Home Left

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ ଅନ୍ଧାରରେ ରଖି ଏପରି କରାଯାଇଛି। ଏ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପରିଚାଳନା କମିଟି…

ଉମେଶଙ୍କୁ ପରିହାସ କଲେ ଜାଡେଜା

ପୁଣେ,୧୦।୧- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ଉମେଶ ଯାଦବଙ୍କୁ ପରିହାସ କରିଛନ୍ତି ସାଥୀ ଖେଳାଳି ରବୀନ୍ଦ୍ର ଜାଡେଜା। ୩୨ ବର୍ଷୀୟ ପେସର ନିକଟରେ ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଅପଲୋଡ୍‌ କରିଛନ୍ତି। ସେଥିରେ ସେ ଭାରୋତ୍ତୋଳନ କରୁଛନ୍ତି। ଏହାର କ୍ୟାପଶନରେ ଲେଖିଛନ୍ତି, ତୁମେ…

ଯୁବକଙ୍କୁ ନିର୍ମମ ଭାବେ ମାଡ଼ମାରି ୩ ପୋଲିସ ନିଲମ୍ବିତ

ଦେବରିଆ,୧୦।୧: ଉତ୍ତରପ୍ରଦେଶର ଦେବରିଆ ଜିଲାରେ ପୋଲିସର ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଚୋରି ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଥାନାରେ ନିସ୍ତୁକ ମାଡ଼ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ…

ବିଶ୍ୱର ଶକ୍ତିଶାଳୀ ପାସ୍‌ପୋର୍ଟ ତାଲିକା: ୮୪ ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୧୦।୧: ବିଦେଶ ଯାତ୍ରା ପାଇଁ ଆବଶ୍ୟକ ପାସପୋର୍ଟକୁ ନେଇ ବିଭିନ୍ନ ସମୟରେ ଏହାର ର଼୍ୟାଙ୍କ କରୁଥିବା ହେନଲେ ପାସପୋର୍ଟ ଇଣ୍ଡେକ୍ସ ନିକଟରେ ଏକ ତାଲିକା ପ୍ରକାଶ କରିଛି। ଏଥିରେ ବିଶ୍ୱର ଶକ୍ତିଶାଳୀ ପାର୍ସପୋର୍ଟ ତାଲିକାରେ ଜାପାନ ଲଗାତାର ତୃତୀୟ ବର୍ଷ ୧୯୧…

କ୍ରିକେଟରଙ୍କୁ ଘରକୁ ଫେରିବାକୁ ମନା କଲେ ଉପସ୍ଥାପିକା ପତ୍ନୀ

ବ୍ରିସବେନ,୧୦।୧- ଚଳିତ ବିଗ୍‌ ବାସ ଲିଗ୍‌ର ୨୯ ମ୍ୟାଚ୍‌ରେ ବ୍ରିସବେନ ହିଟ୍‌ ୫ ଉଇକେଟରେ ହାବର୍ଟ ହରିକେନ୍ସକୁ ହରାଇ ଦେଇଛି। ମ୍ୟାଚ୍‌ରେ ୧ ଉଇକେଟ ନେବା ସହ ଗୁରୁତ୍ୱପୂର୍ଣ୍ଣ ୪୩ ରନ୍‌ର ଅପରାଜିତ ଇନିଂସ ଖେଳିଥିବା ବେନ କଟିଂଙ୍କୁ ମ୍ୟାନ୍‌ ଅଫ୍‌…

ଗରିବ ଲୋକଙ୍କ ବିଦ୍ୟୁତ୍‌ କାଟିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ବିଦ୍ୟୁତ୍‌ କାଟ୍‌ ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଛି। ଗରିବ ଲୋକଙ୍କ ଲାଇନ୍‌ କାଟିଲେ କଂଗ୍ରେସ ଆନ୍ଦୋଳନ କରିବ। କାହାରିକୁ ଗାଁକୁ ପୂରାଇ ଦିଆଯିବ ନାହିଁ। ମୁଣ୍ଡ ଉପରେ ପିଲାଙ୍କ ପରୀକ୍ଷା ଥିବାରୁ ଏହି ନିଷ୍ପତ୍ତି…

