପ୍‌ରେ ବ୍ଲକ କଲେ ପନ୍ତ

ନୂଆଦିଲ୍ଲୀ,୧୧।୧- ଭାରତୀୟ କ୍ରିକେଟ ଦଳର ସଦସ୍ୟ ରିଷଭ ପନ୍ତ ଚଳିତବର୍ଷ ନିଜ ଗର୍ଲଫ୍ରେଣ୍ଡର ଫଟୋ ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏହା ତାଙ୍କ ରିଲେଶନଶିପକୁ ନେଇ ଚାଲିଥିବା ସମସ୍ତ ଚର୍ଚ୍ଚାରେ ବ୍ରେକ ଲଗାଇଛି। ପୂର୍ବରୁ ପନ୍ତଙ୍କ ସହ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ…

ଶୁଟିଂ ସେଟ୍‌ରେ ଆହତ ହେଲେ ସାହିଦ

ମୁମ୍ବାଇ: ବକ୍ସ ଅଫିସ୍‌ରେ ଫିଲ୍ମ ‘କବିର ସିଂହ’ ଧମାଲ୍‌ କରିବା ପରେ ବଲିଉଡ୍‌ ଅଭିନେତା ସାହିଦ କପୁର ଏବେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଜର୍ସି’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମର ଶୁଟିଂ ଏବେ ଚଣ୍ଡିଗଡ଼ରେ ଚାଲୁଥିବା ବେଳେ ଏକ…

ସରକାର ଚାହିଁଲେ ପିଓକେ ଭାରତରେ ମିଶିଯିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୧।୧: ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରଓ୍ବଣେ ଶନିବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସରକାର ଯଦି ନିର୍ଦ୍ଦେଶ ଦିଅନ୍ତି ତେବେ ପାକ୍‌ ଅଧିକୃତ କଶ୍ମୀର(ପିଓକେ)କୁ ସେ ଭାରତରେ ମିଶାଇ ଦେବେ। ସେ ଆହୁରି ମଧ୍ୟ କହିଛନ୍ତି ଚିଫ୍‌ ଅଫ୍‌ ଡିଫେନ୍ସ…

୧୬ ନଂ. ଜାତୀୟ ରାଜପଥରେ ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର

ଚଣ୍ଡିଖୋଲ,୧୧।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍‌ ଟ୍ୟାଙ୍କର ଗାଡି ଓଲଟି ପଡିଛି। ଏଚ୍‌ପି ଗ୍ୟାସ୍‌ ନେଇ ଟ୍ୟାଙ୍କରଟି କଟକରୁ କୋଲ୍‌କାତା ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ…

ଦୁର୍ଘଟଣାରେ ୨ ମୃତ: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୟପୁର,୧୧।୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବି.ସିଙ୍ଗପୁର ଥାନା ରାଣିଗଡ଼ ଫାଣ୍ଡି ଅନ୍ତର୍ଗତ ବାଳିପୂଜାରିପୁଟଠାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଶନିବାର ରାସ୍ତା ଅବରୋଧ କରିଛନ୍ତି। ଶୁକ୍ରବାର ରାତିରେ ବାଳିପୂଜାରିପୁଟଠାରେ…

ଅସ୍ତ୍ରୋପଚାର ପରେ କାନ୍ଧରୁ ବାହାରିଲା ତୀର

ନୂଆଦିଲ୍ଲୀ,୧୧।୧- ଏମ୍ସ ଟ୍ରମା ସେଣ୍ଟରର ଡାକ୍ତରଙ୍କ ଦୀର୍ଘ ସମୟ ଅସ୍ତ୍ରୋପଚାର ପରେ ଆସାମର ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନଙ୍କ କାନ୍ଧରୁ ସଫଳତାର ସହ ତୀର ବାହାର କରି ଦିଆଯାଇଛି। ବୁଧବାର ଦିବ୍ରୁଗଡ଼ସ୍ଥିତ ସାଇ କେନ୍ଦ୍ରରେ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ପାଇଁ ଅଭ୍ୟାସ…

ଓମାନର ସୁଲତାନ କାବୁସଙ୍କ ପରଲୋକ: ଶପଥ ନେଲେ ଉତ୍ତରାଧିକାରୀ

ମାସକାଟ,୧୧।୧: ଓମାନର ସୁଲତାନ କାବୁସ ବିନ ସୈଦ ଅଲ ସୈଦଙ୍କର ୭୯ ବର୍ଷ ବୟସରେ ପରଲୋକ ହୋଇଛି। କାବୁସ ଆରବର ସର୍ବାଧିକ ସମୟ ସୁଲତାନ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଛନ୍ତି। ସେ…

ମନ୍ଦିର ବାହାରେ ଭିକ୍ଷା ମାଗୁଥିଲେ କୋଟିପତିଙ୍କ ପୁଅ : ଘରେ ପହଞ୍ଚାଇଲା ସ୍ବେଚ୍ଛାସେବୀ ସଂଗଠନ

ଅମ୍ବାଲା,୧୧।୧: ଫିଲ୍ମ କାହାଣୀ ପରି ହରିୟାଣାରେ ଏକ ନିଆରା ଘଟଣା ଘଟିଛି। ଏଠାରେ ଅମ୍ବାଲାର ଏକ ମନ୍ଦିର ବାହାରେ ବସି ଭିକ୍ଷା କରୁଥିବା ଜଣେ ବ୍ୟକ୍ତି କୋଟିପତିଙ୍କ ପୁଅ ବୋଲି ଜଣାପଡ଼ିଛି। ଜଣେ କୋଟିପତି ମାନସିକ ଭାରସାମ୍ୟ ହରାଇ ଘରୁ ପଳାଇ…

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର ଶୁଣାଣି କରିଛନ୍ତି। ଏହି ଶୁଣାଣିରେ ଫକ୍ସ ଷ୍ଟୁଡିଓର ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ପଟିଆଲା…

ଆଇଇଏସ୍‌ ପରୀକ୍ଷାରେ ଓଡ଼ିଆ ପୁଅ ଅଂଶୁମାନ୍‌ ଟପ୍ପର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍‌ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍‌) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍‌ କାମିଲା। ଆଇଇଏସ୍‌ ଯୋଗ୍ୟ ବିବେଚିତ ୩୨ ଜଣଙ୍କ ମଧ୍ୟରେ ଅଂଶୁମାନ୍‌ ପ୍ରଥମ ସ୍ଥାନ ଅଧିକାର କରି ଟପ୍ପର ହୋଇଛନ୍ତି। ସେ ପୂର୍ବତନ…

ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଅବସ୍ଥାରେ ଅଭିଯୁକ୍ତ ଚମ୍ପଟ୍‌

କଟକ ଅଫିସ,୧୧।୧: ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ। ଆଲୋକଙ୍କୁ ଏକ ଚୋରି ମାମଲାରେ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?