Home Left

ରଣଜୀ ଟ୍ରଫି: ମହାରାଷ୍ଟ୍ରର ଇନିଂସ ପରାଜୟ

ନୂଆଦିଲ୍ଲୀ, ୫।୧(ପି.ଟି.)- ମିଡିୟମ ପେସର ଦିଓ୍ବେଶ ପଠାନିଆ ଓ ସଚିଦାନନ୍ଦ ପାଣ୍ଡେ ଦମ୍‌ଦାର ବୋଲିଂ ପ୍ରଦର୍ଶନ କରି ମହାରାଷ୍ଟ୍ର ବିପକ୍ଷରେ ସର୍ଭିସେସକୁ ଇନିଂସ ବିଜୟୀ କରାଇଛନ୍ତି। ସ୍ଥାନୀୟ ପଲାମ ଏ ଷ୍ଟାଡିୟମରେ ଖେଳାଯାଇଥିବା ରଣଜୀ ଟ୍ରଫି ଗ୍ରୁପ୍‌ ସି’ ମ୍ୟାଚ୍‌ରେ ସର୍ଭିସେସ…

ପ୍ରଥମ ରୋଜଗାର ପ୍ରଥମ ଦରମାରେ ପୁସ୍ତକ କିଣିଥିଲି

କବି, ଗାଳ୍ପିକ ତଥା ସ୍ତମ୍ଭକାର ଶରତ କୁମାର ଦାସ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ଅବିଭକ୍ତ କଟକ ବର୍ତ୍ତମାନର ଯାଜପୁର ଜିଲା ଅନ୍ତର୍ଗତ ବାଇଁଶିରିଆ ଗ୍ରାମପଞ୍ଚାୟତର ବାଲିଆପାଳ ଗାଁରେ ମୋ ଜନ୍ମ। ବାପାଙ୍କର ବଦଳି ଚାକିରି ଥିବାରୁ ପିଲାଦିନେ…

ମୁରଲୀ ମନୋହର ଯୋଶୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀଙ୍କ ୮୬ ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ଟୁଇଟ୍‌ କରି ମୋଦି…

ଭାଜପାକୁ ଗାଦିଚ୍ୟୁତ କରିବାକୁ ସବୁ ଦଳ ଏକାଠି ହୁଅନ୍ତୁ: ରଘୁବଂଶ ପ୍ରସାଦ

ପାଟନା,୫।୧: ବିହାରରେ ଚଳିତବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି। ଛାଡ଼ଖଣ୍ଡ ଭଳି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗାଦିଚ୍ୟୁତ କରିବାକୁ ଏବେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ତା’ର ପୂରୁଣା ସହଯୋଗୀଙ୍କ…

ଚା’ର ମଜା ବଢାଇବ ଏହି ଟି’ପଟ୍‌

ଶୀତଦିନ ସକାଳେ ଚା’ ପିଇବାର ମଜା ଅଲଗା। ଆଉ ଯଦି ଟି’ ଆସେସରିଜ୍‌ ଖାସ୍‌ ହୋଇଥାଏ ତେବେ ସୌଖୀନରେ ବସି ଚା’ ପିଇବାରେ ଯେଉଁ ନିଆରା ଅନୁଭୂତି ମିଳିବ ତାହା ହୋଇଯିବ ଅବର୍ଣ୍ଣନୀୟ। ଠିକ୍‌ ଯେମିତି ଏହି ସବୁ ଟି’ପଟ୍‌। ଏଗୁଡିକ…

ମା’ ଯୋଗମାୟା ପୀଠ

କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁଣ୍ଡାବନ୍ଧ ଗ୍ରାମପଞ୍ଚାୟତ ଅଧୀନ ଗୁର୍ଜିମୁଣ୍ଡା ଗାଁଠାରୁ ଅଳ୍ପ କିଛି ଦୂରରେ ରହିଛି ଏହି ପବିତ୍ର ଯୋଗମାୟା ପୀଠ। ଏହା ଓଁ ଶ୍ରୀ ଶ୍ରୀ ମା’ ଯୋଗମାୟା ଦୈବୀପୀଠ ଭାବେ ବି ପରିଚିତ। ଓଡ଼ିଶାରେ ଥିବା ବିଭିନ୍ନ…

କମେଡି ଯୋଡ଼ି

ଓଡ଼ିଆ ଯାତ୍ରାଜଗତରେ ବାପି-ଟୁକୁ ଏକ ଜଣାଶୁଣା ଯୋଡ଼ି। ବାପି-ଟୁକୁ ମଞ୍ଚକୁ ଆସିଲେ ତଳେ ବସିଥିବା ଦର୍ଶକଙ୍କ ଓଠରେ ମନକୁ ମନ ହସ ଫୁଟିଉଠେ। ଆଜିକୁ ପ୍ରାୟ ପନ୍ଦରବର୍ଷ ତଳେ ଏହି ଯୋଡ଼ିଙ୍କର ପ୍ରଥମ ଦେଖା ହୋଇଥିଲା। ସେତେବେଳେ ବାପି ‘ପଞ୍ଚସଖା ଗଣନାଟ୍ୟ’ରେ…

କୋଟା ହସ୍ପିଟାଲକୁ ପଛରେ ପକାଇଲା ପିବିଏମ୍‌: ଆଇସିୟୁରେ ୧୬୨ ଶିଶୁଙ୍କ ମୃତ୍ୟୁ

ବିକାନେର,୫।୧: ରାଜସ୍ଥାନରେ ଶିଶୁ ମୃତ୍ୟୁ ଘଟଣା ଚିନ୍ତାର କାରଣ ପାଲଟିଥିବା ବେଳେ ଏବେ ବିକାନେରର ପିବିଏମ୍‌ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା ସମସ୍ତଙ୍କୁ ଚମକାଇ ଦେଇଛି। କାରଣ କୋଟାର ଜେକେ ଲୋନ ହସ୍ପିଟାଲକୁ ଏବେ ପଛରେ ପକାଇ ଦେଇଛି ବିକାନେରର ପିବିଏମ୍‌…

ଏକ୍ସ-ରେ

ମେଡିକାଲ ସାଇନ୍ସରେ ଏକ୍ସ-ରେର ବ୍ୟବହାର ଯେ କେତେ ଗୁରୁତ୍ୱପୂର୍ଣ୍ଣ ସେକଥା ସମସ୍ତେ ଜାଣନ୍ତି। ହେଲେ ଏହା ବ୍ୟତୀତ ଏହାର ଅନ୍ୟ ବ୍ୟବହାର, ଉଦ୍ଭାବନ ଏବଂ ଏହା ସମ୍ପର୍କରେ ଆସନ୍ତୁ ଜାଣିବା କିଛି ଅଜଣା କଥା… ବୈଜ୍ଞାନକ ଓ୍ବିଲ୍‌ହେମ ରୋଣ୍ଟଜେନ୍‌ ୧୮୫୭ରେ ଏକ୍ସ-ରେ…

ବରେଲୀରେ ହେଉଛି ଝୁମ୍‌କା ଛକ

ମେରା ସାୟା ଚଳଚ୍ଚିତ୍ରର ‘ଝୁମ୍‌କା ଗିରାରେ ବରେଲୀ କେ ବାଜାର ମୈ…’ ଗୀତଟି ସମସ୍ତେ ଶୁଣିଥିବେ। ଏଇ ଗୀତ ପାଇଁ ଦିନେ ବରେଲୀ ପ୍ରସିଦ୍ଧ ହୋଇଯାଇଥିଲା। ତେଣୁ ସେଇ ବରେଲୀରେ ନିର୍ମାଣ ହେଉଛି ଝୁମ୍‌କାର ଏକ ବିରାଟ ସ୍ଥାପତ୍ୟ, ଯାହା ଝୁମ୍‌କା…

ଉଦ୍ଧବ ସରକାରଙ୍କ ମନ୍ତ୍ରିମଣ୍ଡଳର ହେଲା ବିଭାଗ ବଣ୍ଟନ

ମୁମ୍ବାଇ,୫।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଗତ ଡିସେମ୍ବର ୩୦ରେ କରାଯାଇଥିଲା। ଶନିବାର ସନ୍ଧ୍ୟାରେ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇ ଏହାର ଏକ ତାଲିକା ରାଜ୍ୟପାଳଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା। ରବିବାର ସକାଳେ ରାଜ୍ୟପାଳ ଭଗତ ସିଂହ…

ଜିଞ୍ଜର ବ୍ରେଡ୍‌ ସ୍ଥାପତ୍ୟ

ଆପଣ ଦେଖୁଥିବା ଡ୍ରାଗନ୍‌, ଡାଇନୋସର୍‌, ଟ୍ରିମ୍ୟାନର ଏହି ସ୍ଥାପତ୍ୟଗୁଡ଼ିକ କୌଣସି ଧାତୁ କିମ୍ବା ମାଟିରେ ତିଆରି ହୋଇନାହିଁ। ବରଂ ଏହା ତିଆରି ହୋଇଛି ଜିଞ୍ଜର ବ୍ରେଡ୍‌(ଏକ ପ୍ରକାରର ମସଲା ବ୍ରେଡ୍‌)ରେ। ନରଓ୍ବେର କେକ୍‌ ଆର୍ଟିଷ୍ଟ କାରୋଲିନ୍‌ ଏରିକ୍‌ସନ୍‌ ଏହାକୁ ତିଆରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?