Home Left

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି ଆମେରିକା, ମାଲଡିଭିସ, ନରଓ୍ବେ, ଆର୍ଜେଣ୍ଟିନା, ନାଇଜର, ଟୋଗୋ, ଭିଏତ୍‌ନାମ, ବାଂଲାଦେଶ, ସାଉଥ୍‌ କୋରିଆ, ପେରୁ…

ଲାଞ୍ଚ ନେଇ ଧରାପଡ଼ିଲେ ଡାଟାଏଣ୍ଟ୍ରି ଅପରେଟର

ଭଦ୍ରକ ଅଫିସ,୯।୧: ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟାଏଣ୍ଟ୍ରି ଅପରେଟର ପ୍ରିୟବ୍ରତ ପଣ୍ଡା ଜଣେ ଠିକାଦାରଙ୍କଠାରୁ ନିଜ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଚଢ଼େୟା ଗ୍ରାମର ଦିଗାମ୍ବର ଦାସଙ୍କ ୮ ଲକ୍ଷ ୨୦ ହଜାର ଟଙ୍କାର ବିଲ୍‌…

ଘରଭଡ଼ାରୁ ମୁକ୍ତି ପାଇଁ ଯୁବତୀ ନେଲେ ଏମିତି ପଦକ୍ଷେପ

ଏଡିନ୍‌ବର୍ଗ: ଘରଭଡ଼ା ଦେଇ ଜଣେ ୨୫ ବର୍ଷୀୟା ଯୁବତୀ ଏତେ ବିରକ୍ତି ହୋଇଯାଇଥିଲେ ଯେ, ଶେଷରେ ୩୫ ବର୍ଷର ଏକ ପୁରୁଣା ଭ୍ୟାନ କିଣି ନିଜର ଘର କରିଦେଇଛନ୍ତି। ସ୍କଟ୍‌ଲାଣ୍ଡ୍‌ର ପେସ୍ଲେ ସହରରେ ରହୁଥିବା କ୍ୟାଟ୍‌ଲିନ୍‌ ମନେ ୩ ହଜାର ପାଉଣ୍ଡ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୯୦ ହଜାର ଜୀବଜନ୍ତୁଙ୍କ ଜୀବନ ବଞ୍ଚାଇଲେଣି ଗୋଟିଏ ପରିବାର

କାନବେରା,୯।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ନିଆଁ ଲାଗିବା ଫଳରେ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲି ଯାଇଛି। ଦୀର୍ଘ ୪ ମାସ ହେବ ଜଙ୍ଗଲରେ ଲାଗିଥିବା ଏହି ନିଆଁ ଏବେ ଚରମସୀମାରେ ପହଞ୍ଚିଛି। ଫଳରେ ଜଙ୍ଗଲରେ ଥିବା ପାଖାପାଖି ୫୦ କୋଟି ଜୀବଜନ୍ତ…

ସମ୍ପର୍କ ଯୋଡ଼ିବାର ମାଧ୍ୟମ

୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନକୁ ପ୍ରବାସୀ ଭାରତୀୟ ଦିବସ ଭାବେ ପାଳନ କରାଯାଉଛି। ୨୦୦୩ରୁ ଏହି ଦିବସ…

କଳାହାଣ୍ଡି ଜିଲାପାଳ, ଏସ୍‌ପିଙ୍କୁ ହାଇକୋର୍ଟଙ୍କ ଆଦେଶ: ଛତର ଯାତ୍ରାରେ ବଳି ବନ୍ଦ ପାଇଁ ପଦକ୍ଷେପ ନିଅ

କଟକ ଅଫିସ, ୯ା୧: କଳାହାଣ୍ଡି ଜିଲାର ପ୍ରସିଦ୍ଧ ଛତର ଯାତ୍ରାରେ ବଳି ବନ୍ଦ ପାଇଁ ଜିଲାପାଳ, ଏସ୍‌ପି ପଦକ୍ଷେପ ନେବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ଏଥିପାଇଁ ହାଇକୋର୍ଟଙ୍କ ପକ୍ଷରୁ କେତେକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ…

ମହାଦେଇଯୋଡ଼ା ରାଣୀ ଜମି ହଡ଼ପ ଉଦ୍ୟମ: ଜବରଦଖଲ ଉଚ୍ଛେଦ କଲେ ଗ୍ରାମବାସୀ

ରାଇସୁଆଁ,୯।୧(ଡି.ଏନ୍‌.ଏ.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ମହାଦେଇଯୋଡ଼ା ଗ୍ରାମରେ ପୂର୍ବ ପୁରୁଷରୁ ଥିବା ୩ଶହ ଏକର ରାଣୀ ଜମିକୁ ଗ୍ରାମର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଏବଂ ବାହାରର କିଛି ବ୍ୟକ୍ତି ମିଶି ହଡ଼ପ ଉଦ୍ୟମ କରୁଥିବାବେଳେ ବିବାଦୀୟ ପରିସ୍ଥିତି…

ପୁରୀ ବନ୍ୟପ୍ରାଣୀ ଡିଭିଜନରେ ପକ୍ଷୀ ଗଣନା: ୭୦ ପ୍ରଜାତିର ୧ଲକ୍ଷ ୨ ହଜାର ପକ୍ଷୀ

ପୁରୀ ଅଫିସ, ୯ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ବୁଧବାର ପକ୍ଷୀ ଗଣନା କରାଯାଇଛି। ୨୩ଟି ଟିମ୍‌ ଡିଭିଜନ ଅଧୀନ ୫ଟି ରେଞ୍ଜରେ ଏହି ଗଣନା କରିଛନ୍ତି। ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଏହି ଗଣନା କରାଯାଇଛି। ଟିମ୍‌ ସଦସ୍ୟ…

୩ ଦିନ ଧରି ହେବ ସାତକୋଶିଆରେ କୁମ୍ଭୀର ଗଣନା

ଗଣିଆ,୯ା୧(ଡି.ଏନ.ଏ.): ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ନୟାଗଡ ଓ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳରେ ପ୍ରତିବର୍ଷ ପରି ଚଳିତ ବର୍ଷ ଆସନ୍ତା ୯ ତାରିଖରୁ କୁମ୍ଭୀର ଗଣନା କାର୍ଯ୍ୟ ଆରମ୍ଭ ହେଉଛି। ଏହି ଗଣନା କାର୍ଯ୍ୟ ୯,୧୦,୧୧ ତାରିଖ ତିନିଦିନ ଧରି କରାଯିବ।…

କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ କୋର୍ଟରେ ପହଞ୍ଚିଯାଇଛି। ଆଇନଜୀବୀ ଅପର୍ଣ୍ଣା ଭଟ୍ଟ ଫିଲ୍ମର ରିଲିଜ୍‌କୁ ବନ୍ଦ କରିବାକୁ ଦିଲ୍ଲୀର ପଟିଆଲା…

ଜଟଣୀରେ କଂସେଇଖାନା ନାହିଁ: ଅବାଧରେ ବାହାରେ ଚାଲିଛି ମାଂସକଟା

ଜଟଣୀ,୯ା୧(ଡି.ଏନ.ଏ.): ଜଟଣୀରେ କଂସେଇଖାନାଟିଏ ନାହିଁ। ନିୟମକୁ ଉଲ୍ଲଂଘନ କରି ବିଭିନ୍ନ ସ୍ଥାନରେ ଖୁଲମ୍‌ଖୁଲା ଛେଳି, ମେଣ୍ଢା, କୁକୁଡ଼ା କଟାଯାଇ ବ୍ୟବସାୟ ଚାଲିଛି। ପ୍ରଶାସନ ପକ୍ଷରୁ ଏହା ଉପରେ କୌଣସି ଅଙ୍କୁଶ ରହୁନାହିଁ। ଏପରି କି ଶିକ୍ଷାନୁଷ୍ଠାନ ଓ ଧର୍ମାନୁଷ୍ଠାନ ନିକଟରେ ମାଂସ…

ସିଏଏକୁ ବିରୋଧ କରି ବିରୋଧୀଙ୍କ ‘ଗାନ୍ଧୀ ଶାନ୍ତି ଯାତ୍ରା’

ମୁମ୍ବାଇ,୯।୧: ମହାରାଷ୍ଟ୍ରରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକତା ରେଜିଷ୍ଟର(ଏନ୍‌ଆର୍‌ସି)କୁ ବିରୋଧ କରି ବିରୋଧୀ ଦଳ ପକ୍ଷରୁ ଗୁରୁବାର ‘ଗାନ୍ଧୀ ଶାନ୍ତି ଯାତ୍ରା’ ବାହାର କରାଯାଇଛି। ଏହି ବିରୋଧ ପ୍ରଦର୍ଶନୀରେ ଏନ୍‌ସିପି ନେତା ଶରଦ ପାଓ୍ବାର, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?