Home Left

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଓ୍ବର୍ନ ନିଲାମ କରିବେ ପଦାର୍ପଣ କ୍ୟାପ

ସିଡ୍‌ନୀ,୬।୧- ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ କାରଣରୁ ପ୍ରାୟ ୫୦ କୋଟି ବନ୍ୟ ଜନ୍ତୁ ଜୀବନ ହରାଇ ସାରିଲେଣି। କେବଳ ଏତିକି ନୁହେଁ ବହୁ ନିୟୁତ ଏକର ଜଙ୍ଗଲ ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଜନସାଧାରଣଙ୍କ ମୃତ୍ୟୁ ଘଟିଛି। ଏଭଳି ଭୟଙ୍କର ପରିସ୍ଥିତିରେ…

ଅଳିଆଗଦାରେ ଫିଙ୍ଗି ଦେଇଥିଲେ ଲଟେରି ଟିକେଟ୍‌, ପରେ ହେଲେ କୋଟିପତି

କୁହାଯାଏ, ଭାଗ୍ୟ କାହାକୁ କେତେବେଳେ କେଉଁଠି ନେଇ ପହଞ୍ଚାଇଥାଏ ତା’ର ଠିକଣା ନ ଥାଏ। ଫଳରେ କୋଟିପତି ଗରିବ ହୋଇଯାଉଥିବା ବେଳେ ଗରିବଟିଏ ରାତାରାତି କୋଟିପତି ହୋଇଯାଏ। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ଏହିପରି ଏକ ଉଦାହରଣ ଦେଖିବାକୁ ମିଳିଛି…

ହାର୍ଟଆଟାକ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ମାସରେ ଥରେ…

ପରିବର୍ତ୍ତିତ ଜୀବନଶୈଳୀ ଏବଂ ଖାଦ୍ୟପେୟରେ ଅନିୟମିିତା ପାଇଁ କେତେକଙ୍କଠାରେ ହାର୍ଟ ସମସ୍ୟା ଦେଖାଦେଇଥାଏ। ତେବେ ଏହା ସହଜରେ ଦୂର କରିବା ପାଇଁ ପ୍ରତି ମାସରେ ଥରେ କାନ୍ଦିଲେ ସୁଫଳ ମିଳିଥାଏ। ଏନେଇ ଆମେରିକା ମିନେସୋଟା ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ…

ରାଷ୍ଟ୍ରପତି ରେସ୍‌ରେ ଶରଦଙ୍କ ନାଁ

ନୂଆଦିଲ୍ଲୀ,୬।୧: ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୨୦୨୨ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ନିଜ ନିଜର ଆଶାୟୀ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇବାକୁ ଏବେଠାରୁ ଯୋଜନା କରୁଛନ୍ତି। ତେବେ ଏହି ରେସ୍‌ରେ ନେଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ନାଁ…

ଧରାପଡ଼ିଲା ପାକିସ୍ତାନୀ ଡଙ୍ଗା: ୧୭୫ କୋଟିର ନିଶାଦ୍ରବ୍ୟ ଜବତ

ଅହମ୍ମଦାବାଦ୍‌,୬।୧: ଗୁଜରାଟ କଛ ନିକଟରେ ଏକ ପାକିସ୍ତାନୀ ଡଙ୍ଗା ଭାରତୀୟ ନୌସେନା ହାତରେ ଧରାପଡ଼ିଛି। ସେଥିରେ ୩୫ କିଲୋଗ୍ରାମ୍‌ ନିଶାଦ୍ରବ୍ୟ ବୋଝେଇ ହୋଇଥିଲା। ଏହାର ଆନୁମାନିକ ଦାମ ୧୭୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଡଙ୍ଗାରେ ଥିବା ୫ ପାକିସ୍ତାନୀ…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୫୦ କୋଟି ବନ୍ୟଜୀବଙ୍କ ମୃତ୍ୟୁ

