ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ
ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜୁନାଗଡ଼ ପୋଲିସ। ଅଭିଯୁକ୍ତ ମାନେ ହେଲେ ଜୁନାଗଡ଼ ଥାନା ବୁଢ଼ୀପଦର…
HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା
ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି ଏବଂ ATM ରୁ ଟଙ୍କା ଉଠାଇବା ପାଇଁ ନିୟମକୁ ମଧ୍ୟ କଡ଼ାକଡ଼ି କରିଛି।…
T୨୦ ବିଶ୍ୱକପ୍ ସେମିଫାଇନାଲ ପୂର୍ବରୁ ଟିମ୍ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…
ମୁମ୍ବାଇ,୩।୩: T୨୦ ବିଶ୍ୱକପ୍ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି ସାରିଛି। କିନ୍ତୁ ଏହି ସମୟରେ ଏକ ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି। ଦଳର…
ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ
ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ସେହିପରି ଦ୍ୱିତୀୟ ସେମିଫାଇନାଲ ୫ ମାର୍ଚ୍ଚରେ ଭାରତ ଏବଂ…
‘ମୋ ପାଇଁ ସରପ୍ରାଇଜ୍’: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ହେବା ପରେ ଏମିତି କହିଲେ ସୁଜିତ କୁମାର
ଭୁବନେଶ୍ୱର,୩।୩: ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ଏବଂ ସୁଜିତ କୁମାର ଦ୍ବିତୀୟ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଏନେଇ ମଙ୍ଗଳବାର ଭାଜପା କେନ୍ଦ୍ରୀୟ କମିଟି ନାଁ ଘୋଷଣା କରିଛି। ପ୍ରାର୍ଥୀ ଘୋଷଣା…
କୁଲାଡରେ ରାଜ୍ୟସ୍ତରୀୟ ଭଞ୍ଜଜୟନ୍ତୀ ପାଳିତ: ଏମାନଙ୍କୁ ମିଳିଲା ଭଞ୍ଜଶ୍ରୀ ଉପାଧି
ଭଞ୍ଜନଗର,୩।୩(ବାବୁଲା ପ୍ରଧାନ): କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମପୀଠ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡଠାରେ ଦୁଇଦିନ ଧରି ଚାଲିଥିବା ରାଜ୍ୟ ସ୍ତରୀୟ ୩୬ ତମ ଭଞ୍ଜ ଜୟନ୍ତୀ ସୋମବାର ରାତିରେ ଉଦ୍ଯାପିତ ହୋଇଯାଇଛି। ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୂର୍ବାଞ୍ଚଳ ସାଂସ୍କୃତିକ…
ଆମେରିକା-ଇରାନ ଯୁଦ୍ଧ ମଧ୍ୟରେ ଅଶୋଧିତ ତେଲର ମୂଲ୍ୟ ବୃଦ୍ଧି! ଭାରତରେ ମହଙ୍ଗା ହେବ ପେଟ୍ରୋଲ ଏବଂ ଡିଜେଲ?
