Home Left

ରୁଗୁଡିପାଲି ବାଲ୍ୟ ବିବାହ ମୁକ୍ତ ଗ୍ରାମ ଘୋଷିତ

ସୋନପୁର, ୬।୧(ନି.ପ୍ର.): ଗତବର୍ଷ ମୋ ନାତୁଣୀର ବାହାଘର ଠିକ୍‌ ହୋଇଥିଲା। ସେତେବେଳେ ତାକୁ ପ୍ରାୟ ୧୫ ବର୍ଷ ହୋଇଥିଲା। ଗାଁର ଅଙ୍ଗନଓ୍ବାଡି କର୍ମୀ ଗୀତାଞ୍ଜଳି ରଣା ଘରକୁ ଆସି ବାହାଘର ବନ୍ଦ କରିବାକୁ ପରାମର୍ଶ ଦେଇଥିଲେ। ପ୍ରଥମେ ଆମେ ତାଙ୍କ ଉପରେ…

ରେଳଧାରଣା କଡ଼ରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ

ବନ୍ତ,୬।୧(ସ୍ବ.ପ୍ର.)- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବନ୍ତ ବ୍ଲକ ଅଳଉତି ଗ୍ରାମର ଗତ ୪ ଦିନ ଧରି ନିଖୋଜ ଥିବା ଜଣେ ବୃଦ୍ଧାଙ୍କ ମୃତଦେହ ସୋମବାର କେନ୍ଦୁଆପଦା ରେଳ ଷ୍ଟେଶନଠାରୁ କିଛି ଦୂରରେ କ୍ଷତବିକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତା ବୃଦ୍ଧା…

୧୩ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ବାଲିଗୁଡା,୬।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ୧୩୫ ଏକର ଜମିରେ ଚାଷ କରାଯାଇଥିବା ବେଆଇନ ଗଞ୍ଜେଇ ଗଛକୁ ସୋମବାର ପୋଲିସ କାଟି ନଷ୍ଟ କରିଛି। କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର…

ଗଣତନ୍ତ୍ରରେ ଭିନ୍ନମତକୁ ଗ୍ରହଣ କରୁନାହିଁ କେନ୍ଦ୍ର ସରକାର: କଂଗ୍ରେସ

ଭୁବନେଶ୍ୱର,୬।୧(ବ୍ୟୁରୋ): ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ରବିବାରଠାରୁ ଉପୁଜିଥିବା ଛାତ୍ର ହିଂସା ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ। ଉକ୍ତ ଘଟଣାକୁ ନିନ୍ଦା କରିବା ସହ ଦୋଷୀମାନଙ୍କ ବିରୋଧରେ କଠୋର ଦଣ୍ଡବିଧାନ ସହିତ ଜଣେ କାର୍ଯ୍ୟରତ…

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ ଫଳାଫଳର ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୮ରେ ମତଦାନ ହେବାକୁ ଥିବା ବେଳେ ୧୧କୁ…

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ପଥେ ସବୁ ରାଜନୈତିକ ଦଳ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନର କାର୍ଯ୍ୟକାଳ ଆସନ୍ତା ଫେବୃୟାରୀରେ ପୂରଣ ହେଉଥିବା ବେଳେ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ଆସନ୍ତା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଫେବୃୟାରୀ ୮ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ଓ ଏହାର ଫଳାଫଳ…

ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ମମତାଙ୍କ ନାଁରେ ସୁପ୍ରିମକୋର୍ଟରେ ଆବେଦନ

କୋଲକାତା,୬।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୋମବାର ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଛି। ମମତାଙ୍କୁ ପଦରୁ ହଟାଇବା ପାଇଁ ରାଜ୍ୟପାଳ ଜଗଦୀପ ଧନଖରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଏଥିରେ ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ…