ସିଡ୍‌ନୀ,୬।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ବେଳକୁ ବେଳ ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ନିଆଁରେ ପାଖାପାଖି ୫୦ କୋଟି ବନ୍ୟଜୀବଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଇଛି। ଅଧିକାଂଶ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଏଥିରେ କୋଆଲାଙ୍କ ମୃତ୍ୟୁ ସଂଖ୍ୟା ଅଧିକ…

ବେଆଇନ ରାସ୍ତା, ଇଟାଭାଟି ନିର୍ମାଣକୁ ବିରୋଧ କଲେ ମହିଳା

ମହାକାଳପଡ଼ା,୬।୧(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳର ପାର୍ଶ୍ୱ ଗ୍ରାମ ମଧ୍ୟରେ ବେଆଇନ ରାସ୍ତା ଏବଂ ଇଟାଭାଟି ନିର୍ମାଣକୁ ସ୍ଥାନୀୟ ମହିଳାମାନେ ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ଖରିନାସୀ ଗ୍ରାମର ୬ ଓ ୧୪ ନଂ ଓ୍ବାର୍ଡର ୧୦୦ରୁ…

ମଦ ନିଶାରେ ନାଗସାପ ସହ ଖେଳ: ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ସାଧାରଣତଃ ସାପକୁ ଦେଖିଲେ ଲୋକେ ଭୟରେ ଥରି ଉଠନ୍ତି। ମାତ୍ର ଜଣେ ବ୍ୟକ୍ତି ମଦ ନିଶାରେ ଏକ ନାଗସାପ ସହ ଖେଳୁଥିବା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିକୁ ଯିଏ ଦେଖିବ ସେ ନିଶ୍ଚିତ ଡରିଯିବ। ମାତ୍ର…

ଜୟଲଲିଥାଙ୍କୁ ସମର୍ପିତ କରାଯିବ ୫୦ କୋଟି ଟଙ୍କାରେ ନିର୍ମାଣ କରାଯାଇଥିବା ସ୍ମାରକ

ଚେନ୍ନାଇ,୬।୧: ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜେ. ଜୟଲଲିଥାଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକକୁ ସମର୍ପିତ କରାଯିବ ବୋଲି ଜଣାପଡିଛି। ତାମିଲନାଡୁ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତ ସୋମବାର ଏହା ଘୋଷଣା କରିଛନ୍ତି। ପ୍ରାୟ ୫୦.୮୦ କୋଟି ଟଙ୍କା ବ୍ୟୟରେ ପ୍ରସ୍ତୁତ କରାଯାଉଥିବା ଏହି…

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ

ପୁରୀ ଅଫିସ୍‌, ୬।୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟମାନେ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରିଛନ୍ତି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ନେତୃତ୍ୱରେ କମିଟି ସଦସ୍ୟ ଗୋବର୍ଦ୍ଧନ ମଠରେ ପହଞ୍ଚି…

ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା

ନୂଆଦିଲ୍ଲୀ,୬।୧: ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍‌ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍‌ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରତିଯୋଗୀତାରେ ମଞ୍ଜୁ ସବୁଠାରୁ କନିଷ୍ଠ ପ୍ରତିଯୋଗୀ। ଏଥିପାଇଁ…

ଆମେରିକା ସେନା ଶିବିର ଉପରେ ଆତଙ୍କବାଦୀ ଆକ୍ରମଣ: ୩ ସେନା ନିହତ

ଓ୍ବାଶିଂଟନ,୬।୧: ସୋମାଲିଆରେ ଅଲ କାଏଦା ଆତଙ୍କବାଦୀ ସଙ୍ଗଠନ ସହ ସମ୍ପର୍କ ଥିବା ଅଲ ସବାବ ଆତଙ୍କବାଦୀ ସଙ୍ଗଠନ କେନିଆରେ ଥିବା ଆମେରିକା ସେନା ଶିବିର ଉପରେ ଆକ୍ରମଣ କରିଥିବା ସୂଚନା ମିଳିଛି। ଲାମୁ କାଉଣ୍ଟିରେ ଥିବା ସେନା ଶିବିର ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?