Home Left

ଏହି ପ୍ରଶ୍ନର ଉତ୍ତର ମୋଦିଙ୍କୁ ପଚାରିବାକୁ କହିଲେ ଗାଙ୍ଗୁଲି

କୋଲକାତା,୧୭।୧୦: ଭାରତୀୟ ଦଳର ସଫଳତମ ଅଧିନାୟକ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଯାଇଛି। ଏତେ ବଡ ପଦରେ ବସିବା ପୂର୍ବରୁ ନିଜ ଘର କୋଲକାତାକୁ ଯାଇଛନ୍ତି। ସେଠାରେ ତାଙ୍କର ଜୋରଦାର ସ୍ବାଗତ କରାଯାଇଥିଲା। ସେଠାରେ…

ଦାଦାଙ୍କୁ ଅମୂଲ ପରିବାରର ଶୁଭେଚ୍ଛା

ନୂଆଦିଲ୍ଲୀ,୧୭।୧୦- ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ଅଧ୍ୟକ୍ଷ ହେବା ପରେ ପ୍ରଶଂସକ ଓ ସାଥୀ କ୍ରିକେଟରମାନେ ଶୁଭେଚ୍ଛା ଜଣାଉଛନ୍ତି। ଏହି ଧାରାରେ ଯୋଗଦେଇଛି ଅମୂଲ କମ୍ପାନୀ। ଏହି ବ୍ରାଣ୍ଡ ତା’ର ନିଜସ୍ବ…

ଦେବଗଡ଼ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ

ଦେବଗଡ଼, ୧୭।୧୦(ଡି.ଏନ୍‌.ଏ.): ସହର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଫଳରେ ଏହି ରାସ୍ତାରେ ଛୋଟବଡ଼ ଦୁର୍ଘଟଣା ଘଟୁଛି। ଯାହାକୁ ନେଇ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ପ୍ରଶାସନକୁ ଜଣାଇଥିଲେ…

ଅଭିନେତ୍ରୀଙ୍କ ପୁଅର ଭିଡିଓ ଭାଇରାଲ୍‌, ମୋଦି ଦେଲେ ଏଭଳି ପ୍ରତିକ୍ରିୟା

ନିକଟରେ ଅଭିନେତ୍ରୀ ଗୁଲ ପନାଗଙ୍କ କୁନି ପୁଅ ନିହାଲଙ୍କ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଭିଡିଓରେ ନିଜ ପ୍ରତିକ୍ରିୟା ଦେଇଛନ୍ତି। ଗୁଲ ପନାଗ ଟୁଇଟରରେ ନିଜ ପୁଅର ଏକ ଭିଡିଓ ଅପଲୋଡ…

ଅର୍ଥ ବ୍ୟବସ୍ଥାକୁ ନେଇ ମୋଦିଙ୍କ ଉପରେ ବର୍ଷିଲେ ମନମୋହନ

ମୁମ୍ବାଇ,୧୭।୧୦: ଦେଶର ଆର୍ଥିିକ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ। ମହାରାଷ୍ଟ୍ରରେ ସେ ଯୋଗ ଦେଇଥିବା ଏକ ନିର୍ବାଚନ ପ୍ରଚାର ଅବସରରେ କହିଛନ୍ତି ଯେଉଁ ପ୍ରତିଶ୍ରୁତି ଦେଇ ମୋଦି, ସରକାର ଗଠନ କରିଥିଲେ…

ଏଣିକି ରାଜଧାନୀରେ ପାର୍କିଂ ହେବ ମହଙ୍ଗା: ୧୦ ଘଣ୍ଟା ପାଇଁ ଦେବାକୁ ପଡ଼ିବ ୧୦ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୧୦: ଦିନକୁ ଦିନ ବିଶ୍ୱରେ ଗ୍ଲୋବାଲ ଓ୍ବାର୍ମିଂ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପୃଥିବୀରେ ପରିବେଶ ପ୍ରଦୂଷଣ ମାତ୍ରା ମଧ୍ୟ ବୃଦ୍ଧି ପାଉଛି। ପରିବେଶ ପ୍ରଦୂଷଣ ମାତ୍ରା ବଢ଼ୁଥିବାରୁ ସରକାର ଏହାକୁ ରୋକିବା ପାଇଁ କିଛି ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ…

କଶ୍ମୀର ଯିବାକୁ ହେଲେ ସବୁ ବ୍ୟବସ୍ଥା କରିଦେବେ ମୋଦି

ମୁମ୍ବାଇ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ମହାରାଷ୍ଟ୍ରରେ ଏକ ନିର୍ବାଚନି ସଭାରେ ଉଦ୍‌ବୋଧନ ଦେବା ସମୟରେ ପୁଣି ଥରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏଥର ସେ କଂଗ୍ରେସ ଓ ଏନ୍‌ସିପି ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦…

