Home Left

ବାଘଛାଲ ବିକ୍ରି କରୁଥିବା ବେଳେ ରେଡ୍‌ କଲା ବନବିଭାଗ, ୩…

ନବରଙ୍ଗପୁର,୨୩।୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ରେଞ୍ଜ ନୁନୁପାଣି ଗ୍ରାମ ନିକଟରେ କଲରାପତରିଆ ବାଘ ଛାଲର ଡିଲ ଚାଲିଥିଲା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗର ଏକ ସ୍ୱତନ୍ତ୍ର ଟିମ ଚଢ଼ାଉ କରିଛି । କଲରାପତରିଆ ବାଘ ଛାଲ…

ମା’ ଦୁଆରଶୁଣୀ ପାଣିପଞ୍ଚାୟତକୁ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୨୩ା୧(ଅଶେଷ ନାଥ ମିଶ୍ର): ରାଜ୍ୟସ୍ତରୀୟ ପାଣିପଞ୍ଚାୟତ ପକ୍ଷ ପାଳନ ୨୦୨୬ ଅବସରରେ ରାଜ୍ୟ ଜଳସମ୍ପଦ ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ଠାରେ ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ବିଭାଗର ୨୧ ନଂ. ପାଣି ପଞ୍ଚାୟତ ମା’…

WHOରୁ ଓହରିଲା ଆମେରିକା, ଜେନେଭା ମୁଖ୍ୟାଳୟରୁ ବାହାରକଲା ପତାକା

ନୂଆଦିଲ୍ଲୀ,୨୩ା୧: ଆମେରିକା ଏକ ବଡ଼ ପଦକ୍ଷେପ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ରୁ ସଦସ୍ୟତା ସମାପ୍ତ କରିଛି। ଆମେରିକାର ସ୍ୱାସ୍ଥ୍ୟ ଏବଂ ମାନବ ସେବା ବିଭାଗ (HHS) ଏବଂ ବିଦେଶ ବିଭାଗ ମିଳିତ ଭାବରେ ଏହି ଆନୁଷ୍ଠାନିକ ଘୋଷଣା କରିଛନ୍ତି।…

ଏଇ ଭାରତରେ

ତାମିଲନାଡୁ ତ୍ରିଚିର ପରିବେଶବିତ୍‌ ସୁସ୍କିତା କ୍ରିଷ୍ଣନ୍‌ ପାଣିରେ ଶୀଘ୍ର ବଢ଼ୁଥିବା ଆୟସିନ୍ଥ ଦଳ (ସ୍ଥାନୀୟ ଅଞ୍ଚଳରେ କୁହାଯାଏ ନାଗଦଳ)କୁ ସଂଗ୍ରହ କରି ସେଥିରୁ ସେ କାଗଜ ତିଆରି କରିପାରୁଛନ୍ତି। ଦଳକୁ ସଂଗ୍ରହ କରାଯାଇ ସେଥିରୁ ବହଳିଆ ରସ ପ୍ରସ୍ତୁତ ହେବାପରେ କଗଜ…

ଇନ୍ଦୋରରେ ପୁଣି ଜଳ ପ୍ରଦୂଷଣ ଆତଙ୍କ: ଦୂଷିତ ପାଣି ପିଇ ୨୨ ଅସୁସ୍ଥ, ପୂର୍ବରୁ ମରିଥିଲେ ୨୫

ନୂଆଦିଲ୍ଲୀ,୨୩ା୧: ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜଳ ପ୍ରଦୂଷଣ ଜନିତ ସମସ୍ୟା ଥମିବାର ନାମ ନେଉନାହିଁ। କିଛି ସପ୍ତାହ ପୂର୍ବରୁ ଦୂଷିତ ଜଳ ପିଇ ୧୫ ଜଣଙ୍କ ମୃତ୍ୟୁ ଘଟଣାର ଶୋକ ନ ଲିଭୁଣୁ ଏବେ ପୁଣି ଏକ ନୂଆ ମାମଲା ସାମ୍ନାକୁ…

ସାମ୍ପ୍ରଦାୟିକତା ଉପରେ ନେତାଜୀଙ୍କ ଦୃଷ୍ଟିକୋଣ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୀବନୀ ଭାରତୀୟ ସ୍ବାଧୀନତା ସଂଗ୍ରାମର ସବୁଠାରୁ ପ୍ରେରଣାଦାୟକ କାହାଣୀ ମଧ୍ୟରୁ ଗୋଟିଏ। ସମୟ ଏବଂ ଅଭିଜ୍ଞତା ସହିତ ତାଙ୍କର ବ୍ୟକ୍ତିତ୍ୱ ଧୀରେ ଧୀରେ ପରିପକ୍ୱ ହେଲା ଏବଂ ସେ ଜାତୀୟତାକୁ ଆକାର ଦେବାରେ ଜଣେ ନେତା…

