ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ
ନୟାଗଡ଼ ଅଫିସ,୧୮।୧୦: ୫ ଟି ଅଭିଯୋଗ ଏବଂ ଏକ ମାମଲାରେ ଗୋଟିଏ ଗାଡ଼ି ପରିବର୍ତ୍ତେ ଅନ୍ୟ ଏକ ଗାଡ଼ି ନାମରେ ମାମଲା ରୁଜୁ କରିବା ଅଭିଯୋଗରେ ନୟାଗଡ଼ର ୨ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନେ ହେଲେ ଫତେଗଡ଼ ଥାନା ଭାପୁର…
ପ୍ରୟାଗରାଜକୁ ପୂରିଲା ବର୍ଷେ
ପ୍ରୟାଗରାଜ,୧୮।୧୦: ଧାର୍ମିକ ଓ ରାଜନୈତିକ ସ୍ତରରେ ଦେଶରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଆହ୍ଲାବାଦର ନାମ ପରିବର୍ତ୍ତନକୁ ଶୁକ୍ରବାର ବର୍ଷେ ପୂରିଛି। ୨୦୧୮ ଅକ୍ଟୋବର ୧୮ରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହାର ନାମ ପରିବର୍ତ୍ତନ କରି ପ୍ରୟାଗରାଜ ରଖିଥିଲେ। ଏହାର…
ଧର୍ମେନ୍ଦ୍ରଙ୍କୁ ପ୍ରସନ୍ନଙ୍କ ଉତ୍ତର: କେବଳ ମୁଖ୍ୟମନ୍ତ୍ରୀ ନୁହେଁ, ପ୍ରଧାନମନ୍ତ୍ରୀ ବି ଗୋଟିଏ ଆସନ ଛାଡ଼ିଛନ୍ତି
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ନେଇ ପ୍ରଚାର କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଏମ୍ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାହିଁକି ବିଜେପୁର ଛାଡ଼ିଦେଲେ ପ୍ରଶ୍ନର ଉତ୍ତର ରଖିଛନ୍ତି ପ୍ରସନ୍ନ। ସେ କହିଛନ୍ତି, କେବଳ…
ସର୍ଫରାଜଙ୍କ ହାତରୁ ଗଲା ଟେଷ୍ଟ, ଟି୨୦ ନେତୃତ୍ୱ
କରାଚୀ,୧୮।୧୦- ସର୍ଫରାଜ ଅହମ୍ମଦଙ୍କୁ ଶୁକ୍ରବାର ପାକିସ୍ତାନ ଟେଷ୍ଟ ଓ ଟି୨୦ ଦଳର ଅଧିନାୟକ ପଦରୁ ବିଦା କରାଯାଇଛି। ଶ୍ରୀଲଙ୍କା ବିପକ୍ଷ ଘରୋଇ ସିରିଜ୍ରେ ପରାଜୟ ଯୋଗୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଶୁକ୍ରବାର ହୋଇଥିବା ବିଧିବଦ୍ଧ…
ପ୍ରସନ୍ନଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ: ପଶ୍ଚିମ ଓଡ଼ିଶାର ବିକାଶ ହେବ ବୋଲି କହି ଆଣିଥିଲ, ମୁଖ୍ୟମନ୍ତ୍ରୀ କାହିଁକି ଛାଡ଼ି ଚାଲିଗଲେ
ଭୁବନେଶ୍ୱର/ବରଗଡ଼ ଅଫିସ,୧୮।୧୦(ବ୍ୟୁରୋ): ଆଉ ତିନି ଦିନ ପରେ ବିଜେପୁର ଉପନିର୍ବାଚନ। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମଙ୍ଗ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧରିଥିବା ବେଳେ ଭାଜପା ପ୍ରାର୍ଥୀ ସନତ ଗଡ଼ତିଆଙ୍କ ପାଇଁ ପ୍ରଚାର କରୁଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…
ଆଜି ବି ଚାଲିବ ପରୀକ୍ଷା ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଆଜି ଅର୍ଥାତ୍ ଶୁକ୍ରବାର ଏକ ପରୀକ୍ଷା ସ୍ପେଶାଲ ଟ୍ରେନ୍ ଚାଲିବ। ଏ ନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଟ୍ରେନ୍ଟି ପୁରୀରୁ ଟାଟା ନଗର ପର୍ଯ୍ୟନ୍ତ ଚାଲିବ। ଟ୍ରେନ୍ଟି ସନ୍ଧ୍ୟା ୭ଟାରେ ପୁରୀ ଛାଡିବାକୁ ଥିବାବେଳେ…
ମରୁଭୂମିରେ ରହିଛି ଏମିତି ଦୁର୍ଗ,ଯାହା ସବୁଜ ବନାନୀ ପାଇଁ ପ୍ରସିଦ୍ଧ
ଅକ୍ଟୋବରରୁ ଭ୍ରମଣ ଋତୁ ଆରମ୍ଭ ହୋଇଥାଏ। ଲୋକେ ଯୋଜନା କରିଥାନ୍ତି ଏମିତି କିଛି ସ୍ଥାନକୁ ବୁଲିବାକୁ ଯିବେ ଯାହା ଚିରଦିନ ପାଇଁ ସ୍ମରଣୀୟ ହୋଇରହିବ। ସେଥିଲାଗି ନଦୀ, ପାହାଡ଼, ଝରଣା ସବୁଜ ବନାନୀ ଥିବା ସ୍ଥାନକୁ ପସନ୍ଦ କରିଥାନ୍ତି। କିନ୍ତୁ କେହି…
ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବିକଲା ପ୍ରଦେଶ କଂଗ୍ରେସ
ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହହଜନକ ମୃତ୍ୟୁ ପ୍ରସଙ୍ଗକୁ ନେଇ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସିବିଆଇ ତଦନ୍ତ ଦାବି କରାଯାଇଛି। ଶୁକ୍ରବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା…
ପାକିସ୍ତାନକୁ ଏଫ୍ଏଟିଏଫ୍ର ଚେତାବନୀ
ପ୍ୟାରିସ,୧୮।୧୦: କଳା ତାଲିକା ଭୁକ୍ତ ହେବାକୁ ଯାଉଥିବା ପାକିସ୍ତାନକୁ ଆଶ୍ୱସ୍ତି ମିଳିଛି। ପ୍ୟାରିସ(ଫ୍ରାନ୍ସ)ର ଫାଇନାନସିଆଲ୍ ଆକ୍ସନ ଟାକ୍ସ ଫୋର୍ସ(ଏଫ୍ଏଟିଏଫ୍) ଏଥିପାଇଁ ପାକିସ୍ତାନକୁ ଚେତାବନୀ ଦେବା ସହ ସମୟ ଦେଇଛି। ୨୦୨୦ ଫେବୃୟାରୀ ପର୍ଯ୍ୟନ୍ତ ପାକିସ୍ତାନ ଗ୍ରେ ଲିଷ୍ଟରେ ରହିବ ବୋଲି କହିଛି…
ହିନ୍ଦୁ ସମାଜ ପାର୍ଟିର ନେତାଙ୍କୁ ଗଳା କାଟି ହତ୍ୟା
ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କୁ ଶୁକ୍ରବାର ଦିନ ଦ୍ୱିପହରରେ ଗଳା କାଟି ହତ୍ୟା କରାଯାଇଛି। ଚିକିତ୍ସାଧିନ ଅବସ୍ଥାରେ ଟ୍ରମା ସେଣ୍ଟରରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ନାକାର ଖୁର୍ସିଦ ବାଗସ୍ଥିତ…
ଭିନ୍ନ ଲୁକ୍ରେ ହିଟ୍ମ୍ୟାନ୍
ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭିନ୍ନ ଲୁକ୍ରେ ନଜର ଆସିଛନ୍ତି ହିଟ୍ମ୍ୟାନ୍ ରୋହିତ ଶର୍ମା। କରବାଚୌଥରେ ସ୍ତ୍ରୀ ରିତିକା ସଜଦେହଙ୍କ ସହ ଫଟୋ ନିଜ ଇନଷ୍ଟାଗ୍ରାମରେ ଅପଲୋଡ କରିଥିଲେ ରୋହିତ। ଯେଉଁଥିରେ ତାଙ୍କୁ କ୍ଲିନ୍ସେଭ୍ରେ ଦେଖିବାକୁ ମିଳିଥିଲା। ସବୁବେଳେ…
ଭାଇରାଲ ହେଉଛି ଗାଙ୍ଗୁଲିଙ୍କ ଉତ୍ତର
କୋଲକାତା,୧୮।୧୦- ସୌରଭ ଗାଙ୍ଗୁଲି ଓ ରବି ଶାସ୍ତ୍ରୀ ମଧ୍ୟରେ ପ୍ରାୟତଃ କିଛି ନା କିଛି ବିବାଦ ଦେଖିବାକୁ ମିଳେ। ଅନିଲ କୁମ୍ବଲେଙ୍କୁ ଭାରତୀୟ ଦଳର କୋଚ୍ ଚୟନ କରିଥିବା କ୍ରିକେଟ ଉପଦେଷ୍ଟା କମିଟିର ସଦସ୍ୟ ଥିଲେ ଗାଙ୍ଗୁଲି। ସେଥର ଶାସ୍ତ୍ରୀଙ୍କ ସାକ୍ଷାତ୍କାରବେଳେ…
Archives