ରାଞ୍ଚି ଟେଷ୍ଟରେ ଯୋଗଦେବେ ନାହିଁ ଗାଙ୍ଗୁଲି

କୋଲକାତା,୧୭।୧୦(ପି.ଟି.)- ସୌରଭ ଗାଙ୍ଗୁଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ନୂଆ ଅଧ୍ୟକ୍ଷ। ତାଙ୍କୁ ଦେଶର ଫୁଟ୍‌ବଲ ଲିଗ୍‌ ଆଇଏସ୍‌ଏଲ୍‌ର ଆମ୍ବାସାଡର କରାଯାଇଛି। ଆଗାମୀ ଆଇଏସ୍‌ଏଲ ରବିବାରଠାରୁ କୋଚିଠାରେ ଅନୁଷ୍ଠିତ ହେବ। ଉଦ୍‌ଘାଟନୀ ମ୍ୟାଚ୍‌ କେରଳ ବ୍ଲାଷ୍ଟର୍ସ ଓ ଦୁଇ ଥର ଚାମ୍ପିୟନ…

ଅଡ୍‌-ଇଭିନ୍‌ ନମ୍ବର କେଉଁଠି ଲାଗୁହେବ କେଉଁଠି ନାହିଁ ସ୍ପଷ୍ଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୧୭।୧୦: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଆସନ୍ତା ମାସଠାରୁ ଅଡ୍‌-ଇଭିନ୍‌ ନମ୍ବରର ଗାଡି ଚଲାଇବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା କେଉଁଠି ଲାଗୁ ହେବ ଓ କେଉଁଠି ଲାଗୁ ହେବନାହିଁ ସେ ନେଇ…

ରାଞ୍ଚି ଟେଷ୍ଟ: ସିଆରପିଏଫ୍‌, ଆର୍ମି ଯବାନଙ୍କୁ ମିଳିବ ମାଗଣା ଟିକେଟ୍‌

ରାଞ୍ଚି,୧୭।୧୦- ଦକ୍ଷିଣ ଆଫ୍ରିକା ଓ ଭାରତ ବିପକ୍ଷ ତୃତୀୟ ଟେଷ୍ଟ ପୂର୍ବରୁ ଝାଡ଼ଖଣ୍ଡ ରାଜ୍ୟ କ୍ରିକେଟ ଆସୋସିଏଶନ (ଜେଏସ୍‌ସିଏ) ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ୟୁନିଫର୍ମ ପିନ୍ଧିଥିବା ସିଆରପିଏଫ୍‌, ଆର୍ମି ଯବାନ ଓ ଏନ୍‌ସିସି କ୍ୟାଡେଟ୍ସଙ୍କୁ ମାଗଣା ଟିକେଟ୍‌ ପ୍ରଦାନ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଚିନିକଳ କର୍ମଚାରୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ ଅଫିସ/ବିଜେପୁର, ୧୭ା୧୦- ବରଗଡ ଜିଲା ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ଶୋ’ରେ ବିଜେପୁର ଅଞ୍ଚଳରେ ଦଳୀୟ ପ୍ରାର୍ଥିନୀ ରୀତା ସାହୁଙ୍କ ପ୍ରଚାର କରୁଛନ୍ତି। ଅପରପକ୍ଷରେ ବୁଧବାରଠାରୁ ସ୍ଥାନୀୟ ଜାରି ନିକଟ ବିଜେପୁର-ବରଗଡ଼ ରାସ୍ତାର…

ନର୍ସଙ୍କ ଅସାବଧାନତା: ଇଞ୍ଜେକ୍‌ସନ ଦେବା ବେଳେ ଶିଶୁ ପିଚାରେ ରହିଗଲା ଛୁଞ୍ଚି, ମାସେ ଯନ୍ତ୍ରଣା ପରେ ବାହାରିଲା

ମାଧପୁର, ୧୭ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡ ମାଧପୁରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କମ୍ପଲା ପଞ୍ଚାୟତ ମହନଖୋଳି ଗ୍ରାମର ସୀତାକାନ୍ତ ପଣ୍ଡାଙ୍କ ୪ ବର୍ଷର ପୁଅର ପିଚାରୁ ଇଞ୍ଜେକ୍‌ସନ ଦେବାର ଏକ ମାସ ପରେ ଛୁଞ୍ଚି ବାହାରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri