Home Left

ତନୁଶ୍ରୀଙ୍କୁ ପ୍ରଶଂସା କଲେ ଅମିତାଭ

ମୁମ୍ବାଇ: ନିକଟରେ ବିଗ୍‌ ବି ଅମିତାଭ ବଚ୍ଚନ ବଲିଉଡ୍‌ ନାୟିକା ତନୁଶ୍ରୀ ଦତ୍ତଙ୍କୁ ପ୍ରଶଂସା କରିଥିବା ଦେଖାଯାଇଛି। ଅମିତାଭ ତାଙ୍କ କାର୍ଯ୍ୟକ୍ରମ ‘କୌନ ବନେଗା କରୋଡପତି’ ମାଧ୍ୟମରେ ତନୁଶ୍ରୀଙ୍କୁ ପ୍ରଶଂସା କରିଛନ୍ତି। ଘଟଣା ହେଲା ‘କୌନ ବନେଗା କରୋଡପତି’ କାର୍ଯ୍ୟକ୍ରମରେ ଜଣେ…

ଦୀପାବଳି ପରେ ପିସିସି ଗଠନ: ନିରଞ୍ଜନ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଦୀପାବଳି ପରେ ପିସିସି ଗଠନ କରାଯିବ। ଏ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଦୀପାବଳି ପରେ ପିସିସି ଗଠନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ଆସନ୍ତା ୨୪ ତାରିଖ…

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି। ସ୍ଥାନୀୟ ମଓ୍ବୋତ୍‌ ଅଞ୍ଚଳର ନୁହଁ ଜିଲାରେ ଏଭଳି ଘଟିଛି। ସକାଳ ୮ଟା ୪୫ରେ ଦୁଇ…

ଚା’ ପାନ ସୁଦ୍ଧା ଦକ୍ଷିଣ ଆଫ୍ରିକା ୨୬/୪

ରାଞ୍ଚି,୨୧।୧୦- ଏଠାରେ ଚାଲିଥିବା ତୃତୀୟ ଟେଷ୍ଟରେ ୩ୟ ଦିନ ଚା’ ପାନ ବିରତି ସୁଦ୍ଧା ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ୪ ଉଇକେଟ ହରାଇ ମାତ୍ର ୨୬ ରନ୍‌ କରିଛି। ଡିନ ଏଲଗାର ୧୬ ରନ୍‌ କରି ନଟଆଉଟ ଥିବାବେଳେ ହେନରିଚ…

୩ଶହ କୋଟି କ୍ଳବରେ ସାମିଲ ହେଲା ‘ଓ୍ବାର’

ମୁମ୍ବାଇ: ବଲିଉଡ୍‌ ମୁଭି ‘ଓ୍ବାର’ ବକ୍ସ ଅଫିସରେ ବେଶ୍‌ ଭଲ ପ୍ରଦର୍ଶନ କରିଛି। ଫିଲ୍ମଟି ଏବେ ୩ଶହ କୋଟି କ୍ଲବରେ ସାମିଲ ହୋଇଛି। ୨୦୧୯ର ଏହା ସବୁଠାରୁ ବଡ ବ୍ଲକବଷ୍ଟର ଫିଲ୍ମ ବୋଲି କୁହାଯାଉଛି। ଏହି ଆକ୍ସନ ଡ୍ରାମା ଫିଲ୍ମ ‘ଓ୍ବାର’କୁ…

ପ୍ରଶାସନକୁ ବିରୋଧ କଲା ଗଣମାଧ୍ୟମ: ସମସ୍ତ ଖବର କାଗଜର ସୋମବାର ସଂସ୍କରଣର ମୁଖ୍ୟ ପୃଷ୍ଠା କଳାରଙ୍ଗରେ ହେଲା ଛପା

ମେଲବୋର୍ନ,୨୧।୧୦: ଅଷ୍ଟ୍ରେଲିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଦେଶର ସମସ୍ତ ଖବର କାଗଜର ସୋମବାର ସଂସ୍କରଣର ମୁଖ୍ୟ ପୃଷ୍ଠା କଳା ରଙ୍ଗରେ ଛପା ହୋଇଛି। ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କ ଘରେ ଚଢ଼ାଉ ଘଟଣାକୁ ବିରୋଧ କରି ସମସ୍ତ ଖବର କାଗଜ…

