କଂସ ବଧ ସହ ସରିଲା ବରଗଡ଼ ଧନୁଯାତ୍ରା
ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ ଯୋଗୁ ମଥୁରାନଗରୀ ଲୋକାରଣ୍ୟ ହୋଇ ପଡ଼ିଥିଲା। ମଥୁରା ପରିଭ୍ରମଣ ସାରି କଂସ ମହାରାଜା…
ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ
ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍ ଦାମରେ ପାନୀୟ ଜଳ ମେଶିନ୍ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି ମେଶିନ୍ର…
ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି
ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ ଉପରେ…
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ କରିଛି। ତେଣୁ ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକେ ଉପଭୋଗ କରିପାରିବେ ସେଥିପାଇଁ…
ମିଷ୍ଟର ଡିପେଣ୍ଡବୁଲ୍ ୪୭ ବର୍ଷରେ କଲେ ପଦାର୍ପଣ: ପିଲାଦିନ ସାଥୀ ବିଜେତାଙ୍କୁ କରିଥିଲେ ଜୀବନସାଥୀ
ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍ ଶନିବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ଜାନୁୟାରୀ ୧୧ରେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ୧୨ ବର୍ଷ ବୟସରୁ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୧୯୯୬ରେ ଶ୍ରୀଲଙ୍କା ବିପକ୍ଷରେ ସେ ସିଙ୍ଗର କପ୍ରେ…
ଆଶିକି ଗର୍ଲଙ୍କୁ ୫୧ ପୂରିଲା: ୨୯ ଦିନ କୋମାରେ ରହିବା ପରେ ପାଇଥିଲେ ନୂଆ ଜୀବନ;ଏବେ ଦେଖିଲେ ଚିହ୍ନି ବି ହେବନି !
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ଶନିବାର ନିଜର ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୬୯ ଜାନୁୟାରୀ ୧୧ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପାଠପଢୁଥିବା ସମୟରେ…
ଓଏସ୍ଏଚ୍ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍ଏଚ୍ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି। ବାଲିପାଟଣାର ସ୍ବର୍ଗତ ଜଗନ୍ନାଥ ମିଶ୍ରଙ୍କ ସ୍ତ୍ରୀ କାଞ୍ଚନବାଳା ବାଥ୍ରୁମ୍ରେ ପଡ଼ିଯିବା ଫଳରେ ତାଙ୍କ…
ପାକ୍ ମସ୍ଜିଦରେ ବିସ୍ଫୋରଣ: ୧୩ ନିହତ
କରାଚି,୧୧ା୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ରାଜଧାନୀ କ୍ୱେଟାସ୍ଥିତ ଏକ ମସ୍ଜିଦରେ ଶୁକ୍ରବାର ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହେବା ସହ ୧୧ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ଅଛନ୍ତି। ତାଙ୍କୁ ଟାର୍ଗେଟ କରି ବିସ୍ଫୋରଣ କରାଯାଇଥିବା…
ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍ ଖୁଣ୍ଟ
କଟକ ରୋଡ,୧୧ା୧(ଡି.ଏନ୍.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ ପକାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା…
ପିଲାଙ୍କୁ ନିଆଁରୁ ବଞ୍ଚାଇ ଜେଲ ଗଲେ ମା’
ପ୍ୟୋଙ୍ଗୟାଙ୍ଗ୍, ୧୧ା୧ : ପୃଥିବୀରେ ଗୋଟିଏ ଦେଶ ରହିଛି ଉତ୍ତର କୋରିଆ। କିମ ଜଙ୍ଗ୍ ଉନ ସେଠାକାର ସର୍ବୋଚ୍ଚ ଶାସକ। ଏହି ଦେଶରେ ଆଇନକାନୁନ ନାଁରେ କିଛି ବି ହୋଇପାରିବ। ନିକଟରେ ଜଣେ ମା’ଙ୍କୁ ଜେଲ ପଠାଯାଇଛି। ଏହା ପଛର କାରଣ…
ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ
ସୁରଟ୍,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଓ ସେସନ୍ ଜଜ୍ ପି.ଏସ୍. କାଲା ସୁରଟ୍ର ପାଣ୍ଡେସ୍ରାରେ ରହୁଥିବା ଟୁକୁନା…
୪ ସରକାରୀ ଅଧିକାରୀ ବହିଷ୍କୃତ
ଭୁବନେଶ୍ୱର, ୧୧ା୧ (ବ୍ୟୁରୋ): ରାଜ୍ୟ ସରକାର ୪ ଜଣ ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚାକିରିରୁ ବହିଷ୍କାର କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-ଯାଜପୁର ଜିଲା ଦଶରଥପୁର ବ୍ଲକରେ ଜଳସମ୍ପଦ ବିଭାଗରେ କାର୍ଯ୍ୟରତ ଏଇଇ ସଞ୍ଜୟ କୁମାର ଚୌଧୁରୀ। ବାଲେଶ୍ୱର ଜିଲାର ଜିଲା ଶିଳ୍ପ…