ଦେୱାନ ମହମ୍ମଦଙ୍କ ନାମାନୁଯାୟୀ ମହମ୍ମଦିଆ ବଜାର

କଟକ ଅଫିସ,୧୦ା୧: ପ୍ରାଚୀନ ସହର କଟକ। ଏହି ସହରର ପ୍ରତ୍ୟେକ ଗଳିକନ୍ଦିରେ ଲୁଚି ରହିଛି ସାହିତ୍ୟ, ସଂସ୍କୃତି, ଐତିହ୍ୟର ଅଲିଭା ଛିଟା। ବାଉନ ବଜାର ତେପନ ଗଳିର ଏହି ସହରର ପ୍ରତ୍ୟେକ ସାହିବସ୍ତିର ନାଁ ପଛରେ ଲୁଚି ରହିଛି ଚମତ୍କାର କାହାଣୀ।…

ବଲାଣି ସେଲ୍‌ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା

ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ କାମ କରୁଥିବାବେଳେ ଚାପି ହୋଇ ଜଣେ ଠିକା ଶ୍ରମିକଙ୍କ ହାତର ୩ଟି ଆଙ୍ଗୁଠି…

ରାଜଧାନୀରେ ଅସହାୟ ରୋଗୀଙ୍କ ହୀନସ୍ତା: ପରିସ୍ରାନଳୀ ଧରି ୩ ବର୍ଷ ହସ୍ପିଟାଲ ବାହାରେ ବ୍ରଜବନ୍ଧୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ‘ମୋ ସରକାର’ରେ ସାମିଲ ହୋଇଛି ସ୍ବାସ୍ଥ୍ୟ ବିଭାଗ। ଚିକିତ୍ସା କ୍ଷେତ୍ରରେ ଅବହେଳା ଅଭିଯୋଗ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ସରକାର। ହେଲେ ଅସହାୟ ଓ ଗରିବଙ୍କ ପାଇଁ ଅଭିଯୋଗ କରିବ କିଏ? ଏ ପରିସ୍ଥିତିରେ ଜଣେ ଅସହାୟ ବୃଦ୍ଧ ୩ବର୍ଷ…

ଟ୍ରାଫିକ ଡ୍ୟୁଟିବେଳେ ଫୋନ୍‌ରେ ଗପିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଅନେକ ସମୟରେ ଟ୍ରାଫିକ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀ ମୋବାଇଲ୍‌ ଫୋନ୍‌ରେ ଗପୁଥିବା ନଜିର ରହିଛି। ଏଭଳି ଅବହେଳାକୁ ନେଇ ବାରମ୍ବାର ଅଭିଯୋଗ ମଧ୍ୟ ଉଠିଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏହାକୁ ଗୁରୁତର ସହିତ ଗ୍ରହଣ କରିବା ସହ…

ରୁପାଲି ରୁପ୍ରାଞ୍ଜିତା ମୃତ୍ୟୁ ରହସ୍ୟ: ହଷ୍ଟେଲରୁ ଚିଠି ଜବତ କଲା ପୋଲିସ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ସାଲିଆସାହି ନିକଟ ସରକାରୀ ପଲିଟେକ୍‌ନିକ କଲେଜ ହଷ୍ଟେଲରେ ବୁଧବାର ଛାତ୍ରୀ ରୁପାଲି ରୁପ୍ରାଞ୍ଜିତା ଦାସ(୧୮) ଆତ୍ମହତ୍ୟା କରିଥିଲେ। ପୋଲିସ ଆତ୍ମହତ୍ୟାର ରହସ୍ୟ ଖୋଜୁଥିବାବେଳେ ଗୁରୁବାର ହଷ୍ଟେଲରୁ ଏକ ହାତଲେଖା ଚିଠି ଜବତ କରିଛି। ‘ବାପା, ମାଆ ଆଇ…

ମରାମତି ପାଇଁ ୨ ଟ୍ରେନ ବାତିଲ୍‌

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ପୂର୍ବତଟ ରେଳପଥର ଓ୍ବାଲ୍‌ଟିୟର ଡିଭିଜନ୍‌ରେ ମରାମତି କାର୍ଯ୍ୟ ପାଇଁ ୨ଟି ପାସେଞ୍ଜର ଟ୍ରେନକୁ ବାତିଲ୍‌ କରାଯାଇଛି। ସମ୍ବଲପୁର-କୋରାପୁଟ-ସମ୍ବଲପୁର ୧୦ ଜାନୁୟାରୀରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଉଭୟ ଦିଗରୁ ବାତିଲ୍‌ ରହିବ। ସେହିଭଳି ରାୟପୁର-ବିଶାଖାପାଟଣା-ରାୟପୁର ୧୦ ଜାନୁୟାରୀରୁ ୧ ଏପ୍ରିଲ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?