ନାବାଳିକାଙ୍କୁ ଦନ୍ତା କଚାଡ଼ି ମାରିବା ଘଟଣା: କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ, ତହସିଲଦାରଙ୍କୁ ଅଟକ
ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟେଣ୍ଡେରା ପଞ୍ଚାୟତ ହରିହରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା କ୍ରମରେ ଏକ ଗୋଠଛଡା ଦନ୍ତା ଜଣେ ୧୧ବର୍ଷୀୟା ଝିଅକୁ କଚାଡ଼ି ମାରିଦେଇଥିଲା। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସହ…
ନିଆରା ମନ୍ଦିର: ଶୁଭ କାର୍ଯ୍ୟରେ ଗଣେଶଙ୍କୁ ଚିଠି ଦେଇ ଲୋକେ କରନ୍ତି ନିମନ୍ତ୍ରଣ…
ଯୋଧପୁର: ଭାରତର ବିଭିନ୍ନ ସ୍ଥାନରେ ଥିବା ମନ୍ଦିରରେ ଭିନ୍ନ ଭିନ୍ନ ରୋଚକ ତଥ୍ୟ ଦେଖିବାକୁ ମିଳିଥାଏ। ରାଜସ୍ଥାନ ରନ୍ଥଭୋରରେ ରହିଛି ପ୍ରଭୁ ଶ୍ରୀଗଣେଶଙ୍କ ମନ୍ଦିର। ମନ୍ଦିରରେ ଥିବା ଗଣେଶ ମୂର୍ତ୍ତିଙ୍କର ୩ ଆଖି ରହିଛି। ପ୍ରଭୁଙ୍କ ସହିତ ଆସ୍ଥାନରେ ଶ୍ରୀଗଣେଶଙ୍କ ପତ୍ନୀ…
ଅପେକ୍ଷା କରିବାରେ ସାମସନ୍ଙ୍କ ରେକର୍ଡ
ପୁଣେ,୧୧।୧- ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଟି୨୦ରେ ଭାରତୀୟ ଦଳ ପାଇଁ ଖେଳିଥିଲେ। ପ୍ରଥମ ବଲରେ ଛକା ମାରି ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଘୋଷଣା କରିଥିଲେ। କିନ୍ତୁ ପରବର୍ତ୍ତୀ ବଲରେ ସେ ଏଲବିଡବ୍ଲ୍ୟୁ ଆଉଟ୍ ହୋଇ ନିରାଶ…
ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ
ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର ୭୦ଆସନ ମଧ୍ୟରୁ କଂଗ୍ରେସ ୨୦ରେ ପ୍ରାର୍ଥୀ ଦେବ ବୋଲି କୁହାଯାଉଛି। କଂଗ୍ରେସ ଗୋଟିଏ ପଟେ…
କନୌଜ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୋଦି, ରାହୁଲ
କନୌଜ,୧୧।୧: ଉତ୍ତରପ୍ରଦେଶ କନୌଜ ଜିଲାରେ ଶୁକ୍ରବାର ରାତିରେ ଏକ ଘରୋଇ ଡବଲ ଡେକର ବସ୍ ସହ ଟ୍ରକ୍ ମୁହାଁମୁହିଁ ଦୁର୍ଘଟଣାରୁ ୨ଟି ଗାଡିରେ ନିଆଁ ଲାଗିଯାଇଥିଲା। ଏଥିରେ ୨୦ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୫ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା।…
ଗର୍ଭିଣୀ ମଇଁଷିର ଜୀବନ ଭିକ୍ଷା