ହେଲ୍‌ମେଟ ନ ପିନ୍ଧି ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୧।୧୦: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି.ନାରାୟଣସ୍ବାମୀ ଓ ଲେପ୍ଟନାଣ୍ଟ ଗଭର୍ନର କିରଣ ବେଦୀଙ୍କ ମଧ୍ୟରେ ପୁଣିଥରେ ତୁତୁ ମେମେ ଆରମ୍ଭ ହୋଇଯାଇଛି। କିରଣ ବେଦୀ ନୂଆ ମୋଟର ଯାନ ନିୟମକୁ ନେଇ ଯେଉଁ ପୋଷ୍ଟ କରିଥିଲେ ତା’ର ଉତ୍ତରରେ ମୁଖ୍ୟମନ୍ତ୍ରୀ ନାରାୟଣସ୍ବାମୀ କହିଛନ୍ତି…

ଗେଲ, ମାଲିଙ୍ଗାଙ୍କୁ କେହି କିଣିଲେ ନାହିଁ

ଲଣ୍ଡନ,୨୧।୧୦- ଭିନ୍ନ କ୍ରିକେଟ ଲିଗ୍‌ ‘ଦ ହଣ୍ଡ୍ରେଡ୍‌’ ପାଇଁ ରବିବାର ଖେଳାଳି ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଫଗାନିସ୍ତାନ ଅଧିନାୟକ ରସିଦ ଖାଁଙ୍କୁ ପ୍ରଥମେ ଓ ଇଂଲଣ୍ଡ ଅଲରାଉଣ୍ଡର ଲୁକ ରାଇଟ୍‌ ଅନ୍ତିମ ଖେଳାଳି ଭାବେ ବିକ୍ରି ହୋଇଥିଲେ। କିନ୍ତୁ…

ଧ୍ୱଂସ ହେବ ଆତଙ୍କବାଦୀ ଶିବିର: ସତ୍ୟପାଲ ମଲିକ

ଜମ୍ମୁ,୨୧।୧୦: ପାକ୍‌ ଅଧିକୃତ କଶ୍ମୀର(ପିଓକେ)ରେ ଆତଙ୍କବାଦୀ ଶିବିରକୁ ଟାର୍ଗେଟ କରି ଭାରତୀୟ ସେନା ଯେଉଁ ତୋପ ବ୍ୟବହାର କରିଥିଲା ତାକୁ ନେଇ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଆତଙ୍କବାଦୀ ଶିବିରକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରାଯିବ।…

ଭାରତ ନିୟନ୍ତ୍ରଣରେ ରାଞ୍ଚି ଟେଷ୍ଟ

ରାଞ୍ଚି,୨୦।୧୦- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ସମ୍ପୂର୍ଣ୍ଣ ଭାରତୀୟ ଦଳର ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତୀୟ ଦଳର ୪୯୭ ରନ୍‌ର କରିଥିବାବେଳେ ଦକ୍ଷିଣ ଆଫ୍ରିକା ତା’ର ଅସମାପ୍ତ ସ୍କୋର ୯/୨ରୁ ବ୍ୟାଟିଂ ଆରମ୍ଭ କରି ୧୬୨…

ମତଦାନ ସାବ୍ୟସ୍ତ କଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୨୧।୧୦: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ସୋମବାର ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ମହାରାଷ୍ଟ୍ର ବିଧାନସଭାର ୨୮୮ଟି ଆସନ ପାଇଁ ଭୋଟିଂ ପ୍ରକ୍ରିୟା ଚାଲିଥିବାବେଳେ ସଚିନ ସ୍ତ୍ରୀ ଅଞ୍ଜଳି ଏବଂ ପୁଅ ଅର୍ଜୁନଙ୍କ ସହ ଭୋଟ ଦେବା ପାଇଁ ପହଞ୍ଚିଥିଲେ। ବାନ୍ଦ୍ରା ପୋଲିଂ…

ପାକିସ୍ତାନ ପଳାଇବାକୁ ଚେଷ୍ଟା କରୁଛନ୍ତି କମଲେଶଙ୍କ ହତ୍ୟାକାରୀ

ଲକ୍ଷ୍ନୌ,୨୧।୧୦: ହିନ୍ଦୁ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡର ୨ ମୁଖ୍ୟ ଅଭିଯୁକ୍ତ ଏବେବି ପୋଲିସ ଆଖିରେ ଧୂଳିଦେଇ ଫେରାର ଅଛନ୍ତି। ଶେଖ ଅଶଫାଖ ହୁସେନ ଓ ପଠାନ ମୋଇନୁଦ୍ଦିନ ଅହମ୍ମଦ ଏବେ ପାକିସ୍ତାନ ପଳାଇ ଯିବାକୁ ଚେଷ୍ଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri