ସୀମା ଟପିଲେ ଅନୁରାଗ
ମୁମ୍ବାଇ: ବଲିଉଡ୍ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ କିଛିଦନ ହେବ ସୋସିଆଲ ମିଡିଆରୁ ଦୂରେଇ ରହିଥିବା ବେଳେ ଏବେ ପୁଣିଥରେ ସୋସିଆଲ ମିଡିଆରେ ଯୋଡି ହୋଇଯାଇଛନ୍ତି। ସବୁବେଳେ ସେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବେଳେ ଏଥର ମଧ୍ୟ ସେମିତି…
ପ୍ରପୋଜ କରିବାର ୫ ଦିନ ପରେ ହେଲା ଝଗଡା, ଗର୍ଲଫ୍ରେଣ୍ଡ୍ଙ୍କୁ ହତ୍ୟା କଲେ ଯୁବକ
ଟେକ୍ସାସ, ୫।୧: ଆମେରିକାର ଟେକ୍ସାସ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରପୋଜ କରିବାର ୫ ଦିନ ପରେ ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡ୍ଙ୍କୁ ହତ୍ୟା କରିଛନ୍ତି। ୩୯ ବର୍ଷ ଅଭିଯୁକ୍ତ କେଣ୍ଡ୍ରିକ୍ ଅକିନ୍ସଙ୍କୁ ପୋଲିସ ଗିରଫ କରିଛି। ନୂଆବର୍ଷର ଗୋଟିଏ…
ଲିୟନଙ୍କୁ ୫ ଉଇକେଟ: ଅଷ୍ଟ୍ରେଲିଆ ନିୟନ୍ତ୍ରଣରେ ସିଡନୀ ଟେଷ୍ଟ
ସିଡନୀ,୫।୧(ଏଏଫ୍ପି)- ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଘରୋଇ ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସର ମାର୍ନସ ଲାବୁସେନଙ୍କ ଶତକ ସହାୟତାରେ ୧୫୦.୧ ଓଭରରେ ୪୫୪…
ପର୍ଯ୍ୟଟନ ଚିନ୍ତା
ଦିନେ ନୁହେଁ କିମାସେ ନୁହେଁ,ବର୍ଷବର୍ଷ ଧରି ଏମାନେ ଜାରିରଖିଛନ୍ତି ତାଙ୍କ ସାଧନା। କିଏ ପାହାଡ଼ କାଟି ତ କିଏ ମନ୍ଦିର ନିର୍ମାଣ କରି ପୁଣି ଆଉ କିଏ ଲୋକଙ୍କ ପାଇଁ କରିଛନ୍ତି ପର୍ଯ୍ୟଟନସ୍ଥଳୀ… ସମାଜରେ ବିଭିନ୍ନ ବ୍ୟକ୍ତିଙ୍କ ରୁଚି ଥାଏ ଭିନ୍ନଭିନ୍ନ…
‘ଓଡ଼ିଆ ମୋ ପରିବାରର’ ପ୍ରଥମ ବୈଠକ: ୩ ଦିଗ ଉପରେ କାର୍ଯ୍ୟ ଲାଗି ଖସଡା ପ୍ରସ୍ତୁତି
ଭୁବନେଶ୍ୱର,୫।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ‘ଓଡ଼ିଆ ମୋ ପରିବାରର’ ପ୍ରଥମ ଆନୁଷ୍ଠାନିକ ବୈଠକ ରବିବାର ନବୀନ ନିବାସରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆବାହକ ଅରୂପ ପଟ୍ଟନାୟକ କହିଛନ୍ତି ୩ ଦିଗ ଉପରେ କାର୍ଯ୍ୟ କରାଯିବାକୁ ଖସଡା ପ୍ରସ୍ତୁତ ହୋଇଛି।…
ଏଠି ସବୁ ସମୟରେ ମାରିଥାଏ ବିଜୁଳି, କାରଣ ଖୋଜି ପାଉନାହାନ୍ତି ବୈଜ୍ଞାନିକ
ଆଜିର ସମୟରେ ବିଜ୍ଞାନର ବହୁ ଅଗ୍ରଗତି ହୋଇଛି ସତ କିନ୍ତୁ ବିଶ୍ୱରେ ଏମିତି କିଛି ରହସ୍ୟମୟ ଘଟଣା ରହିଛି, ଯାହାର କାରଣ ବୈଜ୍ଞାନିକମାନେ ମଧ୍ୟ ଖୋଜି ପାଉନାହାନ୍ତି। ସେହିପରି ଦକ୍ଷିଣ ଆମେରିକା ଭେନିଜୁଏଲାର ଏକ ଝରଣା ଉପରେ ସବୁ ସମୟରେ ବିଜୁଳି…
ଲାଇଫ୍ ଷ୍ଟାଇଲ ସେଲର୍ ପ୍ୟାଣ୍ଟ
ଶୀତଦିନେ ଆଙ୍କେଲ ଫିଟ୍ ଟ୍ରାଉଜର୍ସ କିମ୍ବା ସ୍କିନ୍ ଟାଇଟ୍ ଜିନ୍ସ ବଦଳରେ ଯୁବତୀମାନେ ସେଲର୍ ପ୍ୟାଣ୍ଟ ପିନ୍ଧିବାକୁ ଅଧିକ ପସନ୍ଦ କରୁଥିବା ଦେଖିବାକୁ ମିଳୁଛି। କାରଣ ଏହାକୁ ଉଭୟ ଫର୍ମାଲ୍ ତଥା କାଜୁଆଲ୍ ଆଉଟ୍ଫିଟ୍ ଭାବେ ଆରାମରେ କ୍ୟାରି କରିହୁଏ… ଶୀତଦିନ…
ନବ୍ୟ ଆନ୍ଦୋଳନର ସାରଥି
ଭାରତୀୟ ସାହିତ୍ୟରେ ଯେଉଁ କେତେଜଣ ସ୍ରଷ୍ଟା ନବ୍ୟ ଆନ୍ଦୋଳନର ସୂତ୍ରପାତ କରିଥିଲେ, ସେମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ। କନ୍ନଡ଼ ଭାଷାର ଷଷ୍ଠ ଲେଖକ ଭାବରେ ସେ ପାଇଥିଲେ ଭାରତର ସର୍ବୋଚ୍ଚ ତଥା ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର। ସେ ହେଉଛନ୍ତି ୟୁ.ଆର୍.…
ଆରମ୍ଭ ହେଲା ଭାଜପାର ‘ବୁଥ୍ କାର୍ଯ୍ୟକର୍ତ୍ତା ସମ୍ମିଳନୀ’
ନୂଆଦିଲ୍ଲୀ,୫।୧: ଆଗକୁ ଅଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦେଖି ସବୁଦଳ ପ୍ରସ୍ତୁତ ହେଉଥିବା ବେଳେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ଦିଲ୍ଲୀରେ ଆୟୋଜିତ ‘ବୁଥ୍ କାର୍ଯ୍ୟକର୍ତ୍ତା ସମ୍ମିଳନୀ’ରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗ ଦେଇଛନ୍ତି। ସେ…
୨୫ ଫୁଟ ଚେକ୍ଡ୍ୟାମ୍ ତଳକୁ ଖସିଲା କମାଣ୍ଡର
ଟିଟିଲାଗଡ଼,୫।୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ନିକଟସ୍ଥ ୨୫ ଫୁଟର ଚେକ୍ଡ୍ୟାମ୍ ତଳକୁ ଏକ କମାଣ୍ଡର ଗାଡ଼ି ରବିବାର ଖସି ଯାଇଛି। ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଡ୍ରାଇଭରଙ୍କ ବ୍ୟତୀତ ଗାଡିରେ କେହି ନ ଥିବା…
ବ୍ୟାକ୍ ଇଞ୍ଜୁରି: ଏଟିପି କପ୍ ରବରରୁ ଓହରିଲେ କିର୍ଗିୟସ
ବ୍ରସ୍ବେନ,୫।୧(ଏଏଫପି): ଅଷ୍ଟ୍ରେଲୀୟ ଟେନିସ ତାରକା ନିକ୍ କିର୍ଗିୟସ୍ ରବିବାର ବ୍ୟାକ୍ ଇଞ୍ଜୁରି କାରଣରୁ ଏଟିପି କପ୍ ରବରରୁ ଓହରିଯାଇଛନ୍ତି। ଏଠାରେ ଖେଳାଯିବାକୁ ଥିବା କାନାଡ଼ାର ଫେଲିକ୍ସ ଅଗେର – ଅଲିଆଜିମଙ୍କ ବିପକ୍ଷ ମ୍ୟାଚ୍ରୁ ସେ ଓହରିଯାଇଛନ୍ତି। ତାଙ୍କ ବଦଳରେ ଅଷ୍ଟ୍ରେଲିଆର ୩…
ଇନ୍ଦ୍ରଜାଲ
ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ ଭୋଗିବାକୁ ମଧ୍ୟ ପଡିଥାଏ। ସେପରି ଏକ ରହସ୍ୟମୟ କାହାଣୀକୁ ଆଧାର କରି ନିର୍ମିତ ହେଉଛି…

