Home Left

ବଢିଲା ରାମ ଜନ୍ମଭୂମି ନ୍ୟାସର ମୁଖ୍ୟଙ୍କ ସୁରକ୍ଷା

ନୂଆଦିଲ୍ଲୀ,୧୦।୧: ରାମ ଜନ୍ମଭୂମି ନ୍ୟାସର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଥିବା ଜଣାପଡିିଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତାଙ୍କର ଓ୍ବାଇ ପ୍ଲସ ସୁରକ୍ଷାକୁ ବୃଦ୍ଧି କରାଯାଇ ଜେଡ୍‌ ସୁରକ୍ଷା ଯୋଗାଇ ଦିଆଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ,…

ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ ହେଲେ ସେ ଦାରୁଠେଙ୍ଗ ଏବଂ ଜଟଣୀର ୨୭ଟି ଗ୍ରାମର ବାସିନ୍ଦାଙ୍କ ସହ ନବୀନ ନିବାସ…

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ…

କଫସିରପ ମାଷ୍ଟରମାଇଣ୍ଡ ସାନ ନେଗୀ, ଦୁଇ ସହଯୋଗୀ କୋର୍ଟ ଚାଲାଣ

ବଲାଙ୍ଗୀର ଅଫିସ, ୧୦।୧- କଫସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଏବଂ ଫାରୁକ ଖାନଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏହି ତିନି ଅଭିଯୁକ୍ତଙ୍କୁ ପୋଲିସ ଭୁବନେଶ୍ବରଠାରୁ ଗିରଫ…

୫୦୦ ହଜାର ଡଲାର ଦାନ କଲେ ଲୁଇସ ହାମିଲଟନ

ଲଣ୍ଡନ,୧୦।୧- ଅଷ୍ଟ୍ରେଲିଆର ଦକ୍ଷିଣାଞ୍ଚଳ ଜଙ୍ଗଲରେ ଲାଗିଥିବା ନିଆଁ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଭରଣା କରିବା ପାଇଁ ଆଗେଇ ଆସିଛନ୍ତି ୬ ଥର ଫର୍ମୁଲା ଓ୍ବାନ୍‌ ବିଶ୍ୱ ଚାମ୍ପିୟନ ଲୁଇସ ହାମିଲଟନ। ସେ ଶୁକ୍ରବାର ୫୦୦ ହଜାର ଡଲାର ଅର୍ଥାତ ୩.୫ କୋଟିରୁ…

ଗଦାପୁର ସ୍ବାସ୍ଥ୍ୟକର୍ମୀଙ୍କ ନାମରେ ଜିଲାପାଳଙ୍କୁ ଅଭିଯୋଗ: ଏଡିଏମ୍‌, ଇନ୍‌ଚାର୍ଜଙ୍କ ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ କଳ୍ପନା ଘଡ଼େଇ ସ୍ଥାନୀୟ ଆଶାକର୍ମୀଙ୍କୁ ଖରାପ ବ୍ୟବହାର କରିବା ସହ ସ୍ଥାନୀୟ ସରପଞ୍ଚଙ୍କ ପରାମର୍ଶକୁ ବେଖାତିର କରୁଥିବା ନେଇ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି ।…

ଟୋକନ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ପ୍ରତିବାଦ

କଲମପୁର,୧୦।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକରେ ଧାନ କିଣାରେ ଅବ୍ୟବସ୍ଥା ନେଇ ଚାଷୀଙ୍କ ଆନ୍ଦୋଳନ ବୃଦ୍ଧି ପାଇବାରେ ଲାଗିଛି । ଟୋକନ ଦାବିରେ ଶୁକ୍ରବାର ସକାଳୁ ଚାଷୀ ଏକତ୍ରିତ ହୋଇ କଲମପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି । ଆନ୍ଦୋଳନସ୍ଥଳରେ…

ଓଏଏସ୍‌ ପରୀକ୍ଷାରେ ତପସ୍ବିନୀଙ୍କ କୃତିତ୍ୱ: ଦୃଢ଼ ଇଚ୍ଛାଶକ୍ତି ସଫଳତା ଦେଇଛି

ବାଲିଆ, ୧୦।୧: ମାତ୍ର ୭ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇବା ପରେ ବି ନିଜ ସ୍ବପ୍ନ ପୂରଣ କରିବାକୁ ଅନବରତ ଚେଷ୍ଟା ଚଳାଇଥିଲେ ବିରିଡ଼ି ବ୍ଲକ ୨୨ ମୌଜା ଚାଷୀଖଣ୍ଡ ଗ୍ରାମର ଅରୁଣ କୁମାର ଦାସ ଓ କୃଷ୍ଣପ୍ରିୟା ମହାନ୍ତିଙ୍କ ଏକମାତ୍ର ଝିଅ…

ନୌକାଯାତ୍ରା କଲେ ପ୍ରିୟଙ୍କା

ବାରାଣସୀ,୧୦।୧: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶର ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ବାରାଣସୀକୁ ଦିନିକିଆ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ବାରାଣସୀର ରାଜଘାଟ ସ୍ଥିତ ରବିଦାସ ମନ୍ଦିରରେ ପ୍ରିୟଙ୍କା ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ପଞ୍ଚଗଙ୍ଗା…

ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜନସଂଖ୍ୟା ନିୟନ୍ତ୍ରଣ ଆଇନକୁ ନେଇ ଭାଜପା ନେତା ତଥା ଆଇନଜୀବି ଅଶ୍ୱିନୀ କୁମାର ଉପାଧ୍ୟାୟ କରିଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟରେ ଭାଜପା ନେତା ଅଶ୍ୱିନୀ କୁମାର ଜନସଂଖ୍ୟା…

୪୨ ବର୍ଷ ଧରି ବନ୍ଦ ରହିଥିଲା ଏହି ରେଲ୍‌ଓ୍ବେ ଷ୍ଟେଶନ, ଜାଣନ୍ତୁ କାରଣ

ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍‌କୋଦର। ୧୯୬୦…

ଡାଟା ଏଣ୍ଟ୍ରି ଅପରେଟର ଲାଞ୍ଚ ନେବା ଘଟଣା: ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌

ଭଦ୍ରକ ଅଫିସ,୧୦।୧: ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟା ଏଣ୍ଟ୍ରି ଅପରେଟର ଧରାପଡ଼ିବା ଘଟଣାରେ ଶୁକ୍ରବାର ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ (୧)ର ନିର୍ବାହୀଯନ୍ତ୍ରୀଙ୍କ ଆବାସିକ କାର୍ଯ୍ୟାଳୟ ସିଲ୍‌ କରାଯାଇଛି। ଲାଞ୍ଚ କାରବାରରେ ଗ୍ରାମ୍ୟ ଉନୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?