ଶାହରୁଖ୍‌ଙ୍କ ସିକ୍ରେଟ୍‌ ଖୋଲିଲେ ଗୌରୀ

ବଲିଉଡ୍‌ର ବାଦ୍‌ଶାହ ଶାହରୁଖ ଖାଁ ଏବଂ ସ୍ତ୍ରୀ ଗୌରୀ ଖାନ ଇଣ୍ଡଷ୍ଟ୍ରୀର ସବୁଠୁ ଷ୍ଟାଇଲିସ୍‌ କପଲ୍‌ ଭାବେ ଜଣାଶୁଣା। କୌଣସି ପାର୍ଟିରେ ହେଉ କି ଇଭେଣ୍ଟ ଉଭୟଙ୍କୁ ଷ୍ଟାଇଲିସ୍‌ ଲୁକ୍‌ରେ ଦେଖିବାକୁ ମିଳେ। ଶାହରୁଖଙ୍କୁ କୌଣସି ସ୍ଥାନକୁ ଯିବାକୁ ହେଲେ ପ୍ରସ୍ତୁତ…

ଜମ୍ମୁ-କଶ୍ମୀର ଛାତ୍ରୀଛାତ୍ରଙ୍କୁ ମିଳିଲା ଇଣ୍ଟରନେଟ୍‌ ସୁବିଧା

ଶ୍ରୀନଗର,୬।୧: ବେଶ୍‌ କିଛିଦିନ ହେବ ଜମ୍ମୁ-କଶ୍ମୀରରେ ଇଣ୍ଟରନେଟ୍‌ ସେବା ବନ୍ଦ କରି ଦିଆଯାଇଥିବା ବେଳେ କିଛିଦିନ ତଳେ ଏହା ପୁଣିଥରେ କାର୍ଯ୍ୟକାରୀ କରାଯାଇଥିଲା। ଆଗକୁ ନିଟ୍‌(ଏନ୍‌ଇଇଟି) ୨୦୨୦ ପରୀକ୍ଷା ଥିବା ବେଳେ ଅଓ୍ବନ୍ତିପୋରାରେ ସୋମବାର ଛାତ୍ରୀଛାତ୍ରଙ୍କୁ ଇଣ୍ଟରନେଟ୍‌ ସୁବିଧା ଯୋଗାଇ ଦିଆଯାଇଥିବା…

ଯେଉଁଠି ମାଟିତଳେ ରୁହନ୍ତି ଲୋକେ

‘ପାତାଳ ଲୋକ’ କଥା ସମସ୍ତେ କାହାଣୀରେ ଶୁଣିଥିବେ। ହେଲେ ବିଶ୍ୱରେ ଏମିତି ଏକ ସ୍ଥାନ ଅଛି ଯେଉଁଠି ଲୋକେ ମାଟିତଳେ ଘର କରି ରହୁଛନ୍ତି। ଏହାକୁ କେହି କେହି ‘ପାତାଳ ପୁର’ ବା ‘ପାତାଳ ଲୋକ’ ବୋଲି ମଧ୍ୟ କହିଥାଆନ୍ତି। ଆଫ୍ରିକାର…

ସୋଲେମାନୀଙ୍କୁ ଅନ୍ତିମ ବିଦାୟ

ଦୁବାଇ,୬।୧: କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନରାଲ କାସିମ ସୋଲେମାନୀଙ୍କୁ ସୋମବାର ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲ୍ଲି ଖାମନେଇ ଶେଷ ନମାଜ ପାଠ କରିଥିଲେ। ସୋଲେମାନୀଙ୍କୁ ବିଦାୟ ଦେବା ଲାଗି ତେହରାନ ରାସ୍ତାରେ…

କୌରବଙ୍କ ରାଜଧାନୀର ପୁନଃ ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ମିରଟ ଜିଲାରେ ଥିବା କୌରବଙ୍କ ରାଜଧାନୀ ହସ୍ତିନାପୁରର ପୁନଃ ନିର୍ମାଣ ପାଇଁ ଦାୟିତ୍ୱ ନେଇଛନ୍ତି। ମହାଭାରତ ସମୟରୁ ରହିଥିବା ଏହି ସହରର ବିକାଶ ପାଇଁ ଯୋଗୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?