Home Left

ଓଡ଼ିଶାରୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ ଆଶା ଉଜ୍ଜ୍ୱଳ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ଚଳାଚଳ କରିବା ଆଶା ଉଜ୍ଜ୍ୱଳ ହେବାରେ ଲାଗିଛି। ଆସନ୍ତା ୨୨ ତାରିଖରେ ଓଡ଼ିଶାରେ ୧୫ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ବିମାନ ଚଳାଚଳ ସଂସ୍ଥାର ସିଇଓଙ୍କ ବୈଠକ ଅନୁଷ୍ଠିତ ହେବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ରାଜ୍ୟ…

ସରିଲା ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା: ଫେବୃୟାରୀ ପ୍ରଥମ ସପ୍ତାହରେ ପରୀକ୍ଷାଫଳ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଭୁବନେଶ୍ୱର ଏବଂ ନୂଆ କରି ଆରମ୍ଭ ହେବାକୁ ଥିବା ସୈନିକ ସ୍କୁଲ ସମ୍ବଲପୁର ପାଇଁ ସର୍ବଭାରତୀୟ ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା ଓଡ଼ିଶାର ୮ ସେଣ୍ଟରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରବେଶିକା ପରୀକ୍ଷାରେ ସୈନିକ ସ୍କୁଲ ଭୁବନେଶ୍ୱର ନିମନ୍ତେ ଷଷ୍ଠ…

ଥରିଲା ହିମାଚଳ ପ୍ରଦେଶ

ଶିମ୍‌ଲା,୬।୧: ହିମାଚଳ ପ୍ରଦେଶର ଶିମ୍‌ଲାରେ ସୋମବାର ସକାଳେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୩.୬। ଏହା ମୃଦୁ ଭୂକମ୍ପ ହୋଇଥିବାରୁ ଅଧିକାଂଶ ଲୋକେ ଏହାକୁ ଅନୁଭବ କରି ପାରି ନ ଥିବା କହିଛନ୍ତି।…

ଜମି ଅଧିଗ୍ରହଣରେ ଅଟକିଛି ଅଧିକାଂଶ ରେଳ ପ୍ରକଳ୍ପ

ଭୁବନେଶ୍ୱର,୬ା୧(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଓଡ଼ିଶାରେ ଚାଲୁଥିବା ନୂଆ ରେଳ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଧିମେଇଛି। ଜମି ଅଧିଗ୍ରହଣ, ଜଙ୍ଗଲ ବିଭାଗର ଅନୁମତି ଆଦି କ୍ଷେତ୍ରରେ ଉପୁଜିଥିବା କେତେକ ସମସ୍ୟା ଯୋଗୁ ପ୍ରକଳ୍ପ ସରିବାରେ ବିଳମ୍ବ ହେଉଛି। ପୁଣି ଓଡ଼ିଶା ସରକାରଙ୍କ ଅଂଶ…

ଚିଲିକାରେ ସରିଲା ପକ୍ଷୀ ଗଣନା: ଅନୁକୂଳ ପାଗ ଯୋଗୁ ପକ୍ଷୀଙ୍କ ସଂଖ୍ୟା ବଢ଼ିଛି

ବାଲୁଗାଁ,୬ା୧(ଡି.ଏନ୍‌.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ରବିବାର ସମଗ୍ର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତବର୍ଷ ସମଗ୍ର ଚିଲିକାରେ ୧୧ଲକ୍ଷ ୫ହଜାର ୪୦…

ବାଥ୍‌ ରୁମ୍‌ରେ ଥିଲେ, ଭାରତର ୫ଟି ଉଇକେଟ୍‌ ଯିବାପରେ ପଡିଆକୁ ଆସି ୧୭୫ ରନ୍‌ର ବିସ୍ଫୋରକ ଇନିଂଶ ଖେଳିଥିଲେ ମହାନ ଖେଳାଳି

ଭାରତୀୟ କ୍ରିକେଟ ଦଳର ମହାନ ଅଲରାଉଣ୍ଡର କପିଳ ଦେବଙ୍କ ଆଜି ୬୧ତମ ଜନ୍ମଦିବସ। ୧୯୫୯ ମସିହା ଆଜିର ଦିନରେ ସେ ଚଣ୍ଡୀଗଡରରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ କ୍ୟାରିୟରରେ ଉଭୟ ବ୍ୟାଟ୍‌ ଏବଂ ବଲ୍‌ରେ ସେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ସେ ମୋଟ…

ଏ.ଆର୍‌. ରହମାନ୍‌ଙ୍କୁ ପୂରିଲା ୫୩: ଅସଫଳ ହୋଇ ଆତ୍ମହତ୍ୟା କରିବାକୁ ବହୁଥର କରିଥିଲେ ଉଦ୍ୟମ…

ମୁମ୍ବାଇ: ସଙ୍ଗୀତକାର ଏ.ଆର୍‌.ରହମାନ୍‌ ସୋମବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୬ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଏ.ଏସ୍‌. ଦିଲ୍ଲୀପ୍‌ କୁମାର ମୁଦଲିଆର ଥିଲା। ତାଙ୍କ ଭଉଣୀ ୧୯୮୬ରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ଏହି…

ୟୁପିରେ ପଶିଛନ୍ତି ଆତଙ୍କବାଦୀ

ବସ୍ତି(ୟୁପି),୬ା୧(ପି.ଟି.): ଉତ୍ତରପ୍ରଦେଶରେ ଆଇଏସ୍‌ର ଦୁଇଜଣ ଆତଙ୍କବାଦୀ ପ୍ରବେଶ କରିଥିବା ନେଇ ଗୋଇନ୍ଦା ସୂଚନା ମିଳିବା ପରେ ଭାରତ-ନେପାଳ ସୀମା ଅନ୍ତର୍ଗତ ମହାରାଜଗଞ୍ଜ, କୁଶିନଗର ଏବଂ ସିଦ୍ଧାର୍ଥ ନଗର ଜିଲାରେ ହାଇଆଲର୍ଟ ଜାରି କରାଯାଇଛି। ଦୁଇ ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଅବୁଦୁଲ ସମାଦ ଓ…

ନିଜ ଦେଶ କଥା ଚିନ୍ତାକର: ପାକ୍‌ ପ୍ରଧାନମନ୍ତ୍ରୀଙ୍କୁ ଓଓ୍ବାଇସିଙ୍କ ସମାଲୋଚନା

ହାଇଦ୍ରାବାଦ,୬ା୧(ପି.ଟି.): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତୀୟ ମୁସଲମାନଙ୍କ ସମ୍ପର୍କରେ ମୁଣ୍ଡ ନ ଖେଳାଇ ନିଜ ଦେଶ କଥା ଚିନ୍ତା କରନ୍ତୁ ବୋଲି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି କହିଛନ୍ତି। ହାଇଦ୍ରାବାଦ ନିକଟସ୍ଥ ସାଙ୍ଗାରେଡ୍ଡୀ ସହରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)…

ଲେଉଟିବ ଶୀତ: ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ପୁଣି ଥରେ ବଢ଼ିବ ଶୀତ। ସୋମବାରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବା ସହ ଘନ କୁହୁଡ଼ି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। କିଛିଦିନ ହେବ ରାଜ୍ୟରେ ବର୍ଷା ପାଗ ରହୁଥିବାରୁ…

ଚଣ୍ଡିଖୋଲ-ଡୁବୁରୀ ଜାତୀୟ ରାଜପଥ ମରାମତି କାର୍ଯ୍ୟରେ ବିଳମ୍ବ: ରାଜପଥ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଚଣ୍ଡିଖୋଲ,୬ା୧(ଡ଼ି.ଏନ.ଏ)- ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ଡେଥ୍‌ ଜୋନଭାବେ ପରିଗଣିତ ହେବା ପରେ ଜିଲା ପ୍ରଶାସନ ପାଇଁ ଚିନ୍ତା ବଢ଼ି ଯାଇଥିଲା। ସେଥିପାଇଁ ବାରମ୍ବାର ବୈଠକ କରି ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ଡିସେମ୍ବର ୩୧ ସୁଦ୍ଧା ଏହି ଜାତୀୟ ରାଜପଥର ମରାମତି…

ବେଆଇନ ବାଲି ଖାଦାନ ଅଣାୟତ୍ତ: ବାରଣ ସତ୍ତ୍ୱେ ବ୍ୟବହାର ହେଉଛି ମେଶିନ

ଯାଜପୁର ଅଫିସ,୬ା୧- ଯାଜପୁର ଜିଲାରେ ରାଜନୈତିକ ଛତ୍ରଛାୟା ତଳେ ବେଆଇନ ଲଘୁ ଖଣିଜ ସମ୍ପଦ ଲୁଟ ସୀମା ଲଂଘିଛି। ଟାସ୍କଫୋର୍ସ କମିଟି, ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ, ବିଧାନସଭାରେ ଆଲୋଚନା ଆଦି କୌଣସି ଧାର ଧାରୁନାହିଁ। ମାନୁଆଲ (ହସ୍ତଚାଳିତ) ମାଇନିଂ ଲିଜ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?