Home Left

ସୁନାମାଳି ଗୁନ୍ଥିବା ଆଳରେ ଠକେଇ : ୪ ମହିଳା ଗିରଫ

ହିଞ୍ଜିଳିକାଟୁ,୧୯।୧୦(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ମାଳି ଗୁନ୍ଥିବା ଆଳରେ ଠକେଇ ହୋଇଛି। ସୁନାମାଳି ବଦଳରେ ନକଲି ମାଳି ଦେଇଥିବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ପୋଲିସ ୪ ଜଣ ଅଣଓଡ଼ିଆ ମହିଳାଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଶିବ…

ଅନ୍ତିମ ଟେଷ୍ଟରେ ରୋହିତଙ୍କ ଶତକ : ବର୍ଷା, ଖରାପ ଆଲୋକ ଯୋଗୁ ଖେଳ ବାଧାପ୍ରାପ୍ତ

ରାଞ୍ଚି,୧୯।୧୦(ପି.ଟି.):  ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍‌ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ କମ୍ପେକ୍ସରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଟସ୍‌ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

୪୪ ମିନିଟର ଭାଷଣରେ କଂଗ୍ରେସକୁ ଟାର୍ଗେଟ କଲେ ମୋଦି

ସିରସା,୧୯।୧୦: ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନ ପ୍ରଚାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଡ୍ଡା ଗ୍ରାଉଣ୍ଡରେ ଆୟୋଜିତ ‘ବିଜୟ ସଂକଳ୍ପ ରାଲି’ରେ ପାଖାପାଖି ୪୪ ମିନିଟ୍‌ ପର୍ଯ୍ୟନ୍ତ ଉଦ୍‌ବୋଧନ ଦେଇଥିଲେ। ଆଉ ତାଙ୍କର ଟାର୍ଗେଟରେ ଥିଲା ବିରୋଧୀ କଂଗ୍ରେସ। ସେ କଂଗ୍ରେସ…

ଯେଉଁଠି ମଦ ପିଇଲେ ସମ୍ପୂର୍ଣ୍ଣ ଗାଁକୁ ଦେବାକୁ ପଡିବ ମାଂସ ତରକାରି ସହ ୨ ହଜାର ଟଙ୍କା

ସାଧାରଣତଃ ଆଦିବାସୀ ଅଧ୍ୟୁସିତ ଅଞ୍ଚଳରେ ସେମାନଙ୍କର ଭିନ୍ନ ନିୟମ ରହିଥାଏ। ଏହି ନିୟମ ଅନୁଯାୟୀ ନ ଚଳିଲେ ସେମାନଙ୍କୁ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡିଥାଏ। ଏମିତି ଏକ ଆଦିବାସୀ ଅଞ୍ଚଳ ରହିଛି ଗୁଜରାଟ ବିନାଶକାଠ ଜିଲାର ଖାଟିସିତାରା ଗାଁ।…

ନିର୍ବାଚନ ମଇଦାନରେ ଷ୍ଟାର ପ୍ରଚାରକ

ହରିୟାଣା/ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶନିବାର ଥିଲା ଶେଷ ପ୍ରଚାର। ଭୋଟରଙ୍କୁ ପ୍ରଭାବିତ କରିବାକୁ ଶନିବାର ପ୍ରଚାର ମଇଦାନରେ ଦେଖିବାକୁ ମିଳିଥିଲା ଷ୍ଟାର ପ୍ରଚାରକଙ୍କୁ। ବଲିଉଡ୍‌ ଡ୍ରିମ ଗର୍ଲ ତଥା ଭାଜପା ନେତ୍ରୀ ହେମାମାଳିନୀ ହରିୟାଣାର ପାନିପଥରେ…

ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଲା ପତ୍ର ଲେଖିବା ପରେ ଜିଲା ପ୍ରଶାସନ ତାଙ୍କର ଚିକିତ୍ସା ଦାୟିତ୍ୱ ନେଇଛି।…

ଦୟାଳୁ ଚୋର: ବୃଦ୍ଧା ମହିଳାଙ୍କୁ ଗେଲକରି ଫେରାଇଲେ ଟଙ୍କା, ଭିଡିଓ ଭାଇରାଲ

ଚୋରର ପ୍ରବୃତି ଚୋରି କରିବା। ଏଥିପାଇଁ ସେମାନେ ମାରପିଟଠାରୁ ଆରମ୍ଭକରି ହତ୍ୟା କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ମାତ୍ର ସୋସିଆଲ ମିଡିଆରେ ଏମିତି ଏକ ଚୋରର ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଯେ କେହିବି ଆଶ୍ଚର୍ଯ୍ୟ ହୋଇଯିବେ। ଏହି…