ନୂଆଦିଲ୍ଲୀ,୩।୩: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଏବେ ସିଧାସଳଖ ବିଶ୍ୱ ଶକ୍ତି ବଜାର ବା ଗ୍ଲୋବାଲ ଏନର୍ଜି ମାର୍କେଟକୁ ପ୍ରଭାବିତ କରୁଛି। Strait of Hormuz ବା ହରମୁଜ ପ୍ରଣାଳୀ ବନ୍ଦ ହେବା ପରିସ୍ଥିତିକୁ ଆହୁରି ଖରାପ କରିଛି। ଏହି ସମୁଦ୍ର…
ପାକିସ୍ତାନ ଖେଳାଳିଙ୍କ ପାଇଁ ବୋଲି ଲଗାଇବେ ଭାରତୀୟ ମାଲିକ? ଦି ହଣ୍ଡ୍ରେଡ ଅକ୍ସନରେ ୧୪ ପାକିସ୍ତାନୀ ଖେଳାଳି ସାମିଲ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୩।୩: ଇଂଲଣ୍ଡର ଲୋକପ୍ରିୟ ଟି-୨୦ ଲିଗ, ଦି ହଣ୍ଡ୍ରେଡ, ଆଗାମୀ ସିଜିନ ପାଇଁ ଖେଳାଳିଙ୍କ ଲମ୍ବା ତାଲିକା ପ୍ରକାଶ ପାଇଛି। ଏଥର ନିଲାମରେ ୨୪୭ ଜଣ ଖେଳାଳି ସାମିଲ ହୋଇଛନ୍ତି ଏବଂ ୧୪ ଜଣ ପାକିସ୍ତାନୀ କ୍ରିକେଟରଙ୍କ ପ୍ରବେଶ ସବୁଠାରୁ ବଡ଼…
୩ୟ ବିଶ୍ୱଯୁଦ୍ଧକୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ଯୁଦ୍ଧକୁ ଡେଇଁବେ ଏସବୁ ଦେଶ!
ବଢ଼ୁଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ, ବାବା ଭେଙ୍ଗାଙ୍କ ତୃତୀୟ ବିଶ୍ୱଯୁଦ୍ଧର ଭବିଷ୍ୟବାଣୀ ପୁଣି ଥରେ ସୋସିଆଲ ମିଡିଆରେ ଟ୍ରେଣ୍ଡିଂ ଆରମ୍ଭ କରିଛି, ବିଶେଷକରି ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନ ପରେ। ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ଦାବି…
ଯୁଦ୍ଧ ଭିତରେ ଭାରତ କଲା ବଡ଼ ଡିଲ୍, ଚାଇନା-ପାକିସ୍ତାନକୁ ଶକ୍ତ ଝଟ୍କା
ନୂଆଦିଲ୍ଲୀ,୩।୩: ଗତ କିଛି ବର୍ଷର ସମ୍ପର୍କକୁ ବିଚାରକୁ ନେଲେ, ଭାରତ ଏବଂ କାନାଡା ମଧ୍ୟରେ ଏକ ଐତିହାସିକ ଚୁକ୍ତି କିଏ ପୂର୍ୱାନୁମାନ କରିପାରିଥାନ୍ତା? କିନ୍ତୁ ଏକ ଚୁକ୍ତି ହୋଇଥିଲା, ଏବଂ ଏହା ଭାରତର ଉଭୟ ପଡ଼ୋଶୀ, ଭାରତ ଏବଂ ପାକିସ୍ତାନର ଅସ୍ୱସ୍ତିକୁ…
ଭକ୍ତଙ୍କୁ ଭେଟିଲେ ରମେଶ …
ଭୁବନେଶ୍ୱର,୩।୩: ବିଧାୟକ ବୈଠକରେ ଅନୁପସ୍ଥିତ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ପିସିସି ସଭାପତିଙ୍କୁ ଭେଟିଛନ୍ତି। ରାଜ୍ୟସଭା ନିର୍ବାଚନରେ ଦତେଶ୍ୱର ହୋତାଙ୍କୁ ସମର୍ଥନ ନେଇ ମଧ୍ୟ ଆଲୋଚନା କରିଛନ୍ତି। ତେବେ ଦୀର୍ଘ ଦିନ ହେଲା ଭକ୍ତ ଓ ରମେଶଙ୍କ ଭିତରେ ତୁ ତୁ…
କୋର୍ଟକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କୋର୍ଟକୁ ବୋମା ପକାଇ ଉଡ଼ାଇ ଦେବାକୁ ସନ୍ଦେହପୂର୍ଣ୍ଣ ଇ-ମେଲ ଆସିବା ପରେ ଆଜି ପୋଲିସ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଆଜି ପୂର୍ବାହ୍ନ ୧୧ ଟାରେ ବୋମାରେ ଉଡ଼ାଇ ଦିଆଯିବ ବୋଲି ଚେତାବନୀ ଆସିଥିଲା।…
Archives


