ପାରାଦୀପ : ପୌରପାଳିକାରେ ସାମିଲ ହେବାକୁ ବସ୍ତିବାସିନ୍ଦାଙ୍କ କସରତ
ପାରାଦୀପ,୧୯।୧୦(ସ୍ବ.ପ୍ର): ପାରାଦୀପର ଇଫ୍କୋ ଖାରଖାନା ସଂଲଗ୍ନ ଓ କାଉଡ଼ିଆ ନଦୀକୂଳରେ ରହିଛି ବିଜୟଚାନ୍ଦପୁର ବସ୍ତି। ୨୦୦୦ରୁ ଅଧିକ ଲୋକ ଓ ୬୫୦ ଭୋଟର ଥିବା ଏହି ବସ୍ତି ଏବେ ଚର୍ଚ୍ଚାରେ। କାରଣ ଏହି ବସ୍ତିର କେତେକ ବାସିନ୍ଦା ପାରାଦୀପ ପୌରପାଳିକାରେ ମିଶିବା…
ହୋମଗାର୍ଡଙ୍କୁ ଭେଟିଲା ଆମ୍ବେଦକର ବିକାଶ ପରିଷଦ
ରତ୍ନଗିରି,୧୯ା୧୦(ଡି.ଏନ୍.ଏ.): ବରୀ ବ୍ଲକ ଅନ୍ତର୍ଗତ ଅଟିରା ପଞ୍ଚାୟତର ଓଉପଡା ଗ୍ରାମର ହୋମଗାର୍ଡ ରଞ୍ଜନ କୁମାର ମଲ୍ଲିକଙ୍କୁ ଶୁକ୍ରବାର ଆମ୍ବେଦକର ବିକାଶ ପରିଷଦର ସଦସ୍ୟ ଭେଟିଛନ୍ତି। ନ୍ୟାୟ ପ୍ରଦାନ ଦିଗରେ ତାଙ୍କ ସହ ଆମ୍ବେଦକର ଲଢେଇ ଜାରି ରଖିବ ବୋଲି ପରିଷଦର କର୍ମକର୍ତ୍ତା…
ଖଣି ଶ୍ରମିକଙ୍କ ମିଶ୍ରଣ ପର୍ବ
କାଳିଆପାଣି,୧୯ା୧୦(ଡି.ଏନ୍.ଏ.): ଯାଜଯୁର ଜିଲା ସୁକିନ୍ଦା ବ୍ଲକ କଣସ ପଞ୍ଚାୟତ ତୈଳଙ୍ଗୀ ଗ୍ରାମରେ ଶୁକ୍ରବାର ଖଣି ଶ୍ରମିକଙ୍କ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ରିଜିୟନ କ୍ରୋମାଇଟ୍ ମଜଦୁର ସଂଘ (ଏସ୍ଆରସିକେଏମ୍ଏସ୍ର)ତୈଳଙ୍ଗୀ ଶାଖା ପକ୍ଷରୁ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା। ଏଥିରେ…
ରେଳପଥ ପାଇଁ ପ୍ରଭାବିତ ହେଉଛି ଚାଷଜମି: ଜିଲାପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ କ୍ଷତିଗ୍ରସ୍ତ ଚାଷୀ
ଡୁବୁରୀ/ସୁକିନ୍ଦା,୧୯ା୧୦(ଡି.ଏନ୍.ଏ.): ସୁକିନ୍ଦା-ଅନୁଗୋଳ-ଡୁବୁରୀ ରେଳ ପ୍ରକଳ୍ପ ନିର୍ମାଣ ଯୋଗୁ ଦାନଗନୀ ବ୍ଲକ ଅନ୍ତର୍ଗତ ବାଘୁଆପାଳ ଓ ବାଲିଆପାଳ ମୌଜାର ଶହଶହ ହେକ୍ଟର ଚାଷ ଜମି ମରୁଡି କବଳିତ ହୋଇଛି। ଏ ଦିଗରେ ବହୁବାର ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହଁ।…
ଶଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର
କଳିଙ୍ଗନଗର,୧୯ା୧୦(ଡି.ଏନ୍.ଏ.): ଦାନଗଦୀ ଫାଣ୍ଡି ଅର୍ନ୍ତଗତ ଓଳଲ ପଞ୍ଚାୟତରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟଣା ଘଟିଛି। ଏହି ଗ୍ରାମରେ ଘର ଜୋୟାଁ ରୁହୁଥିବା ଜଣେ ଯୁବକ ଶଶୁର ଘରେ ନିଆଁ ଲଗାଇ ଫେରାର ହୋଇଯାଇଛି। ଫଳରେ ଗ୍ରାମର ଶଶୁର ଘର ସମେତ ୧୬…
ମୌଳିକ ସୁବିଧାରୁ ବଞ୍ଚିତ ଆମ୍ବଖାଲବାସୀ
ହାତୀଓଟ,୧୯ା୧୦-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଏଥିପାଇଁ ବହୁ ଟଙ୍କା ମଧ୍ୟ ଖର୍ଚ୍ଚ ହେଉଛି। କିନ୍ତୁ ଏବେ ମଧ୍ୟ କିଛି ଆଦିବାସୀ ଅଞ୍ଚଳରେ ସରକାରଙ୍କ ଦୃଷ୍ଟି ପଡୁନାହିଁ। ଏହା ଦେଖିବାକୁ ମିଳିଛି ପୋଲସରା ବ୍ଲକ ମାଳତେନ୍ତୁଳିଆ ଗ୍ରାମ…
ବିଭିନ୍ନ ପ୍ରକଳ୍ପ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ ଘଟଣା: ଦ୍ୱିତୀୟ ଦିନରେ ଭିଜିଲାନ୍ସ ତଦନ୍ତ
ବରୀ,୧୯ା୧୦(ସ୍ବ.ପ୍ର.): ବରୀ ବ୍ଲକର ବିକାଶମୂଳକ କାର୍ଯ୍ୟରେ ହୋଇଥିବା ଅନିୟମିତତାକୁ ନେଇ ଭିଜିଲାନ୍ସ ତଦନ୍ତ ଶୁକ୍ରବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ଗୋଟିଏ ପ୍ରକଳ୍ପ ପାଇଁ ଦୁଇ ଥର ଅର୍ଥ ମଞ୍ଜୁର ହୋଇଥିତ୍ବା ଦ୍ୱିତୀୟ ଦିନ ତଦନ୍ତ ବେଳେ ଭିଜିଲାନ୍ସ ଜାଣିବାକୁ ପାଇଛି। ଅଭିଯୋଗ…
ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ
ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୨ଟି ଗାଈବାଛୁରୀର ମୃତ୍ୟୁ ଘଟିଛି। ପ୍ରାଣୀଧନ ଚିକିତ୍ସା କର୍ମୀଙ୍କ ଅବହେଳା ଯୋଗୁ ଆବଶ୍ୟକ…
ଅସୁରକ୍ଷିତ ଶ୍ରେଣୀଗୃହରେ ଶିକ୍ଷାଦାନ
ଖଣ୍ଡପଡା,୧୯।୧୦(ସ୍ବ.ପ୍ର.)-ଶିକ୍ଷାର ଉନ୍ନତି ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି। ମାତ୍ର ଅନେକ ସ୍ଥାନରେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବିପଦସଙ୍କୁଳ ଶ୍ରେଣୀ ଗୃହରେ ପାଠପଢା ହେଉଛି। ଯାହାର ଏକ ଉଦାହରଣ ସିଧାମୂଳା ପଞ୍ଚାୟତ ଅନ୍ତର୍ଗତ…
ଦଶପଲ୍ଲା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସରେ ଦୁର୍ନୀତି: ତଦନ୍ତ କଲେ ବିଡିଓ
ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ଦଶପଲ୍ଲା ବିଡିଓ ଦେବୀପ୍ରସାଦ ମହାନ୍ତି ଦଶପଲ୍ଲା ଏନ୍ଏସି ଅନ୍ତର୍ଗତ ୧୬ନଂ. ଓ୍ବାର୍ଡ ଖଣ୍ଡପଡ଼ାରେ ପହଞ୍ଚି ଏହାର…
ମୁଣ୍ଡ ଉପରେ ଝୁଲୁଛି ବିପଦ
ବନ୍ତ, ୧୯।୧୦ (ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ପୋଡ଼ାପାଟଣା ଗ୍ରାମ ଯେନାସାହି ନିକଟରେ ଦୀର୍ଘଦିନ ଧରି ବିଦ୍ୟୁତ୍ ତାର କମ୍ ଉଚ୍ଚରେ ଝୁଲି ରହିଛି। ମୁଣ୍ଡ ଉପରେ ବିପଦ ଝୁଲୁଥିବା ବେଳେ ସେହି ବାଟ ଦେଇ ଲୋକେ ଯିବାଆସିବା କରୁଥିବାରୁ…
୨ ପୋଲିସ କର୍ମଚାରୀ ନିଲମ୍ବିତ
ନୟାଗଡ଼ ଅଫିସ,୧୯ା୧୦: ଦୁର୍ଘଟଣା ଘଟାଇଥିବା ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଏବଂ ଜଣେ ବ୍ୟକ୍ତିଙ୍କଠାରୁ ଟଙ୍କା ମାଗିବା ନୟାଗଡ଼ ଜିଲାର ଦୁଇଜଣ ପୋଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିଛି। ଏସ୍ପି ଶଶିଭୂଷଣ ଶତପଥୀ ଉଭୟଙ୍କୁ ନିଲମ୍ବିତ…
Archives