ବାଂଲାଦେଶରେ ହିଂସା

ବାଂଲାଦେଶ ଭାରତର କେବଳ ଏକ ପଡ଼ୋଶୀ ଦେଶ ନୁହେଁ , ଏହା ପରସ୍ପରର ଭାଷା, ଇତିହାସ, ସଂସ୍କୃତି ଓ ସେ ଦେଶର ମୁକ୍ତି ସଂଗ୍ରାମରେ ଗଠିତ ଏକ ନିବିଡ଼ ସମ୍ପର୍କ। ଯଦିଓ ୧୯୭୧ ମସିହାରେ ସ୍ବାଧୀନ ବାଂଲାଦେଶ ଧର୍ମ ନିରପେକ୍ଷତା ଓ…

କ୍ଷୁଧା ଚିନ୍ତା

ବିଶ୍ୱରେ ଏବେ ୮ ବିଲିୟନ (୮୦୦ କୋଟି) ଲୋକଙ୍କୁ ଖାଦ୍ୟ ଦେବା ପାଇଁ ସଂଘର୍ଷ କରିବାକୁ ପଡ଼ୁଥିବାବେଳେ ୨୦୫୦ ସୁଦ୍ଧା ୧୦ ବିଲିିୟନ (୧,୦୦୦ କୋଟି) ଲୋକଙ୍କୁ ଆମେ କିଭଳି ଖାଦ୍ୟ ଯୋଗାଇ ପାରିବା? ବଢ଼ୁଥିବା ଜନସଂଖ୍ୟାର ପୌଷ୍ଟିକ ଆବଶ୍ୟକତା ପୂରଣ…

ମଞ୍ଚ ଉପରେ କାନ୍ଦିଲେ ଉପମୁଖ୍ୟମନ୍ତ୍ରୀ, ଲୁହ ପୋଛି କହିଲେ..

ନୂଆଦିଲ୍ଲୀ, ୨୩|୧ : ଉତ୍ତରପ୍ରଦେଶର ମେରଠ ଜିଲ୍ଲାରେ ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକଙ୍କ ଭାବପ୍ରବଣ ହେବାର ଏକ ଘଟଣା ସାମ୍ନାକୁ ଆସିଛି। ପ୍ରକୃତରେ, ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ ଗୁରୁବାର ମେରଠ ଗସ୍ତରେ ଥିଲେ। ଏଠାରେ ସେ ଏକ କବିତା ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ।…

ସିଙ୍ଗାରି ଘାଟି ରାସ୍ତା ମରଣଯନ୍ତା: ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଲାଞ୍ଜିଗଡ଼ ବିଧାୟକ

ଥୁଆମୂଳ ରାମପୁର,୨୩ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଜୀବନରେଖା କୁହାଯାଉଥିବା ସିଙ୍ଗାରି ଘାଟି ରାସ୍ତାର ଅବସ୍ଥା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। କଲମପୁର ଛକଠାରୁ ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାଟି ଏବେ ମରଣଯନ୍ତା ପାଲଟିଥିବାରୁ…

ସର୍ତ୍ତାବଳୀ ସହ ବର୍ଦ୍ଧିତ ବାର୍ଦ୍ଧକ୍ୟ ଭତ୍ତା, ସରକାର ଆମକୁ ଭୁଆଁ…

ଗୁଣପୁର, ୨୩ା୧(ସଂକେତ ପାତ୍ର ) : ଗତବର୍ଷ ଜାନୁଆରୀ ମାସ ୧୫ତାରିଖରେ ନିର୍ବାଚନ ପ୍ରଶାର ଓ ପ୍ରଚାର ସମୟରେ ଭାରତୀୟ ଜନତା ପାର୍ଟି ମଧୁବାବୁ ଭତ୍ତା ଟଙ୍କା ୧୦୦୦ ରୁ ୩୫୦୦ ଟଙ୍କାକୁ ବଢ଼ାଇବା ପାଇଁ ପ୍ରତିଶ୍ରୁତି ମିଳିଥିଲା । ନିର୍ବାଚନ…

ରେଙ୍ଗାଲି ନଦୀବନ୍ଧ ବାସଚ୍ୟୁତ ପରିବାରଙ୍କ ସମସ୍ୟା ସମାଧାନ ନେଇ ରାଜସ୍ବ ମନ୍ତ୍ରୀଙ୍କ ସହ ଆଲୋଚନା

ଦେବଗଡ଼,୨୩ା୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ଼ ପାଲଲହଡ଼ା କମିଟିର ଦେବଗଡ଼ ଜୋନ୍‌ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଦେବଗଡ଼ ସହରର ଯୁବନେତା ଦୟାଶଙ୍କର ଦ୍ୱିବେଦୀ ଓ କମିଟିର ସମ୍ପାଦକ ତଥା ଆଇନଜୀବୀ ଚୌଧୁରୀ ବେହେରା ଦେବଗଡ଼ ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?