ଜାତୀୟ ରାଜପଥ କାର୍ଯ୍ୟରେ ମନ୍ଥରତା
ନୟାଗଡ଼ ଅଫିସ,୧୯ା୧୦: ନୟାଗଡ଼ ଦେଇ ଯାଇଛି ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥ। ଏହି ରାଜପଥର ଶିମିଳିସାହିଠାରୁ କିରିଆଲାଞ୍ଜି ପର୍ଯ୍ୟନ୍ତ ୭ କିଲୋମିଟର ରାସ୍ତା ପ୍ରଶସ୍ତୀକରଣ ଓ ଉନ୍ନତୀକରଣ ପାଇଁ ଯୋଜନା କରାଯାଇ କାମ ଆରମ୍ଭ କରାଯାଇଥିଲା। ହେଲେ କାମର ମନ୍ଥରତା ଯୋଗୁ…
ବାରିପଦାରେ କମନ ରିଭ୍ୟୁ ମିଶନ ପ୍ରତିନିଧି ଦଳ
ବାରିପଦା ଅଫିସ,୧୯ା୧୦- କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଗଠିତ କମନ ରିଭ୍ୟୁ ମିଶନ(ସିଆରଏମ)ର ପ୍ରତିନଧି ଦଳ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଡା.ବିକେ ସ୍ବାଇଁ ଏହି ପ୍ରତିନିଧି ଦଳର ନେତୃତ୍ୱ ନେଉଥିବା ବେଳେ ଟିମରେ…
କେତେବେଳେ ଖାଇବେ ନାହିଁ ଫଳ
ଋତୁ ଅନୁଯାୟୀ ଫଳ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଭଲ ବୋଲି ଡାକ୍ତରମାନେ କହିଥାଆନ୍ତି। ଏମିତିକି ସକାଳୁ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି କୁହାଯାଏ। କାରଣ ଫଳରେ ଥିବା ଭିଟାମିନ୍ସ, ମିନେରାଲ୍ସ, ଫାଇବର ଓ ଆଣ୍ଟିଅକ୍ସିଡାଣ୍ଟ ଶରୀରକୁ ସୁସ୍ଥ ରଖିବାରେ…
ହେବ ଚାଷ ଜମିକୁ ପାଣି ମାଡ଼ୁନି:ଘାଇ ବନ୍ଦ କଲେ ଗ୍ରାମବାସୀ
ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତରେ ଥିବା ଟିଲିମୁଣ୍ଡା ଜଳସେଚନ ପ୍ରକଳ୍ପର ହେଡଓ୍ବାଲ ନିକଟରେ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ନାଳ ଗୁଡ଼ିକରେ ବାହାରକୁ ଚାଲି ଯାଉଥିବାବେଳେ ମାସେ ହେବ ଚାଷ ଜମିକୁ ପାଣି ମା଼ଡି ପାରୁ…
ଏନ୍ସେଫାଲାଇଟିସ୍ ଜିଲା ଟାସ୍କଫୋର୍ସ ବୈଠକ:୧୧ ନଭେମ୍ବରରୁ ଟିକାକରଣ
ଅନୁଗୋଳ ଅଫିସ, ୧୯ା୧୦ ଜାପାନିଜ୍ ଏନ୍ସେଫାଲାଇଟିସ୍ ଟିକାକରଣ ଅଭିଯାନର ଜିଲା ଟାସ୍କ ଫୋର୍ସ ବୈଠକ ଶୁକ୍ରବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଏଥିରେ ଅଧ୍ୟକ୍ଷତା କରି ଟିକାକରଣ ଅଭିଯାନର…
ସାମାଜିକ ସଂହତିର ସେତୁବନ୍ଧ ‘ଲୋକକଳା’
(ରତନ ନାୟାର) ଢେଙ୍କାନାଳ ଅଫିସ, ୧୮।୧୦ ଶିଳ୍ପ ସମୃଦ୍ଧ ଢେଙ୍କାନାଳ ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି ଲୋକକଳା। ତେବେ ରାଜରାଜୁଡ଼ା ଅମଳରୁ ପ୍ରଚଳିତ ଲୋକକଳାରେ ଧସେଇ ପଶିଲା ଉଗ୍ର ଆଧୁନିକତା। ପରିସ୍ଥିତି ଏମିତି ହେଲା ଯେ, କଳାକାରମାନେ ମୁଖ୍ୟସ୍ରୋତରୁ ଦୂରେଇ ଗଲେ।…
ଭାରତ-ୟୁଏସ୍ ବାଣିଜ୍ୟ ଚୁକ୍ତି ନେଇ ଆଶାବାଦୀ:ସୀତାରାମନ