ବେଜିଂ: ଲୁହରେ ଲତପତ ଆଖି। ମୁହଁରେ ସ୍ପଷ୍ଟ ଭାବେ ବାରି ହୋଇପଡୁଛି ବଞ୍ଚତ୍ବାର ଅଭିଳାଷ। ସେଇଥିପାଇଁ ଗୋଡ଼ ଭାଙ୍ଗି ଜୀବନ ଫେରାଇ ଦେବାକୁ କଂସେଇଖାନାର କର୍ମଚାରୀଙ୍କୁ ନେହୁରା ହେଉଛି ଗର୍ଭିଣୀ ମଇଁଷିଟିଏ। ଦକ୍ଷିଣ ଚାଇନାରୁ ଏପରି ଏକ ହୃଦୟ ବିଦାରକ ଭିଡିଓ…
ଗଛକୁ ପିଟିଲା କାର୍, ପରିବାରର ୩ଜଣଙ୍କ ସହ ଚାଳକ ମୃତ
ନୟାଗଡ଼ ଅଫିସ,୧୧।୧: ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ାଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୩ ଜଣ ରହିଥିବାବେଳେ ଅନ୍ୟ ଜଣେ ହେଲେ ଚାଳକ। ମୃତକମାନେ ହେଲେ…
ଆମେରିକା ଆକ୍ରମଣ ହୋଇଥିଲା ବିଫଳ: ଜୀବିତ ଅଛନ୍ତି ଇରାନ୍ କମାଣ୍ଡର ଅବଦୁଲ୍ ରଜାକ୍
ଓ୍ବାଶିଂଟନ,୧୧।୧: ଇରାନ୍ର ଜେନେରାଲ କାସିମ୍ ସୋଲେମାନୀଙ୍କୁ ଆମେରିକା ଟାର୍ଗେଟ କରିଥିଲା। ଏଥିରେ ସୋଲେମାନୀ ନିହତ ହୋଇଥିଲେ। ତେବେ ଏହି ସମୟରେ ଆମେରିକା ସୈନ୍ୟଙ୍କ ପକ୍ଷରୁ ଇରାନ୍ର ଅନ୍ୟଜଣେ କମାଣ୍ଡର ଅବଦୁଲ୍ ରଜାକ୍ ଶହଲୋଇଙ୍କୁ ଟାର୍ଗେଟ୍ କରାଯାଇଥିଲା। ତେବେ ଏହି ଆକ୍ରମଣ ଅସଫଳ…
ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର
ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଇନ୍ଦୋରରେ ଆୟୋଜିତ ହେବାକୁ ଥିବା , ଅନ୍ତରାଷ୍ଟ୍ରୀୟ ଭାରତୀୟ ଫିଲ୍ମ…
ମାଞ୍ଜାସୂତାରେ ଗୁଡ଼ି ଉଡ଼ାଇବା ନିଷେଧ
କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଗୁଡିଉଡା ପାଇଁ ପ୍ରଶାସନ ପକ୍ଷରୁ ୧୦ଟି ସ୍ଥାନ…
ଶ୍ରୀମନ୍ଦିର ହେରିଟେଜ କରିଡ଼ର: ଦିଅଁଙ୍କ ବାହାର ବିଜେ ପାଇଁ ସ୍ବତନ୍ତ୍ର ପରିକ୍ରମା ମାର୍ଗ
ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା ପରେ ରଥ ଟଣାଯାଉଥିଲା ତାହା ହିଁ ହେବ। ସିଂହଦ୍ୱାର ସମ୍ମୁଖରୁ ତିନିରଥ ଗୁଣ୍ଡିଚା ମନ୍ଦିର…
‘ହ୍ୟୁମାନ୍ ଏରର୍’ ପାଇଁ ଦୁର୍ଘଟଣାର ଶିକାର ହେଲା ୟୁକ୍ରେନ ବିମାନ: ଇରାନ
ଦୁବାଇ,୧୧।୧: ଗତ ବୁଧବାର ଇରାନର ତେହରାନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ୟୁକ୍ରେନ ବିମାନକୁ ନେଇ ଏବେ ଇରାନ କହିଛି, ‘ହ୍ୟୁମାନ୍ ଏରର୍’ ପାଇଁ ଏହା ଦୁର୍ଘଟଣାର ଶିକାର ହୋଇଥିଲା। ଶନିବାର ଇରାନ ବୈଦେଶିକମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଭୁଲ୍…

