ଗୋଲାପ ପାଖୁଡାରେ ରହିଛି ରୋଗସହ ଲଢିବାର କ୍ଷମତା
ଗୋଲାପ ଫୁଲକୁ ପ୍ରେମର ପ୍ରତିକ ଭାବେ ବିବେଚନା କରାଯାଏ। ଏହା ଦେଖିବାକୁ ଏତେ ମନଲୋଭା ଯେ, ଯେ କେହି ଏହାକୁ ଦେଖିଲେ ମନର ବିଷାଦ ଦୂର ହୋଇଥାଏ। ହେଲେ ଏଥିରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ହୁଏତ ଅନେକଙ୍କୁ ଜଣା ନଥିବ।…
ଦୂତୀ ଭୋଗ୍ ଇଣ୍ଡିଆ ସ୍ପୋର୍ଟ୍ସପର୍ଶନ ଅଫ୍ ଦି ଇୟର
ଭୁବନେଶ୍ୱର, ୨୧।୧୦(କ୍ରୀଡ଼ା ପ୍ରତିନିଧି)- ଭୋଗ୍ ଇଣ୍ଡିଆ ମାଗାଜିନ ପକ୍ଷରୁ ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦଙ୍କୁ ସ୍ପୋର୍ଟ୍ସ ପର୍ଶନ ଅଫ୍ ଦି ଇୟର ପୁରସ୍କାର ପ୍ରଦାନ କରାଯାଇଛି। ବମ୍ବେଠାରେ ଶନିବାର ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ବିଭିନ୍ନ ବିଭାଗରେ ଶ୍ରେଷ୍ଠତ୍ୱ ପାଇଁ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି …
ଲେମ୍ବୁ,ଭିଟାମିନ ‘ସି’ରେ ଭରପୂର। ନିୟମିତ ଲେମ୍ବୁ ଖାଇଲେ ଏହା ବହୁ ରୋଗରୁ ଦୂରେଇ ରଖେ। ସକାଳେ ଗୋଟିଏ ଗ୍ଲାସ ଉଷୁମ ପାଣିରେ ଲେମ୍ବୁରସ ମହୁ ମିଶାଇ ପିଇଲେ କୋଷ୍ଠକାଠିନ୍ୟ ଦୂର ହେବା ସହ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ…
ମହିଳାଙ୍କ ପାଇଁ ଲାଭଦାୟକ ଅଖ୍ରୋଟ
ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୁହାଯାଉଥିବା ଅଖ୍ରୋଟ ସ୍ତନ କର୍କଟ ବୃଦ୍ଧିକୁ ରୋକିବାରେ ଏବଂ ସେଥିରୁ ରକ୍ଷା ପାଇବାରେ ବିଶେଷ ସାହାଯ୍ୟ କରିଥାଏ। ‘ନ୍ୟୁଟ୍ରିସନ୍ ରିସର୍ଚ୍ଚ’ ପତ୍ରିକାରେ ପ୍ରକାଶିତ ଏକ ଗବେଷଣାରେ ଏହା ଦାବି କରାଯାଇଛି। ଗବେଷଣାରୁ ଜଣାପଡ଼ିଛି, ଯଦି କୌଣସି ମାମଲାରେ…
ଶ୍ରଦ୍ଧାଳୁଙ୍କଠାରୁ ୧୪୦୦ ଟଙ୍କା ସେବା ଶୁଳ୍କ ଆଦାୟ ପାଇଁ ଅଡି ବସିଲା ପାକିସ୍ତାନ
ଇସଲାମାବାଦ,୨୦।୧୦: ଶିଖଧର୍ମକ୍ଷେତ୍ର କର୍ତ୍ତାରପୁର ସାହିବକୁ ଦର୍ଶନ କରିବା ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ପାକିସ୍ତାନ ୧୪୦୦ଟଙ୍କା ସେବା ଶୁଳ୍କ ଆଦାୟ କରିବ ବୋଲି ଜଣାପଡିଛି। ଭକ୍ତଙ୍କ ହିତରେ ଭାରତ ଏହି ପ୍ରସ୍ତାବ ପ୍ରତି ଅନାଗ୍ରହ ପ୍ରକାଶ କରିଛି। ରବିବାର ଅନଲାଇନ ରେଜିଷ୍ଟ୍ରେଶନ ଆରମ୍ଭ…
ଟାଇଟଲ ବଜାୟ ଲକ୍ଷ୍ୟରେ ବେଙ୍ଗାଲୁରୁ ଏଫ୍ସି
