Home Left

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ: ନର୍ସିଂହୋମ ସମ୍ମୁଖରେ ଧାରଣା

କଣ୍ଟାପଡ଼ା, ୧୬।୧୦(ଡି.ଏନ୍‌.ଏ.): କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ଯୋହଳ ଗ୍ରାମର ଜଣେ ମହିଳାଙ୍କର ଅସ୍ତ୍ରୋପଚାର ବେଳେ ଡାକ୍ତରଙ୍କ ଅବହେଳା ଯୋଗୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏ ନେଇ ଜାତୀୟ ଦଳିତ ଆଦିବାସୀ ମାଇନରିଟି ସଂଘ ପକ୍ଷରୁ ଉକ୍ତ ନର୍ସିଂହୋମ…

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଦୁଇଦିନିଆ ସରକାରୀ ଅଫିସ ବନ୍ଦ

ବଲାଙ୍ଗୀର ଅଫିସ, ୧୬।୧୦: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ବୁଧବାରଠାରୁ ଦୁଇଦିନିଆ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ଅଫିସ ବନ୍ଦ କରାଯାଇ ଜିଲାପାଳ କାର୍ଯ୍ୟାଳୟ ଓ ସିଭିଲ…

ବାପାଙ୍କ ମନପ୍ରାଣ ବିଜୁବାବୁ; ଭାଜପାରେ ମିଶିବା ଭୁଲ ନିଷ୍ପତ୍ତି ଥିଲା: ସମ୍ବିତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ ଆଉ ଏବେ ଏବେ ଭାଜପାରୁ ବୁଧବାର ଇସ୍ତଫା ଦେଇଛନ୍ତି ବରିଷ୍ଠ ନେତା ଡା. ଦାମୋଦର ରାଉତ। ଗୋଟିଏ ପଟେ ବିଜେପୁର ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ସରଗରମ ଥିବା ବେଳେ…

ପି. ଚିଦାମ୍ବରମଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୧୬।୧୦: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଗିରଫ କରାଯାଇଛି। ଆଇଏନଏକ୍ସ ମିଡିଆ ମନିଲଣ୍ଡରିଂ ମାମଲାରେ ଇଡିର ତିନି ଜଣିଆ ଟିମ ତାଙ୍କୁ ଘଣ୍ଟାଏ ଧରି ପଚରାଉଚରା କରିବା ପରେ ଶେଷରେ…

ଇରାନ୍‌ ବିରୋଧରେ କଟକଣା ଜାରି କରି ଆମେରିକା ଅପରାଧ କରିଛି: ରୁହାନି

ତେହରାନ,୧୬।୧୦: ଇରାନ୍‌ ବିରୋଧରେ କଟକଣା ଜାରି କରି ଆମେରିକା ଅପରାଧ କରିଛି। ଏନେଇ ଇରାନ୍‌ ରାଷ୍ଟ୍ରପତି ହସନ୍‌ ରୁହାନି କହିଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କ୍ଷେତ୍ରୀୟ କମିଟିର ୬୬ତମ ବାର୍ଷିକ ବୈଠକରେ ଯୋଗଦେଇ ସେ ଏଭଳି ମନ୍ତବ୍ୟ ଦେଇଛନ୍ତି। ସୌଦିର ଚାପରେ…

କାହିଁକି ଗଣିତରେ ଦିଆଯାଏନି ନୋବେଲ ପୁରସ୍କାର

ଚଳିତ ବର୍ଷ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ନୋବେଲ ପୁରସ୍କାର ହେଉଛି ବିଶ୍ୱର ସବୁଠୁ ସମ୍ମାନଜନକ ପୁରସ୍କାର। ଆଲଫ୍ରେଡ ନୋବେଲଙ୍କ ନାମ ଅନୁସାରେ ଏହାର ନାମକରଣ କରାଯାଇଛି। ଏହି ପୁରସ୍କାର ୬ଟି କ୍ଷେତ୍ର ଯଥା…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ବ୍ରହ୍ମପୁରରେ ରକ୍ତଦାନ ଶିବିର, ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ୍‌,୧୬।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମଦିନ ଅବସରରେ ବୁଧବାର ବ୍ରହ୍ମପୁର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଟାଉନ୍‌ହଲ୍‌ଠାରେ ଅନୁଷ୍ଠିତ ଏହି ଶିବିରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର…

ବନ୍ଦ ହୃତ୍‌ପିଣ୍ଡ ପୁଣି ଚାଲି ପାରିବ

ବ୍ରହ୍ମପୁର ଅଫିସ୍‌,୧୬।୧୦: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ନିଶ୍ଚେତକ, ଯନ୍ତ୍ରଣା ଉପଶମ ଏବଂ ଗୁରୁତର ଚିକିତ୍ସା ବିଭାଗ ତରଫରୁ ବୁଧବାର ସକାଳେ ବିଶ୍ୱ ନିଶ୍ଚେତନ ଦିବସ ଆୟୋଜିତ ହୋଇଯାଇଛି । ବହିର୍ବିଭାଗ ସମ୍ମୁଖରେ ଆୟୋଜିତ ଏହି…

ଦୁଇ ଯୁବକଙ୍କୁ ଗର୍ଭ ପରୀକ୍ଷା ପାଇଁ ପରାମର୍ଶ ଦେଲେ ଡାକ୍ତର, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରୋଗରେ ପଡ଼ିଲେ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼େ। ଡାକ୍ତର ଔଷଧ ଦେଲେ ଲୋକେ ସୁସ୍ଥ ହୋଇଥା’ନ୍ତି। କିନ୍ତୁ ଯଦି ଡାକ୍ତର ଭୁଲ ପ୍ରେସ୍‌କ୍ରିପ୍‌ସନ୍‌ ଲେଖନ୍ତି ତେବେ ରୋଗୀର ଅବସ୍ଥା ସଂଗୀନ ହୋଇପଡ଼େ। ସେହିପରି ଏକ ଘଟଣା ଘଟିଛି ଦୁଇ ଯୁବକଙ୍କ କ୍ଷେତ୍ରରେ।…

ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧୬।୧୦: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ଏଥିସହ ବାର୍ତ୍ତାରେ, ଆପଣଙ୍କୁ…

ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ୧୫ ନିହତ

ମେକ୍ସିକୋ ସିଟି,୧୬।୧୦: ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ମେକ୍ସିକୋର ଗୁଏରେରୋର ଦକ୍ଷିଣ ଅଞ୍ଚଳରେ ୧୫ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଯବାନ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଅକ୍ଟୋବର ୧୪ରେ ଡ୍ରଗ୍ସ୍‌ ମାଫିଆମାନେ ୧୪ ଜଣ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ଖପ୍ରାଖୋଲ, ୧୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଧପ୍ତାମୁଣ୍ଡା ପଞ୍ଚାୟତ କଟାପାଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ସକାଳେ ଜଣଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଛି। ସେ ହେଲେ ସୁରେଶନ ପୁଟେଲଙ୍କ ପୁଅ ନିତ୍ୟାନନ୍ଦ(୩୬)। ପ୍ରକାଶ ଯେ, ନିତ୍ୟାନନ୍ଦ ସବୁଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri