ଓଡ଼ିଶା ଟ୍ରାଭେଲ ବଜାର: ୫୩ ଷ୍ଟଲ୍ରେ ଓଡ଼ିଶା ପର୍ଯ୍ୟଟନ ଉତ୍ପାଦ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ୩ୟ ଥର ପାଇଁ ଚାଲିଥିବା ଓଡ଼ିଶା ଟ୍ରାଭେଲ ବଜାର ଆନୁକୂଲ୍ୟରେ ୫୩ଟି ଷ୍ଟଲ ଖୋଲା ଯାଇଛି। ଶୁକ୍ରବାର ଏହି ଷ୍ଟଲ୍ଗୁଡ଼ିକୁ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ…
ଓଡ଼ିଶା ସିଆର୍ପିଏଫ୍ ମହାନିରୀକ୍ଷକଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍ପିଏଫ୍) ଓଡିଶା ସେକ୍ଟର ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ନୂଆ ପୋଲିସ ମହାନିରୀକ୍ଷକ ଭାବେ ସଂଗ୍ରାମ କେଶରୀ ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳରେ ୧୯୮୬ ବ୍ୟାଚର କ୍ୟାଡର…
ରେଲଓ୍ବେ ଚାକିରି ଦେବାକୁ କହି ଦେଢ଼ଲକ୍ଷ ଠକେଇ, ଯୁବକ ଗିରଫ
ପାତ୍ରପଡା,୧୯ା୧୦(ଡି.ଏନ.ଏ.): ରେଲଓ୍ବେରେ ଚାକିରି କରାଇ ଦେବା ଆଳରେ ଦେଢଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଝାଡଖଣ୍ଡ ରାଞ୍ଚି ଅଞ୍ଚଳର ଆଶିଷ ସିଂ(୨୮)। ଅଭିଯୋଗ ଅନୁଯାୟୀ, ଜଗତ୍ସିଂହପୁର ନୂଆଗଁ। ଅଞ୍ଚଳର ଅଜୟ…
କେନ୍ଦ୍ର, ଆସାମକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଏନ୍ଆର୍ସି କୋଅର୍ଡିନେଟରଙ୍କୁ ମଧ୍ୟପ୍ରଦେଶ ବଦଳି କର
ନୂଆଦିଲ୍ଲୀ,୧୯ା୧୦: ଆସାମ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) କୋଅର୍ଡିନେଟର ପ୍ରତୀକ୍ ହାଜେଲାଙ୍କୁ ମଧ୍ୟପ୍ରଦେଶ ବଦଳି କରିବା ଲାଗି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍ ଏସ୍.ଏ. ବୋବ୍ଡେ ଏବଂ ଆର୍.ଏଫ୍.…
୨ ମହିଳାଙ୍କଠାରୁ ସୁନାଚେନ୍ ଲୁଟ୍: ବରିମୁଣ୍ଡା ରାସ୍ତାରେ ଲୁଟେରା-ମହିଳା ଧସ୍ତାଧସ୍ତି
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ବରିମୁଣ୍ଡା ଗଁ। ରାସ୍ତା ଏବଂ ଚନ୍ଦ୍ରଶେଖରପୁର ଥାନା ଅଧୀନ କାନନ ବିହାର ଫେଜ-୨ ଅଞ୍ଚଳରେ ଶୁକ୍ରବାର ୨ଜଣ ମହିଳାଙ୍କ ବେକରୁ ସୁନାଚେନ ଲୁଟି ନିଆଯାଇଛି। ବରିମୁଣ୍ଡା ଗାଁ ରାସ୍ତାରେ ଯେଉଁ ଲୁଟ ହୋଇଛି ସେଥିରେ…
ସିଇଟିରେ ହେବ ‘କ୍ରିଟିକାଲ ମେଶିନ୍ ଲର୍ନିଂ’ ସେଣ୍ଟର ଅଫ୍ ଏକ୍ସିଲେନ୍ସ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଦକ୍ଷତା ବିକାଶ ନିମନ୍ତେ ମୁମ୍ବାଇସ୍ଥିତ ସେମାରୁ ଚଳଚ୍ଚିତ୍ର ସଂସ୍ଥା ପକ୍ଷରୁ ଖୁବ୍ଶୀଘ୍ର ଭୁବନେଶ୍ୱରଠାରେ ଏକ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହାସହ ଟେକ୍ ମହିନ୍ଦ୍ରା ପକ୍ଷରୁ ସିଇଟି କଲେଜରେ ‘କ୍ରିଟିକାଲ ମେଶିନ୍ ଲର୍ନିଂ’ ପାଠ୍ୟକ୍ରମ ପାଇଁ ସେଣ୍ଟର ଅଫ୍ ଏକ୍ସିଲେନ୍ସ…
ଥାନାରେ ବେଆଇନ ଅଟକ ରଖିବା ମାମଲାରେ ଓଏଚ୍ଆର୍ସିଙ୍କ ନିର୍ଦ୍ଦେଶ: ୨ମାସ ମଧ୍ୟରେ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଅ
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ୭ବର୍ଷ ତଳେ ଖଣ୍ଡଗିରି ଓ କନ୍ଦରପୁର ଥାନାରେ ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଅଟକ ରଖିବା ମାମଲାର ବିଚାରକରି ଓଡ଼ିଶା ମାନବ ଅଧିକାର କମିଶନ (ଓଏଚ୍ଆର୍ସି) ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏଥିପାଇଁ ୨ମାସ ମଧ୍ୟରେ ପୀଡ଼ିତଙ୍କୁ ଏକ…
‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମର ଶୁଭାରମ୍ଭ: ପୁଷ୍ଟିହୀନମୁକ୍ତ ପଞ୍ଚାୟତକୁ ମିଳିବ ପୁରସ୍କାର
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ରାଜ୍ୟରେ ୨୦୦୫-୦୬ ବେଳକୁ ଶିଶୁ ମୃତ୍ୟୁହାର ୬୫% ଥିବାବେଳେ ୨୦୧୫-୧୬ ବେଳକୁ ହ୍ରାସ ପାଇ ୪୦%ରେ ପହଞ୍ଚତ୍ଛି। ଶିଶୁ ମୃତ୍ୟୁର ପ୍ରମୁଖ କାରଣ ପୁଷ୍ଟିହୀନତା। ରାଜ୍ୟକୁ ପୁଷ୍ଟିହୀନମୁକ୍ତ କରିବା ପାଇଁ ‘ମୋ ଉପକାରୀ ବଗିଚା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।…
ବେଆଇନ କୋଇଲା ଚାଲାଣ: ୭ଜଣଙ୍କୁ ଧରିଲା ଏସ୍ଟିଏଫ୍
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ଅନୁଗୋଳ ଜିଲାରେ ଗତ କିଛି ମାସ ହେବ ବେଆଇନ ଭାବେ କୋଇଲା ଚୋରା ଚାଲାଣ ଚାଲିଛି। ଏ ନେଇ ସ୍ଥାନୀୟ ପୋଲିସ ଓ ଜିଲା ପ୍ରଶାସନ ଅବଗତ ଥିଲେ ବି ଚୁପ ବସିଛି। ତେବେ ବେଆଇନ କୋଇଲା ଚୋରା…
କଳ୍କୀ ଭଗବାନଙ୍କ ୫୦୦ କୋଟିର ଅଘୋଷିତ ସମ୍ପତ୍ତି ଠାବ
ବାଙ୍ଗାଲୋର,୧୯ା୧୦: ଧାର୍ମିକ ଗୁରୁ କଳ୍କୀ ଭଗବାନଙ୍କ ଆଶ୍ରମ ଏବଂ ଏହା ସହ ଜଡିତ ୪୦ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏଥିରେ ପ୍ରାୟ ୫୦୦ କୋଟି ଟଙ୍କାର ଅଘୋଷିତ ଆୟ ଠାବ ହୋଇଛି। ଚଢ଼ାଉ ବେଳେ ବିଭାଗ ପ୍ରାୟ…
ଭିଜିଲାନ୍ସର ରେକର୍ଡପତ୍ର ଯାଞ୍ଚ: ସ୍ବୀକାର କଲେ ଅଧ୍ୟକ୍ଷ
ପୁରୀ ଅଫିସ,୧୯ା୧୦: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ ସମ୍ମିଳନୀ କକ୍ଷ ଭଡା ବାବଦ ଆଦୟ ଅର୍ଥରେ ବ୍ୟାପକ ଅନିୟମିତତା ହୋଇଛି। ଗତ ସେପ୍ଟେମ୍ବର ୧୧ରେ ଏନେଇ ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା। ଶୁକ୍ରବାର ପୁରୀ ଦୁର୍ନୀତି ନିବାରଣ ସଂସ୍ଥା କଲେଜରେ…
ପାର୍କିଂ ଫି ଆଦାୟ: ୧୦ ମଲ୍କୁ ବିଡିଏର ନୋଟିସ; ନିର୍ଦ୍ଦେଶ ନ ମାନିଲେ ବିଲ୍ଡିଂ ସିଲ୍
ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ବ୍ୟବସାୟିକ ପ୍ରତିଷ୍ଠାନ, ସିନେମା ହଲ, ମଲ୍, ଆପାର୍ଟମେଣ୍ଟ, ହସ୍ପିଟାଲରେ ଲୋକଙ୍କ ପାଇଁ ପାର୍କିଂ ସମ୍ପୂର୍ଣ୍ଣ ମାଗଣା କରିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିର୍ଦ୍ଦେଶ ଦେଇଛି। ମାତ୍ର ଏହି ନିର୍ଦ୍ଦେଶକୁ ଅବମାନନା କରି ବେଆଇନ୍ ଭାବେ ପାର୍କିଂ ଫି…
Archives