ବେଙ୍ଗାଲୁରୁ, ୨୦ା୧୦ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍ (ଆଇଏସଏଲ)ରେ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫ୍ସି ଏହାର ପ୍ରଥମ ମ୍ୟାଚ ସୋମବାର ନର୍ଥଇଷ୍ଟ ୟୁନାଇଟେଡ୍ ବିପକ୍ଷରେ ଖେଳିବ। ଭାରତର ଘରୋଇ ଫୁଟ୍ବଲ ଇତିହାସରେ ସ୍ଥିର ପ୍ରଦର୍ଶନ କରିଆସୁଥିବା ଏହି ଦଳରେ ଅଧିନାୟକ ସୁନୀଲ…
ମାର୍କ୍ୱେଜଙ୍କୁ ସିଜନର ୧୦ମ ଟାଇଟଲ
ମୋଟେଗି (ଜାପାନ), ୨୦ା୧୦ (ପି.ଟି.)-ରେପସୋଲ ହୋଣ୍ଡା ଟିମ୍ର ବିଶ୍ୱ ଚାମ୍ପିୟନ ମାର୍କ ମାର୍କ୍ୱେଜ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ଜାପାନର ଟ୍ବିନ ରିଙ୍ଗ୍ ମୋଟେଗିଠାରେ ଅନୁଷ୍ଠିତ ମୋତୁଲ ଗ୍ରାଁ ପ୍ରିରେ ସେ ଚଳିତ ସିଜନରେ ତାଙ୍କର ୧୦ମ ଟାଇଟଲ ହାସଲ…
ଭୁଶୁଡିଲା କୋଠା:୨ ମୃତ, ଅନେକ ଆହତ
ଅହମ୍ମଦାବାଦ୍,୨୦।୧୦: ଗୁଜରାଟର ଭଦୋଦରାରେ ଏକ ନିର୍ମାଣାଧୀନ କୋଠା ଭୁଶୁଡି ପଡିଛି। ଫଳରେ ୨ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଏବେ ବି କୋଠା ତଳେ ଅନେକ…
ଦୀପିକାଙ୍କଠାରୁ ଟାଇମ୍ ମ୍ୟାନେଜ୍ମେଣ୍ଟ ଶିଖୁଛନ୍ତି ରଣବୀର୍
ଅଭିନେତା ରଣବୀର ସିଂ ଏବଂ ଦୀପିକା ପାଦୁକୋନ୍ ବଲିଉଡ୍ର ସବୁଠୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ୍ ଆକ୍ଟିଭ୍। ନିଜ ସାଂସାରିକ ଜଞ୍ଜାଳରେ ଯେତେ ବ୍ୟସ୍ତ ରହିଲେ ମଧ୍ୟ ଉଭୟ ପରସ୍ପର ପାଇଁ ସମୟ ବାହାର…
ନିର୍ବାଚନ ପୂର୍ବରୁ ହୁଏ ସର୍ଜିକାଲ ଷ୍ଟ୍ରାଇକ୍: କଂଗ୍ରେସ
ନୂଆଦିଲ୍ଲୀ,୨୦।୧୦: ଜମ୍ମୁ କଶ୍ମୀର ଟଙ୍ଗଧାର ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଭାରତ କଡା ଜବାବ ଦେଇଛି। ଭାରତୀୟ ସେନା ପାକ ଅଧିକୃତ କଶ୍ମୀର(ପିଓକେ) ଉପରେ ଆକ୍ରମଣ କରି ୩ଟି ଆତଙ୍କବାଦୀ କ୍ୟାମ୍ପକୁ ଉଡାଇ ଦେଇଛି। ଏଥିରେ ପାକିସ୍ତାନର ୬…
ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’
ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ ଏବଂ ୩ ପୁଅ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନଠାରେ ଭେଟି ୩୦ ମିନିଟ ଧରି ଆଲୋଚନା…
କେଉଁଦିନ ପାଳନ କରାଯାଏ ଛୋଟ ଦୀପାବଳି
ଦୀପାବଳି ପାଳନର ମହତ୍ୱ ଯେପରି ରହିଛି ଠିକ୍ ସେହିପରି ଏହା ପୂର୍ବଦିନର ପର୍ବ ଗୁଡିକର ମହତ୍ୱ ମଧ୍ୟ ରହିଛି। ଯେମିତି ଧନତେରାସ୍ ସେମିତି ଛୋଟ ଦୀପାବଳି। ଏହାକୁ ନରକ ଚତୁର୍ଦ୍ଦଶି ଭାବରେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ଅର୍ଥାତ୍ କାର୍ତ୍ତିକ…
Archives