ସମୟ ନଷ୍ଟ କରିବାକୁ ପସନ୍ଦ କରନ୍ତିନି ସୋନମ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ବେଶ୍‌ କିଛି ଦିନ ହେବ ବଡ ପରଦାରେ ଦେଖାଯାଇ ନାହାଁନ୍ତି। ହେଲେ ନିକଟରେ ସେ ଏକ ସାକ୍ଷାତ୍‌କାର ମାଧ୍ୟମରେ ତାଙ୍କ ଅପକମିଙ୍ଗ ଫିଲ୍ମ ଓ ପର୍ସନାଲ ଲାଇଫକୁ ନେଇ ମନଖୋଲି କଥା ହୋଇଛନ୍ତି। ସୋନମଙ୍କ…

ଜରିନ୍‌ଙ୍କ ସହ ଲଢ଼ିବାକୁ ଭୟ କରୁନାହିଁ: ମେରୀକମ୍‌

ନୂଆଦିଲ୍ଲୀ,୧୯।୧୦(ପି.ଟି.): ନିଖାତ ଜରିନ୍‌ଙ୍କ ସହ ଲଢ଼ିବାକୁ ଆଦୌ ଭୟ କରୁନାହିଁ ବୋଲି ଅଭିଜ୍ଞ ମହିଳା ବକ୍ସର ମେରୀକମ କହିଛନ୍ତି। ଆଗାମୀ ଅଲିମ୍ପିକ କ୍ୱାଲିଫାୟର୍ସ ଟ୍ରାଏଲ୍ସ ତାଙ୍କୁ କେବଳ ହରାଇବାର ମୋ ପାଇଁ କେବଳ ମାତ୍ର ଏକ ଔପଚାରକିତା ବୋଲି ସେ କହିଛନ୍ତି।…

ଜାହ୍ନବୀଙ୍କ ନୂଆ ଗାଡି ସହ କ’ଣ ରହିଛି ଶ୍ରୀଦେବୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ଏବେ ବିଟାଉନ୍‌ରେ ନିଜ ପାଇଁ ଧୀରେ ଧୀରେ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିବାରେ ଲାଗିଛନ୍ତି। ‘ଧଡକ’ ଫିଲ୍ମରେ ଡେବ୍ୟୁ କରିଥିବା ଜାହ୍ନବୀଙ୍କ ହାତରେ ଏବେ କେତେ ଗୁଡିଏ ଅଫର ରହିଛି। ବଲିଉଡ୍‌…

ହସ୍ପିଟାଲରୁ ଘରକୁ ଫେରିଲେ ଅମିତାଭ, ଫଟୋ ଶେୟାର କରି ପ୍ରଶଂସକଙ୍କୁ ଜଣାଇଲେ ଧନ୍ୟବାଦ

ଅମିତାଭ ବଚ୍ଚନ ଶୁକ୍ରବାର ବିଳମ୍ବିତ ରାତିରେ ମୁମ୍ବାଇର ନାନାବତୀ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଘରକୁ କାର୍‌ରେ ଯିବା ସମୟରେ ତାଙ୍କୁ ରାସ୍ତାରେ ସ୍ପଟ୍‌ କରାଯାଇଛି। ତାଙ୍କ ସହିତ ଜୟା ବଚ୍ଚନ ଏବଂ ଅଭିଷେକ ବଚ୍ଚନ ମଧ୍ୟ ଥିଲେ। ଅମିତାଭ ଏକ ଧଳା…

ମନ୍ତ୍ରୀଙ୍କ କାମ ଅର୍ଥ ବ୍ୟବସ୍ଥା ସୁଧାରିବା, କମେଡି ସର୍କସ ଚଲାଇବା ନୁହେଁ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କ ଉପରେ ବର୍ଷିଛନ୍ତି। ଅର୍ଥନୀତିରେ ନୋବେଲ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଅଭିଜିତ ବାନାର୍ଜୀଙ୍କ ସନ୍ଦର୍ଭକୁ ନେଇ ପିୟୁଷ ଯେଉଁ ଟିପ୍ପଣି ଦେଇଥିଲେ ତାକୁ ନେଇ ପ୍ରିୟଙ୍କା ପିୟୁଷଙ୍କୁ ଟାର୍ଗେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri