Home Left

ଖାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଧାମନଗର,୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ଅଧୀନ କାଞ୍ଜିଆପାଳ ଗ୍ରାମର ଏକ ପାଣି ଖାଲରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପୃଷ୍ଟି। ଦୁଇଦିନ ପୂର୍ବରୁ ତାଙ୍କ ଜମିରୁ ସାରୁ ଚୋରି ହୋଇଥିଲା।…

ଇରାନର ୫୨ ସ୍ଥାନରେ ଆକ୍ରମଣ ପାଇଁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଇରାନକୁ ଏକ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଇରାନ ଯଦି କୌଣସି ଆମେରିକୀୟ ଅବା କୌଣସି ଅନୁଷ୍ଠାନ ଉପରେ ଆକ୍ରମଣ କରେ ତେବେ ଇରାନର ୫୨ଟି ସ୍ଥାନରେ ଆକ୍ରମଣ କରିବ ଆମେରିକା। ଆଉ…

ନୂଆବର୍ଷରୁ…

ଆରମ୍ଭ ହୋଇଛି ପୁଣି ଏକ ନୂଆବର୍ଷ। ମନରେ କେତେ ଆଶା, ଆକାଂକ୍ଷା ଓ କିଛି ନୂଆ କରିବାର ସଂକଳ୍ପ ନେଇ ଏହାକୁ ସ୍ବାଗତ ଜଣାଇଛନ୍ତି ସଭିଏଁ। ତେବେ ଭବିଷ୍ୟତରେ ଏକ ସୁଖ ସମୃଦ୍ଧ ଜୀବନ ଜିଇବାର କାମନା ରଖି ଏବେଠୁ ସଞ୍ଚୟ…

ପେଣ୍ଟିଂର ମୂଲ୍ୟ ୧୭୭ କୋଟି

୨୦୦୦ ମସିହାରେ ଜାପାନୀ ପେଣ୍ଟର ୟୋଶିତୋମା ନାରା କରିଥିଲେ ଏକ ପେଣ୍ଟିଂ। ସେତେବେଳେ ତା’ର ମୂଲ୍ୟ କିଛି ନ ଥିଲା। ତେବେ ନିକଟରେ ଏହାକୁ ନିଲାମ କରାଯାଇଛି। ଆଉ ତାହା ବିକ୍ରି ହୋଇଛି ୧୭୭ କୋଟି ଟଙ୍କାରେ। ପେଣ୍ଟିଂରେ ଏକ କାର୍ଟୁନ…

ବାଂଲାଦେଶ ପ୍ରସ୍ତାବକୁ ପିସିବି ପ୍ରତ୍ୟାଖ୍ୟାନ

କରାଚୀ,୫।୧(ପି.ଟି.)- ଟେଷ୍ଟ ମ୍ୟାଚ୍‌ ଭେନ୍ୟୁ ପରିବର୍ତ୍ତନ ନେଇ ବାଂଲାଦେଶ ଦେଇଥିବା ସର୍ତ୍ତମୂଳକ ପ୍ରସ୍ତାବକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପ୍ରତ୍ୟାଖ୍ୟାନ କରିଛି। ପାକସ୍ତାନରେ ବାଂଲାଦେଶ ଗୋଟିଏ ଟେଷ୍ଟ ଖେଳିବାକୁ ରାଜି ହୋଇଥିଲା। ତେବେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଢ଼ାକାରେ ଖେଳିବା ପାଇଁ…

ଆଇଟିର ଉନ୍ନତି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ ଓଡ଼ିଶା-ୟୁପି, ୨ ରାଜ୍ୟର ଆଇଟି ମନ୍ତ୍ରୀଙ୍କ ସାକ୍ଷାତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଓଡ଼ିଶା ଏବଂ ଉତ୍ତର ପ୍ରଦେଶ ମିଳିତ ଭାବେ କାର୍ଯ୍ୟ କରିବେ। ଉଭୟ ରାଜ୍ୟର ଆଇଟି ବିଭାଗ ମନ୍ତ୍ରୀଙ୍କ ମଧ୍ୟରେ ଏନେଇ ଏକ ସୌଜନ୍ୟମୂଳକ ସାକ୍ଷାତ ଅନୁଷ୍ଠିତ ହୋଇଯାଇଛି। ୟୁପି ଆଇଟି ରାଷ୍ଟ୍ରମନ୍ତ୍ରୀ ଅଜିତ…

ପେପର କୋଲାଜ୍‌ ପେଣ୍ଟିଙ୍ଗ୍‌

ପେଣ୍ଟିଙ୍ଗ୍‌ ମାନେ ଆମେ କାନ୍‌ଭାସ ଉପରେ ରଙ୍ଗ ତୂଳୀରେ ଅଙ୍କା ଯାଇଥିବା ଚିତ୍ର କଥା ବୁଝିଥାଉ। କିନ୍ତୁ ବିନା ରଙ୍ଗ ତୂଳୀରେ ପେଣ୍ଟିଙ୍ଗ୍‌ ବି ହୋଇପାରେ ବୋଲି କେବେ ଭାବିଛନ୍ତି। ଏହାକୁ ସତ କରି ଦେଖାଇଛନ୍ତି କୋଲାଜ୍‌ ଆର୍ଟିଷ୍ଟ ଅଲବିନ୍‌ ତଲିକ।…

ସୁନାର ସାଫା

ରାଜସ୍ଥାନୀ ପୋଷାକରେ ସାଫା ବା ପଗଡ଼ିର ସ୍ଥାନ ସ୍ବତନ୍ତ୍ର। ଏହା ଏକ ପାରମ୍ପରିକ ପରିଧାନ । ପ୍ରାୟ ୭୦-୮୦ ବର୍ଷ ପୂର୍ବେ ରାଜପୁତମାନେ ସୁନାର ସାଫା ପିନ୍ଧୁଥିଲେ। ତେବେ ଆମେ ଏଠି ଯେଉଁ ସାଫା କଥା କହୁଛୁ, ସେ ଟିକେ ଖାସ୍‌।…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ

ଭୁବନେଶ୍ୱର,୫।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଭାଜପା ପକ୍ଷରୁ ରବିବାରଠାରୁ ଜନଜାଗରଣ ସୃଷ୍ଟି କରାଯିବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗନ ସିଂ କୁଲସ୍ତେ ଓଡ଼ିଶା ଆସୁଛନ୍ତି। କୁଲସ୍ତେ ରବିବାର କେନ୍ଦ୍ରାପଡା ଜିଲା ମହାକାଳପଡାଠାରେ ସର୍ବଭାରତୀୟ ସ୍ତରରେ…

ଭାଜପା ନେତାଙ୍କ ନାଁରେ ମାମଲା ରୁଜୁ

ଇନ୍ଦୋର,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା କୈଳାସ ବିଜୟଭର୍ଗିୟଙ୍କ ସମେତ ୩୫୦ ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ସୟୋଗୀତାଗଞ୍ଜ ପୋଲିସ ଷ୍ଟେଶନରେ ଏମାନଙ୍କ ନାଁରେ ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ କରାଯାଇଛି। ଡିଭିଜନାଲ କମିଶନର ଆକାଶ…

‘ବିଦେଶିନୀ’ର ଆଲୋକ

ଶିବାନୀ ଗଣନାଟ୍ୟ ପ୍ରଯୋଜିତ ‘ବିଦେଶିନୀ’ ନାଟକ ଦେଖିଥିବା ଦର୍ଶକେ ନିଶ୍ଚୟ ମନେରଖିଥିବେ ଆଲୋକ ଦାସ ମହାପାତ୍ରଙ୍କୁ। କାରଣ ଆଲୋକ ହେଉଛି ବିଦେଶିନୀର ସ୍ବାମୀ। ଏହି ଚରିତ୍ରରେ ଅଭିନୟ କରିଥିବା ଅଭିନେତା ଜଣକ ହେଉଛନ୍ତି ପ୍ରିୟ ନାରାୟଣ ତ୍ରିପାଠୀ। ଯାତ୍ରା ଜଗତରେ ସେ…

ସୀମାଚଳମ୍‌ରୁ ଫେରିବାବେଳେ ଦୁର୍ଘଟଣା: ଚାଲିଗଲା ୨ ପରିବାରର ୫ ଜୀବନ

ଭୁବନେଶ୍ୱର (ବ୍ୟୁରୋ)/ ପାତ୍ରପୁର(ଡି.ଏନ୍‌.ଏ),୫।୧: ପୁଅର ମୁଣ୍ଡନ ପାଇଁ ଭୁବନେଶ୍ୱରରୁ ୨ଟି ପରିବାର ଏକ କାର୍‌ ଯୋଗେ ଆନ୍ଧ୍ରପ୍ରଦେଶ ସୀମାଚଳମ୍‌ର ଶ୍ରୀବରାହଲକ୍ଷ୍ମୀନାରାୟଣ ମନ୍ଦିରକୁ ଯାଇଥିଲେ। ଶୁକ୍ରବାର ସେଠାରେ ମୁଣ୍ଡନ ସାରିବା ପରେ ବୁଲାବୁଲି କରି ରାତିରେ ହସଖୁସିରେ ଫେରୁଥିଲେ। ମାତ୍ର ନିୟତି ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?