ନୂଆଦିଲ୍ଲୀ,୧୯-୧୦: ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍) ମଧ୍ୟରେ ରହିଥିବା ବାଣିଜି୍ୟକ ମତଭେଦ କମ୍ ହୋଇଛି। ଶୀଘ୍ର ଦୁଇ ଦେଶ ବାଣିଜ୍ୟ ଚୁକ୍ତିରେ ସାମିଲ ହେବା ନେଇ ଆଶାବାଦୀ ରହିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର କହିଛନ୍ତି। ଆମେରିକା ଗସ୍ତରେ ଥିବା…
ପାସେଞ୍ଜର ଯାନ ବିକ୍ରି ୨୦% କମିଲା
ନୂଆଦିଲ୍ଲୀ,୧୯-୧୦: ଚଳିତ ବର୍ଷ ସେପ୍ଟେମ୍ବରରେ ଦେଶ ମଧ୍ୟରେ ପାସେଞ୍ଜର ଯାନ ବିକ୍ରି ୨୦% ହ୍ରାସ ଘଟିଛି। ଏହି ସମୟରେ ଯାନ ବିକ୍ରି ୨୦.୧% ହ୍ରାସ ଘଟି ୧,୫୭,୯୭୨ ୟୁନିଟ ରହିଛି। ଅଟୋ ନିର୍ମାତାମାନେ ଗ୍ରାହକଙ୍କୁ ଚଳିତ ବର୍ଷ ଆକର୍ଷଣୀୟ ଅଫର ପ୍ରଦାନ…
ବାର୍ଷିକ ପରୀକ୍ଷାକୁ ଆଉ ୪ମାସ ବାକି: ଏଯାଏ ପୁସ୍ତକ ଯୋଗାଇ ପାରିଲେନି ସରକାର
ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)- ଚଳିତବର୍ଷ ମାଲକାନଗିରି ଜିଲାର ୪୨ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରୀକ୍ଷା ଫଳାଫଳ ନୈରାଶ୍ୟଜନକ ଥିବାରୁ ସରକାର ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କ ବାର୍ଷିକ ଇନକ୍ରିମେଣ୍ଟ ବନ୍ଦ କରିବା ସହ କାରଣ ଦର୍ଶାଅ ନୋଟିସ୍…
ବ୍ୟବସାୟୀଙ୍କ ଯୋଗୁ ବନ୍ଦ ହୋଇପାରୁନି ପଲିଥିନ୍
ମାଲକାନଗିରି,୧୯।୧୦ (ଡି.ଏନ୍.ଏ.)- ଅକ୍ଟୋବର ୨ରୁ ସାରା ରାଜ୍ୟରେ ପଲିଥିନ ବ୍ୟବହାର ବନ୍ଦ କରାଯାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରଚାରପ୍ରସାର କରାଯାଇଛି। ମାଲକାନଗିରି ପୌର ପରିଷଦ, ଜିଲା ପ୍ରଶାସନ, ବନବିଭାଗ, ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପଲିଥିନ୍ ବର୍ଜନ ନେଇ ସହରରେ…
ସିରିଜ କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ରାଞ୍ଚି,୧୯।୧୦(ପି.ଟି.)- ସ୍ଥାନୀୟ ଝାଡଖଣ୍ଡ ଷ୍ଟେଟ୍ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶନିବାରଠାରୁ ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଆୟୋଜନ ହେବାକୁ ଯାଉଛି। ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଭାରତ ୨-୦ରେ ଅଗ୍ରଣୀ ହେବା ସହ…
ମହିଳା ସପୋର୍ଟ ଷ୍ଟାଫ୍ ନିଯୁକ୍ତି ନେଇ ଇଦୁଲଜୀ, ଶାନ୍ତାଙ୍କ ଆପତ୍ତି
ନୂଆଦିଲ୍ଲୀ,୧୯।୧୦(ପି.ଟି.)- କ୍ରିକେଟ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଏନା ଇଦୁଲଜୀ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନୂଆ ଆପେକ୍ସ କାଉନ୍ସିଲ ସଦସ୍ୟା ଶାନ୍ତା ରଙ୍ଗାସ୍ବାମୀ ଭାରତୀୟ ମହିଳା କ୍ରିକେଟ ଦଳର ସପୋର୍ଟ ଷ୍ଟାଫ୍ ନିଯୁକ୍ତି ନେଇ ଅସନ୍ତୋଷ ଜାହିର…
Archives


