Home Left

କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଲେ ସ୍ବାମୀ

ପାଟନା,୧୮।୧୦:ବିହାରର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। କରବାଚୌଥ ଦିନ ସ୍ତ୍ରୀଙ୍କ ଜିଭ କାଟିଦେଇଛନ୍ତି ସ୍ବାମୀ। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ମୁଜାଫରପୁରର ସକରା ଥାନା ଅନ୍ତର୍ଗତ ସରୈୟା ଗ୍ରାମରେ ଦୁଇ ସଉତୁଣୀ ଝଗଡା ଲାଗିବାରୁ ସ୍ବାମୀ…

୩୦ ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ : ୭ ଗୁରୁତର

ଗଜପତି,୧୮।୧୦(ଡି.ଏନ୍‌.ଏ.): ଗଜପତି ଜିଲା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ ନୀଳମୁଣ୍ଡା ବ୍ରିଜ ନିକଟରେ ଭୁବନେଶ୍ବରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିବା ଗାଡ଼ି ନଂ. ଓଡି ୦୫ ଏଲ୍‌ ୬୨୮୮ ଯାତ୍ରୀବାହୀ ବସ ଶୁକ୍ରବାର ଭୋର୍‌ ସମୟରେ ଭାରସାମ୍ୟ ହରାଇ ୩୦ଫୁଟ ତଳକୁ ଖସି ପଡ଼ି…

ବାଲିଯାତ୍ରାରେ ହେବ ପଥ ଉତ୍ସବ : ବୋଟିଂର ମଜା ନେବେ ଲୋକେ

କଟକ ଅଫିସ, ୧୮ା୧୦: ଚଳିତବର୍ଷ କଟକ ବାଲିଯାତ୍ରାକୁ ଭିନ୍ନ ଢଙ୍ଗରେ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଏଠାରେ ଲୋକଙ୍କୁ ଯେଭଳି ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ସେ ନେଇ ଗୁରୁବାର ବାଲିଯାତ୍ରା ପଡ଼ିଆ ବୁଲି ତଦାରଖ…

କୃମି ଔଷଧ ଖାଇ ୩୬ ଶିଶୁ ଅସୁସ୍ଥ ହେବା ଘଟଣା ମୁଖ୍ୟ ଶାସନ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : କେନ୍ଦ୍ରାପଡା ଜିଲା ଗରଦପୁରରେ କୃମି ଔଷଧ ଖାଇ ୩୬ ଜଣ ଶିଶୁ ଅସୁସ୍ଥ ହୋଇପଡ଼ିଥିଲେ। ୨୦୧୪ରେ ଘଟିଥିବା ଏହି ଘଟଣାକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। ଏହି ଘଟଣାର ବିଚାର କରି ଜାତୀୟ ମାନବିକ ଅଧିକାର…

୨୧ରେ ଆସୁଛନ୍ତି ପବ୍ଲିକ ଆକାଉଣ୍ଟ୍‌ସ କମିଟି

ଭୁବନେଶ୍ୱର,୧୮ା୧୦(ବ୍ୟୁରେ): ଆସନ୍ତା ସୋମବାର ଓଡ଼ିଶା ଆସୁଛନ୍ତି ପବ୍ଲିକ ଆକାଉଣ୍ଟସ କମିଟି। ପୂର୍ବତଟ ରେଳପଥରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ସାମ୍ବିଧାନିକ ଆବଶ୍ୟକତା ନିରୀକ୍ଷଣ କରିବେ। ସେମାନଙ୍କ ସହ କରାଯାଇଥିବା ଚୁକ୍ତି ଅନୁସାରେ ଅଧିକାର ମିଳୁଛି କି ନାହଁି ତାହାର ତଦାରଖ କରିବେ। ଠିକା…

ଅମିତାଭ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ୍‌ ଚେକ୍‌ଅପ୍‌ ପାଇଁ ଯାଇଥିବାବେଳେ ତାଙ୍କୁ ସେଠାରେ ରଖାଯାଇଛି। ପେଟରେ ଅଧିକ ଯନ୍ତ୍ରଣା ହେବାରୁ ମଙ୍ଗଳବାର ରାତି ୨ଟାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ୩ଦିନ…

କଏଦୀଙ୍କ ଫୋନ୍‌ କଲ୍‌ ଉପରେ ଲାଗିବ ଅଙ୍କୁଶ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ବିଭିନ୍ନ ସମୟରେ କଏଦୀମାନେ ଜେଲ୍‌ ବାହାରର ଅପରାଧୀଙ୍କ ସହ ସମ୍ପର୍କ ରଖନ୍ତି। ଏପରି କି ଜେଲ ଭିତରେ ରହି ବାହାରେ ଅପରାଧ ଘଟାଇବା ପାଇଁ ଷଡ଼ଯନ୍ତ୍ର ରଚିଥାନ୍ତି। ବାହାର ଅପରାଧୀଙ୍କ ସହ କଏଦୀଙ୍କ ଲିଙ୍କ୍‌ ରହିଥିବା ତଦନ୍ତରୁ ପୋଲିସ…

ରାୟ ନୁହେଁ, ସମାଧାନ ଚାହୁଁ: ସୁନ୍ନି ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୧୮-୧୦:ଅଯୋଧ୍ୟା ଜମି ବିବାଦ ମାମଲାର ସମସ୍ତ ପକ୍ଷ ସମାଧାନ ପାଇଁ ଏକ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି, ଯାହାକି ସମସ୍ତଙ୍କ ପାଇଁ ଜିତିବା ସ୍ଥିତିକୁ ସୁନିଶ୍ଚିତ କରିବ। ଏଥିଲାଗି ସୁପ୍ରିମକୋର୍ଟଙ୍କ ରାୟ ଆବଶ୍ୟକ ହେବ ନାହିଁ ବୋଲି ଉତ୍ତରପ୍ରଦେଶ ସୁନ୍ନି ଓ୍ବାକଫ୍‌ ବୋର୍ଡର ଜଣେ…

ଫ୍ଲାଗ୍‌ ମିଟିଂ ପରେ ବାଂଲା ସୈନ୍ୟଙ୍କ ଗୁଳିମାଡ଼:ବିଏସ୍‌ଏଫ୍‌ ଯବାନ ଶହୀଦ

କୋଲକାତା,୧୮-୧୦(ପି.ଟି.):ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଅନ୍ତର୍ଜାତୀୟ ସୀମାବର୍ତ୍ତୀ ପଶ୍ଚିମବଙ୍ଗରେ ଫ୍ଲାଗ୍‌ ମିଟିଂ ଚାଲିଥିଲାବେଳେ ଜଣେ ବାଂଲାଦେଶୀ ଯବାନ ଏକେ-୪୭ ରାଇଫଲ୍‌ରୁ ଗୁଳି ଚଳାଇଥିଲେ। ବାଂଲାଦେଶ ସୀମାନ୍ତ ପ୍ରହରୀ (ବିଜିବି) ଯବାନଙ୍କ ମନମାନିକୁ…

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅମରଙ୍କ ଚିଠି : ଡିଏମ୍‌ଏଫ୍‌ଟି ଜିଏସ୍‌ଟି ଛାଡ଼ କରାଯାଉ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଆଦିବାସୀବହୁଳ ଖଣିଜ ସମ୍ପଦ ଜିଲାଗୁଡିକର ବିକାଶ ପାଇଁ ରାଜ୍ୟ ସରକାର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ ଟ୍ରଷ୍ଟ(ଡିଏମ୍‌ଏଫ୍‌ଟି) ଗଠନ କରିଛନ୍ତି। ଏହି ଟ୍ରଷ୍ଟ ଉପରୁ ଆୟକର, ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଛାଡ କରିବାକୁ ବିଜେଡି ରାଜ୍ୟ ସଭା ଏମ୍‌ପି…

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ସଫା ହେଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ): ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ଉପରେ ଗୁରୁତ୍ୱ ବଢ଼ିଯାଇଛି। ବିଶେଷକରି ହସ୍ପିଟାଲ ଓ ଥାନାକୁ ଯାଉଥିବା ଲୋକଙ୍କୁ ଉନ୍ନତ ସେବା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବ୍ୟବସ୍ଥାର ଅନୁଧ୍ୟାନ ଲାଗି ଏବେ ୫-ଟି ସଚିବ ଭି.କେ.…

ଛଟେଇ ପ୍ରତିବାଦରେ ବିଇଓ ଅଫିସ୍‌ ସମ୍ମୁଖରେ ପାଚିକାଙ୍କ ଧାରଣା

ଗଣିଆ,୧୮।୧୦(ଡି.ଏନ.ଏ.): ବିଦ୍ୟାଳୟର ପାଚିକା କାର୍ଯ୍ୟରୁ ଛଟେଇ କରାଯିବା ପ୍ରତିବାଦରେ ନୟାଗଡ଼ ଜିଲା ଗଣିଆ ବ୍ଲକ କରଡାପଡା ପଞ୍ଚାୟତ କରଡାପଡା ଗ୍ରାମସ୍ଥିତ ଜେ. ପ୍ରଧାନସିଂହ ମଧ୍ୟ ଇଂରାଜୀ ବିଦ୍ୟାଳୟର ପାଚିକା ସୁମିତ୍ରା ମୁଦୁଲି ଗୁରୁବାର ଗଣିଆ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri